Home

ବେକାରଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ଗିରିରାଜ ସିଂ: ୪ ଗାଈ ପାଳିଲେ ରୋଜଗାର ହେବ ୨୦ ଲକ୍ଷ ଟଙ୍କା

ମିରଟ,୧୭।୨: ନିଜର ମନ୍ତବ୍ୟ ନେଇ ବାରମ୍ବାର ବିବାଦୀୟ ହେଉଥିବା ଭାଜପାର କେନ୍ଦ୍ରୀୟ ମନ୍ତ୍ରୀ ଗିରିରାଜ ସିଂ ପୁଣି ଥରେ ଅସୁବିଧାରେ ପଡ଼ିଛନ୍ତି। ଉତ୍ତରପ୍ରଦେଶ ସୁରଟରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ବେକାରଙ୍କୁ ନେଇ ସେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ବେକାର…

ମୁଣ୍ଡବ୍ୟଥାର ଘରୋଇ ଉପଚାର

ମୁଣ୍ଡବ୍ୟଥା ଆଜିକାଲି ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ତେବେ ଏପରି କେତେକ ଘରୋଇ ଉପଚାର ରହିଛି, ଯାହାଦ୍ୱାରା ଏଥରୁ ଅନେକାଂଶରେ ଉପଶମ ମିଳିପାରିବ। ସେ ସମ୍ପର୍କରେ ଟିପ୍ସ… ଡାଲଚିନି ଗୁଣ୍ଡକୁ ପାଣିରେ ମିଶାଇ ମଥାରେ ଲେପ ଦେଲେ ମୁଣ୍ଡ ବିନ୍ଧାରୁ…

କେନ୍ଦ୍ରୀୟ ଅଧିକାରୀଙ୍କୁ ଡକରା

ଭୁବନେଶ୍ୱର,୧୭।୨(ବ୍ୟୁରୋ): ବିଭିନ୍ନ ସର୍ବଭାରତୀୟ ସେବା (ଏଆଇଏସ୍‌) ଏବଂ ଆଲାଏଡ୍‌ ସେବା ଅଧିକାରୀମାନେ ଯେପରି ଓଡ଼ିଶା ଆସି କାର୍ଯ୍ୟ କରିପାରିବେ, ସେନେଇ ରାଜ୍ୟ ପ୍ରଶାସନ ପ୍ରକ୍ରିୟା ଆରମ୍ଭ କରିଛି। ସାଧାରଣ ପ୍ରଶାସନ ବିଭାଗ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ଏଆଇଏସ୍‌ ଏବଂ ଆଲାଏଡ୍‌…

ଅଳକା ଲାମ୍ବା ହୋଇପାରନ୍ତି ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାସ୍ତ ପରେ ଏବେ କଂଗ୍ରେସ ରାଜ୍ୟସ୍ତରର ସଂଗଠନରେ କିଛି ପରିବର୍ତ୍ତନ କରିବାକୁ ଚିନ୍ତା କରିଥିବା ସୂଚନା ମିଳିଛି। ଏହି କ୍ରମରେ କଂଗ୍ରେସ ଟିକେଟରୁ ଚଳିତ ଥର ଚାନ୍ଦିନ ଚୌକ ନିର୍ବାଚନ ମଣ୍ଡଳିରୁ ଲଢିଥିବା ଅଳକା…

କେଜରିଓ୍ବାଲଙ୍କୁ ପ୍ରଶଂସା: କଂଗ୍ରେସ ନେତା ମିଲିନ୍ଦ ଦଓ୍ବେଡ଼ା-ଅଜୟ ମାକନ ମୁହାଁମୁହିଁ

ନୂଆଦିଲ୍ଲୀ, ୧୭।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ପ୍ରଶଂସା କରିବାକୁ ନେଇ କଂଗ୍ରେସର ଦୁଇ ନେତା ମୁହାଁମୁହିଁ ହୋଇଛନ୍ତି। କଂଗ୍ରେସ ନେତା ମିଲିନ୍ଦ ଦଓ୍ବେଡ଼ା କେଜରିଓ୍ବାଲଙ୍କ ଶାସନ ସମୟରେ ରାଜ୍ୟର ରାଜସ୍ବ ଦୁଇଗୁଣା ହୋଇ ୬୦ ହଜାର କୋଟି ଟଙ୍କାରେ ପହଞ୍ଚିଥିବାରୁ…

ସରିଲା କ୍ୟାବିନେଟ୍‌ ବୈଠକ: ୪ଟି ପ୍ରସ୍ତାବ ଉପରେ ଲାଗିଲା ମୋହର

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ଓଡ଼ିଶା ସରକାରଙ୍କ କ୍ୟାବିନେଟ ବୈଠକ ବସିଛି। ପୂର୍ବାହ୍ନ ୯ଟା ୪୫ରେ ଲୋକସେବା ଭବନରେ ଏହି ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ସାଧାରଣ ପ୍ରଶାସନ, ବାରିପଦା ମେଡିକାଲ କଲେଜ ପାଇଁ ୧୫୦…

ହକି ପ୍ରୋ ଲିଗ୍‌: ଭାରତ ବିପକ୍ଷ ମ୍ୟାଚ୍‌ ଅଲିମ୍ପକ୍ସ ପ୍ରସ୍ତୁତିରେ ସହାୟକ ହେବ: ଜାଲଓ୍ବେସ୍କି

ଭୁବନେଶ୍ୱର,୧୭।୨(ପି.ଟି.): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ହକି କମ୍ପେକ୍ସରେ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ପ୍ରୋ ଲିଗ୍‌ର ଦୁଇଟି ମ୍ୟାଚ୍‌ରେ ଭାରତ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମୁହାଁମୁହିଁ ହେବେ। ଆସନ୍ତା ଶୁକ୍ରବାର ଓ ଶନିବାର ଦିନ ଆୟୋଜନ ହେବାକୁ ଥିବା ଏହି ଦୁଇଟି…

କାର୍ଯ୍ୟଭାର ସମ୍ଭାଳିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ରାମଲୀଲା ମଇଦାନରେ ରବିବାର ଶପଥ ଗ୍ରହଣ କରିବା ପରେ ଆମ ଆଦ୍‌ମୀ ପାର୍ଟି (ଏଏପି)ର ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ସୋମବାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଛନ୍ତି। କେଜରିଓ୍ବାଲ ଲଗାତର ତୃତୀୟଥର ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି। କେଜରିଓ୍ବାଲଙ୍କ ଭଳି…

ପାଠପଢ଼ା ଆଗ୍ରହକୁ ସକ୍ରିୟ କରେ ବ୍ୟାୟାମ

ଆଜିକାଲି ନିଜକୁ ଫିଟ୍‌ ଏବଂ ସୁସ୍ଥ ରଖିବା ପାଇଁ ଅନେକ ବ୍ୟାୟାମକୁ ନିଜର ଦୈନନ୍ଦିନ ଜୀବନ ତାଲିକାରେ ସାମିଲ କରୁଛନ୍ତି। ପ୍ରତିଦିନ ସକାଳେ କିଛି ସମୟ ବ୍ୟାୟାମ କଲେ ତାହାର କେତେ ସୁଫଳ ମିଳେ ତାହା ଅନୁଭବୀ ହିଁ ଜାଣେ। ଏବେ…

ଜଳବାୟୁ ପରିବର୍ତ୍ତନ ବନାମ ବିବର୍ତ୍ତନ

ଏହି ଜଳବାୟୁ ପରିବର୍ତ୍ତନ ଏକ ସମୟରେ ହୁଏତ ଗୋଟିଏ ଜିଲା, ଦୁଇଟି ରାଜ୍ୟ, ତିନୋଟି ଦେଶ, ଚାରୋଟି ମହାଦେଶରେ ହୋଇପାରେ; ମାତ୍ର ସାରା ପୃଥିବୀରେ ଘଟି ନ ପାରେ। ଜଳବାୟୁ ପରିବର୍ତ୍ତନର ପ୍ରଭାବ ସ୍ଥାନିକ (ସମୀମ/ଅସୀମ) କିମ୍ବା ଲୌକିକ ଘଟିଥିଲା। ପୁନଶ୍ଚ…

କରୋନାଭାଇରସ୍‌ କ୍ଷେତ୍ରରେ ଭାରତର ବଡ଼ ସଫଳତା: ସୁସ୍ଥ ହେଲେ କେରଳର ୩ ସଂକ୍ରମିତ

ଥିରୁଭାନନ୍ଥପୁରମ,୧୭।୨: ଚାଇନାରେ କରୋନାଭାଇରସ୍‌ ମହାମାରୀର ରୂପ ନେଇଥିବା ବେଳେ ଏଥିରେ ଆକ୍ରାନ୍ତ ହୋଇ ୧୭୭୫ ଜଣଙ୍କର ମୃତ୍ୟୁ ହୋଇସାରିଲାଣି। ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୭୦,୪୦୦ରେ ପହଞ୍ଚିଛି। ଦିନକୁ ଦିନ ଚାଇନା ସମେତ ସାରା ବିଶ୍ୱରେ କରୋନାଭାଇରସ୍‌ ସଂକ୍ରମିତ ରୋଗୀଙ୍କ ସଂଖ୍ୟା…

କାଠଫାଳିଆରେ ପିଟି ଶାଶୁଙ୍କୁ ହତ୍ୟା

କଟକ ଅଫିସ,୧୭ା୨: କଟକ ସହରର ଓଏମ୍‌ପି ଛକ ନିକଟସ୍ଥ ଗୋର୍ଖା କଲୋନୀରେ ରବିବାର ସକାଳେ ଜଣେ ବୃଦ୍ଧାଙ୍କୁ ହତ୍ୟା କରାଯାଇଛି। ମଦ ପିଇବା ପାଇଁ ଟଙ୍କା ନ ଦେବାରୁ ଜ୍ୱାଇଁ ତାଙ୍କ ଶାଶୁଙ୍କୁ କାଠଫାଳିଆରେ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri