ଜଲିଉଡ ଚନ୍ଦନ ଆୱାର୍ଡ ଉତ୍ସବ: ୧୦୦ କଳାକାର ସମ୍ମାନିତ
ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ଆଠଦିନ ବ୍ୟାପୀ ଗୀତଗୋବିନ୍ଦ ସଦନରେ ଯାତ୍ରା ଜଗତର କଳାକାରମାନଙ୍କୁ ନେଇ ଆୟୋଜିତ ଜଲିଉଡ୍ ଚନ୍ଦନ ଆୱାର୍ଡ ଉତ୍ସବ ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି। ଏହି ଅବସରରେ ୧୦୦ରୁ ଉର୍ଦ୍ଧ୍ୱ କଳାକାରମାନଙ୍କୁ ଚନ୍ଦନ ଆୱାର୍ଡ ପ୍ରଦାନ କରାଯାଇଥିବାବେଳେ ୫୦୦ରୁ ଊର୍ଦ୍ଧ୍ୱ…
ଜମି ଚିହ୍ନଟ ଦାବିରେ ଆର୍ଆଇ ଅଫିସ୍ ଘେରିଲେ ଭୂମିହୀନ
ବାଲେଶ୍ୱର ଅଫିସ, ୧୫।୨-ବାଲେଶ୍ୱର ଜିଲା ସଦର ତହସିଲ ଅଧୀନ ହିଡ଼ିଗାଁ ପଞ୍ଚାୟତରେ ଥିବା ଭୂମିହୀନମାନେ ୫ବର୍ଷ ପୂର୍ବରୁ ଚିହ୍ନଟ ହୋଇ ଚାନ୍ଦିପୁର ଆର୍ଆଇ ଅଫିସରୁ ପଟ୍ଟା ପାଇଥିଲେ। ପଟ୍ଟା ପାଇଥିବା ଭୂମିହୀନମାନେ ନିଜର ଜମି ଚିହ୍ନଟ ଦାବିରେ ଶୁକ୍ରବାର ଘେରାଉ କରିଥିଲେ।…
ଏସ୍ସିବି ମେଡିକାଲରେ ଖୋଲିଲା ଜରୁରୀକାଳୀନ ଲୋକସମ୍ପର୍କ କାର୍ଯ୍ୟାଳୟ
କଟକ ଅଫିସ,୧୫।୨: କଟକ ଏସ୍ସିବି ମେଡିକାଲ ପରିସରରେ ୨୪ ଘଣ୍ଟିଆ ଜରୁରିକାଳୀନ ଲୋକ ସମ୍ପର୍କ କାର୍ଯ୍ୟାଳୟ ଶୁକ୍ରବାର ଉଦ୍ଘାଟିତ ହୋଇଛି। ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ଏହାକୁ ଉଦ୍ଘାଟନ କରି କହିଛନ୍ତି, ଦୁର୍ଘଟଣାର ଶିକାର ହୋଇ ଏସ୍ସିବି ମେଡିକାଲରେ ଭର୍ତ୍ତି ହେଉଥିବା…
୨୭ରେ ମତ୍ସ୍ୟ ଚାଷ ସମ୍ପର୍କିତ ଜାତୀୟ କର୍ମଶାଳା: ଯୋଗଦେବେ ୩ ହଜାରରୁ ଉର୍ଦ୍ଧ୍ୱ ଚାଷୀ
ବାଲେଶ୍ୱର ଅଫିସ, ୧୫।୨-ଆସନ୍ତା ୨୭ ଓ ୨୮ ତାରିଖରେ ବାଲେଶ୍ୱରରେ ମତ୍ସ୍ୟ ଚାଷ ସମ୍ପର୍କିତ ଜାତୀୟ କର୍ମଶାଳା ଆୟୋଜିତ ହେବ। ଏନେଇ ଶୁକ୍ରବାର ଅପରାହ୍ନରେ ସ୍ଥାନୀୟ ସଦ୍ଭାବନା ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ଅଣୁ କ୍ଷୁଦ୍ର ଓ…
ବୀର ଯବାନଙ୍କୁ ମନେପକାଇଲେ ବିରୋଧୀ ଗୋଷ୍ଠୀ
ଭୁବନେଶ୍ୱର,୧୫।୨ (ବ୍ୟୁରୋ): କେତେବେଳେ ବିଛୁଆତି, ବାଇଡଙ୍କ ଲଗାଇ ତ କେତେବେଳେ ରାଖୀ ବାନ୍ଧି ଭାଲେଣ୍ଟାଇନ୍ସ ଡେ’ରେ ପାର୍କ, ସିନେମା ହଲ୍ ଏବଂ ଶପିଂ ମଲ୍ରେ ପହଞ୍ଚି ପ୍ରେମୀଯୁଗଳଙ୍କୁ ବିଭିନ୍ନ ଉପାୟରେ ହଇରାଣ ହରକତ କରୁଥିବା ଗୋଷ୍ଠୀଗୁଡ଼ିକ ଏଥର କିନ୍ତୁ ନିଆରାଭାବେ ଦିନଟିକୁ…
ଖୁସିରେ ବୁଲି ପାଳିଲେ
ଭୁବନେଶ୍ୱର,୧୫।୨ (ବ୍ୟୁରୋ): ଭାଲେଣ୍ଟାଇନ୍ସ ଡେ’କୁ ଧୁମ୍ଧାମରେ ପାଳନ କରିବା ଲାଗି ବହୁ ପୂର୍ବରୁ ପ୍ରସ୍ତୁତ ହୋଇଥିଲେ ପ୍ରେମୀଯୁଗଳ। ପ୍ରେମ ଓ ଭଲପାଇବାକୁ ଆହୁରି ଗଭୀର କରିବାକୁ ବିଭିନ୍ନ ସ୍ଥାନରେ ଏକାଠି ହୋଇଥିଲେ। ମନର ମଣିଷ ସହ ନିରୋଳାରେ କିଛି ସମୟ ବିତାଇବା…
ଚିଙ୍ଗୁଡି ପ୍ରକ୍ରିୟାକରଣ ପ୍ରକଳ୍ପକୁ ବିରୋଧ ପ୍ରସଙ୍ଗ: ତହସିଲ ସମ୍ମୁଖରେ ଧାରଣାକାରୀଙ୍କ ବିକ୍ଷୋଭ
ଏରସମା, ୧୫।୨ (ସ୍ବ.ପ୍ର.): ଏରସମା ଥାନା ଅଧୀନ ଜିରାଇଲୋ ପଞ୍ଚାୟତସ୍ଥିତ ଶରବା ଗ୍ରାମ ନିକଟରେ ପ୍ରସ୍ତାବିତ ଚିଙ୍ଗୁଡି ପ୍ରକ୍ରିୟାକରଣ ପ୍ରକଳ୍ପକୁ ବିରୋଧ କରି ଗତ ଜାନୁୟାରୀ ୨୧ରୁ ଦିଆଯାଇଥିବା ଗଣଧାରଣା ଶୁକ୍ରବାର ୨୫ ଦିନରେ ପହଞ୍ଚିଛି। ଧାରଣା ଦିଆ ଯିବାର ୨୨…
ଶହୀଦ ପ୍ରସନ୍ନ ସାହୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ
ନାଉଗଁ।, ୧୫।୨ (ସ୍ବ.ପ୍ର.): ଜମ୍ମୁ-କଶ୍ମୀରର ପୁଲଓ୍ବାମାଠାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ନାଉଗଁ। ବ୍ଲକର ପ୍ରସନ୍ନ ସାହୁଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଶୁକ୍ରବାର ଶିଖର ପଞ୍ଚାୟତ ପାରିଶିଖର ଗ୍ରାମରେ ପାଳିତ ହୋଇଯାଇଛି। ଏହି ଅବସରରେ ଦେବୀ ନଦୀ ପଠାରେ ନିର୍ମିତ ଶହୀଦ…
ଅସ୍ଥାୟୀ ଡମ୍ପିଂୟାର୍ଡ ହଟାଇବା ଦାବିରେ ଆନ୍ଦୋଳନ
ଜଗତ୍ସିଂହପୁର ଅଫିସ, ୧୫।୨: ସ୍ଥାନୀୟ କଲେଜ ଛକ ନିକଟ ଅସ୍ଥାୟୀ ଡମ୍ପିଂୟାର୍ଡ ଯୋଗୁ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଛି। ବିଶେଷକରି ଅଳିଆ ଗଦାରେ ନିଆଁ ଲଗାଇ ଦିଆଯାଉଥିବାରୁ ଏହି ଧୂଆଁ ସମଗ୍ର ଅଞ୍ଚଳକୁ ପ୍ରଦୂଷିତ କରିଦେଉଛି। ଲୋକେ ଘର ଭିତରେ କବାଟ…
ସିସିଟିଭି ନଜରରେ ରହିବ ଜଗତ୍ସିଂହପୁର ସହର
ଜଗତ୍ସିଂହପୁର ଅଫିସ, ୧୫।୨: ଜଗତ୍ସିଂହପୁର ସହରରେ ଦିନ ଦି ପ୍ରହରରେ ଲୁଟ୍ କିଛି ନୂଆ କଥା ନୁହେଁ। ଏଭଳି ଘଟଣା ଥରେ କି ଦୁଇଥର ନୁହେଁ, ଏକାଧିକ ବାର ଘଟିଥିଲେ ସୁଦ୍ଧା ପ୍ରତିକାର ନାହିଁ। କାରଣ ଅପରାଧୀମାନେ ଜାଣନ୍ତି ସହରରେ ସିସିଟିଭି…
ରକ୍ତଚାପ ନିୟନ୍ତ୍ରଣରେ ରଖେ ଗ୍ରୀନ୍ କଫି
ଗ୍ରୀନ୍ କଫିରେ ମିନେରାଲ୍ସ ଏବଂ ଭିଟାମିନ୍ରେ ଭରପୂର୍ ମାତ୍ରାରେ ଥାଏ। ଏହା ଶରୀରରେ ପୋଷକ ତତ୍ତ୍ୱର ଅଭାବକୁ ପୂରଣ କରିଥାଏ। ଏହାସହ ଓଜନ ନିୟନ୍ତ୍ରଣ କରିଥାଏ। ରକ୍ତରେ ଶର୍କରା ପରିମାଣ କମ୍ କରିବାକୁ ମଧ୍ୟ ଗ୍ରୀନ୍ କଫିର ସେବନ କରିପାରିବେ। ଗ୍ରୀନ୍…
କେଜରିଓ୍ବାଲଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେଇ ନ ପାରନ୍ତି ମୋଦି
ନୂଆଦିଲ୍ଲୀ,୧୪।୨: ଆମା ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ରବିବାର ଅର୍ଥାତ୍ ୧୬ ତାରିଖରେ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ସକାଳ ୧୦ଟାରେ ରାମଲୀଳା ମଇଦାନରେ କେଜରିଓ୍ବାଲ ଓ ତାଙ୍କ ମନ୍ତ୍ରୀମାନେ ଶପଥ ଗ୍ରହଣ କରିବା ଯୋଜନା ରହିଛି। ଏହି…
Archives


