କେସିଆର୍ଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୧୭।୨: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ୬୬ତମ ଜନ୍ମଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍ କରି ମୋଦି କେସିଆର୍ଙ୍କ ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି। ଏହି ଅବସରରେ ତେଲେଙ୍ଗାନା ରାଷ୍ଟ୍ରୀୟ ସମିତି(ଟିଆର୍ଏସ୍)ର…
ଗ୍ୟାସରୁ ନିଆଁ ଲାଗି ମହିଳାଙ୍କ ସମେତ ୬ ବଖରା ଜଳିଗଲା
ଚାନ୍ଦବାଲି,୧୭।୨(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଚଡ଼ଦିଆ ଗ୍ରାମରେ ଏକ ରନ୍ଧନ ଗ୍ୟାସ୍ ଟାଙ୍କି ଲିକ୍ ହୋଇ ଜଣେ ମହିଳାଙ୍କ ଜୀବନ ଯାଇଥିବା ବେଳେ ପଡ଼ୋଶୀଙ୍କ ଘର ସମେତ ୬ ବଖରା ଜଳିଯାଇଛି। ଖବର ପାଇ ଚାନ୍ଦବାଲି ତହସିଲଦାର ଘଟଣାସ୍ଥଳରେ ପହଞ୍ଚି…
ବାଇକ୍ ଚଲାଇ କରୁଥିଲେ ଫେସ୍ବୁକ୍ ଲାଇଭ୍, ଆଉ ତା’ପରେ..
ଏବେ ଏକପ୍ରକାର ନିଶା ପାଲଟିଛି ସ୍ମାର୍ଟଫୋନ। କେବଳ ଯୁବପିଢି ନୁହେଁ, ସମସ୍ତଙ୍କୁ ନିଜ ମାୟାରେ ବଶୀଭୂତ କରିଛି ସ୍ମାର୍ଟଯୁଗର ସ୍ମାର୍ଟଫୋନ। ସ୍ମାର୍ଟଫୋନ କେବଳ ଆଖି ଖରାପ କରୁଛି ତା ନୁହେଁ, ଏହା ଯୋଗୁ ଅନେକ ଦୁର୍ଘଟଣା ଘଟୁଛି। ପଶ୍ଚିମବଙ୍ଗରେ ଏମିତି ଏକ…
କେନର୍ସ କପ୍ ଚେସ୍: ହମ୍ପି ଚାମ୍ପିୟନ: ୨ ନମ୍ବର ସ୍ଥାନକୁ ଉଠିଲେ
ସେଣ୍ଟ ଲୁଇସ୍, ୧୭।୨(ପି.ଟି.): ଓ୍ବାଲର୍ଡ ରାପିଡ୍ ଚେସ୍ ଚାମ୍ପିୟନ କୋନେରୁ ହମ୍ପି ଆଉ ଏକ ବିଶ୍ୱସ୍ତରୀୟ ସଫଳତା ହାସଲ କରିଛନ୍ତି। ଆମେରିକାର ସେଣ୍ଟ ଲୁଇସ୍ରେ ଅନୁଷ୍ଠିତ କେନର୍ସ କପ୍ ଚେସ୍ ଟୁର୍ନାମେଣ୍ଟରେ ସେ ଟାଇଟଲ ହାସଲ କରିଛନ୍ତି। ନିଜ ଦେଶର ଦ୍ରୋଣାଭାଲି…
ରାମମନ୍ଦିର ନିର୍ମାଣ ଚାନ୍ଦା ରଖିବ କିଏ: ନିଷ୍ପତ୍ତି ନେବ ନ୍ୟାସ
ନୂଆଦିଲ୍ଲୀ,୧୭।୨: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପାଇଁ ସଂଗ୍ରହ ହେବାକୁ ଥିବା ଚାନ୍ଦା କିଏ ରଖିବ ସେ ନେଇ ଶ୍ରୀ ରାମଜନ୍ମଭୂମି ତୀର୍ଥକ୍ଷେତ୍ର ନ୍ୟାସ ନିଷ୍ପତ୍ତି ନେବ। ଫେବୃୟାରୀ ୧୯ରେ ନ୍ୟାସର ପ୍ରଥମ ବୈଠକ ଅନୁଷ୍ଠିତ ହେବ। ବୈଠକରେ ଚାନ୍ଦା ନେଇ ଆଲୋଚନା…
ସାରା ଦେଶ ହେଉ ମଦମୁକ୍ତ: ନୀତୀଶ
ପାଟନା,୧୭।୨: ବିହାର ପରେ ଏବେ ସାରା ଦେଶକୁ ମଦ ମୁକ୍ତ କରିବାକୁ ଚାହୁଁଛନ୍ତି ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ଗୋଟିଏ ପଟେ ମଦମୁକ୍ତକୁ ବିରୋଧୀ ଅସଫଳ କହିବା ସହ ଜନମତ ସଂଗ୍ରହ କରୁଥିବା ବେଳେ ଅନ୍ୟପଟେ ନୀତୀଶ କିନ୍ତୁ ଏହାକୁ ବିହାରର…
କରୋନାର ପ୍ରଭାବରେ ଅର୍ଥବ୍ୟବସ୍ଥା ଟଳମଳ: ଭାରତର ଅଭିବୃଦ୍ଧି ହାରକୁ କମାଇଲା ମୁଡିଜ୍
ନୂଆଦିଲ୍ଲୀ,୧୭।୨: ପୃଥିବୀର ଦ୍ୱିତୀୟ ବୃହତମ ଅର୍ଥ ବ୍ୟବସ୍ଥା ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣ ଯୋଗୁ ଅନ୍ତର୍ଜାତୀୟ ବଜାର ବେଶ୍ ପ୍ରଭାବିତ ହୋଇଛି। କରୋନା ଯୋଗୁ ଆମଦାନୀ ରପ୍ତାନୀ ପ୍ରକ୍ରିୟାରେ ବାଧା ସୃଷ୍ଟି ହୋଇଛି। ଫଳରେ ବିଶ୍ୱ ଅର୍ଥବ୍ୟବସ୍ଥା ଟଳମଳ ହେବାରେ…
ଜାମିଆ ଆହତ ଛାତ୍ରଙ୍କୁ ଦିଆଯାଉ ୨କୋଟି ଟଙ୍କାର କ୍ଷତିପୂରଣ: କେନ୍ଦ୍ର, ଦିଲ୍ଲୀ ସରକାର, ପୋଲିସଙ୍କୁ ନୋଟିସ୍
ନୂଆଦିଲ୍ଲୀ,୧୭।୨: ଜାମିଆ ମିଲିଆ ଇସ୍ଲାମିଆ ବିଶ୍ୱବିଦ୍ୟାଳୟର ଜଣେ ଆହତ ଛାତ୍ର କରିଥିବା ଆବେଦନର ଶୁଣାଣି ସୋମବାର ଦିଲ୍ଲୀ ହାଇକୋର୍ଟ କରିଛନ୍ତି। ଏହି ଶୁଣାଣିରେ କୋର୍ଟ କେନ୍ଦ୍ର ସରକାର, ଦିଲ୍ଲୀ ସରକାର ଓ ପୋଲିସକୁ ନୋଟିସ ଜାରି କରିଛନ୍ତି। ଏଥିସହ ଆହତ ଛାତ୍ର…
ଖାଦ୍ୟ ସୁରକ୍ଷା ସତ୍ୟପାଠ ଦାଖଲରେ ଅବହେଳା: ୫ ରାଜ୍ୟ ଉପରେ ଅତିରିକ୍ତ ୧୦ ଲକ୍ଷ ଜରିମାନା
ନୂଆଦିଲ୍ଲୀ,୧୭।୨: ଖାଦ୍ୟ ସୁରକ୍ଷା ସତ୍ୟପାଠ ଦାଖଲରେ ଅବହେଳା ପାଇଁ ସୁପ୍ରିମ୍କୋର୍ଟ ୫ ରାଜ୍ୟ ଉପରେ ଅତିରିକ୍ତ ୧୦ ଲକ୍ଷ ଟଙ୍କା ଜରିମାନା ଲାଗୁ କରିଛନ୍ତି। ରାଜ୍ୟରେ ସାମୁହିକ ରୋଷେଇ ଶାଳ ନିର୍ମାଣ କରାଯାଇଥିବା ଦର୍ଶାଇ ଏକ ସତ୍ୟପାଠ ଦାଖଲ କରିବାକୁ ଗତ…
୭ ବର୍ଷର ବାଳକଙ୍କ ଅଜବ କାରନାମା: ୬ ପ୍ୟାକ୍ ଆବ୍ସ ସାଙ୍ଗକୁ ଖେଳୁଛନ୍ତି ଫୁଟବଲ୍
ବୟସ ମାତ୍ର ୭ ବର୍ଷ। ନାଁ ଆରାତ୍ ହୋସେଇନି। ଇରାନର ଏହି ବାଳକ ଜଣଙ୍କ କଅଁଳ ବୟସରେ ନିଜ ଅଜବ କାରାନାମାରେ ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ୬ ପ୍ୟାକ୍ ଆବ୍ସ ସାଙ୍ଗକୁ ଚମତ୍କାର ଫୁଟବଲ୍ ଖେଳୁଛନ୍ତି ଆରାତ୍। କେବଳ ଏତିକି ନୁହେଁ,…
ବ୍ୟାକ୍ଟେରିଆକୁ ରୋକିବ ଲାଳ
ସାଧାରଣତଃ ବ୍ୟାକ୍ଟେରିଆ ଯୋଗୁ ଆମେ କେତେକ ରୋଗର ସମ୍ମୁଖୀନ ହୋଇଥାଉ। ତେବେ ଏହାକୁ ପ୍ରତିହତ କରିବାରେ ଲାଳର ଭୂମିକା ରହିଛି ବୋଲି କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ପ୍ରକାଶ କରିଛନ୍ତି। ବିଶେଷଭାବରେ ଆମେ ଖାଇବା ପରେ ଭଲ ଭାବରେ ପାଟି ସଫା ନ…
ସୁସ୍ଥ ହୋଇ ଘରକୁ ଫେରିଲେ ୧୦ ହଜାରରୁ ଊର୍ଦ୍ଧ୍ୱ କରୋନା ଭାଇରସ ସଂକ୍ରମିତ
ବେଜିଂ,୧୭।୨: କରୋନା ଭାଇରସ୍ ଏବେ ଚାଇନାରେ ମହାମାରୀର ରୂପ ନେଇଥିବା ବେଳେ ଏବେ ଏହା ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏଥିରେ ବର୍ତ୍ତମାନ ସୁଦ୍ଧା ଚାଇନାରେ ୧,୭୭୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭୦,୫୪୮ଜଣ ଆକ୍ରାନ୍ତ ହୋଇଛନ୍ତି। ସବୁଠାରୁ ଖୁସିର ଖବର…
Archives


