Home

ଘରେ ରହି କାମ କରିବାକୁ କର୍ମଚାରୀଙ୍କୁ ପରାମର୍ଶ ଦେଲା ଟୁଇଟର

ଓ୍ବାଶିଂଟନ,୧୨।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଟୁଇଟର ଏହାର କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ଦେଇଛି। ପୃଥିବୀ ସାରା କାମ କରୁଥିବା କର୍ମଚାରୀଙ୍କୁ ଏନେଇ ଟୁଇଟର ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି। ସମ୍ପ୍ରତି ଟୁଇଟରରେ ପ୍ରାୟ ୫,୦୦୦ କର୍ମଚାରୀ…

ହସ୍ତଶିଳ୍ପ ବିକାଶ ପାଇଁ ହେବ ୧୦ ବର୍ଷିଆ ଯୋଜନା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ରାଜ୍ୟର ହସ୍ତଶିଳ୍ପ ଓ ହସ୍ତଶିଳ୍ପୀଙ୍କ ବିକାଶ ପାଇଁ ପଦକ୍ଷେପ ନେବେ ରାଜ୍ୟ ସରକାର। ଏଥିପାଇଁ ପ୍ରସ୍ତୁତ ହେବ ୧୦ ବର୍ଷିଆ ପ୍ଲାନ୍‌ ଡକ୍ୟୁମେଣ୍ଟ। ହସ୍ତଶିଳ୍ପୀଙ୍କୁ ଚିହ୍ନଟ ସହିତ ସେମାନଙ୍କ ଶିଳ୍ପର ବ୍ରାଣ୍ଡିଂ ଓ ମାର୍କେଟିଂ କରାଯିବ। ଅତ୍ୟାଧୁନିକ ଡିଜାଇନ୍‌ ଓ…

ଆଦିବାସୀଙ୍କ ଭାଗ୍ୟ ବଦଳାଉଛି ଜୈବିକ ପଦ୍ଧତି ପରିବା ଚାଷ

ମୁନିଗୁଡ଼ା,୧୨।୩(ଡି.ଏନ୍‌.ଏ.): ଜଙ୍ଗଲ ଉପରେ ନିର୍ଭର କରୁଥିବା ଆଦିବାସୀଙ୍କ ରୋଜଗାରର ପନ୍ଥା ପାଲଟିଛି ପରିବା ଚାଷ। ତା’ପୁଣି ଜୈବିକ ପଦ୍ଧତିରେ। ଏପରି ଦେଖିବାକୁ ମିଳିଛି ରାୟଗଡ଼ା ଜିଲା ମୁନିଗୁଡା ବ୍ଲକର ଧୋବାଗୁଡ଼ି ଗ୍ରାମରେ। ଏହି ଗାଁର ଲୋକେ ଆଗରୁ ନିଜ ନିଜ ଜମିରେ…

ମହାପ୍ରଭୁଙ୍କୁ ୧ କୋଟି ଦାନ

ପୁରୀ ଅଫିସ,୧୨ା୩: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଏବେ ସଂକଟରେ। ଏହି ଅର୍ଥ ଫେରିବ କି ନାହିଁ ତାକୁ ନେଇ ଉପୁଜିଛି ଦ୍ୱନ୍ଦ୍ୱ। ବିରୋଧ ଓ ପ୍ରତିବାଦ ଧାରା ଜାରି ରହିଛି। ବିଭିନ୍ନ ସଙ୍ଗଠନ ପକ୍ଷରୁ ବିକ୍ଷୋଭ, ଥାନା ଓ…

ସଂଶୋଧିତ ମୋଟର ଯାନ ଆଇନ: ୧୦ଦିନରେ କଟିଲା ୨୩ ହଜାର ଚାଲାଣ

କଟକ ଅଫିସ,୧୨ା୩: ଓଡ଼ିଶାରେ ସଂଶୋଧିତ ମୋଟରଯାନ ଆଇନ ମାର୍ଚ୍ଚ ପହିଲାରୁ କଡ଼ାକଡ଼ି ଲାଗୁ କରାଯାଇଛି। ରାଜ୍ୟବ୍ୟାପୀ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍‌ଟିଓ) ଏବଂ ପୋଲିସ ତରଫରୁ ବ୍ୟାପକ ଯାଞ୍ଚ ଏବଂ ଜରିମାନା ଆଦାୟ କରାଯାଉଛି। ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ତରଫରୁ ମିଳିଥିବା ସୂଚନା…

୪୬ ହଜାର ପ୍ଲାଷ୍ଟିକ୍‌ ଟୁକୁଡ଼ାରୁ ତିଆରି ହେଲା ଶିବାଜୀଙ୍କ ପେଣ୍ଟିଂ

ମୁମ୍ବାଇ, ୧୨।୩: ମହାରାଷ୍ଟ୍ରର ଜଣେ ଆନିମେଶନ ଆର୍ଟିଷ୍ଟ ୪୬,୦୮୦ ହଜାର ପ୍ଲାଷ୍ଟିକ୍‌ ଟୁକୁଡ଼ାରୁ ଛତ୍ରପତି ଶିବାଜୀ ମହାରାଜଙ୍କ ପେଣ୍ଟିଂ ତିଆରି କରିଛନ୍ତି। ଏଥିରେ ୬ ପ୍ରକାର ରଙ୍ଗ ଦିଆଯାଇଛି। ୧୦ ଦିନରେ ଆର୍ଟିଷ୍ଟ ନୀତୀନ ଦିନେଶ କାମ୍ବଲେ ୧୦ ଫୁଟ ଲମ୍ବ…

ଅଲ୍‌ ଇଂଲଣ୍ଡ ଚାମ୍ପିୟନଶିପ୍‌: ଲକ୍ଷ୍ୟ ଆଗେଇଲେ, ସାଇନା, ପ୍ରଣୀଥ୍‌ ନିରାଶ

ବର୍ମିଂହାମ୍‌, ୧୨।୩ (ପି.ଟି.)- ଏଠାରେ ଚାଲିଥିବା ସମ୍ମାନଜନକ ଅଲ୍‌ଇଂଲଣ୍ଡ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଭାରତର ଲକ୍ଷ୍ୟ ସେନ୍‌ ଦମ୍‌ଦାର ଆରମ୍ଭ କରିଛନ୍ତି। କ୍ୟାରିୟରର ପ୍ରଥମ ବିଡବ୍ଲ୍ୟୁଏଫ୍‌ ଓ୍ବାଲର୍‌ଡ ଟୁର୍‌ ସିରିଜ-୧୦୦୦ ଟୁର୍ନାମେଣ୍ଟ ଖେଳୁଥିବା ଲକ୍ଷ୍ୟ ୧୭-୨୧, ୨୧-୮, ୨୧-୧୭ ଗେମ୍‌ରେ ବିଶ୍ୱ ମାନ୍ୟତାର…

କରୋନା ସମ୍ପର୍କରେ ବାହାରେ ପ୍ରକାଶ କଲେ ଜୀବନରୁ ମାରି ଦିଆଯିବ: ଡାକ୍ତରଙ୍କୁ ଧମକାଇଥିଲେ ଚାଇନା ଅଧିକାରୀ

ବେଜିଂ,୧୨।୩: ଚାଇନାର ଉହାନରେ ଦେଖାଦେଇଥିବା କରୋନା ଭୂତାଣୁ ସଂକ୍ରମଣ ଏବେ ପୃଥିବୀର ୧୨୧ଟି ଦେଶରେ ପହଞ୍ଚିଛି। ଯଦି ଚାଇନା ସରକାର ଡାକ୍ତରଙ୍କ କଥା ଶୁଣିଥାନ୍ତେ ତେବେ ହୁଏତ ଆଜି କରୋନା ପୃଥିବୀରେ ମହାମାରୀ ଭାବେ ଉଭା ହୋଇ ନ ଥାନ୍ତା। ଏବେ…

