୫ ବର୍ଷରେ ୨୭ ଆଇଆଇଟି ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା
ଇନ୍ଦୋର,୯ା୧୨(ପି.ଟି.): ଗତ ୫ ବର୍ଷ ମଧ୍ୟରେ ଦେଶର ୧୦ଟି ପ୍ରମୁଖ ଶିକ୍ଷାନୁଷ୍ଠାନ ଭାରତୀୟ ପ୍ରାଦ୍ୟୋଗିକୀ ସଂସ୍ଥାନ (ଆଇଆଇଟି)ରେ ୨୭ ଛାତ୍ରୀଛାତ୍ର ଆତ୍ମହତ୍ୟା କରିଥିବା ସୂଚନା ଅଧିକାର ଆଇନ (ଆର୍ଟିଆଇ) ଆବେଦନରୁ ଜଣାପଡିଛି। ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଅଧୀନରେ ଥିବା ଉଚ୍ଚଶିକ୍ଷା…
‘ଆଇପିସି, ସିଆର୍ପିସିରେ ହେବ ପରିବର୍ତ୍ତନ’
ନୂଆଦିଲ୍ଲୀ,୯ା୧୨(ପି.ଟି.): ବଳତ୍କାର ଭଳି ଘୃଣ୍ୟ ଅପରାଧ ସମେତ ଫୌଜଦାରି ମାମଲାରେ ନ୍ୟାୟ ମିଳିବାରେ ବିଳମ୍ବକୁ ନେଇ ବିତର୍କ ଚାଲିଥିବାବେଳେ ଆଇପିସି ଏବଂ ସିଆର୍ପିସିରେ ସଂଶୋଧନ ଆଣିବାକୁ କେନ୍ଦ୍ରର ଏନ୍ଡିଏ ସରକାର ସଂକଳ୍ପବଦ୍ଧ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହା କହିଛନ୍ତି। ଦେଶ ପାଇଁ…
ଉନ୍ନାଓରେ ୩ ବର୍ଷର ଶିଶୁକୁ ବଳାତ୍କାର
ଉନ୍ନାଓ,୯ା୧୨(ଆଇଏଏନ୍ଏସ୍): ଉନ୍ନାଓ ଗଣବଳାତ୍କାର ପୀଡ଼ିତାଙ୍କୁ ପୋଡି ମାରିଦେବା ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ପୁଣି ସେହି ଜିଲାରେ ଜଣେ ୩ ବର୍ଷର ଶିଶୁକୁ ତାଙ୍କ ପଡୋଶୀ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଶୁକ୍ରବାର ଅଭିଯୁକ୍ତ ଜଣକ ଶିଶୁଟିକୁ…
ସାତକୋଶିଆ ମହୋତ୍ସବ ଉଦ୍ଯାପିତ: ତାଳବାଦ୍ୟ, ଓଡ଼ିଶୀ ନୃତ୍ୟରେ ଦର୍ଶକ ବିମୋହିତ
ଅନୁଗୋଳ ଅଫିସ, ୯।୧୨ – ଅନୁଗୋଳ ଅମଲାପଡ଼ାସ୍ଥିତ ବାସନ୍ତୀ ଦୁର୍ଗାପୂଜା ପଡ଼ିଆରେ ନୃତ୍ୟ ନିଳୟ ପକ୍ଷରୁ ଚାଲିଥିବା ସପ୍ତମ ସାତକୋଶିଆ ମହୋତ୍ସବ ଉଦ୍ଯାପିତ ହୋଇଯାଇଛି। ଏଥିରେ ଅନୁଗୋଳ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଓଡ଼ିଶାର କଳା,…
ନାଳ, ଚୁଆ ପାଣି ପିଉଛନ୍ତି ଅଙ୍ଗନୱାଡି ଶିଶୁ
ଫିରିଙ୍ଗିଆ,୯ା୧୨-ଫିରିଙ୍ଗିଆ ବ୍ଲକ ଡିଣ୍ଡିରା ଗଁ। ପଞ୍ଚାୟତର ଗୁଖୋଲ ଗ୍ରାମ ଅଙ୍ଗନବାଡି କେନ୍ଦ୍ରରେ ପାନୀୟ ଜଳ ବ୍ୟବସ୍ଥା ନାହିଁ। ଫଳରେ ନିକଟସ୍ଥ ନାଳ ଓ ଚୂଆ ଉପରେ ନିର୍ଭର କରିବାକୁ ପଡୁଛି। ରୋଷେଇ ପାଇଁ ମଧ୍ୟ ଏହି ପାଣି ବ୍ୟବହାର କରାଯାଉଛି। ଶିଶୁମାନେ…
ବ୍ରହ୍ମପୁରରେ ଆଦର୍ଶ ବିବାହ: ଦୃଷ୍ଟିବାଧିତ ସୌମ୍ୟାଙ୍କୁ ମିଳିଲେ ଜୀବନସାଥୀ
ବ୍ରହ୍ମପୁର ଅଫିସ୍,୯ା୧୨-ଖୁବ୍ କମ୍ ବୟସରୁ ଦୃଷ୍ଟିଶକ୍ତି ହରାଇଥିଲେ ସୌମ୍ୟା। ଜୀବନ ଯେମିତି ଅନ୍ଧକାର ଆଡ଼କୁ ଠେଲି ହୋଇଯାଇଥିଲା। ତେବେ ସୌମାଙ୍କ ଅନ୍ଧାର ଜୀବନ ମଧ୍ୟରେ ଆଲୋକ ଭରିଦେବାକୁ ମିଳିଯାଇଛନ୍ତି ଜଣେ ଜୀବନ ସାଥୀ। ରବିବାର ବ୍ରହ୍ମପୁରର ଏକ କଲ୍ୟାଣ ମଣ୍ଡପରେ ସୌମ୍ୟାଙ୍କ…
ଆନନ୍ଦପୁରରେ ଖୋଲିଲାନି ଧାନମଣ୍ଡି: କୋହଲା ପାଗ ଦେଖି ଚାଷୀ ମନରେ ଛନକା
ଘସିପୁରା, ୯।୧୨ (ଡି.ଏନ.ଏ.)-କେନ୍ଦୁଝରର ଭାତ ହାଣ୍ଡି ଭାବେ ପରିଚିତ ଆନନ୍ଦପୁର କୃଷି ଜିଲାରେ ଚଳିତ ଖରିଫ ଋତୁରେ ଚାଷୀ ମାନଙ୍କ ଧାନ ଫସଲ ଅମଳ କାର୍ଯ୍ୟ ପ୍ରାୟତଃ ଶେଷ ହୋଇଛି। ଅଧିକାଂଶ ଚାଷୀ ମାନେ ବିଲରୁ ଧାନ ଆଣି ଖଳାରେ ବହୁଦିନ…
ନକଲି ସାର୍ଟିଫିକେଟରେ ଷ୍ଟାଇପେଣ୍ଡ ଲୁଟ୍ ଘଟଣା: ପ୍ରଶାସନିକ ସ୍ତରରେ ତନାଘନା
ଭଦ୍ରକ ଅଫିସ, ୯।୧୨- ଭଦ୍ରକ ଜିଲାରେ ନକଲି ଜାତିଗତ ପ୍ରମାଣପତ୍ର ଦେଇ ସରକାରୀ ଷ୍ଟାଇପେଣ୍ଡ ଲୁଟୁଛନ୍ତି କେତେକ ଘରୋଇ ଶିକ୍ଷାନୁଷ୍ଠାନ। ଏ ସମ୍ପର୍କରେ ଗତ ନଭେମ୍ବର ୨୬ ତାରିଖରେ ‘ନକଲି ସାର୍ଟିଫିକେଟ୍ରେ ଚାକିରି, ଷ୍ଟାଇପେଣ୍ଡ ଲୁଟ୍’ ଖବର ଧରିତ୍ରୀରେ ପ୍ରକାଶ ପାଇବା…
କାମରେ ଆସୁନି ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଯାନ
ବାରିପଦା ଅଫିସ,୯ା୧୨- ରକ୍ତ ଅଭାବରୁ ରୋଗୀମାନେ ଯେଭଳି ମୃତ୍ୟୁବରଣ ନ କରନ୍ତି, ତାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଯାନର ବ୍ୟବସ୍ଥା କରିଛନ୍ତି। ଷ୍ଟେଟ ବ୍ଲଡ ଟ୍ରାନ୍ସଫ୍ୟୁଜନ କାଉନସିଲ ଓ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
ଉଦାହରଣ ସାଜିଛନ୍ତି ସୁଲୋଚନା
ଖଇରା,୯।୧୨(ଡି.ଏନ.ଏ.)- ରାତି ନପାହୁଣୁ ଘର କାମ ସାରିଦେଇ ବାହାରିଯାଆନ୍ତି କର୍ମକ୍ଷେତ୍ରକୁ । ପୋଖରୀରେ ମାଛଙ୍କୁ ଖାଦ୍ୟ ଦେଇସାରି ପରିବା ଲଗାଇଥିବା ବାଡିକୁ ଯାଇ ଗଛରେ ପାଣି ଦେବା ସହ ପରିବା ତୋଳି ଥାଆନ୍ତି । ଅନ୍ୟ ଲୋକେ ବଜାରରେ ପରିବା ଓ…
ସବୁଠି ଧାନର ଅଭାବୀ ବିକ୍ରି: ଏଯାବତ୍ ଖୋଲୁ ନାହିଁ ସରକାରୀ ଧାନମଣ୍ଡି
ରୂପ୍ସା,୯।୧୨(ଡି.ଏନ.ଏ.) – ବାଲେଶ୍ୱର ଜିଲା ସଦର ଓ ବସ୍ତା ବ୍ଲକରେ ଧାନର ଅଭାବୀ ବିକ୍ରି ଦେଖାଦେଇଛି। ଏଯାବତ୍ ସରକାରୀ ଧାନ ମଣ୍ଡି ଖୋଲି ନ ଥିବାରୁ ଚାଷୀମାନେ ଗୁଜୁୁରାଣ ମେଣ୍ଟାଇବାକୁ ବେପାରୀଙ୍କୁ କମ୍ ଦରରେ ଧାନ ବିିକି କ୍ଷତି ସହୁଛନ୍ତି। ସରକାରୀ…
କରଣଙ୍କ ରୋମାଣ୍ଟିକ୍ ଫିଲ୍ମରେ ନଜର ଆସିବେ ଆୟୁଷ୍ମାନ
ମୁମ୍ବାଇ: ଗୋଟିଏ ପରେ ଗୋଟିଏ ହିଟ୍ ଫିଲ୍ମ ଭେଟି ଦେବା ପରେ ଅଭିନେତା ଆୟୁଷ୍ମାନ ଖୁରାନାଙ୍କ ଚାହିଦା ବଢ଼ିଗଲାଣି। ନାମୀଦାମୀ ନିର୍ଦ୍ଦେଶକ ଆୟୁଷ୍ମାନଙ୍କୁ ତାଙ୍କ ଫିଲ୍ମରେ ନେବା ପାଇଁ ଚାହୁଁଛନ୍ତି। ଖୁବ୍ଶୀଘ୍ର ସେ ନିର୍ମାତା ତଥା ନିର୍ଦ୍ଦେଶକ କରଣ ଜୋହରଙ୍କ ଫିଲ୍ମରେ…
Archives


