Home

ବାର୍ଷିକ ଉତ୍ସବରେ ଛାତ୍ରୀଛାତ୍ରଙ୍କ ପାଲା ପରିବେଷଣ

ସିମୁଳିଆ, ୧୬।୨(ଡି.ଏନ.ଏ.)-ଗ୍ରାମାଞ୍ଚଳରେ ଲୋକକଳାର ଚାହିଦା କମି ଆସୁଥିବା ବେଳେ ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ଏହାକୁ ବଞ୍ଚାଇ ରଖିବାକୁ କରିଥିବା ପ୍ରୟାସକୁ ସାଧାରଣରେ ପ୍ରଶଂସା କରାଯାଇଛି। ମାର୍କୋଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ସାଂସ୍କୃତିକ ଉତ୍ସବ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଥିଲା। ଏହି…

ରୋକାଗଲା ବାଲ୍ୟ ବିବାହ, ଫେରିଗଲେ ବର

ବାହାନଗା,୧୬ା୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଚଳରେ ବାଲ୍ୟ ବିବାହ ରୋକିବାକୁ ଆସିଥିବା ଖଇରାସ୍ଥିତ ଚାଇଲ୍ଡଲାଇନ କର୍ମକର୍ତ୍ତା ହରଡଘଣାରେ ପଡିଛନ୍ତି। ଏନେଇ କର୍ମକର୍ତ୍ତାମାନେ ଖନ୍ତାପଡା ଥାନାରେ ଅଭିଯୋଗ ହେବା ପରେ ପୋଲିସ୍‌ ଏଥିରେ ହସ୍ତକ୍ଷେପ କରିଥିଲା। ଫଳରେ ବିବାହ କରିବାକୁ ଆସିଥିବା ବର…

ଟାଟା ମ୍ୟାଜିକ୍‌କୁ ୧୭,୫୦୦ ଜରିମାନା

ଭଦ୍ରକ ଅଫିସ,୧୫।୨-ଭଦ୍ରକ ଆର୍‌ଟିଓ ପକ୍ଷରୁ ଶନିବାର ସ୍କୁଲ ପିଲାଙ୍କୁ ନେବା ଆଣିବା କରୁଥିବା ଏକ ଟାଟା ମ୍ୟାଜିକ୍‌କୁ ଜରିମାନା କରାଯାଇଛି। ସୂଚନା ଅନୁଯାୟୀ, ଟାଟା ମ୍ୟାଜିକ୍‌ (ନଂ ଓଆର୍‌ ୨୨ ଇ ୪୦୬୫) ସ୍କୁଲ ପିଲାଙ୍କୁ ନେଇ ଇଚ୍ଛାପୁରସ୍ଥିତ ଏକ ବେସରକାରୀ…

ଚିନାପ୍ପା ମହିଳା, ଘୋଷାଲ ପୁରୁଷ ଚାମ୍ପିୟନ

ଚେନ୍ନାଇ,୧୫ା୨ (ପି.ଟି.): ଜ୍ୟୋତ୍ସ୍ନା ଚିନାପ୍ପା ଓ ସୌରଭ ଘୋଷାଲ ଯଥାକ୍ରମେ ଜାତୀୟ ସିନିୟର ସ୍କ୍ବାଶ୍‌ ଚାମ୍ପିୟନଶିପ୍‌ ମହିଳା ଓ ପୁରୁଷ ଟାଇଟଲ ହାସଲ କରିଛନ୍ତି। ସ୍ଥାନୀୟ ଆଇଏସଏ କୋର୍ଟଠାରେ ଅନୁଷ୍ଠିତ ୭୭ତମ ଜାତୀୟ ସିନିୟର ଚାମ୍ପିୟନଶିପ୍‌ରେ ଚିନାପ୍ପା ଓ ଘୋଷାଲ ଯଥାକ୍ରମେ…

ସ୍ବର୍ଣ୍ଣ ହରାଇବେ ଉସ୍ତ୍ୟୁଗୋଭ୍‌

ମସ୍କୋ,୧୫ା୨ (ଏଏଫ୍‌ପି): ଡୋପ୍‌ ଟେଷ୍ଟରେ ବିଫଳ ହେବା ପରେ ରୁଷୀୟ ବାଇଥଲେଟ୍‌ ଏଭଜେନି ଉସ୍ତ୍ୟୁଗୋଭ ସସ୍‌ପେଣ୍ଡ ହୋଇଛନ୍ତି। ଫଳରେ ୨୦୧୪ ଓ୍ବିଣ୍ଟର ଅଲିମ୍ପିକ ରିଲେରେ ସେ ଯେଉଁ ପଦକ ପାଇଥିଲେ ତାହା ପ୍ରତ୍ୟାହାର କରିନିଆଯିବ। ଇଣ୍ଟରନ୍ୟାଶନାଲ ବାଇଥ୍ଲନ ୟୁନିୟମ (ଆଇବିୟୁ) ପକ୍ଷରୁ…

ଏପ୍ରିଲ ୫ରୁ ବିଶାଳ ଆର୍ମି ନିଯୁକ୍ତି ମେଳା

ଭୁବନେଶ୍ୱର,୧୫।୨(ବ୍ୟୁରୋ)- ଆସନ୍ତା ଏପ୍ରିଲ ୫ରୁ୧୬ ଯାଏ ପାରାଦୀପସ୍ଥିତ ଗୋପବନ୍ଧୁ ଷ୍ଟାଡିୟମ୍‌ଠାରେ ବିଶାଳ ଆର୍ମି ନିଯୁକ୍ତି ମେଳା ଆୟୋଜିତ ହେବ। ରାଜ୍ୟର ୧୦ ଜିଲା ଯଥା, କଟକ, ମୟୂରଭଞ୍ଜ, କେନ୍ଦ୍ରାପଡା, ଜଗତସିଂହପୁର, ନୟାଗଡ, ବାଲେଶ୍ୱର, ଖୋର୍ଦ୍ଧା, ଯାଜପୁର, ପୁରୀ ଓ ଭଦ୍ରକ ଜିଲ୍ଲାର…

ହାତୀ ଆତଙ୍କ: ପୁଣି ଭାଙ୍ଗିଲା ୪ ଘର

ଜମନକିରା,୧୫।୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ବାମରା ବନ୍ୟପ୍ରାଣୀ ବନାଞ୍ଚଳ ଅଧୀନ ବଡ଼ରମା ରେଞ୍ଜ ଖର୍ସନମାଲ ଗାଁରେ ଗତ ୨ ତାରିଖ ବିଳମ୍ବିତ ରାତିରେ ଗୋଟିଏ ଦନ୍ତାହାତୀ ଆତଙ୍କରାଜ ଚଳାଇ ୧୦ ଜଣଙ୍କ ଘର ଭାଙ୍ଗିବା ସହ ବାଡ଼ିବଗିଚା ନଷ୍ଟ କରିଦେଇଥିବା…

ସଂରକ୍ଷଣ ଉଠାଇବା ପାଇଁ କେନ୍ଦ୍ର ସରକାର ଚକ୍ରାନ୍ତ କରୁଛନ୍ତି: କଂଗ୍ରେସ

ଭୁବନେଶ୍ୱର,୧୫।୨(ବ୍ୟୁରୋ): କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର ଅନୁସୂଚିତ ଜାତି(ଏସ୍‌ସି), ଅନୁସୂଚିତ ଜନଜାତି(ଏସ୍‌ଟି) ଏବଂ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି)ଙ୍କ ପାଇଁ ଉଦ୍ଦିଷ୍ଟ ସଂରକ୍ଷଣ ବ୍ୟବସ୍ଥାକୁ ଉଠାଇ ଦେବାକୁ ଚକ୍ରାନ୍ତ କରୁଛି ବୋଲି କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି। ଏହା ବିରୋଧରେ ଅଖିଳ…

୩ ଖଣି ଲିଜ୍‌ଧାରୀଙ୍କ ସମ୍ପତ୍ତି ଜବତ ଲାଗି ଜିଲାପାଳଙ୍କ କୋର୍ଟର ନିର୍ଦ୍ଦେଶ

କେନ୍ଦୁଝର,୧୫ା୨(ଡି.ଏନ୍‌.ଏ.): ଜରିମାନା ଖିଲାପୀ ୩୧ଟି ଖଣିର ୨୩ ଲିଜ୍‌ଧାରୀଙ୍କ ନାମରେ ଓପିଡିଆର୍‌ ସାର୍ଟିଫିକେଟ ମାମଲା ଦାଏର ହୋଇ ୬୩୫୦କୋଟି ଟଙ୍କା ଜରିମାନା ଧାର୍ଯ୍ୟ କରାଯାଇଥିଲା। ଇତିମଧ୍ୟରେ କେତେକ ଲିଜ୍‌ଧାରୀଙ୍କ ବିରୋଧରେ ଆଇନଗତ ପଦକ୍ଷେପ ନେଇ ସମ୍ପତ୍ତି ଜବତ ପାଇଁ ପ୍ରକ୍ରିୟା ଜାରି…

ଛାତ୍ରୀଙ୍କ ପ୍ୟାଣ୍ଟ ଖୋଲି ହରଡ଼ଘଣାରେ ଶିକ୍ଷୟିତ୍ରୀ: ଥାନାରେ ଅଣ୍ଡର ଟେକିଂ ଲେଖି ମୁକୁଳିଲେ

ବ୍ରହ୍ମପୁର ଅଫିସ,୧୫।୨: ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଏକ ଘରୋଇ ସ୍କୁଲରେ ଅଭାବନୀୟ ଘଟଣା ଘଟିଛି। ଶ୍ରେଣୀଗୃହରେ ଜଣେ ଶିକ୍ଷୟିତ୍ରୀ ଜଣେ ଛାତ୍ରୀଙ୍କ ପ୍ୟାଣ୍ଟ ଖୋଲିଦେବାରୁ ହରଡ଼ଘଣାରେ ପଡ଼ିଛନ୍ତି। ଫଳରେ ଛାତ୍ରୀଙ୍କ ଅଭିଭାବକ ସ୍କୁଲ ପ୍ରିନ୍ସପାଲଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।…

ପୁଇଁତୋଳାରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ: କୋଡ଼ିରେ ଜଣଙ୍କୁ ଆକ୍ରମଣ

ଗଞ୍ଜାମ,୧୫।୨(ଡି.ଏନ୍‌.ଏ.) : ଗଞ୍ଜାମ ଥାନା ବଡ଼ବଜାରଠାରେ କୌଣସି ଘଟଣାକୁ କେନ୍ଦ୍ର କରି ପୁଇଁତୋଳା ଗ୍ରାମର କିଛି ବ୍ୟକ୍ତି କରଣସାହିର ଜଣେ ବ୍ୟକ୍ତିଙ୍କୁ କୋଡ଼ିରେ ଶନିବାର ଆକ୍ରମଣ କରିଛନ୍ତି। ଆହତ ବ୍ୟକ୍ତି ଜଣକ ହେଲେ କରଣ ସାହିର କାହ୍ନୁ ନାହାକ। ଖବର ପାଇ…

ବାଙ୍କୀରେ ଡବଲ ମର୍ଡର: ସରପଞ୍ଚଙ୍କ ସ୍ବାମୀ,ଖବରଦାତାଙ୍କୁ ହାଣି ହତ୍ୟା

ବାଙ୍କୀ, ୧୫ା୨ (ସ୍ବ.ପ୍ର.): କଟକ ଜିଲା ବାଙ୍କୀରେ ଘଟିଛି ଡବଲ ମର୍ଡର। ବରପୁଟ ପଞ୍ଚାୟତର ଜୋକଲାଞ୍ଜି ପ୍ରକଳ୍ପ ନିକଟରେ ସରପଞ୍ଚଙ୍କ ସ୍ବାମୀ ଓ ଜଣେ ଖବରଦାତାଙ୍କୁ ଶନିବାର ଅପରାହ୍ନରେ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା କରାଯାଇଛି। ମୃତକ ଦ୍ୱୟ ହେଲେ ଖଜୁରିପଦା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri