Home

ଆଜି କ୍ୟାବିନେଟ୍‌

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ଓଡ଼ିଶା ସରକାରଙ୍କ କ୍ୟାବିନେଟ୍‌ ବୈଠକ ବସିବ। ପୂର୍ବାହ୍ନ ୯ଟା ୪୫ରେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ ହେବ। ବିଧାନସଭାର ବଜେଟ୍‌ ଅଧିବେଶନ ଜାରି ରହିଥିବାରୁ କ୍ୟାବିନେଟ୍‌ ବୈଠକ ପରେ ଗଣମାଧ୍ୟମକୁ କୌଣସି…

ଯୁକ୍ତ ୨ ପରୀକ୍ଷା କେନ୍ଦ୍ର ଚୟନରେ ଅନିୟମିତତା ପ୍ରସଙ୍ଗ: ୨୦ ପରୀକ୍ଷା କେନ୍ଦ୍ର ବଦଳାଇବାକୁ ନିଷ୍ପତ୍ତି

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କେନ୍ଦ୍ର ଚୟନରେ ଦୁର୍ନୀତି ହୋଇଥିବା ନେଇ ଗତ ୭ତାରିଖରେ ଅନୁଷ୍ଠିତ ପରୀକ୍ଷା ପରିଚାଳନା କମିଟି ବୈଠକରେ ୬ଜଣ ସଦସ୍ୟ ଅଭିଯୋଗ ଆଣିଥିଲେ। ଏହି ଘଟଣାକୁ ନେଇ ନାନା ବାଦ ବିବାଦ ଦେଖାଯିବା…

ଶ୍ରୀକ୍ଷେତ୍ରରେ ରହିଛି ଲାହୋର ସାଧୁଙ୍କ ମଠ

ପୁରୀ ଅଫିସ,୧୭ା୨: ଶ୍ରୀକ୍ଷେତ୍ରରେ ରହିଛି ଲାହୋର(ପାକିସ୍ତାନ) ସାଧୁଙ୍କ ମଠ। ଏକଦା ମହାପ୍ରଭୁଙ୍କ ସାନ୍ନିଧ୍ୟ ପାଇବା ପାଇଁ ଜଗନ୍ନାଥ ଧାମକୁ ଚାଲି ଆସିଥିବା ବାଳକ ରାମ ଦାସ ଆଉ ଲାହୋର ଫେରି ନ ଥିଲେ। ସେ ତିଆରି କରିଥିଲେ ଏକ ମଠ, ଯାହାକି…

ପୁରୀରେ ୨ ଶିଶୁକନ୍ୟାଙ୍କୁ ବଳାତ୍କାର

ପୁରୀ ଅଫିସ,୧୭ା୨: ପୁରୀ ଜିଲାର ୨ ସ୍ଥାନରେ ୨ ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଛି। ଏନେଇ ପୃଥକ୍‌ ଥାନାରେ ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଚନ୍ଦନପୁର ଥାନା ଅଞ୍ଚଳରେ ଜଣେ ଯୁବକ ଶନିବାର ମଧ୍ୟାହ୍ନରେ ୪ବର୍ଷୀୟ ଶିଶୁକନ୍ୟାଙ୍କୁ କାର୍ଟୁନ ଭିଡିଓ ଦେଖାଇବାକୁ…

‘ସମାଜ ସଂସ୍କାରରେ ଯୁବକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

କୁଜଙ୍ଗ,୧୭ା୨(ଡି.ଏନ.ଏ.): ଯୁବକଙ୍କ ଅଦମ୍ୟ ଇଚ୍ଛାଶକ୍ତି ଆମକୁ ଆଜି ପ୍ରଗତିର ଶିଖରରେ ପହଞ୍ଚାଇଛି। ରାଜନୀତି ଆଜି ସମାଜକୁ ଭାଗଭାଗ କରୁଥିବାବେଳେ, କ୍ରୀଡ଼ା ଓ ସଂସ୍କୃତି ଆମକୁ ଗୋଟିଏ ସୂତ୍ରରେ ବାନ୍ଧି ପାରୁଛି। କ୍ରୀଡ଼ାବିନା ଆମର ଶାରିରୀକ ଓ ମାନସିକ ବିକାଶ ଅସମ୍ଭବ। କ୍ରୀଡ଼ା…

୧୯ରେ ମାଟ୍ରିକ ପରୀକ୍ଷା: ଚାପ ଯୋଗୁ ୩ ଛାତ୍ରୀଙ୍କ ଆତ୍ମହତ୍ୟା ସନ୍ଦେହ

ଜଗତ୍‌ସିଂହପୁର ଅଫିସ, ୧୭ା୨: ମାଟ୍ରିକ ପରୀକ୍ଷା ପୂର୍ବରୁ ଛାତ୍ରୀଛାତ୍ର ଚାପଗ୍ରସ୍ତ ହେଉଛନ୍ତି। ଏପରି କି କେତେଜଣ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା ଭଳି ପଦକ୍ଷେପ ନେବାକୁ ପଛାଉ ନାହାନ୍ତି। ଯାହାର ଜ୍ୱଳନ୍ତ ପ୍ରମାଣ ଦେଖିବାକୁ ମିଳିଛି ଜଗତ୍‌ସିଂହପୁର ଜିଲାରେ। ଜିଲାରେ ୧୫…

ଓଜନ ହ୍ରାସ ପାଇଁ ଖାଆନ୍ତୁ ଭିଜା ଅଖରୋଟ

ଅଖରୋଟ୍‌ ଅନେକଙ୍କୁ ପସନ୍ଦ। ଏହାକୁ ଭିଟାମିନ୍‌ର ରାଜା ବୋଲି କୁହାଯାଏ। ପ୍ରୋଟିନ ସମେତ କ୍ୟାଲସିୟମ୍‌, ମ୍ୟାଗ୍ନେସିୟମ୍‌, ଆଇରନ୍‌, ଫସଫରସ୍‌ ଭଳି ପୋଷକ ତତ୍ତ୍ୱରେ ଭରପୂର୍‌ ଏହା। ଏହାକୁ ସଭିଏଁ ଶୁଖିଲା ଖାଇଥାନ୍ତି। କିନ୍ତୁ ଭିଜା ଅଖରୋଟ୍‌ର ମଧ୍ୟ ରହିଛି ଅନେକ ଉପକାରୀ…

ଏହି ଦୁଇ ଭାରତୀୟ କ୍ରିକେଟର ଗୋଟିଏ ମ୍ୟାଚ୍‌ରେ ଉଇକେଟ୍‌ କିପିଂ କରି ମଧ୍ୟ ନେଇଛନ୍ତି ଉଇକେଟ୍‌

କ୍ରିକେଟରେ ଉଇକେଟ କିପିଂ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ। ସବୁ ଦଳ ଏକ ଅଭିଜ୍ଞ ଉଇକେଟ କିପର ନେଇ ଖେଳିବାକୁ ପସନ୍ଦ କରିଥାନ୍ତି। କିନ୍ତୁ ଯଦି ଉଇକେଟ କିପର ଅଲରାଉଣ୍ଡର ହୋଇଥାନ୍ତି ତେବେ ଦଳ ପାଇଁ ଏହା ଶୁଭଙ୍କର ହୋଇଥାଏ। ଭାରତୀୟ କ୍ରିକେଟରେ…

ପରଦାରେ ରଣବୀର, ଶ୍ରଦ୍ଧାଙ୍କ ଜମିବ ଯୋଡ଼ି

‘ପ୍ୟାର୍‌ କା ପଞ୍ଚନାମା’ ଓ ‘ସୋନୁ କେ ଟିଟୁ କୀ ସ୍ବିଟି’ ଭଳି ଫିଲ୍ମ ନିର୍ମାଣ କରିଥିବା ନିର୍ଦ୍ଦେଶକ ଲଭ୍‌ ରଞ୍ଜନଙ୍କ ଆଗାମୀ ସିନେମାରେ ରଣବୀର କପୁର ଓ ଶ୍ରଦ୍ଧା କପୁରଙ୍କ ଯୋଡ଼ି ରୋମାନ୍ସ କରୁଥିବା ଦେଖିବାକୁ ମିଳିବ। ‘ସାହୋ’ ଓ…

ଜେଡିୟୁ ନେତାଙ୍କୁ କୁକୁର ସହ ତୁଳନା କଲେ ଆରଜେଡି ନେତା

ପାଟ୍‌ନା, ୧୬।୨: ବିହାର ବିଧାନସଭା ନିର୍ବାଚନକୁ ଆହୁରି ୬ରୁ ୮ ମାସ ବାକି ଅଛି। ଏହା ପୂବର୍ର୍ରୁ ରାଜ୍ୟର ଦୁଇ ମୁଖ୍ୟ ଦଳ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ଏବଂ ଜନତା ଦଳ ୟୁନାଇଟେଡ୍‌ (ଜେଡିୟୁ)ର ନେତାମାନେ ପରସ୍ପର ବିରୋଧୀ ମନ୍ତବ୍ୟମାନ…

ରାସ୍ତାରେ ଅସଦାଚରଣ କରି ଛେଚା ଖାଇଲେ କନ୍‌ଷ୍ଟେବଳ

ଭୁବନେଶ୍ୱର, ୧୬ା୨(ବ୍ୟୁରୋ): ରାଜଧାନୀରେ ଖାକି ବାବୁଙ୍କୁ ପ୍ରେମ ରୋଗ ଛାଡୁନି। ମାସକ ଭିତରେ ୩ ପୋଲିସ କର୍ମଚାରୀ ପ୍ରେମ ଓ ବଳାତ୍କାର ମାମଲାରେ ଗିରଫ ହୋଇଥିବାବେଳେ ରବିବାର ରାଜଧାନୀ ରାଜରାସ୍ତାରେ ଆଉ ଏକ ଖାକି କାର୍‌ନାମା ଦେଖିବାକୁ ମିଳିଛି। ଜଣେ ଯୁବତୀଙ୍କୁ…

ପୂଜାଙ୍କ ସହ ରୋମାନ୍ସ କରିବେ ସଲମାନ

ବଲିଉଡ୍‌ର ଭାଇଜାନ ସଲମାନ ଖାନ ଦର୍ଶକଙ୍କୁ ପୁଣି ଏକ ନୂଆ ଫିଲ୍ମ ଭେଟି ଦେବାକୁ ଯାଉଛନ୍ତି। ନିଜ ଆଗାମୀ ସିନେମା ‘କଭୀ ଇଦ କଭୀ ଦିୱାଲି’ର ଶୁଟିଂ ଆରମ୍ଭ କରିଛନ୍ତି ସଲ୍ଲୁ। ଏହି ଫିଲ୍ମକୁ ନେଇ ସଲମାନଙ୍କ ପ୍ରଶଂସକଙ୍କ ମଧ୍ୟରେ ବେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri