Home

ଦାରିଙ୍ଗବାଡ଼ିରେ ଶନିବାର ତାପମାତ୍ରା ୬.୫ ଡିଗ୍ରୀକୁ ଖସିଲା, ରବିବାର ବଢ଼ିପାରେ

ଦାରିଙ୍ଗବାଡ଼ି,୭।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ଶୀତ ବୃଦ୍ଧି ପାଇବା ସହ ତାପମାତ୍ରା ହ୍ରାସ ପାଇ ସକାଳ ୮ଟା ସୁଦ୍ଧା ୬.୫ଡିଗ୍ରୀକୁ ପାରସ ଖସିଆସିଛି। ଶୁକ୍ରବାର ଉକ୍ତ ଅଞ୍ଚଳରେ ୭ ଡିଗ୍ରୀ ରହିଥିଲା। ଯାହାକି ପୁଣି ହ୍ରାସ ପାଇବାରେ…

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ଅପରାହ୍ନ ୩ଟା ପର୍ଯ୍ୟନ୍ତ ୫୯.୨୭ ପ୍ରତିଶତ ମତଦାନ

ଜାମସେଦପୁର,୭।୧୨: ଝାଡ଼ଖଣ୍ଡ ବିଧାନସଭା ପାଇଁ ଶନିବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହୋଇଛି। ଅପରାହ୍ନ ୩ଟା ପର୍ଯ୍ୟନ୍ତ ଏହି ପର୍ଯ୍ୟାୟରେ ୫୯.୨୭ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ଏଠାରେ ୫ଟି ପର୍ଯ୍ୟାୟରେ ମତଦାନ ହେବାକୁ ଥିବା ବେଳେ ଶନିବାର ଦ୍ୱିତୀୟ ପର୍ଯ୍ୟାୟ…

ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଅଗ୍ନିକାଣ୍ଡ: ପ୍ରାୟ ୧୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ସୂଚନା

କଟକ ଅଫିସ,୭।୧୨: କଟକ ଜିଲା ବିଦ୍ୟାଧରପୁରରେ ଥିବା ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଶନିବାର ଅଗ୍ନିକାଣ୍ଡ ଘଟିଛି। ସର୍ଟଶର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏଥିରେ କେହି ଆହତ ହୋଇ ନ ଥିବା ବେଳେ ପ୍ରାୟ ୧୦ଲକ୍ଷ ଟଙ୍କାର…

ବିଳମ୍ବରେ ଆସିଲା ଶୀତ: ପନିପରିବା ଚାଷ ପ୍ରଭାବିତ

ଯୋଡ଼ା,୭।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳକୁ ଚଳିତ ବର୍ଷ ବିଳମ୍ବରେ ଶୀତ ଆସିଛି। ଗତ ମଙ୍ଗଳବାରଠାରୁ ଏଠାରେ ତାପମାତ୍ରା ହ୍ରାସ ପାଇବାରେ ଲାଗିଛି। ବର୍ତ୍ତମାନ ଦିନବେଳା ତାପମାତ୍ରା ସର୍ବାଧିକ ୨୪ ଡିଗ୍ରୀ ରହୁଥିବା ବେଳେ ରାତିରେ ସର୍ବନିମ୍ନ ୧୩ ଡିଗ୍ରୀ ରହୁଥିବା…

ବାରବାଟୀ ଦିନିକିଆ: ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଗୃହ ରାଷ୍ଟ୍ର ମନ୍ତ୍ରୀ

କଟକ ଅଫିସ,୭।୧୨: ବାରବାଟୀରେ ଆସନ୍ତା ୨୨ ତାରିଖରେ ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ଅନୁଷ୍ଠିତ ହେବ। ମ୍ୟାଚ୍‌ର ସଫଳ ଆୟୋଜନ ପାଇଁ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଉଛି। ଏହି କ୍ରମରେ ଶନିବାର ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର…

ଭାରତ ବଳାତ୍କାରୀଙ୍କ କ୍ୟାପିଟାଲ: ରାହୁଲ

ଓ୍ବାୟନାଡ,୭।୧୨: କେରଳର କଂଗ୍ରେସ ଏମ୍‌ପି ନିଜ ନିର୍ବାଚନ ମଣ୍ଡଳୀ ଓ୍ବାୟନାଡ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଦେଶରେ ଏବେ ବଢି ଚାଲିଥିବା ହିଂସା ଓ ବଳାତ୍କାର ପାଇଁ ସରକାର ଦାୟୀ। ଏଠାରେ ଜନତା ଆଇନକୁ…

ଅଭିଯୁକ୍ତ ବଳାତ୍କାରୀଙ୍କୁ ଏନ୍‌କାଉଣ୍ଟର ଦ୍ୱାରା କରାଯାଇନି ନ୍ୟାୟ: ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୭।୧୨: ହାଇଦ୍ରାବାଦ୍‌ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର  ପ୍ରତିଶୋଧ ପରାୟଣ ହୋଇ କରାଯାଇଛି। ଏହି ଘଟଣାରେ ନ୍ୟାୟ କରାଯାଇ ନାହିଁ ବୋଲି ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବ୍‌ଡେ କହିଛନ୍ତି। ଯୋଧପୁରରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ କହିଛନ୍ତି ଏଭଳି…

ଗୁଡ଼ ଖାଇଲେ ଏହି ସମସ୍ୟାରୁ ମିଳିବ ମୁକ୍ତି

ଶୀତଦିନେ ଅତ୍ୟଧିକ ଥଣ୍ଡାରେ ବାହାରେ ବୁଲିବା, ଥଣ୍ଡା ପାଣି ପିଇବା ଦ୍ୱାରା ଟନ୍‌ସିଲ୍‌ ବଢ଼ିଯିବା ସହ ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ ହୋଇଥାଏ। ଏପରିକି କୌଣସି ଖାଦ୍ୟ ଗିଳିବା କଷ୍ଟକର ହୋଇପଡ଼େ। ଥଣ୍ଡା ଯୋଗୁ ବେଳେବେଳେ ଜ୍ୱର ମଧ୍ୟ ଆସିଥାଏ। ତେଣୁ ବିନା…

ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର: ଏସ୍‌ଆଇଟି ଗଠନ ପାଇଁ ସୁପ୍ରିମ୍‌କୋର୍ଟରେ ଆବେଦନ; ଜୟା ବଚ୍ଚନ ଏବଂ ସ୍ବାତୀ ମାଲିଓ୍ବାଲଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ,୭।୧୨: ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର ସପକ୍ଷରେ ମତାମତ ଦେଇଥିବା ରାଜ୍ୟ ସଭା ଏମ୍‌ପି ଜୟା ବଚ୍ଚନ ଏବଂ ଦିଲ୍ଲୀ ମହିଳା କମିଶନ ମୁଖ୍ୟ ସ୍ବାତୀ ମାଲିଓ୍ବାଲଙ୍କ ପାଇଁ ଏବେ ସମସ୍ୟା ସୃଷ୍ଟି ହୋଇଛି। ସେମାନଙ୍କ ବିରୋଧରେ ସୁପ୍ରିମ୍‌କୋର୍ଟରେ ଏକ ଆବେଦନ ଦାଖଲ କରାଯାଇଛି।…

ସିଦ୍ଧାନ୍ତଙ୍କ ସହ ରୋମାନ୍ସ କରିବେ ଦୀପିକା

ବମ୍ବେ: ନୂଆ ନାୟକଙ୍କ ସହ ରୋମାନ୍ସ କରିବେ ଦୀପିକା। ସେ ବି ନିର୍ଦ୍ଦେଶକ ଶକୁନ ବତ୍ରାଙ୍କ ଆଗାମୀ ଫିଲ୍ମରେ। ଚଳଚ୍ଚିତ୍ରର ନାମ ଏଯାଏ ଫାଇନାଲ୍‌ ହୋଇ ନ ଥିଲେ ହେଁ ଗଲି ବୟ ଫେମ୍‌ ସିଦ୍ଧାନ୍ତ ଚତୁର୍ବେଦୀ ନାୟକ ହେବା ନିଶ୍ଚିତ…

ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ଜସି ଜୈସି କୋଇ ନେହିଁ ଫେମ୍‌

ମୁମ୍ବାଇ: ଜଣାଶୁଣା ଟିଭି ସିରିୟଲ ‘ଜସି ଜୈସି କୋଇ ନେହିଁ’ରୁ ପପୁଲାର ହୋଇଥିବା ମୋନା ସିଂହ ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ବାନ୍ଧିହେବାକୁ ଯାଉଛନ୍ତି। ଆଉ ଏଥିପାଇଁ ବିବାହ ପୂର୍ବରୁ ସେ ନିଜର ସମସ୍ତ କାମ ଓ ଶୁଟିଂ ଶେଷ କରୁଥିବା ଜଣାପଡ଼ିଛି।…

ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌: ୧୫ ତାଲିବାନ୍‌ ଆତଙ୍କବାଦୀ ନିହତ

କାବୁଲ,୭।୧୨: ଆଫଗାନିସ୍ତାନରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ରେ ୧୫ ଜଣ ତାଲିବାନ୍‌ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। କନ୍ଧାହାରର ଦକ୍ଷିଣାଞ୍ଚଳରେ ଏଭଳି ଘଟିଛି। ଆଫଗାନିସ୍ତାନର ସ୍ପତନ୍ତ୍ର ସୁରକ୍ଷାକର୍ମୀ ତାଲିବାନ୍‌ ଆତଙ୍କବାଦୀ ଶିବିର ଉପରେ ଆକ୍ରମଣ କରିଥିଲେ। ଏହା ପୂର୍ବରୁ ଶୁକ୍ରବାର ନିଶ୍‌ ଜିଲାର ଖିନଝାକ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri