Home

ହଂସରାଜ ଭରଦ୍ୱାଜଙ୍କ ପରଲୋକ

ନୂଆଦିଲ୍ଲୀ,୯ା୩(ପି.ଟି.): ପୂର୍ବତନ ଆଇନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ହଂସରାଜ ଭରଦ୍ୱାଜ(୮୩)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଛି। ରବିବାର ସନ୍ଧ୍ୟା ୬ଟା ୩୦ରେ ଦିଲ୍ଲୀର ସାକେତସ୍ଥିତ ମାକ୍ସ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। କିଡ୍‌ନୀ ଜନିତ ରୋଗରେ ପୀଡ଼ିତ ଥିବା…

କେନ୍ଦ୍ର-ରାଜ୍ୟ ବିବାଦ: ଫସିଛନ୍ତି ସ୍ବାସ୍ଥ୍ୟବୀମା କାର୍ଡଧାରୀ

ଜଗତ୍‌ସିଂହପୁର ଅଫିସ, ୯।୩: ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲୋକଙ୍କ ପାଇଁ ଯୋଜନା ପରେ ଯୋଜନା କରୁଛନ୍ତି। ହେଲେ ବାସ୍ତବରେ ଏହି ଯୋଜନା ଦ୍ୱାରା ଲୋକମାନେ କେତେମାତ୍ରାରେ ଉପକୃତ ହେଉଛନ୍ତି ତାକୁ ବିଶ୍ଳେଷଣ କରାଯାଉ ନାହିଁ। ଯାହାର ଜ୍ୱଳନ୍ତ ପ୍ରମାଣ…

୭୦୦ ମାମଲା, ୨୪୦୦ ଗିରଫ

ନୂଆଦିଲ୍ଲୀ,୯ା୩(ପି.ଟି.): ଦିଲ୍ଲୀରେ ନିକଟରେ ସିଏଏକୁ ନେଇ ସୃଷ୍ଟି ହୋଇଥିବା ସାମ୍ପ୍ରଦାୟିକ ଦଙ୍ଗାରେ ୭୦୨ ମାମଲା ଦାଏର କରାଯାଇଛି। ସେଥିରୁ ୪୯ ହେଉଛି ବେଆଇନ ଭାବେ ଅସ୍ତ୍ରଶସ୍ତ୍ର ରଖିବା ମାମଲା। ଏହାସହ ହିଂସାକାଣ୍ଡ ଭିଆଇବା ଅଭିଯୋଗରେ ବିଭିନ୍ନ ସ୍ଥାନରୁ ୨,୪୦୦ ଜଣଙ୍କୁ ଅଟକ…

କରୋନା ଭୟ: ଫିକା ପଡ଼ିଲା ରଙ୍ଗ ବେପାର

ଦଶରଥପୁର,୯।୩(ଡିଏନ୍‌ଏ): ଭୟଙ୍କର ସଂକ୍ରମିତ କରୋନା ରୋଗ ଏବେ ପୃଥିବୀର ସମସ୍ତ ଦେଶକୁ ଧୀରେଧୀରେ କରାୟତ କରିଚାଲିଛି। ଫଳରେ ସବୁ ଦେଶର ଲୋକଙ୍କ ମନରେ ଏକ ଭୟର ବାତାବରଣ ସୃଷ୍ଟି ହୋଇଛି। ପ୍ରତ୍ୟେକ ଦିନ ଏହି ରୋଗରେ ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା ବଢ଼ି…

କରୋନା: ବିଦେଶୀଙ୍କୁ ଅରୁଣାଚଳ ମନା

ଥିରୁଭାନନ୍ଥପୁରମ୍‌,୯ା୩(ପି.ଟି.): କେରଳରୁ ଆଉ ୫ ଜଣଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଦେଶରେ ରୋଗୀସଂଖ୍ୟା ୩୯କୁ ବୃଦ୍ଧି ପାଇଛି। କେରଳର ପଥନାମଥିଟ୍ଟା ଜିଲାରୁ ଚିହ୍ନଟ ୫ ରୋଗୀଙ୍କ ମଧ୍ୟରୁ ୩ ଜଣ ଫେବୃୟାରୀ ୨୯ରେ ଇଟାଲୀରୁ ଫେରିଥିଲେ। ଅନ୍ୟ ଦୁଇଜଣ…

‘ସୌଦି ରାଜା ମୃତ କିମ୍ବା ମୃତ୍ୟୁଶଯ୍ୟାରେ’

ରିୟାଧ,୯ା୩(ଆଇଏଏନ୍‌ଏସ୍‌): ସୌଦି ଆରବରେ ବିଦ୍ରୋହ ଉଦ୍ୟମ ଅଭିଯୋଗରେ ରାଜ ପରିବାରର ୩ ଜଣଙ୍କୁ ଅଟକ ରଖାଯିବା ପରେ ୮୪ ବର୍ଷୀୟ ରାଜାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫଳରେ ରବିବାର ରାଜା ସଲ୍‌ମାନଙ୍କ ଫଟୋ ଛଡ଼ାଯାଇଛି। ଫଟୋରେ ରାଜା ୟୁକ୍ରେନ…

ଗାନ୍ଧୀ ପରିବାର ସହ ରାଣାଙ୍କ ସମ୍ପର୍କ

ନୂଆଦିଲ୍ଲୀ,୯ା୩: ମନିଲଣ୍ଡରିଂ ନିବାରଣ ଆଇନ ବଳରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ରବିବାର ଭୋର ୩ଟାରେ ଗିରଫ ହୋଇଥିବା ୟେସ ବ୍ୟାଙ୍କ ପ୍ରତିଷ୍ଠାତା ରାଣା କପୁରଙ୍କୁ ନେଇ ଅନେକ ରୋଚକ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ରାଣା କଂଗ୍ରେସ ସାଧାରଣ ସମ୍ପାଦକ…

ସଚେତନତାର ବାର୍ତ୍ତା ନେଇ ଶୋଭାଯାତ୍ରା : ପାଳିଲେ ‘ବିଶ୍ୱ ମହିଳା ଦିବସ’

ସିମୁଳିଆ, ୮।୩(ଡି.ଏନ.ଏ.)-ନାରୀମାନଙ୍କୁ ସମ୍ମାନ ଓ ସଶକ୍ତୀକରଣର ବାର୍ତ୍ତା ଦେଇ ରବିବାର ପୂର୍ବାହ୍ନରେ ‘ବିଶ୍ୱ ମହିଳା ଦିବସ’ ପାଳିତ ଅବସରରେ ସଚେତନତା ଶୋଭାଯାତ୍ରା କରାଯାଇଥିଲା। ପ୍ରୟାସ ଅନୁଷ୍ଠାନର ଜିଲା ସଭାପତି ତଥା ଅବସରପ୍ରାପ୍ତ ବାୟୁସେନା ଅଧିକାରୀ ରାଜେନ୍ଦ୍ର କୁମାର ମହାପାତ୍ରଙ୍କ ତତ୍ତ୍ୱାବଧାନରେ ସିମୁଳିଆ…

ପୂଜା, ବିକାଶଙ୍କୁ ଅଲିମ୍ପିକ ଯୋଗ୍ୟତା

ଅମ୍ମନ (ଜୋର୍ଡାନ), ୮।୩ (ପି.ଟି.)- ଦୁଇ ଭାରତୀୟ ବକ୍ସର ପୂଜାରାଣୀ (୭୫ କିଗ୍ରା) ଓ ବିକାଶ କ୍ରିଷ୍ଣନ (୬୯ କିଗ୍ରା) ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଚନ୍ତି। ଏଠାରେ ଚାଲିଥିବା ଏସିଆନ ଅଲିମ୍ପିକ୍ସ…

ଦୀପ୍‌ଗ୍ରେସ୍‌ଙ୍କୁ ହକି ଇଣ୍ଡିଆ ପୁରସ୍କାର

ନୂଆଦିଲ୍ଲୀ, ୮ା୩ (ପି.ଟି.)- ରବିବାର ହକି ଇଣ୍ଡିଆ ବାର୍ଷିକ ପୁରସ୍କାର ପ୍ରଦାନ ଉତ୍ସବ ଏଠାରେ ରବିବାର ଅନୁଷ୍ଠିତ ହୋଇଯାଇଛି। ରାଣୀ ରାମପାଲ ଓ ମନ୍‌ପ୍ରୀତ ସିଂ ଯଥାକ୍ରମେ ମହିଳା ଓ ପୁରୁଷ ବିଭାଗରେ ୨୦୧୯ ବର୍ଷ ପାଇଁ ଧ୍ରୁବ ବାତ୍ରା ପ୍ଲେୟର…

ଯୁବକଙ୍କୁ ନିଶାଦେଇ ୨୦ ହଜାର ଲୁଟ୍‌

ଫୁଲବାଣୀ ଅଫିସ, ୮ା୩- କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ରେବିଙ୍ଗିଆ ପଞ୍ଚାୟତ ଦୁଲିକିଆ ଗ୍ରାମର ଜଣେ ଯୁବକ ଲୁଟ୍‌ର ଶିକାର ହୋଇଛନ୍ତି। ସେ ହେଲେ ସୁରୁଡି ଦିଗାଲ। ଦୁଇ ଦୁର୍ବୃତ୍ତ ତାଙ୍କୁ କୌଣସି ନିଶାଦ୍ରବ୍ୟ ଦ୍ୱାରା ଅଚେତ କରାଇ ୨୦ ହଜାର…

ଛୁଟିରେ ଅଧିକାରୀ ହେଡକ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୮ା୩(ଡି.ଏନ୍‌.ଏ.)- ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସରକାରୀ ଛୁଟି। ଗଞ୍ଜାମ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଅଧିକାରୀମାନେ ଏହି ଛୁଟି ଦିନରେ ହେଡକ୍ୱାର୍ଟର ନ ଛାଡିବାକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜିଲାପାଳଙ୍କ ବିନା ଅନୁମତିରେ ହେଡକ୍ୱାର୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?