Home

ଚାଷୀ ସମସ୍ୟାକୁ ଗୃହରେ ଜୋରଦାର କରିବ କଂଗ୍ରେସ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହୋଇ ଦୁଇଟି ପର୍ଯ୍ୟାୟରେ ଚାଲିବ। ଗୃହରେ ସରକାର ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବାକୁ ଥିବାବେଳେ ଶାସକ ଦଳ ସଦସ୍ୟଙ୍କୁ ଘେରିବା ଲାଗି ବିରୋଧୀ କଂଗ୍ରେସ ମଧ୍ୟ ନିଜର ପ୍ରସ୍ତୁତି…

ଆର୍‌.କେ ପାଚୌରିଙ୍କ ପରଲୋକ

ନୂଆଦିଲ୍ଲୀ,୧୪।୨: ବିଶିଷ୍ଟ ପରିବେଶବିତ ତଥା ପୂର୍ବତନ ଶକ୍ତି ଓ ସମ୍ବଳ ପ୍ରତିଷ୍ଠାନ(ଟିଇଆରଆଇ)ର ମୁଖ୍ୟ ଆର.କେ ପାଚୌରୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସେ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ହୃଦଘାତର ଶିକାର ହୋଇ ଚିକିତ୍ସିତ…

ଶାସକ ଦଳକୁ ଘେରିବାକୁ ଭାଜପା ପ୍ରସ୍ତୁତ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହୋଇ ଦୁଇଟି ପର୍ଯ୍ୟାୟରେ ଚାଲିବ। ଏହା ପୂର୍ବରୁ ଶାସକ ଦଳକୁ ଘେରିବା ଲାଗି ରାଜ୍ୟ ଭାଜପା ବିଧାୟକ ଦଳ ବୈଠକ ଦଳୀୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଛି। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ…

ବିରୋଧୀଙ୍କ ମୁକାବିଲା ପାଇଁ ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ରାଜ୍ୟ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ ଅଧିବେଶନ। ଗୃହ ମଧ୍ୟରେ ଯେକୌଣସି ପ୍ରସଙ୍ଗରେ ବିରୋଧୀ ଦଳର ମୁକାବିଲା ପାଇଁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ତଥା ବିଜେଡି ବିଧାୟକ ଦଳ…

ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପ: ଅଗଷ୍ଟ ସୁଦ୍ଧା ସରିବ ଜମି ଅଧିଗ୍ରହଣ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଖୋର୍ଦ୍ଧାରୋଡ-ବଲାଙ୍ଗୀର ରେଳ ପ୍ରକଳ୍ପକୁ ୧୯୯୪-୯୫ ଆର୍ଥିକ ବର୍ଷରୁ ମଞ୍ଜୁରୀ ମିଳିଥିଲେ ବି ଏ ପର୍ଯନ୍ତ କାର୍ଯ୍ୟ ଶେଷ ହୋଇନାହିଁ। ଏହି ପ୍ରକଳ୍ପ କାମ ଯେପରି ତୁରନ୍ତ ଶେଷ କରାଯିବ ସେ ନେଇ ରାଜ୍ୟ ସରକାର ଗୁରୁତ୍ୱ ଦେବା ଆରମ୍ଭ କରିଛନ୍ତି।…

ତ୍ରିସ୍ତରୀୟ ସୁରକ୍ଷାରେ ବିଧାନସଭା

ଭୁବନେଶ୍ୱର,୧୪।୨(ବ୍ୟୁରେ): ଶୁକ୍ରବାରଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ବିଧାନସଭା ଚାରିପଟେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥର କମିଶନରେଟ ପୋଲିସ ଓ ଗୋଇନ୍ଦା ବିଭାଗ ପକ୍ଷରୁ ୨…

ଅନ୍ତର୍ଜାତୀୟ ରେଡିିଓ ମେଳା ଆରମ୍ଭ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ବିଶ୍ୱ ରେଡିଓ ଦିବସ ଅବସରରେ ଆଉଟ୍‌ରିଚ୍‌ ପକ୍ଷରୁ ୬ଷ୍ଠ ଅନ୍ତର୍ଜାତୀୟ ରେଡିଓ ମେଳା ଗୁରୁବାର ଭଞ୍ଜକଳା ମଣ୍ଡପଠାରେ ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁଦାମ ମାରାଣ୍ଡିି, ରେଡିଓ ଚକୋଲେଟ୍‌…

ଆଜି ଭାଲେଣ୍ଟାଇନ୍ସ ଡେ: ଏଥର ହେବନି ବିରୋଧ, କେବଳ ସଚେତନତା

ଭୁବନେଶ୍ୱର,୧୪।୨(ବ୍ୟୁରୋ) : ନା ହେବ ବିରୋଧ ନା କିଏ କରିବ ପ୍ରତିବାଦ। ଏଥର ପ୍ରେମ ଦିବସରେ ମନେପଡ଼ିବେ ଶହୀଦ ଯବାନମାନେ। ପାର୍କ ହେଉ କି ପର୍ଯ୍ୟଟନସ୍ଥଳୀ, କେଉଁଠି ବି ପ୍ରେମୀଯୁଗଳଙ୍କୁ ବିରୋଧ କରାଯିବ ନାହିଁ ବରଂ ସଚେତନ କରାଯିବ। ଭାଲେଣ୍ଟାଇନ୍ସ ଡେ’କୁ…

କୋଲକାତା ବିମାନବନ୍ଦରରେ ୨ କରୋନା ସନ୍ଦିଗ୍ଧ

କୋଲକାତା,୧୪।୨(ପି.ଟି.):ବ୍ୟାଙ୍କକ୍‌ରୁ ଆସି କୋଲକାତା ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ଥିବା ୨ ଜଣ ଯାତ୍ରୀଙ୍କଠାରେ କରୋନା ଭୂତାଣୁ ଥିବା ସନ୍ଦେହ କରାଯିବାରୁ ସେମାନଙ୍କୁ ଅନ୍ୟମାନଙ୍କଠାରୁ ଅଲଗା ରଖି ଚିକିତ୍ସା କରାଯାଉଛି। ମଙ୍ଗଳବାରଠାରୁ ହିମାଦ୍ରି ବର୍ମନ ଏବଂ ବୁଧବାରରୁ ନଗେନ୍ଦ୍ର ସିଂଙ୍କୁ ବେଲାଘାଟ ଆଇଡି ହସ୍ପିଟାଲରେ…

ପୋଲିସ ପଞ୍ଝାରେ ସଞ୍ଜୀବ ଚାଓ୍ବଲା

ନୂଆଦିଲ୍ଲୀ,୧୪।୨(ପି.ଟି.):କ୍ରିକେଟର ସବୁଠୁ ବଡ଼ ମ୍ୟାଚ୍‌ ଫିକ୍ସିଂ ମାମଲାରେ ଓ୍ବାଣ୍ଟେଡ୍‌ ଥିବା ସଞ୍ଜୀବ ଚାଓ୍ବଲାଙ୍କୁ ଗୁରୁବାର ବ୍ରିଟେନ ପ୍ରତ୍ୟର୍ପଣ କରିଛି। ଦିଲ୍ଲୀ ପୋଲିସ ତାଙ୍କୁ ଏହି ମାମଲାରେ ଏକ ସ୍ଥାନୀୟ କୋର୍ଟରେ ହାଜର କରିଥିଲା। କୋର୍ଟଙ୍କ ଅନୁମତି କ୍ରମେ ତାଙ୍କୁ ଜେରା କରିବା…

ଆଜି ଆସିବ ବିନୟଙ୍କ ପିଟିଶନର ରାୟ

ନୂଆଦିଲ୍ଲୀ,୧୪।୨(ପି.ଟି.):ରାଷ୍ଟ୍ରପତି ରାଜକ୍ଷମା ଆବେଦନକୁ ଖାରଜ କରିବା ପରେ ନିର୍ଭୟା ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମା ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସର୍ବୋଚ୍ଚ ଅଦାଲତ ଗୁରୁବାର ଉକ୍ତ ପିଟିଶନର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି। ଶୁକ୍ରବାର ଅପରାହ୍ନ ୨ଟାରେ…

କେଜ୍‌ରିଓ୍ବାଲଙ୍କ ଶପଥଗ୍ରହଣ ଉତ୍ସବରେ ସାମିଲ ହେବେ ବେବି ମଫଲର୍‌ମ୍ୟାନ୍‌

ନୂଆଦିଲ୍ଲୀ,୧୪।୨(ପି.ଟି.):ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ୧୬ ତାରିଖରେ ରାମଲୀଳା ମଇଦାନରେ ତୃତୀୟ ଥର ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାକୁ ଯାଉଥିଲାବେଳେ ଏହି ଉତ୍ସବକୁ ଅନ୍ୟ କୌଣସି ମୁଖ୍ୟମନ୍ତ୍ରୀ କିମ୍ବା ବାହାର ରାଜ୍ୟର ରାଜନେତାଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri