Home

ବିଦ୍ୟୁତ୍‌ଜନିତ ଜୀବନହାନି ହ୍ରାସ କରିବାକୁ ଦୃଢ଼ ଉଦ୍ୟମ କରାଯିବ

ଭୁବନେଶ୍ୱର,୧୯ା୨(ବ୍ୟୁରୋ):ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ମେନ୍ଦ୍ରରାଜପୁର ଗାଁ ନିକଟରେ ବିଦ୍ୟୁତ୍‌ ତାର ଲାଗି ଘଟିଥିବା ଦୁର୍ଘଟଣା ଦୁର୍ଭାଗ୍ୟଜନକ। ଭବିଷ୍ୟତରେ ଯେପରି ଏପରି ଘଟଣାର ପୁନରାବୃତ୍ତି ହେବ ନାହିଁ, ଏଥିପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ଅନ୍ୟ ସମସ୍ତ ବିଭାଗ ସହ…

ଅନୁପ, ବର୍ଦ୍ଧନଙ୍କୁ କୋର୍ଟରେ ହାଜର କଲା ପୋଲିସ

ଭୁବନେଶ୍ୱର(ବ୍ୟୁରୋ)/ଝାରସୁଗୁଡ଼ା ଅଫିସ, ବ୍ରଜରାଜନଗର(ଡି.ଏନ.ଏ.), ୧୯ା୨:ବହୁ ଚର୍ଚ୍ଚିତ କଳ୍ପନା ଦାଶ ଓ ବବ୍‌ଲି ହତ୍ୟା ଘଟଣାରେ ପୂର୍ବତନ ବିଧାୟକ ଅନୁପ ସାଏ ଓ ତାଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋଙ୍କୁ ରିମାଣ୍ଡରେ ନେବା ପାଇଁ ପୋଲିସ ମଙ୍ଗଳବାର ରାୟଗଡ଼ ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ଆବେଦନ କରିଛି।…

କୃଷି, ପୋଷଣ ଉପରେ ଫୋକସ୍‌

ଭୁବନେଶ୍ୱର,୧୯ା୨(ବ୍ୟୁରୋ):ରାଜ୍ୟ ସରକାର ପ୍ରଥମଥର ପାଇଁ ୨୦୨୦-୨୧ ଆର୍ଥିକ ବର୍ଷ ଲାଗି ୧ ଲକ୍ଷ ୫୦ ହଜାର କୋଟି ଟଙ୍କାର ଇଲେକ୍ଟ୍ରୋନିକ ବଜେଟ ପ୍ରସ୍ତୁତ କରିଛନ୍ତି। ଏହାକୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଇପ୍ୟାଡ୍‌ ମାଧ୍ୟମରେ ବିଧାନସଭାରେ ମଙ୍ଗଳବାର ଉପସ୍ଥାପନ କରିଛନ୍ତି। ଆଗକୁ ପୌର…

ଆଜିଠୁ ମାଟ୍ରିକ ପରୀକ୍ଷା

କଟକ ଅଫିସ,୧୯ା୨: ବୁଧବାରଠାରୁ ଆରମ୍ଭ ହେବ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା। ଏଥିସହ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଓ ମଧ୍ୟମା ପରୀକ୍ଷା ଗୋଟିଏ ଦିନରୁ ହିଁ ଆରମ୍ଭ ହେବ। ଚଳିତବର୍ଷ ମୋଟ୍‌ ୨୮୮୮ ପରୀକ୍ଷା…

୩ ବର୍ଷରେ ମଲେଣି ୨୪୬ ହାତୀ

ଭୁବନେଶ୍ୱର, ୧୯ା୨(ବ୍ୟୁରୋ) :ଓଡ଼ିଶାରେ ବିପଦରେ ଅଛନ୍ତି ହାତୀ। ଗତ ୩ ବର୍ଷରେ ବିଭିନ୍ନ କାରଣରୁ ୨୪୬ ହାତୀଙ୍କ ମୃତ୍ୟୁ ହୋଇଛି ବୋଲି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି। ମଙ୍ଗଳବାର ବିଧାନସଭାରେ ବଲାଙ୍ଗୀର ଲୋଇସିଂହା ଭାଜପା ବିଧାୟକ…

ନାନା ସମସ୍ୟାରେ ପାରାଦୀପ ମାଛଧରା ବନ୍ଦର: ୧୦ ବର୍ଷରେ ୧୭ଥର ବସିଛି ପରିଚାଳନା ସମିତି ବୈଠକ

ପାରାଦୀପ,୧୯ା୨(ସ୍ବ.ପ୍ର.): ରାଜ୍ୟର ଅନ୍ୟତମ ବୃହତ୍‌ ପାରାଦୀପ ମାଛଧରା ବନ୍ଦର ସମ୍ପ୍ରତି ବହୁବିଧ ସମସ୍ୟା ମଧ୍ୟରେ ଗତିକରୁଛି। ଏହି ମତ୍ସ୍ୟଶିଳ୍ପ ଉପରେ ନିର୍ଭରଶୀଳ ପ୍ରାୟ ୫୦ ହଜାର ମତ୍ସ୍ୟଜୀବୀଙ୍କ ଭବିଷ୍ୟତ ଏବେ ଅନ୍ଧାର ବୋଲି ସେମାନେ ଆକଳନ କଲେଣି। କାରଣ ପରିବର୍ତ୍ତିତ ସମୟାନୁସାରେ…

ପୂର୍ବତନ ମିସ୍‌ ଇଣ୍ଡିଆ ଏବେ ଲାଇମ୍‌ଲାଇଟ୍‌ରୁ ଦୂରରେ

ମୁମ୍ବାଇ: ୮୦ ଓ ୯୦ ଦଶକର ଏହି ଅଭିନେତ୍ରୀ ନିଜର ସୌନ୍ଦର୍ଯ୍ୟ ଓ ଅଭିନୟ ଜାଦୁରେ ସମସ୍ତଙ୍କ ମନ୍ତ୍ରମୁଗ୍ଧ କରିଥିଲେ। ନିଜର ସୌନ୍ଦର୍ଯ୍ୟ ପାଇଁ ମିସ୍‌ ଇଣ୍ଡିଆର ଖ୍ୟାତି ପାଇଥିବା ଏହି ଅଭିନେତ୍ରୀ ଜଣକ ସିନେମାଜଗତରେ ମଧ୍ୟ ବହୁ ନାଁ କମାଇଛନ୍ତି।…

ପେଟ ସମସ୍ୟା ଥିଲେ ସକାଳୁ ଖାଆନ୍ତୁ ଭିଜା ଚଣା

ପ୍ରତିଦିନ ସକାଳେ ଭିଜା ଚଣା ଖାଇଲେ ଅନେକ ରୋଗ ଦୂର ହୋଇଥାଏ। ଚଣାରେ ପ୍ରଚୁର ମାତ୍ରାରେ ପ୍ରୋଟିନ, ଫାଇବର, ଫସଫରସ, ଆଇରନ ଏବଂ ମିନେରାଲ୍ସ ଥାଏ। ପେଟ ସମସ୍ୟା ଥିବା ଲୋକଙ୍କ ପାଇଁ ଏହା ରାମବାଣ ସଦୃଶ ହୋଇଥାଏ। ପ୍ରତ୍ୟେକ ଦିନ…

