ଆଜିଠାରୁ ବିଧାୟକ କଲୋନୀ ଭଙ୍ଗାହେବ
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ବିଧାୟକଙ୍କ ସରକାରୀ କ୍ୱାର୍ଟର୍ସ ବୁଧବାର ଠାରୁ ଭଙ୍ଗା ଆରମ୍ଭ ହେବ ବୋଲି ଜଣାପଡିଛି । ୨୪ ଜଣ ବିଧାୟକ କ୍ୱାଟର୍ସ ଛାଡି ସାରିଲେଣି। ୪୨ଟି କ୍ୱାଟର୍ସ ଭାଙ୍ଗି ୧୦ ମହଲା ବିଶିଷ୍ଟ ବହୁତଳ ଅଟ୍ଟାଳିକା ନିର୍ମାଣ କରାଯିବ। ଏ ନେଇ…
କଂଗ୍ରେସର ଭାରତ ବଞ୍ଚାଓ ସମାବେଶ: ଆଜି ଦିଲ୍ଲୀ ଯିବେ ଓଡ଼ିଶା ନେତା, କର୍ମୀ
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ବିରୋଧରେ ଦଳର ଗୋଟିଏ ବଡ଼ ଗୋଷ୍ଠୀ ବର୍ତ୍ତମାନ ସକ୍ରିୟ ହୋଇଯାଇଥିବା ଜଣାପଡ଼ିଛି। ସୋମବାର ଗୋଟିଏ ବଡ଼ ଗୋଷ୍ଠୀ ସୋନିଆଙ୍କୁ ଭେଟି ପିସିସି ସଭାପତି ବିରୋଧୀ ମନ୍ତବ୍ୟ ରଖିଥିବା ଜଣାପଡିଛି। ନିଜ…
ଟୋକନ ବ୍ୟବସ୍ଥାରେ ଅସୁବିଧା ଭୋଗୁଛନ୍ତି ଚାଷୀ: କଂଗ୍ରେସ
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ରାଜ୍ୟ ସରକାର ଚଳିତବର୍ଷ ଧାନ ବିକ୍ରି ପାଇଁ ଟୋକନ୍ ବ୍ୟବସ୍ଥା କରିଥିବାରୁ ଚାଷୀ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବୋଲି କଂଗ୍ରେସ ଅଭିଯୋଗ କରିଛି। ଏଥର ଧାନ କ୍ରୟ ବ୍ୟବସ୍ଥାରେ ଉପୁଜୁଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଅନୁଧ୍ୟାନ କରିବା ପାଇଁ ପ୍ରଦେଶ…
ବିଧାନ ପରିଷଦ ପାଇଁ ବାଟ ଫିଟୁଛି
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ଓଡ଼ିଶାରେ ବିଧାନ ପରିଷଦ ପ୍ରତିଷ୍ଠା ନେଇ ବିଧାନସଭାରେ ସର୍ବସମ୍ମତ ପ୍ରସ୍ତାବ ଗୃହୀତ ହୋଇଯାଇଛି। ଏଥିପାଇଁ କେବଳ କେନ୍ଦ୍ରର ଅନୁମତି ଆବଶ୍ୟକ। ତେଣୁ ଆସନ୍ତା ବଜେଟ ଅଧିବେଶନରେ ଓଡ଼ିଶାରେ ବିଧାନ ପରିଷଦ ସଂକ୍ରାନ୍ତ ବିଲ୍ ଆସିବା ନେଇ ବିଜେଡି ଆଶାବାଦୀ ରହିଛି। ୨୦୧୯…
୭ମ ରାଜ୍ୟ ଟେଲି ପୁରସ୍କାର:‘ରହିଛି ରହିବି ତୋରି ପାଇଁ’ ଶ୍ରେଷ୍ଠ ଧାରାବାହିକ
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):୨୦୧୮ ମସିହା ଲାଗି ମଙ୍ଗଳବାର ୭ମ ରାଜ୍ୟ ଟେଲି ପୁରସ୍କାର ଘୋଷଣା ହୋଇଛି। ଏଥର ଶ୍ରେଷ୍ଠ ଟେଲି ଧାରାବାହିକ ଭାବେ ପ୍ରଦ୍ୟୁମ୍ନ କୁମାର ଲେଙ୍କାଙ୍କ ‘ରହିଛି ରହିବି ତୋରି ପାଇଁ’ ମନୋନୀତ ହୋଇଛି। ସେହିଭଳି ଏହି ଧାରାବାହିକର ହରିଶ ମହାନ୍ତିଙ୍କୁ ‘ଶ୍ରେଷ୍ଠ…
ଲିଟିଲ୍ ଷ୍ଟାର ଗ୍ରୁପ୍ ପକ୍ଷରୁ ଶିକ୍ଷା ବିକାଶ ଯାତ୍ରା
ଭୁବନେଶ୍ୱର,୧୧ା୧୨:ପିଲାମାନଙ୍କୁ ବିଦ୍ୟାଳୟ ଚାରିକାନ୍ଥ ଭିତରୁ ବାହାର କରି ବାହାର ଦୁନିଆ ବିଷୟରେ ଜ୍ଞାନ ପ୍ରଦାନ କରିବା ଲକ୍ଷ୍ୟରେ ପୁରୀ ଜିଲା ନିମାପଡ଼ାର ଶିଶୁ ବିକାଶ ଅନୁଷ୍ଠାନ ଲିଟିଲ୍ ଷ୍ଟାର ଗ୍ରୁପ୍ ପକ୍ଷରୁ ମଙ୍ଗଳବାର ୧୫ତମ ଶିକ୍ଷା ବିକାଶ ଯାତ୍ରା ଅନୁଷ୍ଠିତ ହୋଇଛି।…
ମହିଳା ବିରୋଧୀ ଅପରାଧରେ ରାଜନେତାଙ୍କ ସମ୍ପୃକ୍ତି: ଭାଜପା ପ୍ରଥମ, କଂଗ୍ରେସ ଦ୍ୱିତୀୟରେ
ନୂଆଦିଲ୍ଲୀ,୧୧ା୧୨: ଦେଶବ୍ୟାପୀ ମହିଳା ବିରୋଧୀ ହିଂସା ଓ ଅପରାଧର ମାତ୍ରା ବଢ଼ି ବଢ଼ି ଚାଲିଛି। ଦିଲ୍ଲୀରୁ ପଲ୍ଲୀ ଯାଏ ଏହାକୁ ନେଇ ତୀବ୍ର ପ୍ରତିବାଦର ସ୍ବର ମଧ୍ୟ ଦେଖିବାକୁ ମିଳୁଛି। ସାଧାରଣ ଜନତାଙ୍କ କଥା ଛାଡ଼ନ୍ତୁ, ବିଭିନ୍ନ ଦଳର ରାଜନେତାମାନେ ମଧ୍ୟ…
୩୦ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷିତ:ବିଜୟ ମିଶ୍ରଙ୍କୁ ‘ଜୟଦେବ ପୁରସ୍କାର’
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ବରିଷ୍ଠ ଚଳଚ୍ଚିତ୍ର ନିର୍ଦ୍ଦେଶକ, ସଂଳାପ ଲେଖକ ତଥା ନାଟ୍ୟକାର ଡ. ବିଜୟ ମିଶ୍ରଙ୍କୁ ୨୦୧୮ ମସିହା ପାଇଁ ଓଡ଼ିଆ ଚଳଚ୍ଚିତ୍ର କ୍ଷେତ୍ରରେ ଦିଆଯାଉଥିବା ସର୍ବୋଚ୍ଚ ‘ଜୟଦେବ ପୁରସ୍କାର’ ପ୍ରଦାନ କରାଯିବ। ସଂଳାପ ରଚନା ଓ ଚଳଚ୍ଚିତ୍ର ନିର୍ଦ୍ଦେଶନା କ୍ଷେତ୍ରରେ ଜୀବନବ୍ୟାପୀ ସାଧନା…
ଚିଲି ବାୟୁସେନା ବିମାନ ନିଖୋଜ: ଦୁର୍ଘଟଣାରେ ୩୮ ଜଣଙ୍କ ମୃତ୍ୟୁ ଆଶଙ୍କା
ସାଣ୍ଟିଆଗୋ,୧୧ା୧୨: ୩୮ ଜଣ ଯାତ୍ରୀଙ୍କୁ ନେଇ ଆଣ୍ଟାର୍କଟିକା ଯାଉଥିବା ଚିଲିର ଏକ ସେନା ବିମାନ ନିଖୋଜ ହୋଇଯାଇଛି। ବିମାନ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଏଥିରେ ଥିବା ସମସ୍ତ ୧୭ ଅଧିକାରୀ ଓ ବିମାନ କର୍ମଚାରୀଙ୍କ ସହ ୨୧ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା…
ଏସ୍ସି/ଏସ୍ଟି ସଂରକ୍ଷଣ ସଂଶୋଧନ ବିଲ୍କୁ ଲୋକ ସଭାର ମଞ୍ଜୁରୀ
ନୂଆଦିଲ୍ଲୀ,୧୧ା୧୨(ପି.ଟି.): ଲୋକ ସଭାରେ ମଙ୍ଗଳବାର ଅନୁସୂଚିତ ଜାତି (ଏସ୍ସି) ଅନୁସୂଚିତ ଜନଜାତି, (ଏସ୍ଟି) ବର୍ଗର ଲୋକଙ୍କ ଲାଗି ୧୦ ବର୍ଷ ପାଇଁ ସଂରକ୍ଷଣ ବୃଦ୍ଧି ସଂକ୍ରାନ୍ତ ସମ୍ବିଧାନ ସଂଶୋଧନ ବିଲ୍ ସର୍ବସମ୍ମତିକ୍ରମେ ଗୃହୀତ ହୋଇଛି। ଦଳ ନିର୍ବିଶେଷରେ ଉକ୍ତ ବିଲ୍କୁ ମଞ୍ଜୁର…
ପିଟିଶନରେ ସ୍ବାକ୍ଷର କଲେ ୧୦୦୦ରୁ ଊର୍ଦ୍ଧ୍ୱ ବୈଜ୍ଞାନିକ, ବିଦ୍ୱାନ: ନାଗରିକତ୍ୱ ବିଲ୍ ପ୍ରତ୍ୟାହାର କର
ନୂଆଦିଲ୍ଲୀ,୧୧ା୧୨(ପି.ଟି.): ବିବାଦୀୟ ନାଗରିକତ୍ୱ ସଂଶୋଧନ ବିଲ୍ ଲୋକ ସଭାରେ ଗୃହୀତ ହୋଇ ରାଜ୍ୟ ସଭାରେ ଉପସ୍ଥାପିତ ହେବାକୁ ଯାଉଥିବାବେଳେ ଏହା ବିରୋଧରେ ୧୦୦୦ରୁ ଊର୍ଦ୍ଧ୍ୱ ବୈଜ୍ଞାନିକ ଓ ବିଦ୍ୱାନ ଏକ ସ୍ବାକ୍ଷର ଅଭିଯାନ ଚଳାଇଛନ୍ତି। ଉକ୍ତ ବିଲ୍କୁ ତୁରନ୍ତ ପ୍ରତ୍ୟାହାର କରାଯାଉ…
ଉତ୍ତରପୂର୍ବରେ ବନ୍ଦ ପାଳନ
ନୂଆଦିଲ୍ଲୀ,୧୧ା୧୨: ନାଗରିକତ୍ୱ ସଂଶୋଧନ ବିଲ୍ ଲୋକ ସଭାରେ ଗୃହୀତ ହେବାର ଦିନକ ପରେ ଓ ରାଜ୍ୟ ସଭାରେ ଉପସ୍ଥାନ କରାଯିବାର ଦିନକ ପୂର୍ବରୁ ଏହାକୁ ଉତ୍ତର-ପୂର୍ବାଞ୍ଚଳରେ ପ୍ରବଳ ବିରୋଧ କରାଯାଇଛି। ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକରେ ମଙ୍ଗଳବାର ଏହା ବିରୋଧରେ ବନ୍ଦ ପାଳନ କରାଯାଇଛି।…
Archives


