ପ୍ରଶାନ୍ତ କିଶୋର ଆରମ୍ଭ କରିବେ ‘ବାତ୍ ବିହାର କି’ କାର୍ଯ୍ୟକ୍ରମ
ପାଟନା,୧୮।୨: ଦିଲ୍ଲୀରେ ଅରବିନ୍ଦ କେଜରିଓ୍ବାଙ୍କ ନେତୃତ୍ୱାଧିନ ଆମ ଆଦମୀ ପାର୍ଟି(ଏଏପି)ର ବିପୁଳ ବିଜୟ ପରେ ଶ୍ରେୟ ନେଇଛନ୍ତି ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର। ମଙ୍ଗଳବାର ବିହାରର ପାଟନାରେ ସେ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରିଛନ୍ତି। ଏହି ସମ୍ମିଳନୀରେ ପ୍ରଶାନ୍ତ…
ଇଟା ଭାଟିରୁ ନିଆଁ ଛିଟିକି ଅଗ୍ନିକାଣ୍ଡ: ଭାଇ-ଭଉଣୀ ଗୁରୁତର
ମାଲକାନଗିରି,୧୮।୨(ଡି.ଏନ୍.ଏ.): ମାଲକାନଗିରି ଜିଲା ଗୌଡ଼ଗୁଡ଼ା ଗାଁରେ ମଙ୍ଗଳବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁ ଲାଗି ୮ ବର୍ଷର ଭାଇ ଓ ୨ ବର୍ଷର ଭଉଣୀ ଗୁରୁତର ହୋଇଛନ୍ତି। ସେମାନଙ୍କ ପରିଚୟ ମିଳିପରିନାହିଁ। ପ୍ରକାଶ ଯେ, ସକାଳେ ଭାଇ-ଭଉଣୀ ଘରେ…
ଅଜବ ପରମ୍ପରା: ଯେଉଁଠି ଭୂତ ବେଶ ଧାରଣ କରନ୍ତି ଲୋକେ
ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ପରମ୍ପରା ଦେଖିବାକୁ ମିଳିଥାଏ। ସେହିପରି ମେକ୍ସିକୋରେ ପ୍ରତିବର୍ଷ ଏକ ନିଆରା ପର୍ବ ପାଳିତ ହୋଇଥାଏ। ଏହି ପର୍ବର ନାମ ‘ଡେ ଅଫ୍ ଦି ଡେଡ୍’। ଏହି ଅବସରରେ ଲୋକମାନେ ଭୂତ ଏବଂ କଙ୍କାଳପରି ଦେଖାଯାଉଥିବା ପୋଷାକ…
ଆମେରିକାରେ ନ ଥିବେ ଡୋନାଲ୍ଡ ଟ୍ରମ୍ପଙ୍କ ଏମିତି ପ୍ରଶଂସକ!
ହାଇଦ୍ରାବାଦ୍,୧୮।୨: ଫେବୃୟାରୀ ୨୪ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ଅହମଦାବାଦ ଯିବେ। ତାଙ୍କୁ ସ୍ବାଗତ କରିବା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଟ୍ରମ୍ପଙ୍କୁ ଦେଖିବା ପାଇଁ ଲୋକଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି।…
ନୁହେଁ ମୁଁ ପରମାତ୍ମା ଅବା ଧର୍ମରାଜ; ମାର୍ଚ୍ଚ ୩ରେ ବି ହେବନି ଫାଶୀ: ନିର୍ଭୟା ଦୋଷୀଙ୍କ ଆଇନଜୀବୀ ଏ.ପି. ସିଂ
ନୂଆଦିଲ୍ଲୀ,୧୮।୨: ନିର୍ଭୟା ଦୋଷୀଙ୍କୁ ଫାଶୀ ଦେବା ଲାଗି ସୋମବାର ଡେଥ୍ ଓ୍ବାରେଣ୍ଟ ଜାରି ହୋଇଛି। ଗତ ୪୧ ଦିନ ମଧ୍ୟରେ ତୃତୀୟ ଥର ପାଇଁ ଏଭଳି ଓ୍ବାରେଣ୍ଟ୍ ଜାରି ହୋଇଛି। ତେବେ ଏହାକୁ ନେଇ ଦୋଷୀଙ୍କ ଆଇନଜୀବୀ ଏ.ପି. ସିଂ କହିଛନ୍ତି…
ପ୍ରଥମ ଭାରତୀୟ ଭାବେ କୋହଲି କଲେ ଏମିତି କାରନାମା: ପ୍ରିୟଙ୍କାଙ୍କୁ ପଛରେ ପକାଇଲେ
ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ପରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି କ୍ରିକେଟର ଏକ ବିସ୍ମୟ ଭାବେ ଉଭା ହୋଇଛନ୍ତି। ୨୦୦୮ରେ ଅନ୍ତର୍ଜାତୀୟ ଖେଳ ଜୀବନ ଆରମ୍ଭ କରିବା ପରଠାରୁ କୋହଲି ଗୋଟିଏ ପରେ ଗୋଟିଏ କୀର୍ତ୍ତିମାନ ହାସଲ କରି…
୫୦ ଦିନରେ କରୋନା: ୯୦ ହଜାର କୋଟି ଖର୍ଚ୍ଚ କଲାଣି ଚାଇନା; ୭୬ କୋଟିରୁ ଅଧିକ ଲୋକ ଘରେ ବନ୍ଦ !
ବେଜିଂ,୧୮।୨: ଇତିମଧ୍ୟରେ ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣକୁ ୫୦ ଦିନ ବିତିଛି। ୨୦୧୯ ଡିସେମ୍ବର ୩୧ରେ ପ୍ରଥମ କରୋନା ସଂକ୍ରମଣ ଘଟଣା ଘଟିଥିଲା। କରୋନା ଏବେ ପୃଥିବୀର ୨୯ରୁ ଅଧିକ ଦେଶରେ ପହଞ୍ଚିସାରିଛି। ଚାଇନାରୁ ସେଠାକୁ ଯାଇଥିବା ସଂକ୍ରମିତ ଲୋକଙ୍କ…
ଟ୍ରମ୍ପଙ୍କ ଗସ୍ତ ପୂର୍ବରୁ ଅହମଦାବାଦ ପହଞ୍ଚିଲେ ୨୦୦ ଆମେରିକା ସୁରକ୍ଷାକର୍ମୀ: ସ୍ବତନ୍ତ୍ର ଗାଡିରେ କରିବେ ରୋଡ ଶୋ’
ଅହମଦାବାଦ,୧୮।୨: ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ୨ ଦିନିଆ ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତ ୨୪-୨୫ରେ ସେମାନେ ଭାରତ ଆସୁଥିବା ବେଳେ ଏହା ପୂର୍ବରୁ ସୁରକ୍ଷାର ସମସ୍ତ ବ୍ୟବସ୍ଥା…
ଚାଇନା ଔଷଧ କମ୍ପାନୀରେ ତାଲା: ଭାରତରେ ବଢୁଛି ପାରାସିଟାମଲ, ଏଜିଥ୍ରୋମାଇସିନ୍ ଦାମ
ନୂଆଦିଲ୍ଲୀ,୧୮।୨: ଚାଇନାରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସଂକ୍ରମଣ ରୋକିବା ପାଇଁ ଚାଇନା ପକ୍ଷରୁ ନାନା ଉପାୟ କରାଯାଉଛି। କରୋନା ଆତଙ୍କରେ ବହୁ କମ୍ପାନୀରେ କାମ କରିବାକୁ କର୍ମଚାରୀ ନ ଆସିବାରୁ ତାଲା ଝୁଲୁଛି। ବହୁ…
ଏହି ମନ୍ଦିରରେ ପାଳନ ହୁଏ ‘ନେକେଡ୍ ଫେଷ୍ଟିଭାଲ’
ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ପରମ୍ପରା ଦେଖିବାକୁ ମିଳେ। ଜାପାନରେ ଏକ ଅଜବ ପରମ୍ପରା ଦେଖିବାକୁ ମିଳିଛି। ପ୍ରତିବର୍ଷ ଫେବୃୟାରୀ ମାସର ଦ୍ୱିତୀୟ ଶନିବାର ଦିନ ହଡ୍କା ମସ୍ତୁରୀ ନାମକ ଏକ ଉତ୍ସବ ପାଳନ କରାଯାଏ। ଏହାକୁ ‘ନେକେଡ୍ ଫେଷ୍ଟିଭାଲ୍’ ମଧ୍ୟ…
କରୋନା ଭାଇରସ: ମୃତ୍ୟୁ ସଂଖ୍ୟା ଛୁଇଁଲା ୧,୮୬୮
ବେଜିଂ,୧୮।୨: କରୋନା ଭାଇରସ ଚାଇନାରେ ମହାମାରୀର ରୂପ ନେଇଥିବା ବେଳେ ପ୍ରତିଦିନ ଏଠାରେ ଶହ ଶହ ଲୋକ ଏଥିରେ ଆକ୍ରାନ୍ତ ହେଉଥିବା ବେଳେ ଅନେକ ଲୋକଙ୍କ ମୃତ୍ୟୁ ଘଟୁଛି। ଏବେସୁଦ୍ଧା ସେଠାରେ କରୋନା ଭାଇରସରେ ସଂକ୍ରମିତ ହୋଇ ୧,୮୬୮ଜଣଙ୍କ ମୃତ୍ୟୁ ହୋଇଥିବା…
ଏହି ଫଟୋ ପାଇଁ ପୁରସ୍କାର ଜିତିଲେ ସଚିନ ତେନ୍ଦୁଲକର
ବର୍ଲିନ,୧୮।୨: ଲରିୟସ୍ ବିଶ୍ୱ ସ୍ପୋର୍ଟସ ପୁରସ୍କାର ଘୋଷଣା କରାଯାଇଛି। ରେସର୍ ଲୁଇସ୍ ହାମିଲଟନ୍ ଏବଂ ଫୁଟବଲର୍ ଲିଓନେଲ ମେସି ସଂଯୁକ୍ତ ଭାବେ ବିଶ୍ୱ ସ୍ପୋର୍ଟସ ମ୍ୟାନ୍ ଅଫ୍ ଦ ଇୟର୍ ପୁରସ୍କାର ଜିଣିଛନ୍ତି। ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ ସ୍ପୋର୍ଟିଙ୍ଗ୍ ମୋମେଣ୍ଟସ୍ ୨୦୦୦-୨୦୨୦…
Archives


