Home

କାଠଫାଳିଆରେ ପିଟି ଶାଶୁଙ୍କୁ ହତ୍ୟା

କଟକ ଅଫିସ,୧୭ା୨: କଟକ ସହରର ଓଏମ୍‌ପି ଛକ ନିକଟସ୍ଥ ଗୋର୍ଖା କଲୋନୀରେ ରବିବାର ସକାଳେ ଜଣେ ବୃଦ୍ଧାଙ୍କୁ ହତ୍ୟା କରାଯାଇଛି। ମଦ ପିଇବା ପାଇଁ ଟଙ୍କା ନ ଦେବାରୁ ଜ୍ୱାଇଁ ତାଙ୍କ ଶାଶୁଙ୍କୁ କାଠଫାଳିଆରେ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ…

ଅଚାନକ ଓୟୁଏଟିରେ ପହଞ୍ଚିଲେ ୫ଟି ସଚିବ

ଭୁବନେଶ୍ୱର,୧୭।୨(ବ୍ୟୁରୋ): ୫ଟି ସଚିବ ଭି.କେ ପାଣ୍ଡିୟାନ ସୋମବାର ସକାଳୁ ହଠାତ୍‌ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ପ୍ରାଙ୍ଗଣରେ ପହଞ୍ଚଥିଲେ। ସେଠାରେ ଓୟୁଏଟିର ଛାତ୍ରାବାସ ଏବଂ ମେସ୍‌ ସୁବିଧା ଉପରେ ନିରୀକ୍ଷଣ କରିବା ସହ ବିଶ୍ୱବିଦ୍ୟାଳୟ ସମ୍ବନ୍ଧରେ ଅଧିକାରୀଙ୍କ ସହ…

ଶ୍ରୀମନ୍ଦିରରେ ପାନ, ଗୁଟ୍‌ଖା କଟକଣା ଜୋର ଧରିଲା

ପୁରୀ ଅଫିସ,୧୭ା୨: ଶ୍ରୀମନ୍ଦିର ପରିସରକୁ ସ୍ବଚ୍ଛ ଏବଂ ପରିଷ୍କାର ରଖିବା ଲାଗି ଏକାଧିକ ନିଷ୍ପତ୍ତି ହେଉଛି। ଏଥିପାଇଁ ସ୍ବତନ୍ତ୍ର ଭାବେ ସ୍କ୍ବାଡ୍‌ ଗଠନ କରାଯାଇଥିବା ବେଳେ ଜରିମାନା ଆଦାୟର ବ୍ୟବସ୍ଥା ରହିଛି। ଏହାସତ୍ତ୍ବେ ବିଭିନ୍ନ ସମୟରେ ମନ୍ଦିର ପରିସରରେ ପାନଛେପ, ଗୁଟ୍‌ଖା…

ମହିଳା ଅଧିକାରୀଙ୍କୁ ସେନାରେ ମିଳିବ ସ୍ଥାୟୀ କମିଶନ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୭।୨: ଏବେ ମହିଳା ଅଧିକାରୀଙ୍କୁ ସେନାରେ ସ୍ଥାୟୀ କମିଶନ ମିଳିବ। ଏନେଇ ସୁପ୍ରିମ୍‌କୋର୍ଟ ରାୟ ଦେଇଛନ୍ତି। ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ ୨୦୧୦ରେ ଦିଆଯାଇଥିବା ରାୟକୁ ସର୍ବୋଚ୍ଚ ନ୍ୟାୟାଳୟ ସମର୍ଥନ କରିଛନ୍ତି। ଏହା ସହିତ କେନ୍ଦ୍ର ସରକାରଙ୍କୁ ଭର୍ସନା କରିଛନ୍ତି। ଦିଲ୍ଲୀ ହାଇକୋର୍ଟଙ୍କ…

ଶ୍ରୀଲୋକନାଥ ପୀଠ: ରାତି ୩ରେ ଉଠିବ ମହାଦୀପ

ପୁରୀ ଅଫିସ,୧୭ା୨: ଶ୍ରୀକ୍ଷେତ୍ରର ପ୍ରସିଦ୍ଧ ଶୈବପୀଠ ଲୋକନାଥ ମନ୍ଦିରରେ ଆସନ୍ତା ୧୯ ତାରିଖ ପଙ୍କୋଦ୍ଧାର ଏକାଦଶୀ ଏବଂ ୨୧ ତାରିଖ ଜାଗର ଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବା ଲାଗି ଶନିବାର ସର୍କିଟ ହାଉସ ପରିସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।…

ଯୁବକଙ୍କୁ ଗୋଡ଼େଇ ହାଣିବା ଘଟଣାରେ ୮ ଅଟକ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଶହୀଦନଗର ଥାନା ୟୁନିଟ୍‌-୯ ଗ୍ରୀଡ୍‌କୋ କଲୋନୀରେ ଯୁବକ ପି.ଆକାଶ ଦୋରାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ ୮ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଗୋଷ୍ଠୀ ବିବାଦରୁ ଏହି ଘଟଣା ଘଟିଥିବାବେଳେ ଏହା ଆଗକୁ ଭୟଙ୍କର ସଂଘର୍ଷର ରୂପ ନେଇପାରେ ବୋଲି…

ବ୍ୟକ୍ତିତ୍ୱ ବଢ଼ାଏ ଖାଇବା ଶୈଳୀ

ଖାଇବା ଶୈଳୀ ଯୋଗୁ ବ୍ୟକ୍ତିତ୍ୱ ବଢ଼ିଥାଏ-ଏପରି ରୋଚକ କଥାକୁ ଅନେକ ହୁଏତ ବିଶ୍ୱାସ କରି ନ ପାରନ୍ତି। ହେଲେ ଏହା ଉପରେ ଦୃଢ଼ୋକ୍ତି ବକ୍ତ କରିଛନ୍ତି ଓ୍ବାଶିଂଟନ୍‌ ୟୁନିଭର୍ସିଟିର ପୁଷ୍ଟିବିଜ୍ଞାନୀମାନେ। ‘ବ୍ୟକ୍ତିତ୍ୱ ଓ ଖାଇବା ଶୈଳୀ’ ବିଷୟ ଉପରେ ସେମାନେ ନିକଟରେ…

ମୋବାଇଲ ବ୍ୟାଟେରୀ ଫାଟି ଛାତ୍ର ଗୁରୁତର

ଭଦ୍ରକ ଅଫିସ,୧୭।୨: ଭଦ୍ରକ ଜିଲା ତିହିଡ଼ି ବ୍ଲକ ମହରମପୁର ତାରାଶୁଣି ଗାଁରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ସୁଲେଖ ସାହୁ ନାମକ ଜଣେ ୯ ବର୍ଷୀୟ ଛାତ୍ର ଏକ ମୋବାଇଲ ବ୍ୟାଟେରୀ ପାଇଥିଲେ। ସେଥିରେ ସେ ଲାଇଟ୍‌…

ମାତ୍ର ୪୪ଟି ବଲ୍‌ରୁ ୧୪୯ରନ୍‌ ବିସ୍ଫୋରକ ଇନିଂଶ ଖେଳିଥିଲେ ଏହି କ୍ରିକେଟର୍‌

ଆବ୍ରାହମ୍‌ ବେଞ୍ଜାମିନ୍‌ ଡିଭିଲିୟର୍ସ କ୍ରିକେଟର ଏକ ଜଣାଶୁଣା ନାଁ। ଦକ୍ଷିଣ ଆଫ୍ରିକାର ଏହି କ୍ରିକେଟର ୩୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୪ ମସିହା ଫେବୃୟାରୀ ୧୭ରେ ଦକ୍ଷିଣ ଆଫ୍ରିକାର ବେଲା ବେଲା ସେ ଜନ୍ମଗ୍ରହଣ କରିଥିଲେ। ଯଦିଓ କ୍ରିକେଟରୁ ସେ ୨…

ମୋଦିଙ୍କ ବିରୋଧରେ ରାଜ୍ୟ ସଭାରେ ବିଶେଷ ଅଧିକାର ଉଲ୍ଲଂଘନ ପ୍ରସ୍ତାବ

ନୂଆଦିଲ୍ଲୀ,୧୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ସିପିଆଇ ଏମ୍‌ପି ରାଜ୍ୟ ସଭାରେ ବିଶେଷ ଅଧିକାର ଉଲ୍ଲଂଘନ ପ୍ରସ୍ତାବ ଆଣିଛନ୍ତି। ମୋଦି ସିଏଏ, ଏନ୍‌ଆର୍‌ସି ଏବଂ ଏନ୍‌ପିଆର୍‌ ନେଇ ଦେଇଥିବା ମନ୍ତବ୍ୟକୁ ସିପିଆଇ ଏମ୍‌ପି ବିନୋୟ ବିଶ୍ୱମ ବିରୋଧ କରିଛନ୍ତି। ନିଜ ରାଜନୈତିକ…

ଭାରତୀୟ ବୈଜ୍ଞାନିକଙ୍କ ନାମରେ ନକ୍ଷତ୍ର

”ଅନ୍ତର୍ଜାତୀୟ ଜ୍ୟୋତିର୍ବିଦୀୟ ସଂଘ ୧୯୧୯ ଜୁଲାଇ ୨୮ରେ ଗଠିତ ହୋଇଥିଲା। ଏହା ଗତବର୍ଷ ତାହାର ଶତବାର୍ଷିକୀ ଉତ୍ସବ ପାଳନ କରିଥିଲା। ଏହି ଉପଲକ୍ଷେ ଏହା କେତୋଟି ନିର୍ବାଚିତ ନକ୍ଷତ୍ର ଓ ସେଗୁଡ଼ିକର ଗ୍ରହଗୁଡ଼ିକର ନାମକରଣ କରିବାକୁ ଚାହଁିଲା। ଏଥିପାଇଁ ଏହା ପ୍ରତିଯୋଗିତା…

ଭାରତ ବିପକ୍ଷ ଟେଷ୍ଟ ସିରିଜ: ନ୍ୟୁଜିଲାଣ୍ଡ ଦଳକୁ ବୋଲ୍ଟଙ୍କ ପ୍ରତ୍ୟାବର୍ତ୍ତନ

ଓ୍ବେଲିଂଟନ,୧୭।୨: ଆଗାମୀ ଭାରତ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଏକ ୧୩ ଜଣିଆ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଅଭିଜ୍ଞ ଦ୍ରୁତ ବୋଲର ଟ୍ରେଣ୍ଟ ବୋଲ୍ଟ ଆଘାତ ସମସ୍ୟାରୁ ସୁସ୍ଥ ହୋଇ ଏହି ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri