Home

ବାଚସ୍ପତିଙ୍କ ରୁଲିଂକୁ ନେଇ ବିଧାନସଭାରେ ଝଡ଼: ଅପରାହ୍ନ ୩ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଗୃହର ମଧ୍ୟଭାଗରେ ବିରୋଧୀ ଦଳ ହଙ୍ଗାମା କଲେ ତାହା ଗଣମାଧ୍ୟମରେ ପ୍ରକାଶ ପାଇବ ନାହିଁ। ଶୁକ୍ରବାର ବାଚସ୍ପତି ଦେଇଥିବା ଏଭଳି ରୁଲିଂକୁ ବିରୋଧୀ ଦଳ ସଦସ୍ୟମାନେ ପ୍ରବଳ ବିରୋଧ କରିଥିଲେ। ଶନିବାର ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଉଭୟ ଭାଜପା…

ଆଫଗାନିସ୍ତାନରେ ବିମାନ ଆକ୍ରମଣ: ଜଣେ ଶିଶୁଙ୍କ ସମେତ ୮ ସାଧାରଣ ନାଗରିକଙ୍କ ମୃତ୍ୟୁ

କାବୁଲ,୧୫।୨: ଆଫାଗାନିସ୍ତାନର ପୂର୍ବାଞ୍ଚଳରେ ଥିବା ନଙ୍ଗାହାରରେ ଶୁକ୍ରବାର ସନ୍ଧ୍ୟାରେ ହୋଇଥିବା ବିମାନ ଆକ୍ରମଣରେ ଜଣେ ଶିଶୁଙ୍କ ସମେତ ୮ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଟୋଲୋ ନ୍ୟୁଜର ସୂଚନା ଅନୁଯାୟୀ, ଏହା ସୁରଖ ରୋଡ ଜିଲାର କରକ ଗାଁରେ…

ଆନ୍ନାଙ୍କୁ ଭୁଲିଗଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୫।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ବହୁମତରେ ବିଜୟ ହାସଲ କରିବା ପରେ ଏବେ ଆମ୍‌ ଅଦମୀ ପାର୍ଟି (ଏଏପି) ସରକାର ଗଠନ କରିବାକୁ ଯାଉଛି। ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ ତୃତୀୟ ଥର ପାଇଁ ଏଏପି ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ…

ସୁଉଚ୍ଚ ଶୈବମୂର୍ତ୍ତି

ପୃଥିବୀର ସୁଉଚ୍ଚ ମୂର୍ତ୍ତି ମଧ୍ୟରୁ ଅନ୍ୟତମ ନେପାଳର କୈଳାସନାଥ ମହାଦେବ। ଏହା ପୃଥିବୀର ସର୍ବୋଚ୍ଚ ଶୈବମୂର୍ତ୍ତି ଭାବେ ବେଶ୍‌ ପ୍ରସିଦ୍ଧି ଲାଭ କରିଛି। ୧୪୩ ଫୁଟ ଉଚ୍ଚ ବିଶିଷ୍ଟ ଏହି ମୂର୍ତ୍ତି ନେପାଳର ସାଙ୍ଗାଠାରେ ଅବସ୍ଥିତ। ତମ୍ବା, ଦସ୍ତା, ଷ୍ଟିଲ ଏବଂ…

ପିମ୍ପୁଡ଼ିର ଦୁଇଟି ପାକସ୍ଥଳୀ

ଅନ୍ୟ ପୋକଙ୍କ ପରି ପିମ୍ପୁଡ଼ିର ଛଅଟି ଗୋଡ଼ । ପ୍ରତି ଗୋଡ଼ରେ ରହିଛି ଛଅଟି ଗଣ୍ଠି । କ୍ଷୁଦ୍ର ଓ ପତଳା ଦିଶୁଥିଲେ ବି ପିମ୍ପୁଡ଼ିମାନଙ୍କର ଗୋଡ଼ ଖୁବ୍‌ ଟାଣ, ଯାହାଫଳରେ ସେମାନେ କ୍ଷିପ୍ରବେଗରେ ଚାଲି ପାରନ୍ତି । ଆନୁପାତିକ ଦୃଷ୍ଟିରୁ…

୧୪ ବର୍ଷ ଜେଲରେ କାଟିଥିବା ବ୍ୟକ୍ତି ଏବେ ଏମ୍‌ବିବିଏସ୍‌

କାଲାବୁରାଗି,୧୫।୨: କର୍ନାଟକ କାଲାବୁରାଗି ଅଫଜଲପୁରାର ସୁଭାଷ ପାଟିଲ(୪୦) ନାମକ ଜଣେ ବ୍ୟକ୍ତିି ଜେଲରେ ୧୪ ବର୍ଷ ରହିବା ପରେ ବି ନିଜ ସ୍ବପ୍ନକୁ ସାକାର କରିପାରିଛନ୍ତି। ପିଲାଟି ଦିନରୁ ଡାକ୍ତର ହେବାର ସ୍ବପ୍ନ ଦେଖିଥିବା ସୁଭାଷ ଜେଲରୁ ଫେରିବା ପରେ ଏବେ…

ଜାତିଆଣ ଭେଦଭାବ: ୪୦୦ କଲେ ଧର୍ମ ପରିବର୍ତ୍ତନ

କୋୟମ୍ବାଟୁର,୧୫।୨: ଜାତିଆଣ ଭେଦଭାବ ଯୋଗୁ ତାମିଲନାଡୁର ୪୦୦ଜଣ ଧର୍ମ ପରିବର୍ତ୍ତନ କରିଛନ୍ତି। ସେମାନେ ଅତିଷ୍ଠ ହୋଇ ମୁସଲମାନ୍‌ ଧର୍ମ ଗ୍ରହଣ କରିଛନ୍ତି। କୋୟମ୍ବାଟୁର ଜିଲାରେ ବାସ କରୁଥିବା ଅରୁନ୍ଦଥିଆର ସମ୍ପ୍ରଦାୟ ଦୀର୍ଘ ଦିନ ଧରି ସ୍ଥାନୀୟ ସମାଜରେ ପ୍ରଚଳିତ ଜାତିଆଣ ଭେଦଭାବରେ…

କୁମାର ବିଶ୍ୱାସଙ୍କ ଘରୁ କାର୍‌ ଚୋରି

ଲକ୍ଷ୍ନୌ,୧୫।୨: କବି, ସାହିତ୍ୟକାର ତଥା ଏଏପି ନେତା କୁମାର ବିଶ୍ୱାସଙ୍କ ଘରୁ କାର୍‌ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଉତ୍ତରପ୍ରଦେଶ ଗାଜିଆବାଦର ଇନ୍ଦିରାପୁରମସ୍ଥିତ ତାଙ୍କ ବାସଭବନ ବାହାରୁ ଫର୍ଚ୍ୟୁନ କାର ଚୋରି ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମାମଲା ରୁଜୁ କରିବା…

କେଜରିଓ୍ବାଲଙ୍କ ଶପଥ ଗ୍ରହଣ ଉତ୍ସବକୁ ନେଇ ସୂଚନା ଦେଲେ ସିସୋଡିଆ

ନୂଆଦିଲ୍ଲୀ,୧୫।୨: ଆମ ଆଦମି ପାର୍ଟି(ଏଏପି)ର ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ତୃତୀୟ ଥର ଲାଗି ରବିବାର ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଏଥିରେ ବାହାର ରାଜ୍ୟର କୌଣସି ନେତା ବା ମନ୍ତ୍ରୀଙ୍କୁ ସାମିଲ କରାଯାଉ ନ ଥିବା ବେଳେ ଦିଲ୍ଲୀବାସୀଙ୍କୁ…

ମନ୍ତ୍ରୀଙ୍କୁ ନ ଚିହ୍ନି ପାରିବାରୁ ସବ୍‌-ଇନସ୍ପେକ୍ଟରଙ୍କ ଚାକିରି ଗଲା: ଭିଡ଼ିଓ ଭାଇରାଲ

ପାଟନା,୧୫।୨: ବିହାରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସରକାରରେ ମନ୍ତ୍ରୀଙ୍କୁ ନ ଚିହ୍ନି ପାରିବାରୁ ଜଣେ ସବ୍‌-ଇନସ୍ପେକ୍ଟରଙ୍କୁ ଚାକିିରିରୁ ନିଲମ୍ବିତ କରାଯାଇଛି। ସ୍ବାସ୍ଥ୍ୟମନ୍ତ୍ରୀ ମଙ୍ଗଳ ପାଣ୍ଡେ ସ୍ଥାନୀୟ ସିଓ୍ବାନ ଅଞ୍ଚଳକୁ ଏକ ହସ୍ପିଟାଲର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିଲେ। ରାଜ୍ୟ ସରକାରଙ୍କ କେତେକ…

ବଦଳିଲେ ଭାଜପାର ରାଜ୍ୟ ଅଧ୍ୟକ୍ଷ

ଭୋପାଳ,୧୫।୨: ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେ.ପି. ନଡ୍ଡା କେତେକ ରାଜ୍ୟର ଅଧ୍ୟକ୍ଷଙ୍କୁ ବଦଳାଇଥିବା ଜଣାପଡ଼ିଛି। ଶନିବାର ରାକେଶ ସିଂହଙ୍କ ସ୍ଥାନରେ ବିଷ୍ଣୁ ଦତ୍ତ ଶର୍ମାଙ୍କୁ ମଧ୍ୟପ୍ରଦେଶର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ପୂର୍ବରୁ ବିଷ୍ଣୁ ଦତ୍ତ ଖଜୁରାହୋର ଏମ୍‌ପି ରହିଥିଲେ।…

ଏଫ୍‌ଏଟିଏଫ୍‌ ବୈଠକ ପରେ ମୁକୁଳି ପାରନ୍ତି ହାଫିଜ

ଇସ୍‌ଲାମାବାଦ,୧୫।୨: ଫାଇନାନସିୟାଲ ଆକ୍ସନ ଟାକ୍ସ ଫୋର୍ସ(ଏଫ୍‌ଏଟିଏଫ୍‌)ର ବୈଠକ ପରେ ମୋଷ୍ଟ ଓ୍ବାଣ୍ଟେଡ ଆତଙ୍କବାଦୀ ହାଫିଜ ସଇଦ ମୁକୁଳି ପାରନ୍ତି ବୋଲି ସୂଚନା ମିଳିଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ହାଫିଜଙ୍କୁ ଗିରଫ କରିବା ସମୟରେ ଏହି ଦିଗକୁ ଜାଣିଶୁଣି ଛାଡି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri