Home

ଆବାସ ଯୋଜନାରେ ଅନିୟମିତତା: ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ପଦ୍ମପୁର,୧୩।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ପଦ୍ମପୁରର ସାନକୃଷ୍ଣପୁର ପଞ୍ଚାୟତରେ ଆବାସ ଯୋଜନାରେ ଅନିୟମିତତା ନେଇ ପଞ୍ଚାୟତ କାର୍ଯ୍ୟାଳୟରେ ଗୁରୁବାର ଗ୍ରାମବାସୀ ତାଲା ପକାଇ ଦେଇଛନ୍ତି। ଏଥିସହ ସରପଞ୍ଚ ଓ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଘେରାଉ କରିଥିଲେ। ଖବର ଲେଖାହେବା ପର୍ଯ୍ୟନ୍ତ ଧାରଣା ଜାରି ରହିଛି।

୩୭୦ ଉଚ୍ଛେଦ ପରେ ପ୍ରଥମ କରି ମାର୍ଚ୍ଚରେ ଜମ୍ମୁ-କଶ୍ମୀରରେ ହେବ ନିର୍ବାଚନ

ଜମ୍ମୁ,୧୩।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦର ପ୍ରାୟ ୬ ମାସ ପରେ ପ୍ରଥମ କରି ନିର୍ବାଚନ ହେବାକୁ ଯାଉଛି। ମାର୍ଚ୍ଚ ୫ରୁ ୨୦ ମଧ୍ୟରେ ଏଠାରେ ପଞ୍ଚାୟତ ନିର୍ବାଚନ କରାଯିବ ବୋଲି ଗୁରୁବାର ନିର୍ବାଚନ କମିଶନର ସୂଚନା…

ଜାଣନ୍ତି କାହିଁକି ରାତିରେ ଦେଖିବାକୁ ମିଳେ ଜୁଳୁଜୁଳିଆ ପୋକ

ରାତିରେ ଗଛଲତା ଏବଂ ଆଖପାଖରେ ଜୁଳୁଜୁଳିଆ ପୋକ ନିଶ୍ଚିତ ଦେଖିଥିବେ। ମାତ୍ର ଏହା ସହରାଞ୍ଚଳ ଅପେକ୍ଷା ଗ୍ରାମାଞ୍ଚଳରେ ଅଧିକ ଦେଖାଯାଏ। କିନ୍ତୁ ଜାଣିଛନ୍ତି ଏହା ରାତିରେ କାହିଁକି ଜଳିଥାଏ ବୋଲି। ଯଦି ନା ତେବେ ଜାଣନ୍ତୁ ଏ ସମ୍ପର୍କରେ… ଏହା ରାତିରେ…

ଟେଷ୍ଟ ସିରିଜ୍‌ ପୂର୍ବରୁ ନ୍ୟୁଜିଲାଣ୍ଡରେ ଛୁଟି କାଟୁଛନ୍ତି ବିରାଟବାହିନୀ

ଅକଲାଣ୍ଡ,୧୩।୨: ଭାରତୀୟ ଦଳ ଏବେ ନ୍ୟୁଜିଲାଣ୍ଡ ଗସ୍ତରେ ଅଛି। ଟି୨୦ ସିରିଜକୁ ୫-୦ରେ କ୍ଲିନ୍‌ସୁଇପ୍‌ କରିବା ପରେ ୩-୦ରେ ଦିନିକିଆ ସିରିଜ ପରାଜୟବରଣ କରିଛି ଟିମ୍‌ ଇଣ୍ଡିଆ। ଫେବୃୟାରୀ ୨୧ରୁ ଘରୋଇ ଦଳ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳାଯିବାକୁ ଥିବାବେଳେ ଏହାପୂର୍ବରୁ…

ବିବାହରେ ନିଜ ଓଜନର ବହି ମାଗିଲେ କନ୍ୟା

ଗାନ୍ଧିନଗର,୧୩।୨: ବିବାହରେ ଜଣେ କନ୍ୟା ବାପାଙ୍କୁ କୌଣସି ମୂଲ୍ୟବାନ ଦ୍ରବ୍ୟ ବଦଳରେ ନିଜ ଓଜନର ବହି ମାଗିଛନ୍ତି। ଏଭଳି ଘଟଣା ଗୁଜରାଟରେ ଘଟିଛି। ଏହା ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ବାପାଙ୍କୁ କନ୍ୟା ଓଜନର ବହି ଯୋଗାଡ଼…

କୋର୍ଟ ପରିସରରେ ଫୁଟିଲା ବୋମା: ମିଳିଥିଲା ପୂର୍ବରୁ ଧମକ

ଲକ୍ଷ୍ନୌ,୧୩।୨: ଲକ୍ଷ୍ନୌର କୋର୍ଟ ପରିସରରେ ଗୁରୁବାର ବୋମା ବିସ୍ଫୋରଣ ଘଟିଛି। ଦୁଇ ଆଇଜଜୀବୀ ଗୋଷ୍ଠୀ ମଧ୍ୟରେ ଲାଗି ରହିଥିବା ଗଣ୍ଡଗୋଳ ଯୋଗୁ ଏଭଳି ଘଟଣା ଘଟିଥିବା କୁହାଯାଉଛି। ବୋମା ବିସ୍ଫୋରଣ ଯୋଗୁ କେତେକ ଆଇନଜୀବୀ ଆହତ ହୋଇଛନ୍ତି। କୋର୍ଟରେ ଆଇନଜୀବୀ ସଂଘର…

ଶବ୍ଦରେ ଛନ୍ଦି ହେବାକୁ ଦିଅନ୍ତିନି ଖୋକାଭାଇ

ଓଡ଼ିଆ ଭଜନ ହେଉ କି ଆଧୁନିକ ସଙ୍ଗୀତ, ନିଜର ଯାଦୁକରି କଣ୍ଠ ସାହାଯ୍ୟରେ ଯିଏ ଅଗଣିତ ଓଡ଼ିଆ ସଙ୍ଗୀତପ୍ରେମୀଙ୍କ ମନରେ ଜାଗା ସୃଷ୍ଟି କରି ପାରିଛନ୍ତି ସିଏ ହେଲେ ଖ୍ୟାତନାମା କଣ୍ଠଶିଳ୍ପୀ ତୃପ୍ତି ଦାସ। ତୃପ୍ତିଙ୍କ ଅନୁଭୂତିରୁ କିଛି.. ପ୍ରତ୍ୟେକ କଳାକାର…

ବୁନା ପନିର୍‌

ହୋଟେଲ ହେଉ ଅବା ରେସ୍ତୋରାଁ ଯେଉଁଠି ସୁସ୍ବାଦୁ ଖାଦ୍ୟ ମିଳେ ସେଇଠି ପର୍ଯ୍ୟଟକଙ୍କ ଗହଳି ଲାଗେ। ତେଣୁ ପର୍ଯ୍ୟଟକଙ୍କୁ ଦୃଷ୍ଟିରେ ରଖି ପୁରୀର ବିଭିନ୍ନ ହୋଟେଲ ଏବଂ ରେସ୍ତୋରାଁରେ ସ୍ବାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତ କରାଯାଏ। ପୁରୀ ସିଟିରୋଡ ବାଙ୍କୀ ମୁହାଣ ନିକଟ…

‘ପ୍ରେମ ହିଁ ଜୀବନ’: ସାଢ଼େ ୧୭ ଶହ ବର୍ଷର ବାର୍ତ୍ତା

ପ୍ରେମର ପରିଭାଷା ମଣିଷଙ୍କଠାରୁ ଆରମ୍ଭ କରି ପ୍ରାଣୀଜଗତ ସବୁଠାରେ ପରିଲକ୍ଷିତ ହୋଇଥାଏ। ସ୍ନେହ ପ୍ରେମରେ ସାରା ଦୁନିଆକୁ ଜୟ କରାଯାଇପାରେ ବୋଲି ବୁଦ୍ଧିଜୀବି ମତ ଦେଇଥାନ୍ତି। ତେଣୁ ତ କୁହାଯାଇଥାଏ ହିଂସା ପ୍ରଣୋଦିତ ତରବାରୀ ଦ୍ୱାରା କରାଯାଇଥିବା ଜୟ ପ୍ରକୃତ ଜୟ…

ୟୁଟ୍ୟୁବ୍‌ ମ୍ୟୁଜିକ୍‌କୁ ଖୋଲା କାନ୍‌ଭାସ୍‌ ଦେଇଛି

ସ୍ମିତା ରାଓ ବେଲୁର। ଜଣେ ହିନ୍ଦୁସ୍ଥାନୀ କ୍ଲାସିକାଲ ତଥା ସୁଫି ଗାୟିକା ଭାବେ ସେ ଦେଶ ବିଦେଶରେ ପରିଚିତ। ତାଙ୍କ ସୁମଧୁର କଣ୍ଠ ଶ୍ରୋତାଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛିି। ଜୟପୁର କିରନ ଘରାନାରୁ ଆସିଥିତ୍ବା ସ୍ମିତା ଦୂରଦର୍ଶନ,…

୨ ଶହ ମିଟର ଧସିଲା ହରିଦାସପୁର-ପାରାଦୀପ ରେଳରାସ୍ତା, ଲୋକେ ଆତଙ୍କିତ

ମାର୍ଶାଘାଇ,୧୩।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଗୋସେଇଁବନ୍ଧଠାରେ ହରିଦାସପୁର-ପାରାଦୀପ ନିର୍ମାଣାଧୀନ ରେଳରାସ୍ତା ଗୁରୁବାର ଦୁଇପଟକୁ ୨ଶହ ମିଟର ଧସିଯାଇଛି। ଫଳରେ ୩ ପରିବାର ପ୍ରଭାବିତ ହୋଇଛନ୍ତି। ସେମାନଙ୍କର ଘର ଉପରକୁ ମାଟି ମାଡି ଆସିଛି। ଏଥିସହ ସେମାନଙ୍କର ପକ୍କା ଘରଗୁଡ଼ିକରେ ଫାଟ…

ନାୟିକା ହେବ ଏମିତି

ସତରେ ନାୟିକା ହେବ ଏମିତି। ନିର୍ମାଣାଧୀନ ସିନେମା ‘ଲାଲ୍‌ ସିଂ ଚଢ଼ା’ର ଶୁଟିଂ ସେଟ୍‌ରେ ଏପରି ଏକ ଘଟଣା ଘଟିଥିଲା, ଯେଉଁଥିପାଇଁ କରୀନା ପ୍ରଶଂସା ସାଉଁଟିବାରେ ଲାଗିଛନ୍ତି। ଘଟଣାଟି ଏପରି- ସେଦିନ ଏହି ଫିଲ୍ମର ଶୁଟିଂ ଲେଟ୍‌ ନାଇଟ୍‌ ପର୍ଯ୍ୟନ୍ତ ଚାଲିଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri