Home

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରତାପ

ଭୁବନେଶ୍ୱର,୧୨।୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଲୋକସେବା ଭବନରେ ଉଭୟଙ୍କ ସାକ୍ଷାତ୍‌ ହୋଇଛି। ଏହି ଅବସରରେ ଦୁଇ ନେତାଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିବା ସୂଚନା ମିଳିଛି। ସାକ୍ଷାତ୍‌ ପରେ ପ୍ରତିକ୍ରିୟା ଦେଇ ପ୍ରତାପ…

କରୋନା ଆତଙ୍କବାଦଠାରୁ ବି ଭୟଙ୍କର: ଡବ୍ଲୁଏଚ୍‌ଓ

ଜେନେଭା,୧୨।୨: ଚାଇନାରେ କରୋନା ଆତଙ୍କ ସୃଷ୍ଟି କରିଛି। ଏହାଯୋଗୁ ୨୭ରୁ ଅଧିକ ଦେଶର ଲୋକେ ମଧ୍ୟ ସଂକ୍ରମିତ ହୋଇଛନ୍ତି। ଇତିମଧ୍ୟରେ ଚାଇନାର ୩୦ରୁ ଅଧିକ ସହରରେ କରୋନା ସଂକ୍ରମଣ ଯୋଗୁ ୧୧୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। କରୋନା ଆତଙ୍କବାଦଠାରୁ ବି…

ଆୟାରଙ୍କୁ କୋଳାଗ୍ରତ କଲେ ଚହଲ, ଈର୍ଷାନ୍ବିତ ହେଲେ ଏହି ଖେଳାଳି

ଭାରତୀୟ କ୍ରିକେଟ ଖେଳାଳିମାନେ ପଡିଆରେ ଭଲ ପ୍ରଦର୍ଶନ କରନ୍ତୁ ବା ନ କରନ୍ତୁ କିନ୍ତୁ ସୋସିଆଲ ମିଡିଆରେ ହସ ମଜାକ କରୁଥିବା ଫଟୋ, ଭିଡିଓ ପ୍ରତିଦିନ ଭାଇରାଲ ହୋଇଥାଏ। ସ୍ପିନର୍‌ ୟୁଜବେନ୍ଦ୍ର ଚହଲ ନିଜ ଚ୍ୟାନେଲ ଚହଲ ଟିଭିକୁ ନେଇ ଭାରତୀୟ…

୩ ହରିଣଙ୍କୁ ଲିଭିଂ ରୁମ୍‌କୁ ଡାକି ୩୯୦୦୦ ଜରିମାନା ଗଣିଲେ ମହିଳା

ଓ୍ବାଶିଂଟନ୍‌,୧୨ା୨: ଆମେରିକାର କଲରାଡୋରେ ରହୁଥିବା ଜଣେ ମହିଳା ୩ ହରିଣଙ୍କୁ ଲିଭିଂ ରୁମ୍‌କୁ ଡାକି ଜରିମାନା ଗଣିଛନ୍ତି। ମହିଳା ଜଣଙ୍କ ହରିଣଙ୍କୁ ଦେଖି ବିଭୋର ହୋଇଯାଇଥିଲେ। ହରିଣଗୁଡ଼ିକୁ ଘରକୁ ଆଣି ତାଙ୍କୁ ବ୍ରେଡ୍‌ ଏବଂ ଫଳ ଖାଇବାକୁ ଦେଇଥିଲେ। ଭୋକିଲା ହରିଣଗୁଡ଼ିକ…

ଜମ୍ମୁ-କଶ୍ମୀରର ସ୍ଥିତି ଅନୁଧ୍ୟାନ: ପହଞ୍ଚିଲେ ୨୫ ଜଣିଆ ବିଦେଶୀ ପ୍ରତିନିଧି ଦଳ

ଶ୍ରୀନଗର,୧୨।୨: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ସ୍ଥିତି ଅନୁଧ୍ୟାନ ପାଇଁ ଦ୍ୱିତୀୟ ଥର ଲାଗି ଏକ ୨୫ ଜଣିଆ ପ୍ରତିନିଧି ଦଳ ଶ୍ରୀନଗରରେ ପହଞ୍ଚିଛନ୍ତି। ଦଳରେ ଜର୍ମାନୀ, କାନାଡ଼ା, ଫ୍ରାନ୍ସ୍‌, ନ୍ୟୁଜିଲାଣ୍ଡ, ମେକ୍ସିକୋ, ଇଟାଲୀ, ଆଫଗାନିସ୍ତାନ, ଅଷ୍ଟ୍ରିଆ, ଉଜବେକିସ୍ତାନ, ପୋଲାଣ୍ଡ…

କମ୍ପ୍ୟୁଟର ନିକଟରେ ଚାରାଗଛ ରଖିଲେ ଦୂର ହୁଏ…

ଟୋକିଓ: କାର୍ଯ୍ୟାଳୟରେ କାମ କେମିତି ସୁରୁଖୁରୁ ତଥା ଭଲରେ ହେବ ସେଥିପାଇଁ କର୍ମଚାରୀମାନେ ଟେନ୍‌ସନ୍‌ରେ ରହିଥାନ୍ତି। ବେଳେବେଳେ ବସ୍‌ଙ୍କ ତାଗିଦ୍‌ ମଧ୍ୟ ଚିନ୍ତାରେ ପକାଇଥାଏ। ଏଥିରେ ଆଦୌ ବ୍ୟସ୍ତ କିମ୍ବା ବିବ୍ରତ ହୁଅନ୍ତୁ ନାହିଁ। ଏକ ଅଧ୍ୟୟନରୁ ଜଣାପଡ଼ିଛି, ଅଫିସ୍‌ରେ କାମ…

କରୋନା ସଂକ୍ରମଣ ଭୟରେ ଆତ୍ମହତ୍ୟା କଲେ ୫୦ ବର୍ଷ ବୟସ୍କ ବ୍ୟକ୍ତି

ତିରୁପତି,୧୨।୨: ଆନ୍ଧ୍ରପ୍ରଦେଶରେ ଜଣେ ବ୍ୟକ୍ତି କରୋନା ଭୁତାଣୁ ସଂକ୍ରମଣ ଭୟରେ ଆତ୍ମହତ୍ୟା କରିଛନ୍ତି। ଚିତୋର ଜିଲାର ସେଶାମନାଇଡୁ କାଣ୍ଡ୍ରିଗା ଗାଁରେ ବାସ କରୁଥିବା ୫୦ ବର୍ଷ ବୟସ୍କ କେ. ବାଲା କ୍ରିଷ୍ଣାଙ୍କୁ ସପ୍ତାହେ ଧରି ଥଣ୍ଡା ଜ୍ୱର ଲାଗି ରହିଥିଲା। ଜ୍ୱର…

ଦିଲ୍ଲୀର ସବୁ ସ୍କୁଲରେ ପଢାଯାଉ ହନୁମାନ ଚାଳିଶା: କୈଳାସ ବିଜୟବର୍ଗୀୟ

ନୂଆଦିଲ୍ଲୀ, ୧୨।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ବହୁମତରେ ବିଜୟ ହାସଲ କରିଛି। ଦଳର ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି। ଏସବୁ ଭିତରେ ଭାଜପା ରାଷ୍ଟୀୟ ମହାସଚିବ କୈଳାସ ବିଜୟବର୍ଗୀୟ କେଜ୍‌ରିଓ୍ବାଲଙ୍କୁ ଉପଦେଶ ଦେଇ…

୧୨ କୋଟି ଟଙ୍କାର ଲଟେରୀ ଜିଣିଲେ ଦିନ ମଜୁରିଆ

କନ୍ନୁର,୧୨।୨: କେରଳର ଜଣେ ଦିନ ମଜୁରିଆଙ୍କ ଭାଗ୍ୟ ରାତାରାତି ବଦଳି ଯାଇଛି। ସେ ୧୨ କୋଟି ଟଙ୍କାର ଲଟେରୀ ଜିଣିଛନ୍ତି। ସ୍ଥାନୀୟ କନ୍ନୁରର ଥୋଲାମ୍ବ୍ରାସ୍ଥିତ ପୁରାଲିମାଲା କାଥାଚାଲ୍‌ କୁରିଚୟା କଲୋନୀରେ ବାସକରୁଥିବା ୫୮ ବର୍ଷ ବୟସ୍କ ପେରୁନ୍ନନ୍‌ ରାଜନ ଏହି ଲଟେରୀ…

କିସ୍‌ ଡେ’: ଜାଣନ୍ତୁ କାହାକୁ କେମିତି କରିବେ କିସ୍‌

ପ୍ରେମ ପାଇଁ ଯଦିଓ ନିର୍ଦ୍ଦିଷ୍ଟ ଦିନ,ବାର, ତିଥି ନାହିଁ ତଥାପି ପ୍ରେମୀଯୁଗଳଙ୍କ ପାଇଁ ବର୍ତ୍ତମାନ ଚାଲିଛି ପ୍ରେମ ଋତୁ। ଫେବୃୟାରୀ ୭ରୁ ଏହା ଆରମ୍ଭ ହୋଇଥିବା ବେଳେ ଭାଲେଣ୍ଟାଇନ୍‌ ଡେ’ ଅର୍ଥାତ୍‌ ୧୪ରେ ଶେଷ ହେବ। ଏହାର ଗୋଟିଏ ଦିନ ପୂର୍ବରୁ…

୧୨ ବର୍ଷ ପରେ ଇରାକରେ ପୁଣି ତୁଷାରପାତ

ବାଗଦାଦ୍‌,୧୨।୨: ଇରାକରେ ପୁଣି ୧୨ ବର୍ଷ ପରେ ତୁଷାରପାତ ହୋଇଛି। ଫଳରେ ରାଜରାସ୍ତା ଧଳା ଚାଦରରେ ଘୋଡ଼ି ହେବା ଭଳି ଦୃଶ୍ୟ ସୃଷ୍ଟି ହୋଇଛି। ବାଗଦାଦ୍‌ ସହିତ କର୍ବଲା ସହରରେ ମଧ୍ୟ ତୁଷାରପାତ ହୋଇଛି। ଅନ୍ୟ କେତେକ ସହରରେ ମଧ୍ୟ ମଙ୍ଗଳବାର…

ଫେବୃୟାରୀ ୧୬ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୨।୨: ଅରବିନ୍ଦ କେଜରିଓ୍ବାଲ ଫେବୃୟାରୀ ୧୬ରେ ରାମଲୀଳା ମଇଦାନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ବୁଧବାର ଆମ୍‌ ଆଦ୍‌ମୀ ପାର୍ଟ(ଏଏପି) ପକ୍ଷରୁ ସୂଚନା ଦିଆଯାଇଛି। ଏହି ଶପଥ ଗ୍ରହଣ ଉତ୍ସବରେ ଦଳର ୬୨ ନବନିର୍ବାଚିତ ବିଧାୟକଙ୍କ ମଧ୍ୟରୁ କେତେକ ଶପଥ ନେବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri