Home

ଘରେ ବୁଢିଆଣୀ ଜାଲ ରହିଥିଲେ ଆପଣାନ୍ତୁ ଘରୋଇ ଉପାୟ

ଘର ସଫା କରିବା ପରେ ବୁଢ଼ିଆଣୀ ଜାଲ ବା ଅଳନ୍ଧୁ ଦେଖିଲେ ଚିନ୍ତାରେ ପଡ଼ିଥାଉ, କିପରି ସଫା କରିବ। ବୁଢ଼ିଆଣୀ ଜାଲ ଦ୍ୱାରା ଘର ଅପରିଷ୍କାର ଦେଖାଯାଏ। ତା’ସହିତ ଘରକୁ ନକାରାତ୍ମକ ଶକ୍ତି ମଧ୍ୟ ପ୍ରବେଶ କରିଥାନ୍ତି ବୋଲି ବାସ୍ତୁରେ କୁହାଯାଇଛି।…

ଶକ୍ତି ସଂରକ୍ଷଣ କରାଗଲେ ଉତ୍ତାପ ବୃଦ୍ଧି ହ୍ରାସ ପାଇବ

ଭୁବନେଶ୍ୱର,୧୪ା୧୨(ବ୍ୟୁରୋ)- ମନୁଷ୍ୟର ଦୈନନ୍ଦିନ ଜୀବନଯାପନ ପାଇଁ ଶକ୍ତିର ଜରୁରୀ ଆବଶ୍ୟକତା ରହିଛି। ପେଟ୍ରୋଲ, ଡିଜେଲ, କୋଇଲା, ଜୈବ ଇନ୍ଧନରୁ ଶକ୍ତି ଉତ୍ପାଦନ ଯୋଗୁ ବହୁ ମାତ୍ରାରେ ଅଙ୍ଗାରକାମ୍ଳ ନିର୍ଗତ ହୋଇ ବାୟୂମୁଣ୍ଡଳକୁ ପ୍ରଦୂଷିତ କରୁଛି। ଫଳରେ ତାପମାତ୍ରା ବୃଦ୍ଧି ପାଉଛି। ଏଥିପ୍ରତି…

ରେଲୱେ ଜାଗାରୁ ଜବରଦଖଲ ଉଚ୍ଛେଦ: ଜୀବିକା ହରାଇଲେ ୩୦ ବ୍ୟବସାୟୀ

ରୂପ୍‌ସା, ୧୪।୧୨(ଡି.ଏନ.ଏ.)-ଦକ୍ଷିଣ-ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରୂପ୍‌ସା ରେଳ ଜଙ୍କଶନଠାରେ ଥିବା ରେଲୱେ ଜାଗାରୁ ଶନିବାର ଜବରଦଖଲ ଉଚ୍ଛେଦ କରାଯାଇଛି। ଷ୍ଟେଶନ ସମ୍ମୁଖ ଏବଂ ଉତ୍ତର-କେବିନଠାରେ ଥିବା ୩୦ଜଣ ବ୍ୟବସାୟୀଙ୍କ ଦୋକାନ କେବିନ ଓ ଅସ୍ଥାୟୀ ଗୃହକୁ…

୨ ହୋଟେଲ ମ୍ୟାନେଜର ଗିରଫ: ତାଳସାରୀର ୨ ହୋଟେଲ ସିଲ୍‌

ଭୋଗରାଇ, ୧୪।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୀମାନ୍ତ ଜଳେଶ୍ୱର ଓ ଭୋଗରାଇ ଅଞ୍ଚଳରେ ହୋଟେଲ ଏବଂ ଲଜ୍‌ରେ ବେଧଡ଼କ ଦେହ ବ୍ୟବସାୟ ହେଉଥିବା ଭିଡ଼ିଓ ଭାଇରାଲ ଓ ଗଣମାଧ୍ୟମରେ ପ୍ରଚାର ହେବା ପରେ ପୋଲିସ ତପତ୍ର ହୋଇପଡ଼ିଛି। ଏସ୍‌ଡ଼ିପିଓ ଅଙ୍କିତା କୁମ୍ଭାରୀଙ୍କ ନେତୃତ୍ୱରେ ତାଳସାରୀ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ବରିଷ୍ଠ ସହାୟକ ପଦୋନ୍ନତି ମାମଲା: ଦରମା ହ୍ରାସ ବିଜ୍ଞପ୍ତି ହାଇକୋର୍ଟରେ ଅସିଦ୍ଧ

କଟକ ଅଫିସ,୧୪ା୧୨- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ପଦୋନ୍ନତି ପାଇ କାର୍ଯ୍ୟ କରୁଥିବା ବରିଷ୍ଠ ସହାୟକଙ୍କ ଦରମା ହ୍ରାସ ସମ୍ପର୍କିତ ବିଜ୍ଞପ୍ତି ହାଇକୋର୍ଟରେ ଅସିଦ୍ଧ ହୋଇଛି। ଗଣେଶ ଚନ୍ଦ୍ର ବେହେରା ଏବଂ ରଜତ କୁମାର ପଟ୍ଟନାୟକଙ୍କ ପକ୍ଷରୁ ଆଗତ ଦୁଇଟି ପୃଥକ ମାମଲାର ଏକତ୍ର…

କନିଅରଫଳ ଖାଇ ମହିଳାଙ୍କ ଆତ୍ମହତ୍ୟା

କେନ୍ଦୁଝର,୧୪।୧୨ ( ସ୍ବ.ପ୍ର.)- କେନ୍ଦୁଝର ଜିଲା ଘଟଗାଁ ବ୍ଲକ ପଣ୍ତାପଡ଼ା ଥାନା ପଟିଲ ଗ୍ରାମର ସରସ୍ବତୀ ପଲେଇ(୪୫) ନାମ୍ନୀ ଜଣେ ମହିଳା କନିଅର ଫଳ ଖାଇବାରୁ ତାଙ୍କର ମୃତ୍ୟୁ ଘଟିଛି। ସେ କନିଅର ଫଳକୁ ଶିଳରେ ବାଟି ଖାଇଦେଇଥିଲେ। ତାଙ୍କର ପୁଅ…

ଯେଉଁ ଖଣିର ହୀରା ନେଇ ପାରିବେ ସାଧାରଣ ଜନତା

ହୀର ଖଣି ସାଧାରଣତଃ କମ୍ପାନୀମାନଙ୍କ ଅଧିନରେ ଥାଏ। ଯେଉଁମାନେ ଏହାକୁ କ୍ରୟ କରିଥାଆନ୍ତି। ହେଲେ ଏମିତି ଏକ ଖଣି ଅଛି ଯେଉଁଠୁ ସାଧାରଣ ଜନତା ମଧ୍ୟ ହୀରା ଆଣିପାରିବେ। ଆମେରିକାର ଆରକାନସସ ରାଜ୍ୟର ପାଇକ କାଉଣ୍ଟିରେ ମରଫ୍ରେସବୋରୋରେ ରହିଛି ଏମିତି ଏକ…

ମୋଦି, ଶାହଙ୍କ ଫଟୋଚିତ୍ର ପୋଡ଼ିଲା ଯୁବ ଓ ଛାତ୍ର କଂଗ୍ରେସ

ପୁରୀ ଅଫିସ, ୧୪ା୧୨: ପୁରୀ ଜିଲା ଯୁବ ଓ ଛାତ୍ର କଂଗ୍ରେସ ପକ୍ଷରୁ ଶନିବାର ଇନ୍ଦିରା ଭବନ ସମ୍ମୁଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟମନ୍ତ୍ରୀ ଅମିତ ଶାହ ଏବଂ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀଙ୍କ ଫଟୋଚିତ୍ର ପୋଡ଼ାଯାଇଛି। କଂଗ୍ରେସ ନେତା ରାହୁଲ…

ବାଉଚର୍‌ ଦକ୍ଷିଣ ଆଫ୍ରିକା ମୁଖ୍ୟ କୋଚ୍‌

କେପ୍‌ ଟାଉନ,୧୪।୧୨ (ଏଏଫ୍‌ପି): ପୂର୍ବତନ ଉଇକେଟ୍‌କିପର ମାର୍କ ବାଉଚର୍‌ ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳର ମୁଖ୍ୟ କୋଚ୍‌ ନିଯୁକ୍ତ ହୋଇଛନ୍ତି। ଆଗାମୀ ୨୦୨୩ ବିଶ୍ୱକପ୍‌ ପର୍ଯ୍ୟନ୍ତ ବାଉଚର୍‌ଙ୍କୁ ଏହି ଗୁରୁ ଦାୟିତ୍ୱ ପ୍ରଦାନ କରାଯାଇଛି। କ୍ରିକେଟ୍‌ ଦକ୍ଷିଣ ଆଫ୍ରିକା (ସିଏସ୍‌ଏ)ର ଡିରେକ୍ଟର…

ମୋମୋତା ଫାଇନାଲରେ

ଶାଂଘାଇ,୧୪ା୧୨ (ଏଏଫ୍‌ପି): ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ଓ୍ବାଲର୍‌ଡ ଟୁର୍‌ ଫାଇନାଲ୍ସର ଟାଇଟଲ ମୁକାବିଲା ଜାପାନର କେଣ୍ଟୋ ମୋମୋତା ଏବଂ ଇଣ୍ଡୋନେସିଆର ଆନ୍ଥୋନୀ ସିନିସୁକା ଗିନ୍‌ଟିଙ୍ଗ୍‌ଙ୍କ ମଧ୍ୟରେ ହେବ। ବିଶ୍ୱର ନମ୍ବର ଓ୍ବାନ ଖେଳାଳି ମୋମୋତା ଶନିବାର ଗୁଆଙ୍ଗଝୋଠାରେ ଅନୁଷ୍ଠିତ ସେମିଫାଇନାଲରେ…

ନମାମୀ ଗଙ୍ଗେ ପ୍ରକଳ୍ପର ସମୀକ୍ଷା କଲେ ମୋଦି

କାନ୍‌ପୁର,୧୪ା୧୨(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜାତୀୟ ଗଙ୍ଗା ପରିଷଦ ବୈଠକରେ ପ୍ରଥମ ଥର ଲାଗି ଅଧ୍ୟକ୍ଷତା କରି ନମାମୀ ଗଙ୍ଗେ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଉତ୍ତର ପ୍ରଦେଶର ଚକେରି ବିମାନବନ୍ଦରରେ ପହଞ୍ଚିବା ପରେ ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ…

କୋଷ୍ଟାଲ ଟ୍ରେକିଂରେ ଅଲିଭ ରିଡ୍‌ଲେଙ୍କ ସୁରକ୍ଷା ବାର୍ତ୍ତା

ପୁରୀ ଅଫିସ, ୧୪ା୧୨: ଅଲିଭ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ଏବଂ ଆଗାମୀ ପୀଢିଙ୍କୁ ପ୍ରକୃତି ସହ ଯୋଡ଼ିିବାର ବାର୍ତ୍ତା ନେଇ ଭୁବନେଶ୍ୱର ସାଇକ୍ଲିଂ ଆଣ୍ଡ୍‌ ଆଡଭେଞ୍ଚର କ୍ଲବ (ବିସିଏସି) ଏବଂ ବେୟାରଫୁଟ ପକ୍ଷରୁ ଶନିବାର ଅନୁଷ୍ଠିତ ହୋଇଛି ପୁରୀ-ଚିଲିକା କୋଷ୍ଟାଲ ଟ୍ରେକିଂ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri