Home

ଅଟୋ-ବାଇକ୍‌ ମୁହାଁମୁହିଁ, ଯୁବକ ମୃତ

ଫିରିଙ୍ଗିଆ, ୧୧ା୩- ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତ ଉରକିଆ ଛକ ନିକଟରେ ବୁଧବାର ବାଇକ ଓ ଅଟୋରିକ୍ସା ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି । ସେ ହେଲେ ଫିରିଙ୍ଗିଆ ଥାନା ଜଜେଶପଙ୍ଗା ଗ୍ରାମ ଓଡ଼ିଆ ସାହିର…

ଇଟାଭାଟି ସୁପରଭାଇଜରଙ୍କୁ ଗୁଳିମାଡ଼ ଘଟଣା: ଅଭିଯୁକ୍ତ ଗଲେ ଜେଲ, ୨ ସୁପାରି କିଲର ଫେରାର

ଦିଗପହଣ୍ଡି,୧୧ା୩(ଡି.ଏନ.ଏ.)-ଦିଗପହଣ୍ଡି ଥାନା ମହୁଡ଼ା ଗ୍ରାମ ଶ୍ମଶାନ ନିକଟ ଇଟାଭାଟିରେ କାମ କରୁଥିବା ସୁପରଭାଇଜର ସାଗର ପାତ୍ରଙ୍କୁ ଗୁଳି ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗରେ ପୋଲିସ ବୁଧବାର ଜଣଙ୍କୁ କୋର୍ଟ ଚାଲାଣ କରିଛି। ସେ ହେଲେ ବ୍ରହ୍ମପୁର ଟାଉନ ଥାନା ବିଜିପୁର…

ନିର୍ଭୟା ମାମଲା: ଫାଶୀରୁ ବଞ୍ଚିବାକୁ ଆଉ ଏକ ଉପାୟ ଚିନ୍ତା କଲେ ଦୋଷୀ ପବନ

ନୂଆଦିଲ୍ଲୀ,୧୧।୩: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀ ପବନ ଏବେ ଫାଶୀରୁ ବଞ୍ଚିବାକୁ ଆଉ ଏକ ଉପାୟ ଚିନ୍ତା କରିଛନ୍ତି। ସେ କହିଛନ୍ତି ମଣ୍ଡୋଲି ଜେଲରେ ଥିବା ବେଳେ ୨ପୋଲିସ ତାଙ୍କୁ ପିଟିବାରୁ ତାଙ୍କ ମୁଣ୍ଡରେ ଗଭୀର ଆଘାତ ହୋଇଥିଲା।…

ବିଧାନସଭାରେ ଶୋକ

ଭୁବନେଶ୍ୱର, ୧୧।୩(ବ୍ୟୁରୋ): ବିଧାନସଭାରେ ପୂର୍ବତନ ସଦସ୍ୟଙ୍କ ବିୟୋଗରେ ଗୃହରେ ବୁଧବାର ଶୋକ କରାଯାଇଛି। ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହର ନେତା ତଥା ମୁଖ୍ୟମନ୍ତ୍ରୀଙ୍କୁ ଶୋକ ପ୍ରସ୍ତାବ ଆଗତ କରିବା ଲାଗି କହିଥିଲେ। ମୁଖ୍ୟମନ୍ତ୍ରୀ ପୂର୍ବତନ ସଦସ୍ୟା…

୬ ଦଫା ଦାବି ନେଇ କେନ୍ଦୁପତ୍ର ଶ୍ରମିକଙ୍କ ରାସ୍ତାରୋକୋ

ଜମନକିରା,୧୧।୩(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ଅଞ୍ଚଳରେ କାର୍ଯ୍ୟରତ କେନ୍ଦୁପତ୍ର ଶ୍ରମିକ, ତୋଳାଳି କର୍ମଚାରୀ, ବନ୍ଧେଇ ଶ୍ରମିକମାନେ ବୁଧବାର ଜମନକିରା ବ୍ଲକ୍‌ ମୁଖ୍ୟଛକ ରାଜରାସ୍ତା ୫୩କୁ ଅବରୋଧ କରିଛନ୍ତି। କର୍ମଚାରୀମାନଙ୍କ ଦରମା ବୃଦ୍ଧି, ସାମାଜିକ ସୁରକ୍ଷା, କେନ୍ଦୁପତ୍ର ବିକ୍ରି ନୀତିରେ ସଂଶୋଧନ,…

ଝୁଲନ୍ତା ଅବସ୍ଥାରେ ଶ୍ରମିକଙ୍କ ମୃତଦେହ ଉଦ୍ଧାର

ରାଇରଙ୍ଗପୁର,୧୧।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଦୁବୁଲାଗୁଡ଼ା ଗ୍ରାମର ଦେବ୍ରାବେଡ଼ା ବସ୍ତିରେ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଶ୍ରମିକ ସଞ୍ଜୟ ସିଙ୍କୁ। ସଞ୍ଜୟଙ୍କ ଘର ଝାଡଖଣ୍ଡ ହୋଇଥିବା ବେଳେ ସେ ପରିବାର ସହ…

ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା: ଜମ୍ମୁର ୫ ଜିଲାରେ ବନ୍ଦ ହେଲା ସିନେମା ହଲ୍‌

ଜମ୍ମୁ,୧୧।୩: କରୋନା ଭାଇରସ ଭାରତରେ ତା’ର ସ୍ଥିତି ଜାହିର କରିଥିବା ବେଳେ ଏବେ ଏହା ବଢିବାରେ ଲାଗିଛି। ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ପାଖାପାଖି ୬୦ ଛୁଇଁଥିବା ବେଳେ ଏହାକୁ ନେଇ ସମସ୍ତେ ଭୟଭୀତ ହୋଇପଡିଛନ୍ତି। ଇତି ମଧ୍ୟରେ ଇଟାଲିରୁ ଏୟାର ଇଣ୍ଡିଆର…

ୟେସ୍‌ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ଜମା ଘଟଣା: କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ଏମ୍‌ପି

ଭୁବନେଶ୍ୱର, ୧୧।୩(ବ୍ୟୁରୋ): ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା ଫସି ରହିଛି। ଏହି ଟଙ୍କାକୁ ମୁକାଳିବା ପାଇଁ ବିଜେଡି ଏମ୍‌ପିମାନେ କେନ୍ଦ୍ର ଅଥର୍ର୍ମନ୍ତ୍ରୀ ନିର୍ମଳ ସୀତାରମନଙ୍କୁ ବୁଧବାର ସାକ୍ଷାତ କରିଛନ୍ତି। ରାଜ୍ୟସଭା ଏମ୍‌ପି ପ୍ରଶନ୍ନ ଆଚାର୍ଯ୍ୟଙ୍କ ନେତୃତ୍ୱରେ ଏକ ଟିମ୍‌ ସୀତାରମଣଙ୍କୁ…

କରୋନା ଭୟ: ବାୟୋମେଟ୍ରିକ ବ୍ୟବହାର ନ କରିବାକୁ ବିଧାନସଭା କର୍ମଚାରୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୧।୩(ବ୍ୟୁରୋ): କରୋନା ଏକ ଭୟଙ୍କର ବ୍ୟାଧି ଭାବେ ସମଗ୍ର ବିଶ୍ୱକୁ କବଳିତ କରିଛି। ଭାରତରେ ମଧ୍ୟ ଏହା ଚିନ୍ତାର କାରଣ ପାଲଟିଛି। ଏହାର କୌଣସି ଔଷଧ ନ ଥିବାରୁ ରାଜ୍ୟ ଏବଂ କେନ୍ଦ୍ର ସରକାର ଏହାର ସତର୍କତାମୂଳକ ପଦକ୍ଷେପ ପାଇଁ…

ୟେସ୍‌ ବ୍ୟାଙ୍କରେ ଶ୍ରୀମନ୍ଦିର ଟଙ୍କା ରଖିବା ଘଟଣା: ବିଧାନସଭା ହୁଲୁସ୍ତୁଲୁ, ଅପରାହ୍ନ ୩ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୧।୩(ବ୍ୟୁରୋ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା ୟେସ୍‌ ବ୍ୟାଙ୍କରେ ରଖିବାକୁ ନେଇ ବୁଧବାର ବିଧାନସଭାରେ କଂଗ୍ରେସ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ଏଥିଯୋଗୁ ଅପରାହ୍ନ ୩ଟା ଯାଏ ଗୃହକାର୍ଯ୍ୟ ହୋଇପାରି ନାହିଁ। ଭାଜପା ପକ୍ଷରୁ ଏ ନେଇ ଏକ ମୁଲତବୀ ପ୍ରସ୍ତାବ ଦିଆଯାଇଥିଲା।…

୭୦ ନିୟୁତ ବର୍ଷ ତଳେ ଦିନ ଥିଲା ୨୪ ଘଣ୍ଟାରୁ କମ: ନିକଟରେ ଥିଲା ଚନ୍ଦ୍ର

ଓ୍ବାଶିଂଟନ: ପୃଥିବୀ ନିଜ ଅକ୍ଷ ଚାରିପଟେ ଘୁରିବା ଲାଗି ୨୪ ଘଣ୍ଟା ଅର୍ଥାତ୍‌ ଗୋଟିଏ ଦିନ ସମୟ ନେଉଛି। ଫଳରେ ଗୋଟିଏ ବର୍ଷରେ ପୃଥିବୀ ନିଜ ଅକ୍ଷ ଚାରିପଟେ ୩୬୫ ଥର ଘୁରୁଛି। ତେବେ ୭୦ ନିୟୁତ ବର୍ଷ ତଳେ ଡାଇନୋସରସ୍‌ମାନେ…

ପ୍ରବାଳ ପ୍ରାଚୀର ନିକଟରେ ବାସ କରୁଥିବା ମାଛ କରନ୍ତି ଲିଙ୍ଗ ପରିବର୍ତ୍ତନ

କାଲିଫର୍ନିଆ: ପ୍ରବାଳ ପ୍ରାଚୀର ନିକଟରେ ବାସ କରୁଥିବା କେତେକ ମାଛ ପ୍ରଜାତି ନିଜ ଜୀବନକାଳ ମଧ୍ୟରେ ଲିଙ୍ଗ ପରିବର୍ତ୍ତନ କରିଥାନ୍ତି। ଏନେଇ ଆମେରିକା କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ଡେଭିସ୍‌ କଲେଜରେ ଗବେଷକମାନଙ୍କ ଦ୍ୱାରା ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ଇଭୋଲ୍ୟୁଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?