Home

ଭାଙ୍ଗିଲା ଋଷିକୂଲ୍ୟା ନଦୀବନ୍ଧ, ବରଙ୍ଗବଡ଼ମାଧପୁର ମୁଖ୍ୟ ରାସ୍ତାରେ ସୁଅ ଛୁଟିଛି ପାଣି

ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ସାଙ୍ଗକୁ ଋଷିକୂଲ୍ୟା ନଦୀରେ ଜଳସ୍ତର ବୃଦ୍ଧି ଯୋଗୁ ଗୋବା ନିକଟରେ ନଦୀବନ୍ଧ ଭାଙ୍ଗିଯାଇଛି। ଫଳରେ ନଦୀଜଳ ଆଖପାଖ ଅଞ୍ଚଳକୁ ପ୍ରବେଶ କରିବା ସହ ବରଙ୍ଗବଡ଼ମାଧପୁର ମୁଖ୍ୟ ରାସ୍ତା ଉପରେ ପାଣି ପ୍ରବାହିତ ହେଉଛି। ଏହା ଫଳରେ…

ଗଞ୍ଜାମରେ ପ୍ରଶାସନ ସଜାଗ: ସ୍ଥିତି ସମୀକ୍ଷା ସମୀକ୍ଷା କଲେ ବ୍ରହ୍ମପୁର ଆର୍‌ଡିସି ବିଜୟ ଅମୃତା କୁଲାଙ୍ଗେ

ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଋଷିକୁଲ୍ୟା ନଦୀର ଜଳସ୍ତର ଓ ଜଳପ୍ରବାହ ବୃଦ୍ଧି ପାଇଛି। ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ନଜରରେ ରଖି ଗଞ୍ଜାମ ଜିଲା ପ୍ରଶାସନ ସଜାଗ…

ବାତ୍ୟା ପ୍ରଭାବ, ଉଜୁଡ଼ିଲା ଧାନ ଫସଲ: ଚାଷୀଙ୍କ ଚିନ୍ତା ବଢିଲା

ବରଗଡ଼,୨୯୧୦(ପ୍ରେମାନନ୍ଦ ଖମାରୀ):ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷୀଙ୍କୁ ସମସ୍ୟା ପିଛା ଛାଡୁନାହିଁ। କେତେବେଳେ ସ୍ବଳ୍ପ ବୃଷ୍ଟିପାତ ତ ଆଉ କେବେ ରୋଗପୋକ ଉପଦ୍ରବ ଯୋଗୁ ଫସଲ ଧୂଳିସାତ୍‌ ହୋଇଯାଉଛି। ବର୍ତ୍ତମାନ…

ରାଇକିଆରେ ଅର୍ଣ୍ଣବ ପ୍ରଭାବ: ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି

ରାଇକିଆ,୨୯ା୧୦(ପ୍ରଦୀପ ବେହେରା): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତିର ସମ୍ମୁଖୀନ ହୋଇଛି କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌। ଦୁଇ ଦିନର ଅବିଶ୍ରାନ୍ତ ବର୍ଷା ଏବଂ ଗତ ୨୪ ଘଣ୍ଟା ମଧ୍ୟରେ ୩୮୬ ମିମି ବର୍ଷା ପରିମାଣ ରେକର୍ଡ଼ ହୋଇଛି। ବିଭିନ୍ନ ସ୍ଥାନକୁ…

ସିମନବାଡ଼ି ପଞ୍ଚାୟତର ୩ ଗାଁ ଜଳବନ୍ଦୀ, ବ୍ରିଜ୍‌ ଉପରେ ୫ ଫୁଟ ଉଚ୍ଚର ପାଣି, ରୋଗୀଙ୍କୁ ପିଠିରେ ବୋହି…

ଦାରିଙ୍ଗବାଡ଼ି,୨୯ା୧୦(ଅରୁଣ ସାହୁ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ପ୍ରଭାବିତ ହୋଇଛି। ଉକ୍ତ ବ୍ଲକ ସିମନବାଡ଼ି ପଞ୍ଚାୟତର ୩ ଗାଁ ଏବେ ଜଳବନ୍ଦୀରେ ଦିନ କାଟୁଛନ୍ତି। ପ୍ରକାଶ ଯେ, ଉକ୍ତ ପଞ୍ଚାୟତର ଲାରିବାଡ଼ି, କୁଡ଼ିମୁଞ୍ଜା ଏବଂ ଗବାଟବାଡ଼ି ଦେଇ…

ମାତ୍ର ୧୭ ରନ୍‌ରେ ୮ ଉଇକେଟ ନେଇ ଇତିହାସ ରଚିଲେ ଏହି କ୍ରିକେଟର୍‌: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ନୂଆଦିଲ୍ଲୀ,୨୯।୧୦: ରଣଜୀ ଟ୍ରଫିରେ ସୌରାଷ୍ଟ୍ରର ବାମହାତୀ ସ୍ପିନର ପାର୍ଥ ଭୁଟ ନିଜର ଘାତକ ବୋଲିଂରେ ଆସାମର ବ୍ୟାଟିଂ ଲାଇନଅପକୁ ଧ୍ୱସ୍ତ କରିଦେଇଛନ୍ତି। ମାତ୍ର ୧୭ ରନ ଦେଇ ୮ଟି ଉଇକେଟ ହାସଲ କରି ସେ ସୌରାଷ୍ଟ୍ର ପକ୍ଷରୁ ରଣଜୀ ଟ୍ରଫିର ଗୋଟିଏ…

ସରକାରଙ୍କ କଡ଼ା ନିୟମ, ପ୍ରଦର୍ଶନରେ ସାମିଲ ହେଲେ ମିଳିବନି ସରକାରୀ ଚାକିରି

ଲକ୍ଷ୍ନୌ,୨୯।୧୦: ଉତ୍ତରପ୍ରଦେଶରେ ସରକାରୀ ଚାକିରି ପାଇଁ ଆବେଦନକାରୀଙ୍କ ଚରିତ୍ର ଯାଞ୍ଚ ନିୟମକୁ ଅଧିକ କଡ଼ାକଡ଼ି କରାଯାଇଛି । ନୂଆ ନିର୍ଦ୍ଦେଶ ଅନୁସାରେ, କେବଳ ରାଜନୈତିକ ବିଚାରଧାରା ଆଧାରରେ କୌଣସି ଆବେଦନକାରୀଙ୍କୁ ଅଯୋଗ୍ୟ ଘୋଷଣା କରାଯିବ ନାହିଁ । କିନ୍ତୁ ହିଂସାତ୍ମକ ଆନ୍ଦୋଳନ…

ଛେଚୁଛି ବର୍ଷା: ପାଣିରେ ବୁଡ଼ିଲା ଚାଷଜମି, ଚିନ୍ତାରେ ଚାଷୀ

ଗଞ୍ଜାମ,୨୯ା୧୦(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଅର୍ଣ୍ଣବ ପ୍ରଭାବରେ ଗଞ୍ଜାମ ସହର ଏବଂ ଆଖପାଖ ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରିରହିଛି l ଏହି ବର୍ଷା ଯୋଗୁୁ ବ୍ଲକ ଅଞ୍ଚଳର ଚାଷଜମି ବର୍ଷାପାଣିରେ ବୁଡି ରହିଥିବା ଦେଖିବାକୁ ମିଳିଛି l ଯାହାକୁ…

ହାଟଡିହୀ ତହସିଲରେ ପଲିଥିନ୍‌ ଚୋରି ନାଟକ, ୨ ଦିନ ପରେ ତହସିଲଦାରଙ୍କୁ କର୍ମଚାରୀ ଜଣାଇବା ପରେ…

ହାଟଡିହୀ/ଛେନାପଦୀ,୨୯ା୧୦(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରୁ ୧୫୦ଟି ପଲଥିନ୍‌ ଚୋରି ଘଟଣାର ଦୁଇ ଦିନ ପରେ ଥାନାରେ ଅଭିଯୋଗ ହେବାକୁ ନେଇ ସନ୍ଦେହ ଉପୁଜିଛି। ମିଳିଥିବା ସୂଚନା ଅନୁସାରେ, ଗତ ଅକ୍ଟୋବର ୨୬ ତାରିଖରେ ଚୋରି ହୋଇଥିବାବେଳେ…

ଧସିଲା ରାସ୍ତା: ଗାଡ଼ି ଚଳାଚଳ ବନ୍ଦ, ବଢ଼ିଲା ଲୋକଙ୍କ ଦୁଃଖ

ମୋହନା,୨୯ା୧୦(ମନ୍ମଥ ମିଶ୍ର): ଅର୍ଣ୍ଣବଶର ପ୍ରକୋପରେ ଗତ ଦୁଇଦିନ ତୁହାକୁ ତୁହା ଲଗାଣ ବର୍ଷାଦ୍ୱାରା ମୋହନା ଅଞ୍ଚଳରେ ଜଳମଗ୍ନ ଦେଖିବାକୁ ମିଳିଛି। ବୁଧବାର ମଧ୍ୟରାତ୍ରିଠାରୁ ବର୍ଷା କମିବା ଦ୍ବାରା ଜଳସ୍ତର କମିଛି କିନ୍ତୁ ଦୁଃଖ ବଢିଯାଇଛ। ବ୍ରହ୍ମପୁରଠାରୁ ଜୟପୁର, କୋରାପୁଟକୁ ସଂଯୋଗ କରୁଥିବା…

ଧୋଇଲା ଭୂତପଙ୍କାଳ ବ୍ରିଜ୍‌: ଦାରିଙ୍ଗବାଡ଼ିରୁ ବ୍ରହ୍ମପୁର ଯାତାୟାତ ଠପ୍‌, ଅନିର୍ଦ୍ଦିଷ୍ଟ କାଳ…

ଦାରିଙ୍ଗବାଡ଼ି,୨୯।୧୦(ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଓ ବନ୍ୟାଜନିତ ପରିସ୍ଥିତି ଗମ୍ଭୀର ହୋଇପଡ଼ିଛି। ଗଞ୍ଜାମ ଜିଲାର ଗାଜଲବାଡ଼ି ନିକଟରେ ଥିବା ଭୂତପଙ୍କାଳ ବ୍ରିଜ ଧୋଇ ହୋଇଯାଇଥିବାରୁ ଗୋପାଳପୁରରାୟପୁରକୁ ସଂଯୋଗ କରୁଥିବା ଜାତୀୟ ରାଜପଥ ନଂ-୫୯ରେ ଯାତାୟାତ ଗୁରୁତର…

ଅର୍ଣ୍ଣବ ପ୍ରଭାବ: ଗାଁରେ ପଶିଲା ପାଣି, ଯୋଗାଯୋଗ ବିଚ୍ଛିନ୍ନ

ପୁରୁଷୋତ୍ତମପୁର,୨୯ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ ଅଞ୍ଚଳରେ ଲଗାଣ ବର୍ଷା ଜନଜୀବନକୁ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ କରିଦେଇଛି। ଗତ ୩ ଦିନ ହେବ କ୍ରମାଗତ ଭାବେ ଲାଗିରହିଥିବା ପ୍ରବଳ ବର୍ଷା ଫଳରେ ଅଞ୍ଚଳର ନଦୀନାଳ ଫୁଲିଉଠିଛି ଏବଂ ବହୁ ଅଞ୍ଚଳରେ ବନ୍ୟାଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?