୧୧୦୦ ଫୁଟ ଉଚ୍ଚରୁ ସହରର ସମ୍ପୂର୍ଣ୍ଣ ଦୃଶ୍ୟ ଦେଖିପାରିବେ ପର୍ଯ୍ୟଟକ

ଓ୍ବାଶିଂଟନ୍‌: ଆମେରିକାର ନ୍ୟୁୟର୍କ ସହରସ୍ଥିତ ହଡ୍‌ସନ ୟାର୍ଡସ ବିଲ୍ଡିଂରେ ୧୧୦୦ ଫୁଟ ଉଚ୍ଚରେ ଏକ ପ୍ଲାଟ୍‌ଫର୍ମ ନିର୍ମିତ ହୋଇଛି। ଏହି ପ୍ଲାଟଫର୍ମରୁ ପର୍ଯ୍ୟଟକମାନେ ୩୬ଡଲାର (ପ୍ରାୟ ୨୬୬୦ଟଙ୍କା)ର ଟିକେଟ୍‌ ନେଇ ସମ୍ପୂର୍ଣ୍ଣ ସହରର ଦୃଶ୍ୟ ଦେଖିପାରିବେ। ଏହି ପ୍ଲାଟଫର୍ମ ସାଧାରଣ ଲୋକଙ୍କ…

ଚାଷୀଙ୍କ ଦୁଃଖ

ଅଧିକ ଧାନ ଉତ୍ପାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏହି ଜିଲାର ଚାଷୀଙ୍କ ଦୁଃଖ, ଦୁର୍ଦ୍ଦଶା ମଧ୍ୟ କମ୍‌ ନୁହେଁ। ଅନାବୃଷ୍ଟି, ସ୍ବଳ୍ପ ବୃଷ୍ଟିପାତ ଯୋଗୁ କେତେବେଳେ ମରୁଡ଼ି ତ ଆଉକେବେ ମାଟିଆ ଗୁଣ୍ଡି(ଚକଡ଼ା) ଭଳି ରୋଗପୋକ…

କରୋନା ମୁକାବିଲା ପାଇଁ ଭାରତର ପ୍ରସ୍ତୁତି: ଏପ୍ରିଲ୍‌ ୧୫ ପର୍ଯ୍ୟନ୍ତ ଭିଜା ରଦ୍ଦ

ନୂଆଦିଲ୍ଲୀ,୧୨।୩: କରୋନା ସଂକ୍ରମଣ ମୁକାବିଲା ପାଇଁ ଭାରତ ପ୍ରସ୍ତୁତି ଆରମ୍ଭ କରିଛି। ଏହି ମର୍ମରେ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏପ୍ରିଲ୍‌ ୧୫ ପର୍ଯ୍ୟନ୍ତ ସମସ୍ତ ଭିଜା ରଦ୍ଦ କରିଛି। ସେହିପରି ମାର୍ଚ୍ଚ ୧୩ ପର୍ଯ୍ୟନ୍ତ ଜାରି ହୋଇଥିବା ସମସ୍ତ ଭିଜା ଏବଂ…

ଘରୋଇ ଯାତ୍ରୀବାହୀ ବସ୍‌କୁ ୩୦ହଜାର ଟଙ୍କା ଜରିମାନା

ବଲାଙ୍ଗୀର ଅଫିସ, ୧୨ା୩: ପରମିଟ୍‌ ନ ଥିବା ଘରୋଇ ଯାତ୍ରୀବାହୀ ବସ୍‌ ରାସ୍ତାରେ ଯାତାୟାତ କରୁଥିଲା। ସେହି ଗାଡିକୁ ଚଳାଉଥିବା ଡ୍ରାଇଭର କି ଯାତ୍ରୀଙ୍କଠାରୁ ଟିକେଟ କାଟୁଥିବା କଣ୍ଡକ୍ଟରଙ୍କ ଲାଇସେନ୍ସ ନ ଥିଲା। ବଲାଙ୍ଗୀର ଆଞ୍ଚଳିକ ପରିବହନ ଅଧିକାରୀଙ୍କ ନେତୃତ୍ୱରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?