Home

୩୨ଦିନ ମୃତ୍ୟୁ ସହ ଛକାପଞ୍ଝା

ଓ୍ବେଲିଂଟନ: ସମୁଦ୍ରର ଅଥଳ ଜଳରାଶି। ଦୀର୍ଘ ୩୨ଦିନ ମୃତ୍ୟୁ ସହ ଛକାପଞ୍ଝା। ଶେଷରେ ବଞ୍ଚିବାର ଇଚ୍ଛା ଆଗରେ ହାରିଯାଇଛି ମୃତ୍ୟୁ। ହଲିଉଡ୍‌ ଚଳଚ୍ଚିତ୍ରର କାହାଣୀ ପରି ଲାଗୁଥିବା ଏଭଳି ଏକ ଘଟଣା ଘଟିଛି ପ୍ରଶାନ୍ତ ମହାସାଗରରେ। ମୃତ୍ୟୁପଞ୍ଝାରୁ ବଞ୍ଚତ୍ୟାଇଥିବା ପାପୁଆ ନ୍ୟୁଗିନିର…

ରୋନାଲଡୋଙ୍କ ପେପର ଷ୍ଟାଚ୍ୟୁ, ଚାରି ମହଲା କୋଠା ସହ ସମାନ

କ୍ରିଷ୍ଟିୟାନୋ ରୋନାଲଡୋ ଫୁଟବଲ୍‌ ଜଗତର ଏକ ଏମିତି ନାଁ, ଯାହାଙ୍କ ପ୍ରଶଂସକ ସାରା ବିଶ୍ୱରେ ରହିଛନ୍ତି। ନିକଟରେ ଇଟାଲୀରେ ଆୟୋଜିତ ଏକ କାର୍ନିଭାଲ ଅବସରରେ ରୋନାଲଡୋଙ୍କ ଏକ ପେପର ଷ୍ଟାଚ୍ୟୁ ନିର୍ମାଣ କରାଯାଇଛି। ଏହି ଷ୍ଟାଚ୍ୟୁ ୪ ମହଲା ବିଶିଷ୍ଟ କୋଠା…

‘ସରକାରଙ୍କ ତ୍ରୁଟି ଯୋଗୁ ୨୩ ଗାଁର ଜମି ଜଗନ୍ନାଥଙ୍କ ନାମରେ’

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ସେଟଲ୍‌ମେଣ୍ଟ ଅଫିସରଙ୍କ ତ୍ରୁଟି ଯୋଗୁ ଜଟଣୀ ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୨୩ଟି ଗଁ।ର ସାଧାରଣ ଲୋକଙ୍କ ସ୍ଥିତିବାନ ସମ୍ପତ୍ତି ଏବେ ଜଗନ୍ନାଥଙ୍କ ଜମିରେ ପରିଣତ ହୋଇଯାଇଛି। ଫଳରେ ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଥିବା ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ…

୪.୭୭ ଲକ୍ଷ ଟଙ୍କା ଜବତ, ୬ ଗିରଫ

ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ୍‌.ଏ.) ୧୩ା୨: ଯାଜପୁରରୋଡ଼ ଥାନା ଅନ୍ତର୍ଗତ ଦାନଗଦୀ ହାଟ ନିକଟରୁ ଜାଲ୍‌ ନୋଟ କାରବାର ଚଳାଇଥିବା ଏକ ଆନ୍ତଃ ରାଜ୍ୟ ର଼୍ୟାକେଟକୁ ଜିଲା ପୋଲିସ ଠାବ କରିଛି। ଏଥିରେ ୪ଲକ୍ଷ ୭୭ ହଜାର ଟଙ୍କାର ଜାଲନୋଟ ଜବତ ହୋଇଥିବାବେଳେ…

ମଣ୍ଡିରୁ ଉଠୁନି ଧାନ

ସୁବର୍ଣ୍ଣପୁର ଜିଲାରେ ଚାଷୀ ସବୁବେଳେ ଅଭାବୀ ବିକ୍ରି ଓ ଦଲାଲଙ୍କ ଦ୍ୱାରା ଶୋଷିତ ହୋଇଆସୁଛି। ଧାନ ହେଉ ଅବା ପରିବା କିମ୍ବା ଧଳା ସୁନା କୁହାଯାଉଥିବା କପାଚାଷ କରି କ୍ଷତି ସହୁଛି। ଚଳିତବର୍ଷ ଭଲ ବର୍ଷା ଓ ଅନୁକୂଳ ପାଗ ଯୋଗୁ…

ଶୀତ ନେଇ ୪ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟରେ ପୁଣି ଶୀତର ପ୍ରକୋପ ବଢ଼ିଛି। ବର୍ଷା ଛାଡ଼ିବା ପରେ ତାପମାତ୍ରା ଧୀରେ ଧୀରେ ଖସିବାରେ ଲାଗିଛି। ବୁଧବାର ୬ ସ୍ଥାନରେ ପାରଦ ୧୦ଡିଗ୍ରୀ ତଳେ ରହିଥିଲା। ସୋନପୁରରେ ସର୍ବନିମ୍ନ ୭.୪ ଡିଗ୍ରୀ ତାପମାତ୍ରା ଥିବାବେଳେ ଅନୁଗୋଳ ୮,…

ଆସିକା ଏନ୍‌ଏସିରେ ଜବରଦଖଲ ଉଚ୍ଛେଦ

ଆସିକା, ୧୩।୨ (ଡି.ଏନ.ଏ.): ଗଞ୍ଜାମ ଜିଲା ଆସିକା ଏନଏସିର ବସ୍‌ଷ୍ଟାଣ୍ଡକୁ ଲାଗିଥିବା ରାସ୍ତା ବିନାୟକ ବଜାର, ଲକ୍ଷ୍ମୀ ବଜାର ଅଞ୍ଚଳରେ ଗୁରୁବାର ସକାଳୁ ଜବରଦଖଲ ଉଚ୍ଛେଦ କରାଯାଇଛି। ଜନଗହଳି ପୂର୍ଣ୍ଣ ଏହି ବଜାର ଅଞ୍ଚଳରେ ସର୍ବଦା ଲାଗି ରହିଥିବା ଟ୍ରାଫିକ୍‌ ସମସ୍ୟାର…

ମୋଦିଙ୍କୁ ଧନ୍ୟବାଦ ଦେଲେ ମେଲାନିଆ

ଓ୍ବାଶିଂଟନ,୧୩।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ପତ୍ନୀ ମେଲାନିଆ ଟ୍ରମ୍ପ ଚଳିତ ମାସ ଶେଷ ସପ୍ତାହରେ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ମେଲାନିଆଙ୍କ ଟୁଇଟ୍‌ ସାମ୍ନାକୁ ଆସିଛି। ଏଥିରେ ସେ ଭାରତ ଆସିବା ପାଇଁ…

କେଜରିଓ୍ବାଲଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେନାହିଁ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ଆସନ୍ତା ୧୬ରେ ତୃତୀୟ ଥର ଲାଗି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ରାମ ଲିଳା ମଇଦାନରେ କେଜରିଓ୍ବାଲଙ୍କ ସହ ତାଙ୍କ ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବେ ବୋଲି ସୂଚନା…

ଏସ୍‌ପି ଅଫିସ ଆଗରେ ବିଜେଡି ନେତ୍ରୀଙ୍କ ଆତ୍ମାହୁତି ଉଦ୍ୟମ

ବ୍ରହ୍ମପୁର ଅଫିସ,୧୩ା୨: ବ୍ରହ୍ମପୁର ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ବୁଧବାର ରାଜ୍ୟ ମହିଳା ବିଜେଡି କାର୍ଯ୍ୟକାରିଣୀ ସଦସ୍ୟା ମୀନାକ୍ଷୀ ମିଶ୍ର ନିଜ ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କ ପୁଅଙ୍କୁ ଏକ ମିଥ୍ୟା ମାମଲାରେ ଗିରଫ କରି କୋର୍ଟ ଚାଲାଣ…

ମୋ ସରକାର ଅଧୀନକୁ ଆସିଲା ପଞ୍ଚାୟତିରାଜ, ପାନୀୟ ଜଳ ବିଭାଗ

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ତୃଣମୂଳସ୍ତରରେ ଥିବା ବ୍ଲକ ଅଫିସ ପ୍ରଶାସନର କେନ୍ଦ୍ର। ଗ୍ରାମାଞ୍ଚଳରେ ବିଭିନ୍ନ ସେବା ଯୋଗାଇବାରେ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ମୋ ସରକାର କାର୍ଯ୍ୟକ୍ରମ ରାଜ୍ୟର ୮୩ ପ୍ରତିଶତ ଜନତାଙ୍କ ପାଇଁ ଶୁଭଙ୍କର ସାବ୍ୟସ୍ତ ହେବ ବୋଲି ଆଶା କରାଯାଉଛି।…

ଖୁବ୍‌ଶୀଘ୍ର ଧର୍ମପଦ ପୁରସ୍କାର

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ବହୁ ବାଦବିବାଦ ମଧ୍ୟରେ ଅଟକି ରହିଥିବା ଧର୍ମପଦ ପୁରସ୍କାରର ଭାଗ୍ୟ ଶେଷରେ ଖୋଲିବାକୁ ଯାଉଛି। ଚାରୁକଳା କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ଦିଆଯାଉଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri