କର୍ନାଟକ ବିଧାନସଭା ନିର୍ବାଚନ: ସାମାନ୍ୟ ଆଶ୍ୱସ୍ତ ଅଛନ୍ତି ୟେଦୁରପ୍ପା
ବେଙ୍ଗାଲୁରୁ,୯।୧୨: କର୍ନାଟକ ବିଧାନସଭାର ୧୫ ଆସନ ପାଇଁ ହୋଇଥିବା ନିର୍ବାଚନର ଗଣତି ସୋମବାର ସକାଳୁ ଆରମ୍ଭ ହୋଇଛି। ସକାଳ ପ୍ରାୟ ୧୦ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି(ଭାଜପା) ୧୨ଟି ଆସନରେ ଆଗୁଆ ଥିବା ବେଳେ କଂଗ୍ରେସ ମାତ୍ର ଗୋଟିଏ ଆସନରେ ଆଗୁଆ…
ବେଘରଙ୍କ ପାଇଁ ଖୋଲା ଆକାଶ ତଳେ ଶୋଇ ସଚେତନତା ବାର୍ତ୍ତା ଦେଲେ ୬୦ ହଜାର ଲୋକ
ନ୍ୟୁୟର୍କ,୯।୧୨: ବେଘରଙ୍କ ପାଇଁ ସଚେତନତା ବାର୍ତ୍ତା ଦେଇଛନ୍ତି ୬୦ ହଜାର ଲୋକ। ସେମାନେ ଖୋଲା ଆକାଶ ତଳେ ଶୋଇ ଏଭଳି ଏକ ନିଆରା ଢ଼ଙ୍ଗରେ ବାର୍ତ୍ତା ଦେଇଛନ୍ତି। ନ୍ୟୁୟର୍କର ଟାଇମ୍ସ୍ ସ୍କୋୟାର, ଲଣ୍ଡନର ଟ୍ରାଫଲଗର ସ୍କୋୟାର, ଇଡେନବର୍ଗର ପ୍ରିନ୍ସ୍ ଷ୍ଟ୍ରିଟ୍ ଗାର୍ଡେନ…
ପିଲାଙ୍କୁ ଡେଙ୍ଗା କରିବାକୁ ଚାହୁଁଥିଲେ କରାନ୍ତୁ ଏସବୁ ବ୍ୟାୟାମ
କୁହାଯାଏ, ନିର୍ଦ୍ଦିଷ୍ଟ ସମୟ ପର୍ଯ୍ୟନ୍ତ ପିଲା ବଢ଼ିଥା’ନ୍ତି। ତା’ ପରେ ଆଉ ବଢ଼ନ୍ତି ନାହିଁ। ତେଣୁ ପିଲାଙ୍କ ଉଚ୍ଚତା ଯଦି କମ୍ ହୋଇଥାଏ ଅଭିଭାବକମାନେ ମନ ଊଣା କରିଥା’ନ୍ତି। ଅନେକେ ପିଲାଙ୍କୁ ଡାକ୍ତରଙ୍କ ପାଖକୁ ନେଇ ମଧ୍ୟ ଯାଇଥା’ନ୍ତି। ମାତ୍ର ଏମିତି…
ତେଲେଙ୍ଗାନା ଗଣ ବଳାତ୍କାର ମାମଲା: ହାଇକୋର୍ଟରେ ଏନ୍କାଉଣ୍ଟରର ଶୁଣାଣି
ହାଇଦ୍ରାବାଦ,୯।୧୨: ତେଲେଙ୍ଗାନାର ଭେଟରିନାରୀ ମହିଳା ଡାକ୍ତର ଗଣବଳାତ୍କାର ଓ ହତ୍ୟା ମାମଲାରେ ଗିରଫ ହୋଇଥିବା ୪ ଅଭିଯୁକ୍ତଙ୍କ ଏନ୍କାଉଣ୍ଟରକୁ ନେଇ ସୋମବାର ତେଲେଙ୍ଗାନା ହାଇକୋର୍ଟରେ ଶୁଣାଣି ହେବ। କୋର୍ଟ ଅଭିଯୁକ୍ତଙ୍କ ମୃତଦେହକୁ ୯ ଡିସେମ୍ବର ରାତି ୮ ପର୍ଯ୍ୟନ୍ତ ସୁରକ୍ଷିତ ରଖିବାକୁ…
ସିଆର୍ପିଏଫ୍ କ୍ୟାମ୍ପ୍ରେ ପୁଣି ଫୁଟିଲା ଗୁଳି: କମ୍ପାନୀ କମାଣ୍ଡରଙ୍କୁ ହତ୍ୟା କରି ନିଜକୁ ଗୁଳି କଲେ ଯବାନ
ରାଞ୍ଚି,୯।୧୨: ଗତ ସପ୍ତାହରେ ସିଆର୍ପିଏଫ୍ ଯବାନଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଥିବାବେଳେ ପୁଣି ସୋମବାର ଝାଡ଼ଖଣ୍ଡର ରାଞ୍ଚିସ୍ଥିତ ଖେଳଗାଓ୍ବଁ ସ୍ଥିତ କ୍ୟାମ୍ପ୍ରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ କମ୍ପାନୀ କମାଣ୍ଡରଙ୍କ ସହିତ ଜଣେ ଯବାନଙ୍କର କୌଣସି କାରଣରୁ ଯୁକ୍ତି ତର୍କ ହୋଇଥିଲା।…
ମନ୍ଦିର ଦାନବାକ୍ସ ତାଡ଼ି ଚୋରି: ପୋଲିସର ତଦନ୍ତ ଜାରି
ବଡ଼ବିଲ,୯।୧୨(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଟାଉନ ଫାଣ୍ଡି ନଂ. ୧ ସମ୍ମୁଖ ହରିହର ମନ୍ଦିର ପରିସରରେ ଥିବା ଦାନ ବାକ୍ସକୁ କେହି ଦୁର୍ବୃତ୍ତ ରବିବାର ବିଳମ୍ବିତ ରାତିରେ ତାଡ଼ି ଦାନ ଅର୍ଥ ନେଇଯାଇଥିବା ଜଣାପଡ଼ିଛି। ଖବରପାଇ ବଡ଼ବିଲ…
ଶରଣାର୍ଥୀଙ୍କୁ ଭାରତର ନାଗରିକତା ଦିଆଯାଉ କିନ୍ତୁ ୨୫ ବର୍ଷ ପର୍ଯ୍ୟନ୍ତ ଭୋଟଦାନ ଅଧିକାର ନ ମିଳୁ: ଶିବସେନା
ମୁମ୍ବାଇ,୯।୧୨: ନାଗରିକତା ସଂଶୋଧନ ବିଲ୍ ନେଇ ଶିବସେନା ପୁଣି ଥରେ ମନ୍ତବ୍ୟ ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଏହି ପ୍ରସ୍ତାବକୁ ଶିବସେନା ସମର୍ଥନ କରି କହିଛି ଯେ, ପାକିସ୍ତାନ, ଆଫଗାନୀସ୍ତାନ, ବାଂଲାଦେଶ ଆଦି ଦେଶରୁ ଭାରତକୁ ଆସିଥିବା ହିନ୍ଦୁ, ଶିଖ୍,…
ମିସ୍ ୟୁନିଭର୍ସ ମୁକୁଟ ପିନ୍ଧିଲେ ଦକ୍ଷିଣ ଆଫ୍ରିକା ସୁନ୍ଦରୀ
ଆଟଲାଣ୍ଟା,୯।୧୨: ଦକ୍ଷିଣ ଆଫ୍ରିକାର ଜୋଜିବିନି ତୁନଜୀ ୨୦୧୯ର ମିସ୍ ୟୁନିଭର୍ସ ବା ବିଶ୍ୱ ସୁନ୍ଦରୀ ମୁକୁଟ ପିନ୍ଧିଛନ୍ତି। ରବିବାର ଆମେରିକାର ଆଟଲାଣ୍ଟାଠାରେ ଆୟୋଜିତ ଉତ୍ସବରେ ସେ ଏହି ଗୌରବର ଅଧିକାରିଣୀ ହୋଇ ପାରିଛନ୍ତି। ପ୍ରାୟ ୯୦ ଜଣ ପ୍ରତିଯୋଗୀଙ୍କୁ ହରାଇ ସେ…
ପାରାଦୀପ ନଗର କଂଗ୍ରେସର ସମୀକ୍ଷା ବୈଠକ
ପାରାଦୀପ,୯ା୧୨(ସ୍ବ.ପ୍ର.): ସ୍ଥାନୀୟ ବିଜୟଚନ୍ଦ୍ରପୁରଠାରେ ଥିବା କଂଗ୍ରେସ କାର୍ଯ୍ୟାଳୟ ପରିସରେ ରବିବାର ସନ୍ଧ୍ୟାରେ ପାରାଦୀପ ନଗର କଂଗ୍ରେସ ପକ୍ଷରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ବୈଠକରେ କଂଗ୍ରେସ ନେତା ଅରିନ୍ଦମ ସର୍ଖେଲ (ବାପି) ଅଧ୍ୟକ୍ଷତା କରିଥିଲେ। ଏଥିସହ ଆଗାମୀ ବର୍ଷ…
ଜଗତ୍ସିଂହପୁର କ୍ୟାଡର ପିପିଙ୍କୁ ସମ୍ବର୍ଦ୍ଧନା
ଜଗତ୍ସିଂହପୁର ଅଫିସ,୯ା୧୨: ଓଡ଼ିଶା କ୍ରାଇମବ୍ରାଞ୍ଚ ତରଫରୁ ଜଗତ୍ସିଂହପୁର କ୍ୟାଡର ପବ୍ଲିକ ପ୍ରସିକ୍ୟୁଟର (ପିପି) ନଳିନୀକାନ୍ତ ମହାରଣାଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ମାମଲା ପରିଚାଳନାରେ ସାମଗ୍ରୀକ ସଫଳତା ଓ ଦଣ୍ଡବିଧାନ ହାରକୁ ନେଇ ମହାରଣାଙ୍କୁ କ୍ରାଇମବ୍ରାଞ୍ଚ ଅତିରିକ୍ତ ଡିଜି ସନ୍ତୋଷ ଉପାଧ୍ୟାୟ ସମ୍ମାନିତ…
ସୋନିଆ ରାଜନୀତିଠାରୁ ଦୂରେଇ ରହିବାକୁ ଚାହୁଁଥିଲେ !
ନୂଆଦିଲ୍ଲୀ,୯।୧୨: କଂଗ୍ରେସର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ରବିବାର ୭୩ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୪୬ ଡିସେମ୍ବର ୯ରେ ସେ ଇଟାଲୀର ଲୁସିଆନାଠାରେ ସେ ଜନ୍ମଗ୍ରହଣ କରିଥିଲେ। ୧୯୬୮ରେ ସେ ରାଜୀବ ଗାନ୍ଧୀଙ୍କୁ ବିବାହ କରିଥିଲେ। ଦୀର୍ଘ…
ଦିୟା ମିର୍ଜା ‘ତୁମ୍ସା ନେହିଁ ଦେଖା’ରେ ଶୁଟିଂ ସେଟ୍ରେ ହରାଇଥିଲେ ନିଜର ନିୟନ୍ତ୍ରଣ…
ମୁମ୍ବାଇ,୯।୧୨: ବଲିଉଡ୍ର ଚୁଲ୍ବୁଲି ଅଭିନେତ୍ରୀ ଦିୟା ମିର୍ଜା ସୋମବାର ୩୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୧ ଡିସେମ୍ବର ୯ରେ ସେ ଜନ୍ମଗ୍ରହଣ କରିଥିଲେ। ପ୍ରଥମେ ଏକ ମଲ୍ଟି ମିଡ଼ିଆ କମ୍ପାନୀର ମାକେର୍ଟିଂ ଏକ୍ସିକ୍ୟୁଟିଭ୍ ଭାବେ ଦିୟା ନିଜର କ୍ୟାରିୟର ଆରମ୍ଭ କରିଥିଲେ।…
Archives


