Home

ମୋହନବାଗାନକୁ ୩ ଲକ୍ଷ ଟଙ୍କା ଜରିମାନା

କୋଲକାତା, ୧୬ା୨ (ପି.ଟି.)-ସର୍ବଭାରତୀୟ ଫୁଟବଲ ମହାସଂଘ (ଏଆଇଏଫ୍‌ଏଫ୍‌)ର ଶୃଙ୍ଖଳା କମିଟି ଆଇ-ଲିଗ୍‌ ହେଭିଓ୍ବେଟ୍‌ ମୋହନବାଗାନକୁ ୩ ଲକ୍ଷ ଟଙ୍କା ଜରିମାନା କରିଛି। ୪ଜଣ ପୂର୍ବତନ ଖେଳାଳିଙ୍କୁ ସେମାନଙ୍କ ପାରିଶ୍ରମିକ ପ୍ରଦାନ କରି ନ ଥିବାରୁ ଏହି ଦଣ୍ଡବିଧାନ କରାଯାଇଛି। ୧୫ଦିନ ମଧ୍ୟରେ…

ଅଭ୍ୟାସ ମ୍ୟାଚ୍‌ ଅମୀମାଂସିତ: ଫର୍ମକୁ ଫେରିଲେ ପନ୍ତ, ମୟଙ୍କ

ହାମିଲଟନ, ୧୬।୨(ପି.ଟି.)- ସ୍ଥାନୀୟ ସେଡନ ପାର୍କ ଗ୍ରାଉଣ୍ଡରେ ଅନୁଷ୍ଠିତ ଭାରତ ଓ ନ୍ୟୁଜିଲାଣ୍ଡ ଏକାଦଶ ମଧ୍ୟରେ ଖେଳାଯାଇଥିବା ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ ଅମୀମାଂସିତ ଭାବେ ଶେଷ ହୋଇଛି। ଜନ୍ମ ଦିନରେ ଓପନର ମୟଙ୍କ ଅଗ୍ରଓ୍ବାଲ ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ସେହିପରି…

ଅର୍ଜୁନଙ୍କ ସମ୍ପର୍କରେ ପିତା ବୋନି କପୁର କହିଲେ ଏମିତି କଥା

ମୁମ୍ବାଇ: ନିର୍ଦ୍ଦେଶକ ତଥା ଅଭିନେତା ବୋନି କପୁର ଜଣେ ବାପା ହିସାବରେ ସବୁ ସନ୍ତାନଙ୍କୁ ସ୍ନେହ ଆଦର କରିଥାନ୍ତି ବୋଲି ଏକ ସାକ୍ଷାତକାରରେ କହିଛନ୍ତି। ତଥାପି ୪ ପିଲାଙ୍କ ମଧ୍ୟରୁ ସେ ଖୁସିଙ୍କୁ ବହୁତ ଭଲପାଆନ୍ତି ବୋଲି କହିଛନ୍ତି। ଖୁସି ତାଙ୍କ…

ପ୍ରଶଂସକଙ୍କ ମୋବାଇଲରେ ନିଜ ନମ୍ବର ସେଭ୍‌ କରିଥିଲେ ସଚିନ: କିନ୍ତୁ ନିଜ ନାଁରେ ନୁହେଁ…

କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ପ୍ରବଳ ସମର୍ଥକ ଭାବେ ସୁଧୀର ଗୌତମ ସାରା ବିଶ୍ବରେ ପ୍ରସିଦ୍ଧ। ସେ ସଚିନଙ୍କୁ ଈଶ୍ବରଙ୍କ ପରି ପୂଜା କରିଥାଆନ୍ତି। ୨୦୦୦ ପରଠାରୁ ବିଶ୍ବରେ ଏପରି କୌଣସି କ୍ରିକେଟ ମ୍ୟାଚ୍‌ ନାହିଁ; ଯେଉଁଥିରେ ସଚିନ ତେନ୍ଦୁଲକର ଖେଳିଛନ୍ତି…

ଏହି ଯୁବତୀଙ୍କ ପ୍ରେମରେ ପଡିଛନ୍ତି କ୍ରିକେଟର୍‌ ନବଦୀପ ସଇନି

ଭାରତ ପାଇଁ ବେଶ ଚମତ୍କାର ପ୍ରଦର୍ଶନ କରିଥିବା ଯୁବ ଦ୍ରୁତ ବୋଲର ନବଦୀପ ସଇନି ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ନ୍ୟୁଜିଲାଣ୍ଡରେ ଭଲ ପ୍ରଦର୍ଶନ କରିଥିବା ସଇନିଙ୍କ ଭବିଷ୍ୟତ ଉଜ୍ଜ୍ୱଳ ବୋଲି କ୍ରିକେଟ ପଣ୍ଡିତମାନେ ମତ ଦେଇଛନ୍ତି। ନିକଟରେ ପ୍ରେମ…

ଶପଥ ଗ୍ରହଣ ଉତ୍ସବରେ କେଜ୍‌ରିଓ୍ବାଲ ପିନ୍ଧିଥିବା ସ୍ବେଟର୍‌ର ଦାମ୍‌ କେତେ ଜାଣନ୍ତି

ନୂଆଦିଲ୍ଲୀ,୧୬।୨: ତୃତୀୟ ଥର ପାଇଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲ। ଶପଥ ଗ୍ରହଣ ଉତ୍ସବରେ କଳାରଙ୍ଗର ପ୍ୟାଣ୍ଟ ସହିତ ଧଳାରଙ୍ଗ ଶାର୍ଟ ପିନ୍ଧିଥିଲେ। ତେବେ ସେ ପିନ୍ଧିଥିବା ମୋଣ୍ଟେ କାର୍ଲୋ କମ୍ପାନୀର…

ତେଲେଙ୍ଗାନା ଇଟାଭାଟିରୁ ୧୬ ଶ୍ରମିକଙ୍କ ସମେତ ୫ ଶିଶୁ ଉଦ୍ଧାର

ଭୁବନେଶ୍ୱର,୧୬।୨(ବ୍ୟୁରୋ): ଓଡ଼ିଶା ମୋ’ ପରିବାର ହସ୍ତକ୍ଷେପ ପରେ ତେଲେଙ୍ଗାନା ଇଟାଭାଟିରେ କାମ କରୁଥିବା ବଲାଙ୍ଗୀର ଜିଲାର ୧୬ ଜଣ ଶ୍ରମିକ ଓ ସେମାନଙ୍କ ୫ଶିଶୁଙ୍କୁ ଉଦ୍ଧାର କରାଯାଇଛି। ବଲାଙ୍ଗୀର, ସୋନପୁର ଜିଲାର ଏହି ଶ୍ରମିକମାନେ ତେଲେଙ୍ଗାନାର ପେଡ଼ାପଲ୍ଲୀ ଜିଲା ବେଗମ୍‌ପେଟ ଗାଁରେ…

କୋଳକାତା ରାଜା ବଜାରରେ ଦୁଇ ମହଲା ଘରେ ଲାଗିଲା ନିଆଁ

କୋଲକାତା,୧୬।୨: ପଶ୍ଚିମବଙ୍ଗ ନାରକେଲଦାଙ୍ଗ ଅଞ୍ଚଳରେ ଥିବା ରାଜା ବଜାରରେ ଏକ ଦୁଇ ମହଲା ଘରେ ରବିବାର ଅପରାହ୍ନରେ ନିଆଁ ଲାଗିଯାଇଥିବା ଜଣାପଡିଛି। ଖବର ପାଇଁ ୧୨ଟି ଦମକଳ ଗାଡି ନିଆଁ ଲିଭା କାର୍ଯ୍ୟରେ ଲାଗିଥିବା ବେଳେ ଏପର୍ଯ୍ୟନ୍ତ ମୃତାହତଙ୍କ ସମ୍ପର୍କରେ କୌଣସି…

ଟାଙ୍ଗରାଣୀ ଆଦିବାସୀଙ୍କ ନିଆରା ମାଘେପର୍ବ: ଜମୁଛି ନାଚଗୀତର ଆସର

କେନ୍ଦୁଝର,୧୬।୨: କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ରାଇକଳା ପଞ୍ଚାୟତ ଟାଙ୍ଗରାଣୀ ଗ୍ରାମର ଧୂଳିଆସାହି ଆଦିବାସୀ ସମ୍ପ୍ରଦାୟ ଲୋକେ ରବିବାର ନିଆରା ଢଙ୍ଗରେ ମାଘେ ପର୍ବ ପାଳନ କରିଛନ୍ତି। ଆଦିବାସୀ ଲୋକମାନେ କୁଲାରେ ଫୁଲ ଓ ଶାଳ ଗଛର ପତ୍ର ରଖି…

କମ୍‌ ଖର୍ଚ୍ଚରେ ଆପଣାନ୍ତୁ ଗ୍ଲାମର ଲୁକ୍‌

ଅଧିକାଂଶ ଲୋକ ସୁନ୍ଦର ଦେଖାଯିବା ପାଇଁ ପାଣି ପରି ପଇସା ଖର୍ଚ୍ଚ କରିଥାନ୍ତି। କିନ୍ତୁ ନିଜ ବଜେଟ ଭିତରେ ଖର୍ଚ୍ଚ ନ କଲେ ଆର୍ଥିକ ସ୍ଥିତି ବିଗିଡ଼ିବାର ସମ୍ଭାବନା ରହିଥାଏ। ତେଣୁ ଅଳ୍ପ ଖର୍ଚ୍ଚରେ କେମିତି ଗ୍ଲାମର ଲୁକ୍‌ ଆସିବ ଜାଣନ୍ତୁ…

ମାଟି ତଳୁ ମିଳିଲା ୬୦୩୩ ମଣିଷ କଙ୍କାଳ ଓ ହଜାର ହଜାର ଗୁଳି

ଗିଟେଗା,୧୬।୨: ପୂର୍ବ ଆଫ୍ରିକାରେ ଥିବା ବୁରୁଣ୍ଡିରୁ ଖନନ ସମୟରେ ମାଟି ତଳୁ ୬୦୩୩ ମଣିଷ କଙ୍କାଳ ମିଳିଛି। ଏହା ସହିତ ହଜାର ହଜାର ଗୁଳି ମଧ୍ୟ ଉଦ୍ଧାର ହୋଇଛି। ଏତେ ସଂଖ୍ୟକ ଲୋକଙ୍କ ମାରି ଏଠାରେ ପୋତି ଦିଆଯାଇଥିବା କୁହାଯାଉଛି। କରୁସି…

ଚାଇନାରେ ଥିବା ନେପାଳ ନାଗରିକଙ୍କୁ ଫେରାଇ ଆଣିବାକୁ ଗଲା ସ୍ବତନ୍ତ୍ର ବିମାନ

କାଠମାଣ୍ଡୁ,୧୬।୨: ଚାଇନାରେ କରୋନା ଭାଇରସର ଭାୟାବହତାକୁ ଦେଖି କେବଳ ଚାଇନା କାହିଁକି ବିଶ୍ୱବାସୀ ଭୟଭୀତ ହୋଇ ପଡିଛନ୍ତି। ଅଧିକାଂଶ ଦେଶ ସେମାନଙ୍କ ନାଗରିକଙ୍କୁ ଚାଇନାରୁ ଫେରାଇ ନେଇଥିବା ବେଳେ ଏବେ ନେପାଳ ତା’ର ନାଗରିକଙ୍କୁ ସ୍ବଦେଶ ଫେରାଇ ଆଣିବାକୁ ଆଗେଇ ଆସିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri