Home

ଲୋକଙ୍କ ପାଇଁ ବନ୍ଦ ହେଲା ରାଷ୍ଟ୍ରପତି ଭବନ

ନୂଆଦିଲ୍ଲୀ,୧୩।୩(ପି.ଟି.): କରୋନା ଭୟରେ ରାଷ୍ଟ୍ରପତି ଭବନରେ ବାହାର ଲୋକଙ୍କ ପ୍ରବେଶକୁ ଶୁକ୍ରବାରଠାରୁ ବନ୍ଦ କରିଦିଆଯାଇଛି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ରାଷ୍ଟ୍ରପତି ଭବନ ପରିସରକୁ କୌଣସି ପର୍ଯ୍ୟଟକ ଯାଇପାରିବେ ନାହିଁ ବୋଲି ଏକ ବିବୃତିରେ କୁହାଯାଇଛି। ରାଷ୍ଟ୍ରପତି ଭବନ ମ୍ୟୁଜିୟମ କମ୍ପ୍ଲେକ୍ସ ଓ…

ନନ୍ଦନକାନନକୁ ଆସିବେ ୪ ଅଣ୍ଡିରା ସିଂହ, ୨ କୋକିଶିଆଳି

ବାରଙ୍ଗ,୧୩।୩(ଡି.ଏନ୍‌.ଏ.): ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟାରେ ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଏଥର ଆସିବେ ୪ ଅଣ୍ଡିରା ସିଂହ। ଏଥିପାଇଁ ୫ଜଣିଆ ଟିମ ଆସନ୍ତା ୧୬ ତାରିଖରେ ଏହି ନୂଆ ଅତିଥିଙ୍କୁ ଆଣିବାକୁ ଛତିଶଗଡ଼ର କାନନପେଣ୍ଡାରୀ ଜୁଲୋଜିକାଲ ଗାର୍ଡେନ ବିଳାସପୁର ଚିଡିଆଖାନାକୁ ଯିବେ। ସିଂହ…

କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ ସୁଗାର ଜବତ: ୨ ଛାତ୍ର ସମେତ ୩ ଗିରଫ

ଭୁବନେଶ୍ୱର,୧୩।୩ (ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ନିଶା କାରବାର ବଢ଼ି ଚାଲିଥିବାବେଳେ ସେଥିରେ ଛାତ୍ରଙ୍କ ସମ୍ପୃକ୍ତି ନଜରକୁ ଆସୁଛି। ବୁଧବାର ରାତିରେ ପିପିଲି ଅଞ୍ଚଳରୁ ୨ଜଣ ଛାତ୍ର ସମେତ ୩ ଜଣଙ୍କୁ ଗିରଫ କରିଛି ଏସ୍‌ଟିଏଫ୍‌। ସେମାନଙ୍କଠାରୁ ୧କିଲୋ ୭୪୯ ଗ୍ରାମ…

ଭୟ ନ କରିବାକୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ,୧୩।୩(ପି.ଟି.):କରୋନାକୁ ନେଇ ଭୟ ନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି। ଅତି ଜରୁରୀ ନ ଥିଲେ ଭ୍ରମଣରେ ନ ଯିବା ଓ ସମାବେଶରେ ସାମିଲ ନ ହେବାକୁ ମୋଦି ଆହ୍ବାନ ଦେଇଛନ୍ତି। କରୋନାକୁ ନେଇ ତାଙ୍କ ସରକାର…

କରୋନା ସଂକ୍ରମିତଙ୍କ ସଂଖ୍ୟା ୭୪: ପର୍ଯ୍ୟବେକ୍ଷଣରେ ୩୫ ହଜାର ସନ୍ଦିଗ୍ଧ

ନୂଆଦିଲ୍ଲୀ,୧୩।୩(ପି.ଟି.): ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୪ରେ ପହଞ୍ଚତ୍ଥିବାବେଳେ ଏହାକୁ ନେଇ ସାରା ଦେଶରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଲୋକ ସଭାରେ ଶୂନ୍ୟ କାଳରେ ଏହି ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ କରୋନା ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି…

ସେବାଶ୍ରମ ଶିକ୍ଷା

ନୂଆପଡ଼ା ଜିଲାରେ ସରକାର ଅନୁସୂଚିତ ଜାତି ଓ ଜନଜାତି ବର୍ଗର ପିଲାଙ୍କ ଲାଗି ମାଗଣାରେ ଆବାସିକ ଶିକ୍ଷାଗ୍ରହଣର ବ୍ୟବସ୍ଥା କରିଛନ୍ତି। ସେଥିପାଇଁ ଜିଲାରେ ୧୭ ଆଶ୍ରମ, ୨୫ ସେବାଶ୍ରମ, ୫ ସେବାଶ୍ରମ ହାଇସ୍କୁଲ, ଗୋଟିଏ ଲେଖାଏ ଅନ୍ବେଷା ଏବଂ ଏକଲବ୍ୟ ବିଦ୍ୟାଳୟ…

ପ୍ରିୟଙ୍କା ଚତୁର୍ବେଦୀଙ୍କୁ ରାଜ୍ୟ ସଭା ପ୍ରାର୍ଥୀ କଲା ଶିବସେନା

ମୁମ୍ବାଇ,୧୩।୩(ପି.ଟି.): ଶିବସେନା ଉପନେତା ପ୍ରିୟଙ୍କା ଚତୁର୍ବେଦୀଙ୍କୁ ଗୁରୁବାର ମହାରାଷ୍ଟ୍ରରୁ ରାଜ୍ୟ ସଭା ପ୍ରାର୍ଥ କରାଯାଇଛି। ୨୦୧୯ ଏପ୍ରିଲରେ କଂଗ୍ରେସ ସହ ମତଭେଦକୁ ନେଇ ଦଳ ଛାଡ଼ି ଶିବସେନାରେ ସାମିଲ ହୋଇଥିଲେ ପ୍ରିୟଙ୍କା। ତାଙ୍କୁ ଶିବସେନାର ଉପନେତା ଦାୟିତ୍ୱ ଦିଆଯାଇଥିଲା। ଏବେ ରାଜ୍ୟ…

ଜଷ୍ଟିସ୍‌ ମୁରଲୀଧରଙ୍କ ବଦଳି ପ୍ରସଙ୍ଗ: ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲା ଅନ୍ତର୍ଜାତୀୟ ବାର୍‌ ସଂସ୍ଥା

ନୂଆଦିଲ୍ଲୀ,୧୩।୩(ପି.ଟି.): ଦିଲ୍ଲୀ ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ଏସ୍‌. ମୁରଲୀଧରଙ୍କୁ ରାତିଆଧିଆ ପଞ୍ଜାବ ଓ ହରିୟାଣା ହାଇକୋର୍ଟକୁ ବଦଳି କରାଯାଇଥିବାରୁ ଏହାକୁ ନେଇ ଓକିଲମାନଙ୍କ ଏକ ଅନ୍ତର୍ଜାତୀୟ ସଂସ୍ଥା ପକ୍ଷରୁ ଚିନ୍ତା ବ୍ୟକ୍ତ କରାଯାଇଛି। ଫେବୃୟାରୀ ୨୩ରେ ଦିଲ୍ଲୀରେ ସାମ୍ପ୍ରଦାୟିକ ଦଙ୍ଗା ଘଟିଥିବାବେଳେ…

ହିଂସାକାରୀଙ୍କୁ ଛଡ଼ାଯିବନି: ଶାହା

ନୂଆଦିଲ୍ଲୀ, ୧୩।୩: ଦିଲ୍ଲୀ ହିଂସାକାଣ୍ଡ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ରାଜ୍ୟ ସଭାରେ ନିଜ ଉତ୍ତର ରଖିଛନ୍ତି। ବିରୋଧୀ ଦଳ ସଦସ୍ୟଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଆଲୋଚନାରୁ ଦୂରେଇ ଯିବା ଲାଗି ସରକାର ଚାହାନ୍ତିନି। ଦିଲ୍ଲୀ ପୋଲିସ…

ମହିଳାଙ୍କୁ ଗୋଡ଼େଇ ପିଟିବା ଘଟଣାରେ ୨ ଗିରଫ

ପୁରୁଣା ଭୁବନେଶ୍ୱର,୧୩।୩ (ଡି.ଏନ.ଏ.): ଜମି ସୀମା ବିବାଦକୁ ନେଇ ସୋମବାର ଲିଙ୍ଗରାଜ ଥାନା ଅଧୀନ ବିନ୍ଦୁସାଗର ରାସ୍ତାରେ ସବିତା ସେଠୀଙ୍କୁ କେତେଜଣ ବ୍ୟକ୍ତି ବିଚ୍‌ ରାସ୍ତାରେ ଗୋଡ଼େଇ ଗୋଡ଼େଇ ମାଡ଼ ମାରିଥିଲେ। ଏହି ଘଟଣାରେ ପୋଲିସ ଗୁରୁବାର ଦୁଇଜଣଙ୍କୁ ଗିରଫ କରି…

ନିଜ ନୀତି ଆଦର୍ଶ ଭୁଲିଛନ୍ତି ସିନ୍ଧିଆ: ରାହୁଲ

ନୂଆଦିଲ୍ଲୀ,୧୩।୩(ପି.ଟି.): ଜ୍ୟୋତିରାଦିତ୍ୟ ସିନ୍ଧିଆ ତାଙ୍କ ରାଜନୈତିକ ଭବିଷ୍ୟତକୁ ନେଇ ସନ୍ଦିହାନ ଥିବାରୁ ସେ ନିଜର ନୀତି ଆଦର୍ଶକୁ ଭୁଲିଯାଇଛନ୍ତି। ସେହି କାରଣରୁ ସେ ଭାଜପାରେ ସମ୍ମାନ ପାଇବେ ନାହିଁ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର କହିଛନ୍ତି। କଂଗ୍ରେସ ସହ…

ଶାହାଙ୍କୁ ଭେଟିଲେ ସିନ୍ଧିଆ: ଭୋପାଳରେ ଭବ୍ୟ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ/ଭୋପାଳ,୧୩।୩(ପି.ଟି.): ଭାଜପାରେ ଯୋଗଦେବାର ଦିନକ ପରେ ଜ୍ୟୋତିରାଦିତ୍ୟ ସିନ୍ଧିଆ ଗୁରୁବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଥିଲେ। ତାଙ୍କର ଯୋଗଦାନ ମଧ୍ୟପ୍ରଦେଶ ଜନସାଧାରଣଙ୍କ ସେବା କରିବା ଲାଗି ଭାଜପାର ସଂକଳ୍ପକୁ ଅଧିକ ସୁଦୃଢ଼ କରିବ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?