Home

୨୦୨୪ ଲୋକ ସଭା ନିର୍ବାଚନକୁ ନେଇ ଏବେଠାରୁ ହେଲାଣି ଆକଳନ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ହେବା ପୂର୍ବରୁ ଆମ ଆଦମୀ ପାର୍ଟି(ଏଏପି) କାର୍ଯ୍ୟାଳୟରେ ଉତ୍ସବ ପାଳନ କରାଯାଇଛି। ଏଥିରେ କର୍ମୀଙ୍କ ଉତ୍ସାହ ଦେଖିବାକୁ ମିଳିଛି। ତେବେ କାର୍ଯ୍ୟାୟଳ ବାହାରେ ଏକ ଭିନ୍ନ ଦୃଶ୍ୟ ସମସ୍ତଙ୍କ ଦୃଷ୍ଟିକୁ ଆସିଛି। ସେଠାରେ…

କେଜରିଓ୍ବାଲଙ୍କୁ ପାରିଲେନି ୨୦୦ରୁ ଅଧିକ ଭାଜପା ଏମ୍‌ପି: ପୁଣି ଏଏପି ହାତରେ କ୍ଷମତା

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପୁଣି ଥରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ନେତୃତ୍ୱରେ ସରକାର ଗଠନ କରିବାକୁ ଯାଉଛି। ଭାଜପା ପ୍ରଚାର କାର୍ଯ୍ୟରେ ୨୦୦ରୁ ଅଧିକ ଏମ୍‌ପିଙ୍କୁ ଲଗାଇଥିଲେ ମଧ୍ୟ ସେମାନେ କେଜରିଓ୍ବାଲଙ୍କୁ ପାରି ନାହାଁନ୍ତି। କେଜରିଓ୍ବାଲଙ୍କ…

ଯବାନଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ

ପୁଞ୍ଚ.୧୧।୨: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ପୁଣି ଥରେ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିବିନିମୟରେ ୩ ଆତଙ୍କବାଦୀ ନିହତ ହୋଇଥିବା ନେଇ ମଙ୍ଗଳବାର ସୂଚନା ମିଳିଛି। ସୂଚନାଯୋଗ୍ୟ, ଫେବୃୟାରୀ ୯ରେ ମେଣ୍ଢର ସେକ୍ଟରର ନିୟନ୍ତ୍ରଣ ରେଖାରେ ପାକିସ୍ତାନ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରିଥିଲା।…

ଦିଲ୍ଲୀ ସିଂହାସନ: ୨୨ବର୍ଷ ଧରି ଦୂରରେ ଭାଜପା

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀରେ କ୍ଷମତା ଦଖଲ କରିବା ପାଇଁ ଭାଜପା ଦେଖିଥିବା ସ୍ବପ୍ନ ମଉଳି ଯାଇଛି। ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପୁଣିଥରେ ଶାସନ ଡୋରି ଧରିବା ନିଶ୍ଚିତ ହୋଇଛି। ଶେଷଥର ପାଇଁ ୧୯୯୩ରେ ଦିଲ୍ଲୀ ବିଧାନସଭାରେ କ୍ଷମତା ଦଖଲ କରିଥିଲା। ଭାଜପା ସରକାର…

ଏନ୍‌ଆର୍‌ସି କି ସିଏଏ ନୁହେଁ ବିକାଶକୁ ପସନ୍ଦ କରିଛନ୍ତି ଜନତା: ମମତା

କୋଲକାତା,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ସାମ୍ନାକୁ ଆସି ନ ଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଆମ ଆଦମୀ ପାର୍ଟି(ଏଏପି) ବହୁମତରେ ବିଜୟ ଲାଭ କରିବ ବୋଲି ଆଲୋଚନା ହେଉଛି। ଏବେସୁଦ୍ଧା ଏଏପି ବହୁମତଠାରୁ ଆଗୁଆ ଥିବା ବେଳେ ଏହାକୁ…

ବଲିଉଡ୍‌ର ରିୟଲ୍‌ ଲଭ୍‌ବାର୍ଡ: ପ୍ରେମ ପାଇଁ ମାନି ନ ଥିଲେ ବାଧା ବନ୍ଧନ

ମୁମ୍ବାଇ: ବଲିଉଡ୍‌ ଷ୍ଟାରଙ୍କ ରିଲ୍‌ ଲାଇଫ୍‌ ଲଭ୍‌ ଷ୍ଟୋରୀ ତ ସମସ୍ତେ ଦେଖିଥାନ୍ତି। ହେଲେ ସେମାନଙ୍କ ମଧ୍ୟରୁ ଏଭଳି ଷ୍ଟାର ଅଛନ୍ତି, ଯେଉଁମାନେ ପରଦା ଉପରେ ନୁହେଁ ବରଂ ରିୟଲ୍‌ ଲାଇଫ୍‌ରେ ମଧ୍ୟ ନିଜ କୋ-ଷ୍ଟାରଙ୍କୁ ଜୀବନସାଥୀ କରିଛନ୍ତି। ଭେଲେଣ୍ଟାଇନ୍ସ ଓ୍ବିକରେ…

ବିଜୟ ପୂର୍ବରୁ ଉତ୍ସବର ପରିବେଶ

ନୂଆଦିଲ୍ଲୀ,୧୧।୨: ଏକ୍‌ଜିଟ୍‌ ପୋଲ୍‌ର ଆକଳନକୁ ଦେଖିଲେ ଏବେ ଦିଲ୍ଲୀ ବିଧାନସଭା ନିର୍ବାଚନର ଫଳାଫଳ ଆମ ଆଦମୀ ପାର୍ଟି(ଏଏପି) ସପକ୍ଷରେ ଯାଉଥିବା ଦେଖାଯାଉଛି। ଏହାକୁ ନେଇ ଏବେଠାରୁ ଏଏପି କାର୍ଯ୍ୟାଳୟରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି। କର୍ମୀଙ୍କ ଠାରୁ ଆରମ୍ଭ କରି ନେତା…

ସିସୋଡିଆ ପଛରେ ଏଏପି ଆଗରେ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ନିର୍ବାଚନ ଫଳାଫଳକୁ ଦେଖି ମହାରାଷ୍ଟ୍ର ଓ ପଞ୍ଜାବରେ ଆମ ଆଦମୀ ପାର୍ଟି(ଏଏପି) କର୍ମୀମାନେ ବିଜୟ ପର୍ବ ପାଳନ କରିବା ଆରମ୍ଭ କରି ଦେଲେଣି। ଏପଟେ କିନ୍ତୁ ଦିଲ୍ଲୀର ପ୍ରାୟ ୫୮ ଆସନରେ ଏଏପି ଆଗରେ ଥିବା ବେଳେ ଉପମୁଖ୍ୟମନ୍ତ୍ରୀ…

ଜାଣିଶୁଣି ଶାହ। ନଡ୍ଡାଙ୍କ ମୁଣ୍ଡରେ ବୋଳିଲେ ଅଠା !

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର କିଛି ଦିନ ପୂର୍ବରୁ ଭାଜପା ଜେ.ପି. ନଡ୍ଡାଙ୍କୁ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିଯୁକ୍ତ କରିଥିଲା। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ। କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିଲେ। ମାତ୍ର ଦିଲ୍ଲୀ ନିର୍ବାଚନ ଫଳାଫଳ ସମ୍ପର୍କରେ ଭାଜପାକୁ ବହୁ…

ଭାଲେଣ୍ଟାଇନ୍ସ ଡେ’ରେ ଶପଥ ନେବେ କେଜରିଓ୍ବାଲ!

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ଆରମ୍ଭ ହୋଇଗଲାଣି ଅଙ୍କ କଷା। ଆମ ଆଦମୀ ପାର୍ଟି(ଏଏପି) ଏଥର ବହୁମତରେ ଆସି ପୁଣିଥରେ ଦିଲ୍ଲୀରେ ସରକାର ଗଠନ କରିବ ବୋଲି ପୂର୍ବରୁ ଏକ୍‌ଜିଟ୍‌ ପୋଲ୍‌ରେ ଆକଳନ କରାଯାଇଥିଲା। ଏବେ ଭୋଟ…

ଝାଡୁ ପାହାରରେ ହାତ-ପଦ୍ମ ଘାଇଲା

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପୁଣି ଥରେ ଶାସନ ଡୋରି ଧରିବା ନିଶ୍ଚିତ ହୋଇଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ନେତୃତ୍ୱରେ ଦଳ ପୁଣି ସଂଖ୍ୟାଗରିଷ୍ଠତା ହାସଲ କରିବାକୁ ଯାଉଛି। ଏଏପି ୫୮ ଆସନରେ ଆଗୁଆ ଥିବାବେଳେ ଭାଜପା…

ଦିଲ୍ଲୀ ନିର୍ବାଚନ ଫଳାଫଳକୁ ଦେଖି ପଞ୍ଜାବରେ ଉତ୍ସବର ମାହୋଲ

ଅମୃତସର,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର ଭୋଟ ଗଣତି ମଙ୍ଗଳବାର ସକାଳୁ ଆରମ୍ଭ ହୋଇଛି। ଏବେ ଏହାର ଫଳାଫଳ ଉପରେ ସମସ୍ତଙ୍କ ନଜର ରହିଛି। ସକାଳ ୧୧ଟା ସୁଦ୍ଧା ଆମ ଆଦମୀ ପାର୍ଟି(ଏଏପି) ପ୍ରାୟ ୫୦ ଆସନରେ ଆଗରେ ଥିବା ବେଳେ ଭାରତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri