Home

ସଂରକ୍ଷଣ ରାୟକୁ ନେଇ ସରକାରଙ୍କୁ ଘେରିଲେ ବିରୋଧୀ

ନୂଆଦିଲ୍ଲୀ,୧୧ା୨(ପି.ଟି.): ନିଯୁକ୍ତି ଓ ପଦୋନ୍ନତି କ୍ଷେତ୍ରରେ ସଂରକ୍ଷଣ ସୁବିଧା ଦେବାକୁ ରାଜ୍ୟଗୁଡ଼ିକ ବାଧ୍ୟ ନୁହନ୍ତି ବୋଲି ସୁପ୍ରିମକୋର୍ଟ ରାୟ ଦେଇଥିବାବେଳେ ଏହାକୁ ନେଇ ବିରୋଧୀ ଦଳ ସରକାରଙ୍କୁ ସମାଲୋଚନା କରିଛନ୍ତି। ସଂରକ୍ଷଣ ବ୍ୟବସ୍ଥାକୁ କାଏମ ରଖିବାରେ ସରକାର ବିଫଳ ହୋଇଥିବା ଲୋକ…

ସ୍ଥାୟୀ ସମାଧାନ ଚାହିଁଲେ ବାଚସ୍ପତି

ନୂଆଦିଲ୍ଲୀ, ୧୧ା୨(ପି.ଟି.): ପାର୍ଲାମେଣ୍ଟ ଭିତରେ ସଦସ୍ୟଙ୍କ ପ୍ଲାକାର୍ଡ ଓ ପୋଷ୍ଟର ପ୍ରଦର୍ଶନକୁ ନେଇ ବାଚସ୍ପତି ଓମ୍‌ ବିର୍ଲା ସୋମବାର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହା ଦ୍ୱାରା ଗୃହ କାର୍ଯ୍ୟରେ ବାଧା ସୃଷ୍ଟି ହେଉଥିବା ସେ ପ୍ରକାଶ କରିଛନ୍ତି। ଏହାର ଏକ ସ୍ଥାୟୀ…

ସଂସ୍କୃତକୁ ମୃତ ଭାଷା କହିଲେ ମାରାନ

ନୂଆଦିଲ୍ଲୀ,୧୧ା୨(ପି.ଟି.): ଡିଏମ୍‌କେ ନେତା ଦୟାନିଧି ମାରାନ ସଂସ୍କୃତକୁ ଏକ ମୃତ ଭାଷା କହି ଏହାର ପ୍ରାସଙ୍ଗିକତା ଉପରେ ପ୍ରଶ୍ନ ଚିହ୍ନ ଲଗାଇଥିବାରୁ ଏହାକୁ ନେଇ ଲୋକ ସଭାରେ ଉତ୍ତେଜନା ଦେଖାଦେଇଥିଲା। ଏଭଳି ମନ୍ତବ୍ୟ ପାଇଁ ମାରାନ କ୍ଷମା ମାଗନ୍ତୁ ବୋଲି ଶାସକ…

ଚାଇନାରେ ୨୭ ବିଦେଶୀ କରୋନା ଆକ୍ରାନ୍ତ

ବେଜିଂ,୧୧ା୨(ଆଇଏଏନ୍‌ଏସ୍‌/ପି.ଟି.): ଚାଇନାରେ ୨୭ ବିଦେଶୀଙ୍କଠାରେ କରୋନା ଭୂତାଣୁ ସଂକ୍ରମଣ ହୋଇଥିବା ପରୀକ୍ଷାରୁ ଜଣାପଡିଛି। ସେମାନଙ୍କ ମଧ୍ୟରୁ ୩ ଜଣ ଚିକିତ୍ସିତ ହୋଇ ହସ୍ପିଟାଲରୁ ଘରକୁ ଫେରିଥିବାବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨୨ ଜଣଙ୍କୁ ହସ୍ପିଟାଲରେ ଆଇସୋଲେଶନରେ ରଖାଯାଇଛି। ମୃତ…

ପୋଲିସ-ବିକ୍ଷୋଭକାରୀ ଧସ୍ତାଧସ୍ତି

ନୂଆଦିଲ୍ଲୀ, ୧୧ା୨: ଦିଲ୍ଲୀରେ ପୁଣି ତେଜିଲା ସିଏଏ ବିରୋଧୀ ବିକ୍ଷୋଭ। ଜାମିଆନଗର ଓ ଜାମିଆ ମିଲିଆ ଇସ୍‌ଲାମିଆର ଛାତ୍ରୀଛାତ୍ରମାନେ ମିଶି ଜାମିଆର ୭ ନଂ. ଗେଟ୍‌ରୁ ବିଭିନ୍ନ ସ୍ଲୋଗାନ୍‌ ଦେଇ ବିକ୍ଷୋଭ ଆରମ୍ଭକରିବା ସହ ପାର୍ଲାମେଣ୍ଟ ଆଡକୁ ଯିବାବେଳେ ପୋଲିସ ସେମାନଙ୍କୁ…

ରାସ୍ତା ବନ୍ଦ କରିପାରିବେନି ବିକ୍ଷୋଭକାରୀ

ନୂଆଦିଲ୍ଲୀ,୧୧ା୨(ପି.ଟି.): ଆନ୍ଦୋଳନ କରିବା ଅଧିକାର ଜନସାଧାରଣଙ୍କର ରହିଛି। ତେବେ ଆନ୍ଦୋଳନ ନାଁରେ ସର୍ବସାଧାରଣ ସ୍ଥାନ ଓ ରାସ୍ତାକୁ ଅବରୋଧ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି। ଗତବର୍ଷ ଡିସେମ୍ବର ୧୫ରୁ ଦିଲ୍ଲୀର ଶାହିନବାଗ୍‌ରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ…

ଦିଲ୍ଲୀ ବିଧାନସଭା ନିର୍ବାଚନ: ଏଏପି ଆଗରେ; କଂଗ୍ରେସ ଖାତା ଖୋଲିବା ସମ୍ଭାବନା

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର ଭୋଟଗଣତି ମଙ୍ଗଳବାର ସକାଳୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଛି। ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ଆସନ ମଧ୍ୟରୁ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ୫୪ଟି ରେ ଆଗୁଆ ରହିଥିବାବେଳେ ଭାଜପା ୧୫ ଏବଂ…

ସାମ୍ବିଧାନିକ ବୈଧତାକୁ କାଏମ ରଖିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧ା୨(ପି.ଟି.): ଅନୁସୂଚିତ ଜାତି/ଜନଜାତି (ଏସ୍‌ସି/ଏସ୍‌ଟି) ସଂଶୋଧନ ଆଇନ, ୨୦୧୮ର ସାମ୍ବିଧାନିକ ବୈଧତାକୁ ସୁପ୍ରିମକୋର୍ଟ ସୋମବାର କାଏମ ରଖିଛନ୍ତି। ଏହି ଆଇନରେ ଏତଲା ରୁଜୁ କରିବା ପୂର୍ବରୁ ପ୍ରାଥମିକ ତଦନ୍ତ ଜରୁରୀ ନୁହେଁ କିମ୍ବା ଏଥିପାଇଁ କୌଣସି ବରିଷ୍ଠ ପୋଲିସ ଅଧିକାରୀଙ୍କ ଅନୁମୋଦନର…

‘ସାହିତ୍ୟ ସମାଜର ଦର୍ପଣ ସଦୃଶ୍ୟ ହେବା ଉଚିତ’

ତିର୍ତ୍ତୋଲ,୧୧ା୨(ଡି.ଏନ.ଏ.): ବାଲିଘର ସାହିତ୍ୟ ସଂସ୍କୃତି ପ୍ରତିଷ୍ଠାନ ଓ ଶିଶୁ କିଶୋର ସାହିତ୍ୟ ପତ୍ରିକା ‘ବାଲିଘର’ର ୩୦ତମ ବାର୍ଷିକୋତ୍ସବ ପଣ୍ଡୁଆ ପଞ୍ଚାୟତ ମୁଣ୍ଡିଦା ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ଉତ୍ସବରେ ରାଜ୍ୟସ୍ତରୀୟ କବି ସମ୍ମିଳନୀ, କବିତାପାଠ, ଆଲୋଚନାଚକ୍ର, ସମ୍ବର୍ଦ୍ଧନା ସଭା ଓ ବାଲିଘରର ବାର୍ଷିକ…

ପ୍ରମିଜ୍‌ ଡେ’: କେହି କାହା ହାତ ନ ଛାଡ଼ିବା ପାଇଁ ପ୍ରେମୀଯୁଗଳ ନିଅନ୍ତି ପ୍ରତିଜ୍ଞା

ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍‌ ବା ପ୍ରେମସପ୍ତାହ। ପ୍ରେମୀଯୁଗଳ ଏହି ସପ୍ତାହରେ ଅସୁମାରୀ ସ୍ବପ୍ନ ଦେଖିଥାନ୍ତି। ନିଜର ସାଥୀ ସହ ପ୍ରତି ମୁହୂର୍ତ୍ତକୁ କେମିତି ସ୍ପେଶାଲ ବା ସ୍ମରଣୀୟ କରିବେ ସେ ନେଇ ବେଶ୍‌ ଉତ୍ସାହିତ ରହିଥାନ୍ତି। ଖାସ୍‌ ଏଥିପାଇଁ ତ…

ଶରୀର ପାଇଁ ଉପକାରୀ ଅମୃତଭଣ୍ଡା ଚା’

କଞ୍ଚା ହେଉ ବା ପାଚିଲା ଅମୃତଭଣ୍ଡା ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। କିନ୍ତୁ ଅମୃତଭଣ୍ଡାରୁ ପ୍ରସ୍ତୁତ ଚା’ ପିଇଲେ ଶରୀରରୁ ଅନେକ ରୋଗ ଦୂର ହୋଇଥାଏ। ଅମୃତଭଣ୍ଡା ଚା’ ସମ୍ପର୍କରେ ଖୁବ୍‌ କମ୍‌ ଲୋକଙ୍କୁ ଜଣା। କିନ୍ତୁ ଚିକିତ୍ସା…

ବିରାଟ କୋହଲି ଇନଷ୍ଟାଗ୍ରାମରେ ଗୋଟିଏ ପୋଷ୍ଟ ପାଇଁ ନିଅନ୍ତି ଏତିକି ଟଙ୍କା

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି କ୍ରିକେଟରେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। କୋହଲି କେବଳ ଦେଶରେ ନୁହେଁ, ବିଦେଶରେ ମଧ୍ୟ ଲୋକପ୍ରିୟତା ହାସଲ କରିଛନ୍ତି। ସୋସିଆଲ ମିଡିଆରେ ମଧ୍ୟ ସେ ବେଶ ସକ୍ରିୟ। ଇନଷ୍ଟାଗ୍ରାମରେ ତାଙ୍କର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri