ବୃଦ୍ଧଙ୍କ ସନ୍ଦେହଜନକ ମୃତ୍ୟୁ: ମୃତଦେହ ଜବତ
ଦିଗପହଣ୍ଡି,୧୯।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଗୋଲା ସାହିର ବି. ଜୁରିଆ(୬୦)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶୁକ୍ରବାର ସକାଳେ ସେ ତାଙ୍କ ଛେଳଗୁଡିକ ନିମନ୍ତେ ଗଛ ଡାଳ ସଂଗ୍ରହ ପାଇଁ ଯାଇଥିଲେ। ସନ୍ଧ୍ୟା ସୁଦ୍ଧା ସେ…
ପୁଣି ଧମକ ଦେଲେ ଟ୍ରମ୍ପ: ଯଦି ରୁଷିଆ-ୟୁକ୍ରେନ ଯୁଦ୍ଧ ବନ୍ଦ ନ ହୁଏ…
ଓ୍ବାଶିଂଟନ,୧୯।୪: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ବନ୍ଦ କରିବା ପାଇଁ ଆଲୋଚନାରେ ବିଳମ୍ବକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିରାଶା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ରୁଷିଆ କିମ୍ବା ୟୁକ୍ରେନ ଯୁଦ୍ଧ ବନ୍ଦ କରିବାକୁ ପ୍ରସ୍ତୁତ ମନେ ହେଉନାହିଁ,…
ବିଭିନ୍ନ ଦାବିରେ ଓଡ଼ିଶା ମଜଦୂର ୟୁନିୟନ ପକ୍ଷରୁ ବିକ୍ଷୋଭ
ତିହିଡ଼ି,୧୯ା୪(ସଞ୍ଜିତ ବଳ): ଓଡ଼ିଶା କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଶନିବାର ତିହିଡ଼ି ବ୍ଲକ କାର୍ଯ୍ୟାଳୟ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ୟୁନିୟନର କର୍ମକର୍ତ୍ତାମାନେ ପୂର୍ବାହ୍ନ ୧୧ଟା ସମୟରେ ତିହିଡ଼ି ପୁରୁଣାହାଟଠାରୁ ଏକ ଶୋଭାଯାତ୍ରାରେ ବାହାରି ବଜାର ପରିକ୍ରମା କରିବା ପରେ ବ୍ଲକ…
Naveen Patnaik: ଭାଷଣ ଆରମ୍ଭରୁ କହିଦେଲେ ନବୀନ! ରାଜନୀତି ହଲଚଲ
ଭୁବନେଶ୍ୱର,୧୯।୪: ନବମଥର ବିଜେଡି ମଙ୍ଗ ଧରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜେଡିର ରାଜ୍ୟ ସଭାପତି ହେଲେ ନବୀନ ପଟ୍ଟନାୟକ। Naveen Patnaikଙ୍କ ବ୍ୟତୀତ ଦଳର ଅନ୍ୟ କେହି ନାମାଙ୍କନ ଦାଖଲ କରିନଥିବାରୁ ପୁଣି ଥରେ ନବୀନ ର୍ନିଦ୍ବନ୍ଦରେ ସଭାପତି ଭାବେ…
ପୁଣି ଅଚଳ ହେଲା ପେଣ୍ଟୋଗ୍ରାଫ୍, ରୁଟ୍ରେ ଅଟକିଲା ଏକ୍ସପ୍ରେସ୍
ରାୟଗଡ଼ା,୧୯ା୪: ରାଉରକେଲାରୁ ଜଗଦଲପୁର ଯାଉଥିବା ଇଣ୍ଟରସିଟି ଏକ୍ସପ୍ରେସ ଟ୍ରେନ୍ ଇଞ୍ଜିନର ପେଣ୍ଟୋଗ୍ରାଫ୍ କାଶୀପୁର ବ୍ଲକର ଲେଲିଗୁମ୍ବା ରାଉଳି ନିକଟରେ ଅଚଳ ହେବା ଯୋଗୁ କେ.ଆର ଲାଇନରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଥିବା ଜଣାପଡ଼ିଛ। ଶନିବାର ଭୋର୍ରୁ ଏପରି ହୋଇଥିବା ଜଣାପଡ଼ିଛି। ଇଣ୍ଟରସିଟି…
ଡିଭାଇଡରରେ ପିଟି ହୋଇ ଓଲଟିଲା କାର୍, ଜଣେ ଗୁରୁତର
ଆନନ୍ଦପୁର,୧୯ା୪(ସୁଶାନ୍ତ କୁମାର ସାହୁ): ୨୦ ନମ୍ବର ଜାତୀୟ ରାଜପଥ ନୂଆଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି କାର୍। ୨୦ ନମ୍ବର ଜାତୀୟ ରାଜପଥ ରାମଚନ୍ଦ୍ରପୁର ଥାନା ନୂଆଗାଁ ଛକ ନିକଟରେ ଯାଜପୁର ପଟୁ ଆସୁଥିବା ଏକ ଧଳା ରଙ୍ଗର କାର୍…
ବାଇକ୍ ଧକ୍କାରେ ବୃଦ୍ଧଙ୍କ ଜୀବନ ଗଲା, ମୃତଦେହକୁ ରାସ୍ତାରେ ଫିଙ୍ଗି ଫେରାର ହୋଇଗଲେ ଚାଳକ
ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର-ଜଗନ୍ନାଥପୁର ଗାଁ ନିକଟରେ ଶନିବାର ବାଇକ୍ ଦୁର୍ଘଟଣାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ରାମଚନ୍ଦ୍ରପୁର ଗ୍ରାମର ଛଞ୍ଚାଣ ପରିଡ଼ା(୫୯)। ଛଞ୍ଚାଣ ଆଜି ଭୋର୍ ପ୍ରାୟ ୪ ଟାରେ…
IPL 2025: ଇତିହାସ ରଚିଲେ ରଜତ ପଟିଦାର: ସଚିନଙ୍କୁ ପଛରେ ପକାଇଲେ
ବେଙ୍ଗାଲୁରୁ, ୧୯।୪:ଚଳିତ ସିଜନରେ ଘରୋଇ ପିଚ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର (ଆରସିବି)ର ଖରାପ ପ୍ରଦର୍ଶନ ଅବ୍ୟାହତ ରହିଛି। ଆଇପିଏଲ୍ର ଜନ୍ମ ଦିନରେ ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ ୫ ଉଇକେଟରେ ଆରସିବିକୁ ପରାସ୍ତ କରିଛି। ସାଂଘାତିକ ବ୍ୟାଟିଂ ବିପର୍ଯ୍ୟୟର…
IPL 2025 ମଧ୍ୟରେ ବିସିସିଆଇର ବଡ଼ ଆକ୍ସନ: ଏହି ଫ୍ରାଞ୍ଚାଇଜର ମାଲିକଙ୍କୁ କରାଗଲା ବ୍ୟାନ୍
ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ (IPL 2025)ର ୧୮ତମ ସଂସ୍କରଣ ବର୍ତ୍ତମାନ ଭାରତରେ ଖେଳାଯାଉଛି। ଏହା ବିଶ୍ୱର ସବୁଠାରୁ ବଡ଼ T20 କ୍ରିକେଟ ଲିଗ। ଏହା ଭାରତର ବିଭିନ୍ନ ସହରରେ ମୋଟ ୧୦ଟି ଦଳ ମଧ୍ୟରେ ଆୟୋଜିତ ହେଉଛି। ଏହି ସମୟରେ,…
ଭାରତ ଉପରେ ରାଗିକି ନିଆଁବାଣ ପାକିସ୍ତାନ: କଶ୍ମୀରକୁ ନେଇ କହିଲା ଏମିତି
ଇସଲାମାବାଦ୍,୧୯।୪: ପାକିସ୍ତାନ ପିଓକେ (ପାକ ଅଧିକୃତ କଶ୍ମୀର) ଖାଲି କରିବା ଉଚିତ ବୋଲି ଭାରତର ବୟାନ ଉପରେ ପାକିସ୍ତାନ ଅସନ୍ତୋଷ ପ୍ରକାଶ କରିଛି। ପାକିସ୍ତାନର ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି କରି କହିଛି, ଭାରତର ଏହି ବିବୃତ୍ତି ମିଥ୍ୟା। ପାକିସ୍ତାନ…
୫୦ରୁ ୬୦ କି.ମି. ବେଗରେ ବହିବ ପବନ: ଅରେଞ୍ଜ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୧୯ା୪:ରାଜ୍ୟର ବିଭିନ୍ନ ଜିଲାରେ କିଛିଦିନ ହେବ କାଳବୈଶାଖୀ ତାଣ୍ଡବ ରଚୁଛି। ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ପବନ ବ୍ୟାପକ କ୍ଷୟକ୍ଷତି ଘଟାଉଛି। ଶୁକ୍ରବାର ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱର ସମେତ ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା ଆଦି ଅଧିକାଂଶ ଜିଲାରେ…
ନର୍ସଙ୍କୁ ପିଟିପିଟି ମାରିଦେଲେ ଶାଶୁଘର ଲୋକେ: ସ୍ବାମୀଙ୍କୁ ବାନ୍ଧିଲା ପୋଲିସ
ପାଟଣାଗଡ଼/ ବଲାଙ୍ଗୀର,୧୯ା୪(ସଚ୍ଚିଦାନନ୍ଦ ମହାକୁର/ ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଜିଲା ପାଟଣଗଡ଼ ଥାନା ନେହେନାବନ୍ଧ ଗଁାରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗଁାରେ ଜଣେ ନର୍ସଙ୍କୁ ତାଙ୍କ ସ୍ବାମୀ ଓ ପରିବାର ଲୋକେ ପିଟି ପିଟି ହତ୍ୟା କରିଥିବା ନେଇ…
Archives


