Home

ଏମିତି ପାଳନ୍ତୁ ହୋଲି

କରୋନା ଭାଇରସ୍‌ କାରଣରୁ ଏଥର ହୋଲି ଉତ୍ସବ ପାଳନକୁ ନେଇ ବିଭିନ୍ନ ସ୍ଥାନରେ ଦ୍ୱନ୍ଦ୍ୱ ଦେଖା ଦେଇଛି। କିଛି ଲୋକ ତ ଏପର୍ଯ୍ୟନ୍ତ ଦ୍ୱନ୍ଦ୍ୱରେ ଅଛନ୍ତି ଯେ ହୋଲି ଖେଳିବେ କି ନାହିଁ। ଆପଣ ଯଦି ହୋଲି ଖେଳର ମଜା ନେବାକୁ…

ଚିକେନ୍‌ କିଲୋ ୨୦ ଟଙ୍କା: କରୋନା ଭୟରେ ବେପାର ମାନ୍ଦା

ନୂଆଦିଲ୍ଲୀ,୯।୩: କରୋନା ଭୂତାଣୁ ସଂକ୍ରମଣ ଭୟରେ ଏବେ ଲୋକେ ଚିକେନ୍‌ ଖାଇବାକୁ ଅମଙ୍ଗ ହେଉଛନ୍ତି। ପାଳନ କେନ୍ଦ୍ରରେ ଗୋଟିଏ କୁକୁଡ଼ା ପିଛା ୮୦ ଟଙ୍କା ଖର୍ଚ୍ଚ ହୋଇଥିବାବେଳେ ଏହାକୁ କିଲୋଗ୍ରାମ୍‌ ପିଛା ୨୦ ଟଙ୍କାରେ ବେପାରୀଙ୍କୁ ବିକ୍ରି କରିବାକୁ ପଡୁଛି ବୋଲି…

ଫିକା ପଡ଼ିଛି ଫଗୁ

ସବୁଠି ଏବେ କରୋନା ଭାଇରସ ସଂକ୍ରମଣର ଭୟ। ଏହି କାରଣରୁ ମଥୁରା, ବୃନ୍ଦାବନ, ହରିଦ୍ୱାର, ଋଷିକେଶ ତଥା କର୍ନାଟକର ହାମ୍ପି ଆଦି ସ୍ଥାନରେ ଆକର୍ଷଣୀୟ ହୋଲି ଉତ୍ସବ ଫିକା ଲାଗୁଛି। ଏସବୁ ସ୍ଥାନରେ ହୋଲି ଉତ୍ସବ ପ୍ରସିଦ୍ଧ ହୋଇଥିବାରୁ ବହୁସଂଖ୍ୟାରେ ବିଦେଶୀ…

ଛାତ୍ରଙ୍କୁ ଭୁଜାଲିରେ ଆକ୍ରମଣ ଘଟଣା: ଜଣେ ଗିରଫ ସମେତ ୨ ନାବାଳକଙ୍କୁ ଖୋଜୁଛି ପୋଲିସ

ଭୁବନେଶ୍ୱର,୯।୩(ବ୍ୟୁରୋ): ସାମାନ୍ୟ ବଚସାକୁ କେନ୍ଦ୍ରକରି ନୟାପଲ୍ଲୀ ଥାନା ଆଇଆରସି ଭିଲେଜ ସାଇମନ୍ଦିର ନିକଟରେ ଜଣେ ଛାତ୍ରଙ୍କୁ ଭୁଜାଲିରେ ମରଣାନ୍ତକ ଆକ୍ରମଣ କରିବା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଜଗତ୍‌ସିଂପୁର ତିରତୋଲ ଅଞ୍ଚଳର ସଞ୍ଜୟ କୁମାର ନାୟକ(୨୦)।…

ଏକାମ୍ର କ୍ଷେତ୍ର ଉଚ୍ଛେଦ ସ୍ଥଳରେ ଉଠା ଦୋକାନୀ

ପୁରୁଣା ଭୁବନେଶ୍ୱର,୯।୩(ଡି.ଏନ.ଏ.): ଏକାମ୍ର କ୍ଷେତ୍ରର ବିକାଶ ଓ ସୌନ୍ଦର୍ଯ୍ୟକରଣ ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଜବରଦଖଲ ଉଚ୍ଛେଦ କରାଯାଇ ସେଠାରେ ସିମେଣ୍ଟ ଟାଇଲ ବିଛା ଯାଇଥିଲା। ସୌନ୍ଦର୍ଯ୍ୟ ବୃଦ୍ଧି ଲାଗି ପ୍ଲାଷ୍ଟିକ କୁଣ୍ଡରେ ଭଳିକିଭଳି ଗଛ ଲଗା ଯାଇଥିଲା। ସାଧାରଣ ଟ୍ରାଫିକ…

ଭାଜପା ସରକାରଙ୍କ ମିଛ ଋଣଛାଡ଼ ଯୋଜନା; ଆତ୍ମହତ୍ୟା କରିଛନ୍ତି ଚାଷୀ: ପ୍ରିୟଙ୍କା

ସହାରନପୁର,୯।୩: ଉତ୍ତରପ୍ରଦେଶ ଭାଜପା ସରକାରଙ୍କୁ କଂଗ୍ରେସ ପକ୍ଷରୁ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଟାଗେର୍ଟ କରିଛନ୍ତି। ଭାଜପା ସରକାରଙ୍କ ମିଛ ଋଣଛାଡ଼ ଯୋଜନା ଯୋଗୁ ସାହରନପୁରରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ସେ ଟୁଇଟ କରି କହିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର…

ସିବିଆଇକୁ ଦିଆଯିବ ଭକ୍ତଙ୍କ ଦସ୍ତଖତପତ୍ର

ପୁରୀ ଅଫିସ,୯।୩: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆରବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛି। ବ୍ୟାଙ୍କର ଆର୍ଥତ୍କ ସ୍ଥିତି ବିଗିଡ଼ି ଥିବାରୁ ଆର୍‌ବିଆଇ ଏହି ପଦକ୍ଷେପ ନେଇଛି। ଏଭଳି ସ୍ଥିିିତିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା…

କରୋନା ଭାଇରସ ଭୟ: ରଙ୍ଗ ନୁହେଁ ଫୁଲରେ ଖେଳିଲେ ହୋଲି

ଅମୃତସର,୯।୩: କରୋନା ଭାଇରସ ଭାରତରେ ଧୀରେ ଧୀରେ କାୟା ବିସ୍ତାର କରିବାରେ ଲାଗିଛି। ଏହାଠାରୁ ଦୂରେଇ ରହିବା ପାଇଁ ସରକାରୀ ଓ ବେରସକାରୀ ସ୍ତରରେ ଆରମ୍ଭ ହୋଇଯାଇଛି ସଚେତନତା। ତେବେ କରୋନା ଭାଇରସକୁ ବ୍ୟାପିବାରୁ ରୋକିବାକୁ ଅଧିକାଂଶ ସ୍ଥାନରେ ହୋଲି ଖେଳକୁ…

ସୋସିଆଲ୍‌ ମିଡ଼ିଆରେ ଆଇଏସ୍‌ ସ୍ଲିପର ସେଲ୍‌ର ନକଲି ଆକାଉଣ୍ଟ: ସିଏଏ ବିରୋଧରେ ଲୋକଙ୍କୁ ଉସୁକାଉଥିବା ଅଭିଯୋଗ

ନୂଆଦିଲ୍ଲୀ, ୯।୩: ସୋସିଆଲ ମିଡ଼ିଆରେ ଆତଙ୍କବାଦୀ ସଂଗଠନ ଇସଲାମିକ୍‌ ଷ୍ଟେଟ୍‌(ଆଇଏସ୍‌)ର ନକଲି ଆକଉଣ୍ଟ ଉପରେ ଏବେ ଭାରତୀୟ ଗୋଇନ୍ଦା ବିଭାଗ ନଜର ରଖିଛି। ଏହାଦ୍ୱାରା ଆଇଏସ୍‌ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ବିଭ୍ରାନ୍ତିକର ପୋଷ୍ଟ ଶେୟାର କରୁଥିବା ଅଭିଯୋଗ ହୋଇଛି। ଦିଲ୍ଲୀରୁ…

ନିର୍ବାଚନ ପୂର୍ବରୁ ଜଳିଗଲା ୫୦ ହଜାର ଭୋଟିଂ ମେଶିନ

କାରାକାସ,୯।୩: ଭେନେଜୁଏଲାର ନିର୍ବାଚନ ପରିଷଦ ରବିବାର କହିଛନ୍ତି ରାଜଧାନୀ କାରାକାସରେ ଥିବା ଏକ ଗୋଦାମରେ ନିଆଁ ଲାଗିବା ଫଳରେ ଷ୍ଟୋରରେ ଥିବା ଅଧିକାଂଶ ଭୋଟିଂ ମେଶିନ ନଷ୍ଟ ହୋଇଯାଇଛି। ଭେନେଜୁଏଲାରେ ଆଗକୁ ଥିବା ନିର୍ବାଚନ ପାଇଁ ଏହା ଏକ ସମସ୍ୟା ହେଲା…

୩୬ ଅମୃତ ପାର୍କର ନିର୍ମାଣ, ନବୀକରଣ ଶେଷ

ଭୁବନେଶ୍ୱର,୯।୩(ବ୍ୟୁରୋ): ମନ୍ଦିରମାଳିନୀ ଭୁବନେଶ୍ୱରକୁ ଅଧିକ ବାସପଯୋଗୀ ଓ ଶିଶୁବନ୍ଧୁ ସହର ଭାବେ ଗଢି ତୋଳିବାର ପ୍ରୟାସ ରଖି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅମୃତ ଯୋଜନାକୁ ଅଗ୍ରାଧିକାର ଦେଇଛି। ଏହ ଯୋଜନା ଅଧୀନରେ ସହରର ବିଭିନ୍ନ ପ୍ରାନ୍ତରରେ ୩୬ ପାର୍କର ନିର୍ମାଣ…

ଶୋପିଆନ୍‌ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୯।୩: ଜମ୍ମୁ-କଶ୍ମୀର ଶୋପିଆନ୍‌ ଜିଲାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ରେବାନ ଖାଜରପୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମ ସମର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?