ଦେଶରୁ କୁପୋଷଣ ହଟାଇବା ପାଇଁ ସିଏସ୍ଆଇଆର୍ ବୈଜ୍ଞାନିକ କାର୍ଯ୍ୟ କରିବା ଆବଶ୍ୟକ: ମୋଦି
ନୂଆଦିଲ୍ଲୀ,୧୫।୨: ଦେଶରୁ କୁପୋଷଣ ହଟାଇବା ପାଇଁ ବୈଜ୍ଞାନିକମାନେ କାର୍ଯ୍ୟ କରିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ସିଏସ୍ଆଇଆର୍ର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଏଭଳି କହିଛନ୍ତି। ଦେଶର ସାଧାରଣ ଜନତାଙ୍କ ଜୀବନଶୈଳୀରେ ପରିବର୍ତ୍ତନ ଆଣିବା ଲାଗି ବୈଜ୍ଞାନିକମାନେ ତତ୍ପର…
ମିଳିଲା କରୋନାଭାଇରସ ଠିକ୍ ହେବାର ଚିକିତ୍ସା ପଦ୍ଧତି !
ବେଜିଂ,୧୫।୨: ଚାଇନାରେ କରୋନାଭାଇରସରେ ମୃତ୍ୟୁ ସଂଖ୍ୟା ୧,୫୨୩ ପହଞ୍ଚିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଲାଣି ୬୬,୪୯୨ରେ। ଏବେ ଏହାକୁ ନେଇ ଭିନ୍ନ ଭିନ୍ନ ପ୍ରକାର ଖବର ସାମ୍ନାକୁ ଆସୁଛି। କରୋନାଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପିଯାଇଥିବା ବେଳେ ଏବେ ଚାଇନାର ସି…
ଗିରିରାଜଙ୍କୁ ନୋଟିସ୍ ଜାରି କଲେ ନଡ୍ଡା
ନୂଆଦିଲ୍ଲୀ,୧୫।୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା କେନ୍ଦ୍ରୀୟ ମନ୍ତ୍ରୀ ଗିରିରାଜ ସିଂଙ୍କୁ ନୋଟିସ୍ ଜାରି କରିଛନ୍ତି। ଗିରିରାଜଙ୍କ ବିବାଦୀୟ ମନ୍ତବ୍ୟ ନେଇ ଏଭଳି କରାଯାଇଛି। ଗିରିରାଜ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ମନ୍ତବ୍ୟ ଦେଉଥିବାବେଳେ ସମ୍ପ୍ରତି ଉତ୍ତରପ୍ରଦେଶର ସହାରଣନପୁରରେ ଏକ…
କେଜରିଓ୍ବାଲ ଆୟୋଜନ କଲେ ରାତ୍ରଭୋଜନ
ନୂଆଦିଲ୍ଲୀ,୧୫।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ଶନିବାର ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ଏକ ରାତ୍ରଭୋଜନର ଆୟୋଜନ କରିଛନ୍ତି। କ୍ୟାବିନେଟ ମନ୍ତ୍ରୀ ପାଇଁ ଯେଉଁମାନେ ସମ୍ଭାବ୍ୟ ତାଲିକାରେ ରହିଛନ୍ତି ସେମାନଙ୍କୁ…
ମନମୋହିଲା ପ୍ରଭୁଙ୍କ ଫାଷ୍ଟ ଲୁକ୍
ମୁମ୍ବାଇ: ସାଉଥ୍ ସହ ହିନ୍ଦୀ ଫିଲ୍ମରେ ପ୍ରଭୁଦେବାଙ୍କ ବହୁ ନାଁ ରହିଛି। ଡ୍ୟାନ୍ସରୁ କ୍ୟାରିୟର ଆରମ୍ଭ କରିଥିବା ପ୍ରଭୁ ସମୟକ୍ରମେ ଅଭିନୟ ଓ ନିର୍ଦ୍ଦେଶନାରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ଇତିମଧ୍ୟରେ ପ୍ରଭୁଦେବାଙ୍କ ଆଉ ଏକ ସାଉଥ ଫିଲ୍ମ ‘ବଘୀରା’…
ଭାରତ ଗସ୍ତ ପୂର୍ବରୁ ଜୁକେର ବର୍ଗଙ୍କୁ ପ୍ରଶଂସା କଲେ ଟ୍ରମ୍ପ୍
ଓ୍ବାଶିଂଟନ,୧୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଫେବୃୟାରୀ ୨୪ରେ ଭାରତ ଗସ୍ତରେ ଆସୁଛନ୍ତି। ଏହା ପୂୂର୍ବରୁ ସେ ଟୁଇଟ୍ କରି ଫେସବୁକ୍ ସଂସ୍ଥାପକ ଜୁକେର ବର୍ଗଙ୍କୁ ପ୍ରଶଂସା କରିଛନ୍ତି। ଫେସବୁକ୍ ଟ୍ରମ୍ପ୍ଙ୍କୁ ଲୋକପ୍ରିୟତା ତାଲିକାରେ ଏକ ନମ୍ବର ସ୍ଥାନ ଦେଇଥିବାବେଳେ ଭାରତର…
ମହିଳା କମିଶନରେ ୧୦ ହଜାର ମାମଲା
ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜ୍ୟ ମହିଳା କମିଶନଙ୍କ ନିକଟରେ ୧୦,୧୩୦ଟି ମହିଳାଙ୍କ ବିରୋଧରେ ହୋଇଥିବା ମାମଲା ବିଚାରାଧୀନ ରହିଛି। ସେଥିରୁ ୨,୭୨୯ ମାମଲା ପଞ୍ଜୀକୃତ ହୋଇଥିବା ବେଳେ ୨,୦୫୧ ମାମଲାର ଶୁଣାଣି ଶେଷ ହୋଇଛି। ଏହି ମାମଲାଗୁଡ଼ିକ ମଧ୍ୟରୁ ଯୌତୁକ ନିର୍ଯାତନା ପାଇଁ ୭୭୦,…
ୟୁଟ୍ୟୁବ୍ ଚ୍ୟାନେଲ୍ ଲଞ୍ଚ କଲେ ଗୋବିନ୍ଦା
ମୁମ୍ବାଇ: ୮୦ ଦଶକରୁ ବହୁମୁଖୀ ପ୍ରତିଭା ଯୋଗେ ଦର୍ଶକଙ୍କ ମନୋରଞ୍ଜନ କରିଆସୁଥିବା ଗୋବିନ୍ଦା ନିଜର ଏକ ୟୁଟ୍ୟୁବ୍ ଚ୍ୟାନେଲ୍ ଲଞ୍ଚ କରିଛନ୍ତି। ସମୟ ସହିତ ତାଳ ଦେଇ ନିଜକୁ ଡିଜିଟାଲ କରିଛନ୍ତି ଗୋବିନ୍ଦା। ବର୍ତ୍ତମାନ ତାଙ୍କ ହାତରେ କୌଣସି ଫିଲ୍ମ ନ…
ରାଜ୍ୟରେ ୧୨.୪୪ ଲକ୍ଷ ଭିନ୍ନକ୍ଷମ: ମନ୍ତ୍ରୀ
ଭୁବନେଶ୍ୱର,୧୫।୨(ବ୍ୟୁରୋ): ୨୦୧୧ ଜନଗଣନା ଅନୁଯାୟୀ ରାଜ୍ୟରେ ୧୨ ଲକ୍ଷ ୪୪ ହଜାର ୪୦୨ଜଣ ଭିନ୍ନକ୍ଷମ ଅଛନ୍ତି। ସେମାନଙ୍କୁ ୨୧ଟି ଭାଗରେ ଶ୍ରେଣୀଭୁକ୍ତ କରାଯାଇଛି। ସେମାନଙ୍କ ଶିକ୍ଷା ଲାଗି ୧୦୨ଟି ସ୍ବତନ୍ତ୍ର ବିଦ୍ୟାଳୟ ଓ ୧ଟି ମହାବିଦ୍ୟାଳୟ ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ…
କଟକରେ ସର୍ବାଧିକ ଭିକାରି, ଦେବଗଡ଼ ଜିଲାରେ ୩ଜଣ
ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜ୍ୟରେ ୫,୯୫୦ ଜଣ ଭିକାରି ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କଟକ ଜିଲାରେ ସର୍ବାଧିକ ୧,୦୬୦ଜଣ ଭିକାରି ଅଛନ୍ତି। ସେହିପରି ଗଞ୍ଜାମରେ ୫୪୫, ପୁରୀ ୩୬୬, ମୟୂରଭଞ୍ଜ ୪୮୫, ସମ୍ବଲପୁର ୩୦୩, ସୁନ୍ଦରଗଡ଼ ୪୨୩, ଅନୁଗୋଳ ୨୦୫, ବାଲେଶ୍ୱର ୧୩୧,…
ବଲାଙ୍ଗୀର ମୋତିଲାଲ ଓସ୍ବାଲ-କିସ୍ ଜନଜାତି ଆବାସିକ ବିଦ୍ୟାଳୟ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ବଲାଙ୍ଗୀର ଅଫିସ, ୧୫।୨- ଭୁବନେଶ୍ୱର କିସ୍ ଜନଜାତି ଆବାସିକ ବିଦ୍ୟାଳୟ ବଲାଙ୍ଗୀର ଶାଖା ମୋତିଲାଲ ଓସ୍ବାଲ-କିସ୍ ବିଦ୍ୟାଳୟକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିଛନ୍ତି। ଏହି ଉଦ୍ଘାଟନୀ ଉତ୍ସବରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ, ବଲାଙ୍ଗୀର…
ବିବାହ ବନ୍ଧନରେ ବାନ୍ଧିହେଲେ ଘୋଡ଼ା-ଘୋଡ଼ୀ, ଫଟୋ ଭାଇରାଲ
ବେଙ୍ଗାଲୁରୁ: କର୍ନାଟକ ରାଜଧାନୀ ବେଙ୍ଗାଲୁରୁର କୁବନ ପାର୍କରେ ଏକ ଘୋଡ଼ା(ରାଜା) ଏବଂ ଘୋଡ଼ୀ(ରାଣୀ)ର ବିବାହ ଭାଲେଣ୍ଟାଇନ୍ସ ଡେ’ରେ ସମ୍ପନ୍ନ ହୋଇଛି। ଏହି ବିବାହ ପାରମ୍ପରିକ ରୀତିନୀତିରେ ହୋଇଥିଲା। ଘୋଡ଼ା ଧୋତି ଏବଂ ଶାର୍ଟ ପିନ୍ଧିଥିବା ବେଳେ ଘୋଡ଼ୀ ଶାଢ଼ି ସହିତ ମଙ୍ଗଳସୂତ୍ର…
Archives


