Home

କରୋନା ସଂକ୍ରମଣ ଭୟ: ଚାଇନା ନୋଟ୍‌, କଏନ୍‌କୁ ଗୋଦାମରେ ଅଲଗା ରଖାଯାଉଛି

ବେଜିଂ,୧୬।୨: ଚାଇନାରେ କରୋନା ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ପୃଥିବୀର ୨୭ରୁ ଅଧିକ ଦେଶରେ ଏହା ସଂକ୍ରମିତ ହୋଇଛି। ତେବେ ଏବେ ଚାଇନା ନୋଟ୍‌ ଓ କଏନ୍‌କୁ ନେଇ ସତର୍କ ରହିବାକୁ କୁହାଯାଉଛି। ଏହା ଦ୍ୱାରା କରୋନା ସଂକ୍ରମଣ ହେବାର ଆଶଙ୍କା କରି…

କେଜରିଓ୍ବାଲଙ୍କ ଶପଥ ଗ୍ରହଣ ଉତ୍ସବରେ ‘କୁନି ମଫଲରମ୍ୟାନ’

ନୂଆଦିଲ୍ଲୀ,୧୬।୨: ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ରବିବାର ତୃତୀୟଥର ଲାଗି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏହି ଶପଥ ଗ୍ରହଣ ସମାରୋହ ରାମଲୀଳା ମଇଦାନରେ ଅନୁଷ୍ଠିତ ହୋଇଛି। ଏଥିରେ କୌଣସି ନେତା ବା ମନ୍ତ୍ରୀ ନୁହେଁ ବରଂ…

ତୃତୀୟଥର ଲାଗି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୬।୨: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ତୃତୀୟଥର ଲାଗି ରବିବାର ଶପଥ ନେଇଛନ୍ତି ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ। ଉପରାଜ୍ୟପାଳ ଅନିଲ ବେଜଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ରାମଲୀଳା ମଇଦାନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ…

ମଦ୍ୟପଙ୍କୁ ପିଞ୍ଜରାରେ ୨୪ ଘଣ୍ଟା ବନ୍ଦ କରନ୍ତି ଗ୍ରାମବାସୀ

ସାଣନ୍ଦ,୧୬।୨: ମଦ୍ୟପାନ ବିରୋଧରେ ଦେଶରେ ସଚେତନତା ଅଭିଯାନ ଜାରି ରହିଛି। ଗୁଜରାଟ ସାଣନ୍ଦରେ ଲୋକେ ମଦ୍ୟପମାନଙ୍କୁ ସଚେତନ କରାଇବା ପାଇଁ ଏକ ନିଆରା ପଦକ୍ଷେପ ଗ୍ରହଣ କରିଛନ୍ତି। ସେମାନେ ମଦ୍ୟପଙ୍କୁ ଧରି ୨୪ ଘଣ୍ଟା ଲାଗି ପିଞ୍ଜରାରେ ବନ୍ଦ କରି ଦିଅନ୍ତି।…

ରିକ୍ସା ଚାଳକଙ୍କ ଝିଅ ବିବାହରେ ଶୁଭେଚ୍ଛା ବାର୍ତ୍ତା ପଠାଇଲେ ମୋଦି

ବାରାଣସୀ,୧୬।୨: ଉତ୍ତରପ୍ରଦେଶ ବାରାଣସୀର ରିକ୍ସା ଚାଳକ ମଙ୍ଗଳ କେବଟଙ୍କ ଘରେ ଝିଅ ବାହାଘର ପାଇଁ ଖୁସିର ପରିବେଶ ସୃଷ୍ଟି ହୋଇଛି। ଆଉ ଏହି ଖୁସି ଏବେ ଦ୍ୱିଗୁଣା ହୋଇଯାଇଛି। ଏହାର କାରଣ ହେଉଛି ମଙ୍ଗଳଙ୍କ ଝିଅ ବିବାହ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବାରାଣସୀ ପହଞ୍ଚିଲେ ମୋଦି

ବାରାଣସୀ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସକାଳେ ବାରାଣସୀ ପହଞ୍ଚିଛନ୍ତି। ସେଠାରେ ସେ ପ୍ରଥମେ ଜଙ୍ଗମଓ୍ବାଡି ମଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଏହି ସମୟରେ ତାଙ୍କ ସହ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ପ୍ରମୁଖ…

ଲୁଧିଆନା ଓ୍ବାକ୍ସ ମ୍ୟୁଜିୟମରେ ଲାଗିଲା କେଜରିଓ୍ବାଲଙ୍କ ମହମ ପ୍ରତିମୂର୍ତ୍ତି

ଲୁଧିଆନା,୧୬।୨: ପଞ୍ଜାବର ଲୁଧିଆନାରେ ଥିବା ‘ପ୍ରଭାକର ଓ୍ବାକ୍ସ ମ୍ୟୁଜିୟମ’ରେ ଆମ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜରିଓ୍ବାଲଙ୍କ ଏକ ମହମ ପ୍ରତିମୂର୍ତ୍ତି ରବିବାର ସ୍ଥାପନ କରାଯାଇଛି। ତୃତୀୟ ଥର ଲାଗି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ କେଜରିଓ୍ବାଲ ଶପଥ ନେବା ପୂର୍ବରୁ ତାଙ୍କର…

ନାଇଟ୍‌ କ୍ଲବ୍‌ରେ ସଂସ୍କୃତ ଗୀତରେ ନାଚନ୍ତି ଲୋକେ…

ବୁଇନୋସ୍‌ ଆରିସ୍‌, ୧୬।୨: ନାଇଟ୍‌ କ୍ଲବ୍‌ରେ ହିନ୍ଦୀ ଅବା ଇଂଲିଶ୍‌ ଗୀତରେ ଲୋକେ ନାଚିଥାନ୍ତି। କିନ୍ତୁ ଆର୍ଜେଣ୍ଟିନାରେ ଥିବା ଏକ ନାଇଟ୍‌ କ୍ଲବ୍‌ରେ ଲୋକେ ସଂସ୍କୃତ ଗୀତରେ ନାଚିଥାନ୍ତି। ସ୍ଥାନୀୟ ବୁଇନୋସ୍‌ ଆରିସ୍‌ରେ ଥିବା ଗ୍ରୋବ୍‌ ନାଇଟ୍‌ କ୍ଲବ୍‌ରେ ଏଭଳି ହୋଇଥାଏ।…

ଆମେରିକା-ଇରାନ ସଙ୍କଟ ପୁଣି ଘନେଇଲା

ବାଗଦାଦ୍‌,୧୬।୨: ଆମେରିକା ଇରାନ ମଧ୍ୟରେ ସଙ୍କଟ ପୁଣି ଘନେଇଛି। ଇରାକର ରାଜଧାନୀ ବାଗଦାଦ ଉପରେ ଇରାନ କ୍ଷେପଣାସ୍ତ୍ର ମାଡ଼ କରିଛି। ପ୍ରତିଶୋଧ ନେବା ପାଇଁ ଇରାନ ଏଭଳି କରିଥିବା କୁହାଯାଉଛି। ଆମେରିକା ସୈନ୍ୟ ଶିବିର ଉପରେ ଇରାନ କ୍ଷେପଣାସ୍ତ୍ର ମାଡ଼ କରିଥିବା…

ୟେମେନରେ ସୌଦିର ଏୟାର ଷ୍ଟ୍ରାଇକ୍‌: ୩୧ ମୃତ

ରିୟାଦ୍‌,୧୬।୨: ୟେମେନରେ ସୌଦି ଏୟାର ଷ୍ଟାଇକ୍‌ କରିଛି। ଶନିବାର ବିଳମ୍ବିତ ରାତିରେ ହୋଇଥିବା ଏହି ଘଟଣାରେ ୩୧ ଜଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ୟେମେନରେ ସୌଦି ଯୁଦ୍ଧ ବିମାନ ଦୁର୍ଘଟଣା ଗ୍ରସ୍ତ ହେବା ପରେ ଏଭଳି ହୋଇଛି। ହୁତି ବିଦ୍ରୋହୀଙ୍କ ଶିବିର…

ମାନହାନି ମାମଲାରେ ରବିଶଙ୍କରଙ୍କୁ ସମନ

ଥିରୁଭାନନ୍ଥପୁରମ୍‌,୧୬ା୨(ପି.ଟି.): ଏକ ମାନହାନି ମାମଲାରେ ହାଜର ହେବା ଲାଗି କେନ୍ଦ୍ର ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦଙ୍କୁ ଶନିବାର କେରଳର ଏକ ଅଦାଲତ ସମନ ଜାରି କରିଛନ୍ତି। କଂଗ୍ରେସ ନେତା ତଥା ଥିରୁଭାନନ୍ଥପୁରମ୍‌ ଏମ୍‌ପି ଶଶୀ ଥରୁର ୨୦୧୮ ଡିସେମ୍ବରରେ କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ ମାନହାନି…

ଶାହ ଫୈଜଲଙ୍କ ବିରୋଧରେ ପିଏସ୍‌ଏରେ ମାମଲା

ଶ୍ରୀନଗର,୧୬ା୨(ପି.ଟି.): ପୂର୍ବତନ ଆଇଏଏସ୍‌ ଅଫିସରରୁ ରାଜନେତା ହୋଇଥିବା ଶାହ ଫୈଜଲଙ୍କ ବିରୋଧରେ ଜମ୍ମୁ-କଶ୍ମୀର ପ୍ରଶାସନ ସାଧାରଣ ନିରାପତ୍ତା ଆଇନ (ପିଏସ୍‌ଏ)ରେ ମାମଲା ରୁଜୁ କରିଛି। ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରଠାରୁ ଫୈଜଲ ଅଟକ ରହିଥିଲେ। ଶୁକ୍ରବାର ତାଙ୍କ ବିରୋଧରେ ପିଏସ୍‌ଏରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri