ଫିକ୍ସ ହେଲା ଶୁବମନ ଗିଲଙ୍କ ମ୍ୟାରେଜ? IPL ମ୍ୟାଚରେ କମେଣ୍ଟେଟରଙ୍କ ପ୍ରଶ୍ନର ଉତ୍ତରରେ ଅପଡେଟ ଦେଲେ…
ନୂଆଦିଲ୍ଲୀ,୨୨।୪: ଶୁବମନ ଗିଲଙ୍କ ଖେଳ ପାଇଁ ସାରା ବିଶ୍ୱ କେବଳ ପ୍ରଶଂସା କରେ ନାହିଁ, ମହିଳା ପ୍ରଶଂସକମାନେ ମଧ୍ୟ ତାଙ୍କ ଲୁକ ପାଇଁ ପାଗଳ। ଏବେ ଏହି ଖେଳାଳିଙ୍କ ବିବାହକୁ ନେଇ ପ୍ରାୟତଃ ଖବର ଆସୁଛି। ତାଙ୍କୁ ଅନେକ ଥର ବିବାହ…
ଘରୋଇ ଆବାସିକ କଲେଜରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ଶୋଇଥିବା ଅବସ୍ଥାରେ…
କେନ୍ଦୁଝର,୨୨।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ ମାଇନିଂ ରୋଡ ସ୍ଥିତ ଗାୟତ୍ରୀ କଲେଜରେ ପଢୁଥିବା ଜଣେ ଛାତ୍ରଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ଛାତ୍ରଙ୍କ ଘର ପାଟଣା ଥାନା ଟାଙ୍ଗରପଡା ଗ୍ରାମରେ ଏବଂ ସେ ଜଗବନ୍ଧୁ ମହାନ୍ତଙ୍କ ପୁଅ ଜଳଧର…
ଯୁବକଙ୍କୁ ପଥରରେ ଛେଚି ହତ୍ୟା: ମୃତଦେହ ଜବତ
ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ପାଟପୁର ଥାନା ସାମନ୍ତରାପୁର ଗ୍ରାମର ହୀନ ପାତ୍ରଙ୍କୁ ପଥର ଛେଚି ହତ୍ୟା କରାଯାଇଛି। ଶେରଗଡ଼ ବ୍ଲକ କାଳିଆଘାଇ ଗ୍ରାମ ଏବଂ ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗ୍ରାମ ନିକଟ ଏକ କେନାଲ ବ୍ରିଜ ନିକଟରେ ପଡ଼ିଥିବା…
ମିଳିତ ମହାମଞ୍ଚ ପକ୍ଷରୁ ବ୍ରାହ୍ମଣୀଗାଁରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ, ପ୍ରଥମ ଦିନରେ ବାଜିମାରିଲା ଏମ୍.ଖାତିଗୁଡ଼ା ଦଳ
ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ )- କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ମିଳିତ ମହାମଞ୍ଚ ପକ୍ଷରୁ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ ହୋଇଯାଇଛି। ସୋମବାର ମୁଖ୍ୟ ଅତିଥିଭାବେ ଦାରିଙ୍ଗବାଡି ବିଡିଓ ପ୍ରୀତିରଞ୍ଜନ ରଥ ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। ଶାନ୍ତି, ମୈତ୍ରୀ ଓ ଭାଇଚାରାକୁ ବଜାୟ ରଖିବା…
Modi Jeddah Visit: ସାଉଦି ଆରବ ଗସ୍ତରେ ବାହାରିଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ ଏହା ପଛର ଏଜେଣ୍ଡା
ନୂଆଦିଲ୍ଲୀ,୨୨।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସାଉଦି ଆରବ ଗସ୍ତରେ ଯାଇଛନ୍ତି। ସେ ଦୁଇ ଦିନ ପାଇଁ Jeddahରେ ରହିବେ। ପ୍ରଧାନମନ୍ତ୍ରୀ ମୋଦି ଯୁବରାଜ ମହମ୍ମଦ ବିନ ସଲମାନଙ୍କୁ ଭେଟିବେ। ଏହି ଦୁଇଜଣଙ୍କ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା…
Mahesh Babu Summon: ଦକ୍ଷିଣ ଭାରତୀୟ ଅଭିନେତା ମହେଶ ବାବୁଙ୍କୁ EDର ସମନ
ଚେନ୍ନାଇ,୨୨।୪: ହାଇଦ୍ରାବାଦସ୍ଥିତ ରିଅଲ ଇଷ୍ଟେଟ ଫାର୍ମରେ ମନି ଲଣ୍ଡରିଂ ତଦନ୍ତରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଅଭିନେତା ମହେଶ ବାବୁଙ୍କୁ ଏପ୍ରିଲ ୨୭ ରେ ହାଜର ହେବାକୁ ସମନ କରିଛି। ପୂର୍ବରୁ, ଏପ୍ରିଲ ୧୮ରେ, ଇଡି ତେଲେଙ୍ଗାନାର ଅନେକ ସ୍ଥାନରେ ଚଢାଉ କରିଥିଲା।…
IPL 2025 ମଧ୍ୟରେ CSKର ଏହି ଖେଳାଳିଙ୍କ ପିତାଙ୍କ ମୃତ୍ୟୁ, ଭାଙ୍ଗିପଡିଲେ…
ନୂଆଦିଲ୍ଲୀ,୨୨।୪: ରବିବାର ଅନୁଷ୍ଠିତ IPL 2025ର ୩୮ତମ ମ୍ୟାଚରେ, ମୁମ୍ବାଇ ଇଣ୍ଡିଆନ୍ସ ଚେନ୍ନାଇ ସୁପର କିଙ୍ଗସକୁ ୯ ୱିକେଟରେ ପରାସ୍ତ କରିଛି। ଏହି ମ୍ୟାଚରେ ଯେତେବେଳେ ଏମଏସ ଧୋନିଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ ଦଳ ହାତରେ କଳା ପଟି ପିନ୍ଧି…
ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପ୍ରଥମ ଥର ନରମିଲେ Russia ରାଷ୍ଟ୍ରପତି ପୁଟିନ
ମସ୍କୋ,୨୨।୪: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସୋମବାର ଇରାନ ସହିତ ଏକ ଗୁରୁତ୍ୱପୂର୍ଣ୍ଣ ରଣନୈତିକ ସହଭାଗୀତା ଚୁକ୍ତିକୁ ଅନୁମୋଦନ କରିଛନ୍ତି। ପୂର୍ବରୁ, Russia ସଂସଦ ଏହି ଚୁକ୍ତିନାମାକୁ ଅନୁମୋଦନ କରିସାରିଛି। କ୍ରେମଲିନ ପକ୍ଷରୁ ଜାରି ଏକ ବିବୃତ୍ତିରେ ଏହି ସୂଚନା ଦିଆଯାଇଛି।…
ବଢୁଛି ହାର୍ଭାର୍ଡ ବିଶ୍ୱବିଦ୍ୟାଳୟ, ଟ୍ରମ୍ପ ସରକାରଙ୍କ ମଧ୍ୟରେ ବିବାଦ
ଓ୍ବାଶିଂଟନ,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ହାର୍ଭାର୍ଡ ବିଶ୍ୱବିଦ୍ୟାଳୟ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଟ୍ରମ୍ପ ପ୍ରଶାସନ ହାର୍ଭାର୍ଡକୁ ୨.୨ ବିଲିୟନ ଡଲାରର ପାଣ୍ଠି ବନ୍ଦ କରିଦେଇଛି। ହାର୍ଭାର୍ଡ ଏହାର ଉପଯୁକ୍ତ ଉତ୍ତର ଦେଇଛି। ସେ ରାଷ୍ଟ୍ରପତି ଟ୍ରମ୍ପଙ୍କ ସରକାର…
ନବଗ୍ରହ ମନ୍ଦିରରୁ ଚୋରି: ଲକ୍ଷାଧିକ ଟଙ୍କାର ସୁନା ରୂପା ଅଳଙ୍କାର ଲୁଟିନେଲେ…
ସାବରଙ୍ଗ,୨୨।୪(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନରସିଂହପୁର ପଞ୍ଚାୟତର ବାଣପୁର ଗ୍ରାମରେ ଥିବା ନବଗ୍ରହ ମନ୍ଦିରରୁ ସୋମବାର ବିଳମ୍ବିତ ରାତ୍ରିରେ ଚୋରି ହୋଇଛି। ମନ୍ଦିର ଗ୍ରିଲ ଭାଙ୍ଗି ଦୁର୍ବୃତ୍ତମାନେ ୧୦ ସୁନା ଚିତା, ୮ ରୂପା ଚିତା, ଦୁଇ…
ମିଶନ ଶକ୍ତି ପୁନର୍ଗଠନ ନିଷ୍ପତ୍ତି ଉପରେ ଲାଗିଲା ଅଙ୍କୁଶ
ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ମିଶନଶକ୍ତି ପୁନର୍ଗଠନ ନେଇ ନିଆଯାଇଥିବା ନିଷ୍ପତ୍ତି ଉପରେ ହାଇକୋର୍ଟଙ୍କ ଅଙ୍କୁଶ ଲାଗିଛି। ଚଳିତମାସ ୧୭ରେ ଏ ସଂକ୍ରାନ୍ତୀୟ ଏକ ଆବେଦନର ବିଚାରକରି ହାଇକୋର୍ଟ ବିଚାରପତି ଶଶିକାନ୍ତ ମିଶ୍ର ରାଜ୍ୟ ସରକାରଙ୍କ ମିଶନ ଶକ୍ତି ପୁନର୍ଗଠନ…
Pop Francis Death: ଫ୍ରାନ୍ସିସଙ୍କ ପରଲୋକରେ ଭାରତରେ ୩ ଦିନିଆ ଶୋକ, ଅର୍ଦ୍ଧନମିତ ରହିବ ତ୍ରିରଙ୍ଗା
ନୂଆଦିଲ୍ଲୀ,୨୨।୪: ପୋପ ଫ୍ରାନ୍ସିସଙ୍କ ଦେହାନ୍ତରେ ଭାରତ ସରକାର ସୋମବାର ତିନି ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି। ସୋମବାର Pop Francisଙ୍କର ମୃତ୍ୟୁ ହୋଇଥିଲା। ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା। ଗୃହ ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛି, ‘ପୋପ ଫ୍ରାନ୍ସିସଙ୍କର…
Archives