ବିରାଟ କୋହଲିଙ୍କଠାରୁ ଅଧିକ ପାରିଶ୍ରମିକ ପାଆନ୍ତି ଏହି ଦେଶର ଅଧିନାୟକ

ଯଦି କୌଣସି କ୍ରିକେଟର ଦେଶକୁ ପ୍ରତିନିଧିତ୍ୱ କରନ୍ତି ତେବେ ରାତାରାତି ସେ ଷ୍ଟାର ପାଲଟିଯାନ୍ତି। ସରକାରୀ ଚାକିରି ସହ ମୋଟା ଅଙ୍କରେ ସେମାନଙ୍କୁ ପାରିଶ୍ରମିକ ମିଳିଥାଏ। ଅନ୍ତର୍ଜାତୀୟ ସ୍ତରରେ କ୍ରିକେଟ ଅଧିନାୟକଙ୍କ ପାରିଶ୍ରମିକ ଅନ୍ୟ ଖେଳାଳିଙ୍କ ଅପେକ୍ଷା ଅଧିକ ଥାଏ। ତେବେ…

ବୁଧବାରଠୁ ମାଟ୍ରିକ ପରୀକ୍ଷା: କପି ରୋକିବାକୁ ୧୦୦୦ କେନ୍ଦ୍ରରେ ସିସିଟିଭି କ୍ୟାମେରା, ୪ସ୍ତରୀୟ ସ୍କ୍ବାଡ୍‌ ବ୍ୟବସ୍ଥା

କଟକ ଅଫିସ,୧୮ା୨- ବୁଧବାରଠାରୁ ଆରମ୍ଭ ହେବ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା। ଏଥିସହ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଓ ମଧ୍ୟମା ପରୀକ୍ଷା ଗୋଟିଏ ଦିନରୁ ହିଁ ଆରମ୍ଭ ହେବ। ଚଳିତବର୍ଷ ମୋଟ୍‌ ୨୮୮୮ ପରୀକ୍ଷା…

ଆମେରିକା ଗଟ୍‌ ଟ୍ୟାଲେଣ୍ଟ ଶୋ’ ଜିତିଲେ ମୁମ୍ବାଇର ଭି. ଅନ୍‌ବିଟେବୁଲ୍‌ ଡ୍ୟାନ୍ସ ଗ୍ରୁପ୍‌

ମୁମ୍ବାଇ: ଆମେରିକା ଗଟ୍‌ ଟ୍ୟାଲେଣ୍ଟରେ ଭାଗ ନେଇ ଲୋକପ୍ରିୟତା ହାସଲ କରିଛନ୍ତି ଅନେକ ନୃତ୍ୟଶିଳ୍ପୀ। ହେଲେ ଚଳିତ ଥର ସମସ୍ତଙ୍କୁ ଚକିତ କରି ମୁମ୍ବାଇର ଭି.ଅନ୍‌ବିଟେବୁଲ ଡ୍ୟାନ୍ସ ଗ୍ରୁପ୍‌ ଶୋ’ ବିଜେତା ହୋଇଛନ୍ତି। ଏ ନେଇ ଗ୍ରୁପ୍‌ର ସମସ୍ତ ନୃତ୍ୟଶିଳ୍ପୀଙ୍କୁ ଚାରିଆଡୁ…

ପଙ୍କୋଦ୍ଧାର ଏକାଦଶୀ ପାଇଁ ଲୋକନାଥ ପୀଠ ପ୍ରସ୍ତୁତ

ପୁରୀ ଅଫିସ, ୧୮ା୨: ବୁଧବାର ପବିତ୍ର ପଙ୍କୋଦ୍ଧାର ଏକାଦଶୀ। ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିରରେ ଏହା ଧୂମ୍‌ଧାମ୍‌ରେ ଅନୁଷ୍ଠିତ ହେବ। ବର୍ଷକରେ ଏହି ଗୋଟିଏ ଦିନ ପ୍ରଭୁ ଶ୍ରୀଲୋକନାଥଙ୍କ ପ୍ରତ୍ୟକ୍ଷ ଲିଙ୍ଗ ଦର୍ଶନ କରିବାର ସୁଯୋଗ ପାଇଥାନ୍ତି ଶ୍ରଦ୍ଧାଳୁ। ତେଣୁ ପଙ୍କୋଦ୍ଧାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri