ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି
ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ ଘୋଷଣା କରିଛି, ଯାହା ନଭେମ୍ବର ୪ ରୁ ଆରମ୍ଭ ହେବ। ଭାରତ ଏବଂ…
ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…
ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍ଏମ୍ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର ଏବଂ ଡାକ୍ତରଖାନାଗୁଡ଼ିକ ରୋଗୀ କିମ୍ବା ବ୍ୟକ୍ତିଗତ ପ୍ରଚାର ପାଇଁ ସୋସିଆଲ ମିଡିଆକୁ ଆଉ…
କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା
ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର ମଧ୍ୟରେ ବୀରେନ୍ଦ୍ର ସେହୱାଗ ଏହି ଶୈଳୀ ପାଇଁ ବେଶ ଜଣାଶୁଣା ଥିଲେ। ବର୍ତ୍ତମାନ,…
‘ନା ବାରିକେଡ ଲଗାଇପାରିବେ, ନା ଇଣ୍ଟରନେଟ ବନ୍ଦ କରିପାରିବେ’: CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ
ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରାଯାଇଥିଲା। ଏହି ଆବେଦନରେ ନିର୍ଦ୍ଦେଶ ଦେଇଥିବା ଅଧିକାରୀମାନଙ୍କ ବିରୋଧରେ କୋର୍ଟ ଅବମାନନା…
‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…
ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ ତାଙ୍କୁ ମୁକ୍ତ କରିଥିଲା। ମୁକ୍ତ ହେବା ପରେ ଧ୍ରୁବ ଏକ ଭିଡିଓ ଜରିଆରେ…
ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…
ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ ଛେଳିଗଡ଼ ଘାଇରେ। ସୂଚନା ମୁତାବକ, ମୁନିସିଂ ଗାଁର ନୀଳକଣ୍ଠ ନାୟକ ନାମକ ଜଣେ…
ବଡ଼ ସର୍ତ୍ତ ସହ ଅଭିଜିତ ଦୀପକେ, ସୌରଭ ଦାସ,ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି, ଜାଣନ୍ତୁ ଏହା କ’ଣ
ନୂଆଦିଲ୍ଲୀ,୧୧।୧୦: ‘କକରୋଚ ଜନତା ପାର୍ଟି’ (CJP)ର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି। ତେବେ, ସେମାନଙ୍କ ମୁକ୍ତି ଏକ ସର୍ତ୍ତ ସହିତ କରାଯାଇଛି। CJPର ଆଇନଗତ ବ୍ୟାପାର ମୁଖ୍ୟ ରତ୍ନା ସିଂହଙ୍କ ଅନୁଯାୟୀ, ଏହି…
ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ
ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଦୁଇଟି ପ୍ରମୁଖ କାର୍ଯ୍ୟକ୍ରମରେ…
ନେପାଳରେ ପୁଣି ଜଳପ୍ରଳୟ! ଶୋଇଥିଲେ ଲୋକେ, ହଠାତ ଭାସିଗଲା ୩ ପୋଲ, ଅନେକ ଘରେ ପଶିଲା ପାଣି
କାଠମାଣ୍ଡୁ,୧୧।୧୦: ନେପାଳର ଗୋରଖା ଜିଲାର ବୁଢ଼ୀ ଗଣ୍ଡକୀ ନଦୀରେ ହଠାତ ଆସିଥିବା ପ୍ରବଳ ବନ୍ୟା ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏଥିରେ ତିନୋଟି ପୋଲ ଭାସିଯାଇଥିବା ବେଳେ ବନ୍ୟାଜଳ ଅନେକ ଘରକୁ ଜଳମଗ୍ନ କରିଦେଇଛି। କିଛି ଅଞ୍ଚଳରେ ରାସ୍ତାଘାଟ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି।…
ରିୟାଦ ବିମାନବନ୍ଦର ଉପରେ ବଡ଼ ଧରଣର ଆକ୍ରମଣ; ୧୨ ମୃତ ୩୦୦ରୁ ଅଧିକ ଆହତ
ରିଦ,୧୧।୧୦: ସାଉଦି ଆରବ ଏବଂ ୟେମେନର ହୁଥି ବିଦ୍ରୋହୀଙ୍କ ମଧ୍ୟରେ କ୍ରମାଗତ ଆକ୍ରମଣ ଜାରି ରହିଛି। ସମ୍ପ୍ରତି, ହୁଥି ବିଦ୍ରୋହୀମାନେ ସାଉଦି ଆରବର ରାଜଧାନୀ ରିୟାଦସ୍ଥିତ ‘କିଙ୍ଗ ଖାଲିଦ ଆନ୍ତର୍ଜାତୀୟ ବିମାନବନ୍ଦର’କୁ ଟାର୍ଗେଟ କରିଥିଲେ। ରିପୋର୍ଟ ଅନୁଯାୟୀ, ଏହି ଆକ୍ରମଣରେ ଅତିକମରେ…
ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ
ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ ବଡ଼ଧରଣର ସଫଳତା ହାସଲ କରିଛି। ଆନନ୍ଦପୁର ଏସ୍ଡିପିଓ କମଳ କୁମାର ପଣ୍ଡାଙ୍କ ନେତୃତ୍ୱରେ…
ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…
ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି। ଶନିବାର ସାଉଥ୍ ୟର୍କସାୟର୍ ପୋଲିସ ଏହି ସୂଚନା ଦେଇଛି। ଏହି ଘଟଣା ପରେ…

