Home

ନିଜ ବିକାଶ ନିଷ୍ପତ୍ତି ନେବେ ଆଦିବାସୀ

ଭୁବନେଶ୍ୱର,୧୪-୧(ବ୍ୟୁରୋ):ଆଦିବାସୀ ଗ୍ରାମକୁ ମିଳିବ କ୍ଷମତା। ସେମାନଙ୍କ ସାମାଜିକ, ସାଂସ୍କୃତିକ, ଅର୍ଥନୈତିକ କ୍ଷେତ୍ର ଅକ୍ଷୁଣ୍ଣ ରହିବ। ସବୁକିଛି ନିଷ୍ପତ୍ତି ନେବ ଗ୍ରାମ ପରିଷଦ(କାଉନ୍‌ସିଲ)। ସେମାନଙ୍କ ଜୀବନଜୀବିକା, ପରମ୍ପରା ଓ କୌଳିକ ବୃତ୍ତିରେ ସରକାର କିମ୍ବା ସ୍ଥାନୀୟ ପ୍ରଶାସନ ହସ୍ତକ୍ଷେପ କରିବେ ନାହିଁ। ରାଜ୍ୟରେ…

ସମସ୍ୟା ଘେରରେ ବାଣିଜ୍ୟକର ଅଫିସ: ରାସ୍ତା ନାହିଁ, ହିଡ଼ ଦେଇ ଯିବାକୁ ପଡ଼ୁଛି କାର୍ଯ୍ୟାଳୟ

ଯାଜପୁର ଟାଉନ,୧୪-୧(ଡିଏନଏ): ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗ ପକ୍ଷରୁ ଦୀର୍ଘବର୍ଷ ପୂର୍ବେ ଯାଜପୁର ଟାଉନରେ ବାଣିଜ୍ୟକର ଅଫିସ କାର୍ଯ୍ୟ କରୁଛି। ଏବେ ଏହି କାର୍ଯ୍ୟାଳୟର ନାମ ବାଣିଜ୍ୟକର ଏବଂ ଦ୍ରବ୍ୟସେବା କର(ଜିଏସଟି)ରେ ପରିଣତ ହୋଇଛି। ସରକାରଙ୍କର ଏହି କର ନିର୍ଦ୍ଧାରଣ ସଂସ୍ଥାଟି…

ଅଧାପନ୍ତରିଆ ପ୍ରକଳ୍ପ ସାରିବାକୁ ନାହିଁ ଆନ୍ତରିକତା

ଯାଜପୁର ଅଫିସ/ବରୀ(ସ୍ବ.ପ୍ର.),୧୪-୧:ଯାଜପୁର ଜିଲାର ଜଳ, ଖଣିଜ ସମ୍ପଦ, ପରିବହନ, ଶିଳ୍ପ ପ୍ରଭୃତି କ୍ଷେତ୍ରରୁ ବାର୍ଷିକ କୋଟିକୋଟି ଟଙ୍କାର ରାଜସ୍ବ ଆଦାୟ ହେଉଛି। କିନ୍ତୁ ଲୋକେ ଯାହା ଆଶା କରିଥିଲେ ସେମାନଙ୍କୁ ତାହା ମିଳିପାରି ନାହିଁ। ସାମାଜିକ ଦାୟିତ୍ୱବୋଧକୁ ଜିଲାର ନିର୍ବାଚିତ ପ୍ରତିନିଧିମାନେ…

ମଞ୍ଚ ପାଇଁ ବଞ୍ଚୁଥିବା ମଣିଷ ଦୁର୍ଯ୍ୟୋଧନ

ରତ୍ନଗିରି,୧୪-୧(ଡିଏନ୍‌ଏ):ମଞ୍ଚରେ ଓ ମଞ୍ଚ ପାଇଁ ବଞ୍ଚୁଥିବା ମଣିଷ ହେଉଛନ୍ତି ବରୀ ବ୍ଲକ ଅଧୀନ ବାଲିବିଲି ଗ୍ରାମର ଦୁର୍ଯ୍ୟୋଧନ ପରିଡା(୬୪)। ପିଲାଟି ଦିନରୁ ତୁଳସୀ ଦୁଇପତ୍ରରୁ ବାସିବା ଭଳି ଅଭିନୟ କ୍ଷେତ୍ରରେ ତାଙ୍କ ଦକ୍ଷତା ପ୍ରସ୍ଫୁଟିତ ହୋଇଥିଲା। ମଞ୍ଚରେ ଅଭିନୟ କରିବା ତାଙ୍କର…

ଚିନ୍ତା ବଢାଉଛି ବେକାରୀ

ମୁମ୍ବାଇ,୧୪-୧: ମାନ୍ଦାବସ୍ଥା ଲାଗି ରହିଥିବାରୁ ଏହାର ପ୍ରଭାବ ନିଯୁକ୍ତି ଉପରେ ପଡୁଛି। ଫଳରେ କମ୍ପାନିଗୁଡିକ ଅଧିକ ନିଯୁକ୍ତି ସପକ୍ଷରେ ନାହାନ୍ତି। ଏଥିଯୋଗୁ ୨୦୧୮-୧୯ ଆର୍ଥତ୍କ ବର୍ଷ ତୁଳନାରେ ଚଳିତ ଆର୍ଥତ୍କ କମ୍‌ ନିଯୁକ୍ତି ସୃଷ୍ଟି ହୋଇଛି। ୨୦୧୮-୧୯ ଆର୍ଥତ୍କ ବର୍ଷରେ ୮୯.୭…

ଜନ୍‌ମୁ ଦିବ୍ୟାଙ୍ଗ ତିନ୍‌ ଭାଇ: ଉଚ ଚିକିଛା ଲାଗି ଟଁକା ଅଭାବ

  କୋକସରା,୧୪।୧(ଡି.ଏନ୍‌.ଏ.)- ପୁଓ ହେଉ କି ଝି’ ଜନମ୍‌ ହେଲେ ଘରେ ଖୁସିର ଲହର ଖେଲିଯାଏସି। ମା’ବାପ୍‌ର ସପନ୍‌ ବି ତାକର ସଂଗେ ଯୁଡ଼ି ହେଇଯାଏସି। ହେଲେ ବଏସ୍‌ ବଢ଼ବାର ସଂଗେ ଯଦି ଜନାପଡ଼ବା ଯେ ଝି’ପୁଓ ଦିବ୍ୟାଙ୍ଗ ଆନ୍‌। ସେ…

ପ୍ରି-ବୋର୍ଡ ପରୀକ୍ଷା ପରେ ଶ୍ରେଣୀରେ ଜଣେ ଛାତ୍ର

ଦାରିଙ୍ଗବାଡ଼ି,୧୪।୧(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ପଞ୍ଚାୟତର ଦୁର୍ଗମ ଗ୍ରାମରେ ଥିବା ସୁଜାମାଜୁ ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟ ହଷ୍ଟେଲରେ ରହି ପଢ଼ୁଥିବା ଦଶମ ଶ୍ରେଣୀ ଛାତ୍ରୀମାନଙ୍କୁ ପ୍ରି-ବୋର୍ଡ ପରୀକ୍ଷା ପରେ ଘରକୁ ପଠାଇ ଦିଆଯାଇଛି। ଦଶମ ଶ୍ରେଣୀରେ ମୋଟ ୯ ଛାତ୍ରୀଛାତ୍ର। ସେମାନଙ୍କ…

ପୋଲରୁ ଖସିଲା ପୋଲିସ ଗାଡ଼ି : ଥାନାଧିକାରୀ, ଡ୍ରାଇଭର ଗୁରୁତର

ରାଇକିଆ,୧୪ା୧(ଡ଼ି.ଏନ.ଏ)-କନ୍ଧମାଳ ଜିଲା ରାଇକିଆ ଥାନା ପୋଲିସ ଗାଡ଼ି ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଗଞ୍ଜେଇ ଚାଲାଣ କରୁଥିବା ଏକ କାର୍‌ ପିଚ୍ଛା କରିବା ବେଳେ ଭାରସାମ୍ୟ ହରାଇ ପୋଲିସ ଗାଡ଼ିଟି ପୋଲ ତଳକୁ ଖସିପଡ଼ିଥିଲା। ଏଥିରେ ଥାନାଧିକାରୀ ଅଲେଖ ଗରଡ଼ିଆ, ଡ୍ରାଇଭର ଆର୍ଯ୍ୟଦେବ…

ଡାଏରୀ ଲେଖିଲେ ଦୂର ହେବ ଅବସାଦ

ମନ କଥା ଲେଖିବା ଅଭ୍ୟାସ ଅବସାଦ ଦୂର କରିବାରେ ସାହାଯ୍ୟ କରିଥାଏ। ଏହାଦ୍ୱାରା ଚ୍ୟାଲେଞ୍ଜପୂର୍ଣ୍ଣ କାମକୁ ଉନ୍ନତ ଢ଼ଙ୍ଗରେ କରିବାକୁ ଶକ୍ତି ମିଳିଥାଏ। ଆମେରିକା ମିଶିଗାନ୍‌ ୟୁନିଭର୍ସିଟିରେ ହୋଇଥିବା ଏକ ଗବେଷଣାରୁ ଏହି ଦାବି କରାଯାଇଛି। ଗବେଷକଙ୍କ ଅନୁସାରେ, ଯେଉଁ ବ୍ୟକ୍ତି…

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ: ଓଡ଼ିଶାର ସ୍ବସ୍ତିଙ୍କୁ ରୌପ୍ୟ

ଭୁବନେଶ୍ୱର, ୧୪ା୧ (କ୍ରୀଡ଼ା ପ୍ରତିନିଧି)- ଗୁଆହାଟୀଠାରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍‌୍‌ ଗେମ୍ସରେ ଚମତ୍କାର ପ୍ରଦର୍ଶନ କରି ଦୀନେଶ କୁମାର ସ୍ବର୍ଣ୍ଣ ପଦକ ଜିତିବାର ଗୋଟିଏ ଦିନ ପରେ ଆଉ ଜଣେ ଓଡ଼ିଆ ଖେଳାଳି କମାଲ ଦେଖାଇଛନ୍ତି। ସୋମବାର ଅନୁଷ୍ଠିତ ୨୧…

୩୦ଫୁଟ ତଳକୁ ଖସିଲା ଯାତ୍ରୀବାହୀ ବସ୍‌:୧୨ ଆହତ ୪ ଗୁରୁତର

ଆଠଗଡ,୧୩ା୧ (ସ୍ବ.ପ୍ର.)- ଖୁଣ୍ଟୁଣୀ-ନରସିଂହପୁର ୬୫ନଂ ରାଜ୍ୟ ରାଜପଥର ଆଠଗଡ଼ ଥାନା ଅନ୍ତର୍ଗତ ଗୁଣ୍ଡିଚାପୁର ଗ୍ରାମ ନିକଟରେ ସୋମବାର ଅପରାହ୍ନରେ ଏକ ଘରୋଇ ବସ୍‌ ଭାରସାମ୍ୟ ହରାଇ ୩୦ ଫୁଟ ତଳକୁ ଖସି ଧାନ ଜମିରେ ପଡ଼ିଛି। ଦୁର୍ଘଟଣାରେ ବସ୍‌ରେ ଥିତ୍ବା ୩୫…

ଆଇଏଏସ୍‌ ବିଜୟ କେତନ ଗିରଫ ମାମଲା: ଜାମିନ ଖାରଜ କଲେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ

ଭୁବନେଶ୍ୱର, ୧୩ା୧(ବ୍ୟୁରୋ): ଲକ୍ଷେ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ୨୦୦୯ ବ୍ୟାଚ୍‌ର ଆଇଏଏସ୍‌ ଅଫିସ ବିଜୟ କେତନ ଉପାଧ୍ୟାୟଙ୍କ ପାଇଁ ଅଡୁଆ ବଢ଼ିବାରେ ଲାଗିଛି। ସୋମବାର ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ତାଙ୍କ ଜାମିନକୁ ଖାରଜ କରି ଦେଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri