Home

ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍‌ଓ୍ବେରେ ଦୁର୍ଘଟଣା: ୧୪ ମୃତ, ୨୫ ଆହତ

ଫିରୋଜାବାଦ,୧୪।୨(ପି.ଟି.):ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍‌ଓ୍ବେରେ ଏକ ବସ୍‌ ରାସ୍ତା ପାର୍ଶ୍ୱରେ ଛିଡ଼ାହୋଇଥିବା ଏକ ଟ୍ରକ୍‌କୁ ଧକ୍କା ଦେବାରୁ ୧୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୨୫ ଜଣ ଆହତ ହୋଇଛନ୍ତି। ବୁଧବାର ରାତିରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

ସ୍ବାକ୍ଷର ହେବ ୩.୫ ବିଲିୟନ ଡଲାର ପ୍ରତିରକ୍ଷା ଚୁକ୍ତି

ନୂଆଦିଲ୍ଲୀ,୧୪।୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ୨୪ ତାରିଖରୁ ଦୁଇଦିନିଆ ଭାରତ ଗସ୍ତରେ ଆସୁଥିବାବେଳେ ଏହି ଅବସରରେ ଦୁଇଦେଶ ମଧ୍ୟରେ ୩.୫ ବିଲିୟନ ଡଲାର (୨୫,୦୦୦ କୋଟି ଟଙ୍କା)ରୁ ଊର୍ଦ୍ଧ୍ୱ ମୂଲ୍ୟର ଦୁଇଟି ବୃହତ୍‌ ପ୍ରତିରକ୍ଷା ଚୁକ୍ତି ସ୍ବାକ୍ଷର ହେବାକୁ ଯାଉଛି। ଏହି…

ପରାଜୟ ପରେ ଚେତା ପଶିଲା

ନୂଆଦିଲ୍ଲୀ,୧୪।୨:ଦିଲ୍ଲୀ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ଭାଜପା ଓ କଂଗ୍ରେସ ନେତାଙ୍କ ଚେତା ପଶିଛି। ଭାଜପା ନେତାମାନଙ୍କ ବିବାଦୀୟ ମନ୍ତବ୍ୟ ହିଁ ଦଳ ପାଇଁ ବିପର୍ଯ୍ୟୟ ଆଣିଦେଇଥିବା ଗୁରୁବାର ଖୋଦ୍‌ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ମାନିଛନ୍ତି। ସେହିପରି କଂଗ୍ରେସର ପରାଜୟକୁ…

ଭିତ୍ତିଭୂମି ଅଗ୍ରଗତିର ସମୀକ୍ଷା କଲା ଜିଲା ପ୍ରଶାସନ

ରସୁଲପୁର,୧୪।୨(ଡି.ଏନ୍‌.ଏ.): ରସୁଲପୁର ବ୍ଲକ ଅଧିନସ୍ଥ ଅଭିବକ୍ତ ବ୍ରହ୍ମବରଦା ପଞ୍ଚାୟତରେ ଦୀର୍ଘ ୨୪ବର୍ଷ ପରେ ଆସନ୍ତା ୨୯ରୁ ଆରମ୍ଭ ହେବାକୁ ଥିବା ମୁସଲିମ୍‌ ଧର୍ମ ସମ୍ମିଳନୀକୁ ସଫଳତାର ସହ ଶେଷ ହେବାକୁ ସବୁ ପ୍ରକାର ପଦକ୍ଷେପ ନିଆଯିବ। ଶାନ୍ତିଶୃଙ୍ଖଳା ବଜାୟ ରଖିବା ସହ…

ବିଷାକ୍ତ ବର୍ଜ୍ୟଜଳରେ ପ୍ରଦୂଷିତ ଶିଳ୍ପାଞ୍ଚଳ

ଯାଜପୁର ଅଫିସ,୧୪।୨: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ବିଷାକ୍ତ ବର୍ଜ୍ୟପାଣି ଓ ଧୂଆଁ ଛାଡ଼ିବାରେ କାରଖାନାଗୁଡ଼ିକ କାହାକୁ ମାନୁ ନାହାନ୍ତି। ଫଳରେ କଳିଙ୍ଗନଗର ସାରା ରାଜ୍ୟରେ ଦ୍ୱିତୀୟ ପ୍ରଦୂଷଣ ଅଞ୍ଚଳ ଭାବେ ବଦନାମ ଆଣିଛି। ଏହିକ୍ରମରେ ମାନପୁର ରେଲୱେ ଓଭରବ୍ରିଜ ନିକଟରୁ…

୨୨ ଗ୍ରାମ ନ୍ୟାୟାଳୟ ପାଇଁ ଜାରି ହୋଇଛି ବିଜ୍ଞପ୍ତି

ନୂଆଦିଲ୍ଲୀ,୧୪।୨: ଓଡ଼ିଶା ସରକାର ୨୨ଟି ଗ୍ରାମ ନ୍ୟାୟାଳୟ (ଭିଲେଜ୍‌ କୋର୍ଟ) ପ୍ରତିଷ୍ଠା ପାଇଁ ବିଜ୍ଞପ୍ତି ଜାରି କରିଛନ୍ତି। ସୁପ୍ରିମକୋର୍ଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦାଖଲ ହୋଇଥିବା ସତ୍ୟପାଠରୁ ଏହି ବିଷୟ ଜଣାପଡ଼ିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ୩୧ଟି ଭିଲେଜ୍‌ କୋର୍ଟ ପ୍ରତିଷ୍ଠା…

ଆଜିଠୁ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଷୋଡ଼ଶ ବିଧାନସଭାର ତୃତୀୟ ତଥା ଚଳିତ ବର୍ଷର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବ। ଏହି ଅବସରରେ ପ୍ରଥମ ଦିନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଅଭିଭାଷଣ ରଖିବେ। ଚଳିତ ମାସ ୧୫ ଏବଂ ୧୭ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ…

ଟଙ୍କାଏ ନ କମାଇବାରୁ ପିଟି ମାରିଦେଲେ

ରୂପ୍‌ସା/ବସ୍ତା,୧୪।୨(ଡି.ଏନ.ଏ./ସ୍ବ.ପ୍ର.):ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ସାର୍ଥା ଅଞ୍ଚଳରେ ସାମାନ୍ୟ ସିଗାରେଟ କିଣାକୁ କେନ୍ଦ୍ରକରି ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ନିଶାଗ୍ରସ୍ତ ଯୁବକମାନେ ପିଟି ପିଟି ଜଣେ ପାନଦୋକାନୀଙ୍କ ଭାଇଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି। ଏନେଇ ଉତ୍ତେଜନା ଲାଗି ରହିଛି।…

ରାଜନୈତିକ ଦଳକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ: ଓ୍ବେବ୍‌ସାଇଟରେ ଦିଅ ପ୍ରାର୍ଥୀଙ୍କ ଆପରାଧିକ ତଥ୍ୟ

ନୂଆଦିଲ୍ଲୀ, ୧୩।୨(ପି.ଟି.):ଦେଶର ରାଜନୀତି କ୍ରମଶଃ କଳୁଷିତ ହେବାରେ ଲାଗିଥିବାରୁ ଗୁରୁବାର ଅସନ୍ତୋଷ ବ୍ୟକ୍ତ କରିଛନ୍ତି ସୁପ୍ରିମକୋର୍ଟ। ଏହାସହ ନିଜ ନିଜ ପ୍ରାର୍ଥୀମାନଙ୍କ ବିରୋଧରେ ଥିବା ଆପରାଧିକ ମାମଲା ସମ୍ପର୍କିତ ସମସ୍ତ ତଥ୍ୟକୁ ଓ୍ବେବ୍‌ସାଇଟ୍‌ରେ ଅପ୍‌ଲୋଡ୍‌ କରିବା ପାଇଁ ରାଜନୈତିକ ଦଳଗୁଡ଼ିକୁ ଶୀର୍ଷ…

ମଧୁବାଲା: ଦିଲ୍ଲୀପଙ୍କୁ ଭଲ ପାଇ କିଶୋରଙ୍କୁ କରିଥିଲେ ବିବାହ

ମୁମ୍ବାଇ: ବଲିଉଡ୍‌ ସୁନ୍ଦରୀ ଅଭିନେତ୍ରୀ ମଧୁବାଲାଙ୍କ ଜନ୍ମଦିନ ଶୁକ୍ରବାର ପାଳିତ ହେଉଛି। ସେ ୧୯୩୩ ଫେବୃୟାରୀ ୧୪ରେ ଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପୁରାନାମ ବେଗମ୍‌ ମୁମତାଜ୍‌ ଜାହାଁ ଦେହଲବି ଥିଲା। ମଧୁବାଲାଙ୍କର ଘରେ ଭାଇ ଭଉଣୀ ସଂଖ୍ୟା ଥିଲା ୧୧।…

ପ୍ରେମ ପାଇଁ ଦିନଟିଏ…

ପ୍ରେମ ଶାଶ୍ୱତ, ଚିରନ୍ତନ। ଏହି ବାର୍ତ୍ତା ନେଇ ପ୍ରତିବର୍ଷ ଫେବୃୟାରୀ ୧୪ରେ ପାଳନ କରାଯାଇଥାଏ ଭାଲେଣ୍ଟାଇନ୍ସ ଡେ’ ବା ପ୍ରେମ ଦିବସ। ବିଶେଷକରି ଯୁବପିଢ଼ି ଏହି ଦିନଟିକୁ ବେଶ୍‌ ଉତ୍ସାହର ସହ ପାଳନ କରିଥାନ୍ତି। ଫେବୃୟାରୀ ୭ ଅର୍ଥାତ୍‌ ରୋଜ୍‌ ଡେ’ରୁ…

କଟା ପିଆଜ ଫ୍ରିଜ୍‌ରେ ରଖୁଥିଲେ…

ପିଆଜକୁ ଭାଜି ଖାଆନ୍ତୁ ଅବା କଞ୍ଚା, ଏହା ପ୍ରତିଟି ରୂପରେ ଶରୀର ପାଇଁ ଲାଭଦାୟକ ସାବ୍ୟସ୍ତ ହୋଇଥାଏ। ଏଥିରେ ଥିବା ଔଷଧୀୟ ଗୁଣ, ଆଣ୍ଟିି ବ୍ୟାକ୍ଟେରିଆଲ୍‌ ତତ୍ତ୍ୱଏବଂ ଆଣ୍ଟି ଇନ୍‌ଫ୍ଲେମେଟ୍ରି ଗୁଣ ହୃତପିଣ୍ଡ ଏବଂ ପାକସ୍ଥଳୀ ପାଇଁ ବେଶ୍‌ ଫାଇଦା ପ୍ରଦାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri