Home

ଛାତ୍ରୀଙ୍କୁ କୃମିନାଶକ ବଟିକା ଖୁଆଇଲେ ଜିଲାପାଳ

ବାଲେଶ୍ୱର ଅଫିସ, ୧୦।୨-ବାଲେଶ୍ୱର ସହର ସ୍ଥାନୀୟ ମିଶନ ବାଳିକା ଉଚ୍ଚ ବିଦ୍ୟାଳୟରେ ଜିଲାସ୍ତରୀୟ ଜାତୀୟ କୃମିନାଶକ ଦିବସ ସୋମବାର ଉଦ୍‌ଘାଟିତ ହୋଇଯାଇଛି ା ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ସ୍କୁଲ ଛାତ୍ରୀଙ୍କୁ କୃମିନାଶକ ବଟିକା ଖୁଆଇ ଏହାର ଶୁଭାରମ୍ଭ କରିବା ସହିତ…

ସିଏଏ ସପକ୍ଷରେ ଶୋଭାଯାତ୍ରା

ବାଲେଶ୍ୱର ଅଫିସ,୧୦।୨: ବାଲେଶ୍ୱର ଅଟଳ ସ୍ମୃତି କମିଟି ପକ୍ଷରୁ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ସପକ୍ଷରେ ସୋମବାର ଏକ ବିଶାଳ ଶୋଭାଯାତ୍ରା କରାଯାଇଛି। ଶୋଭାଯାତ୍ରା ଗୋପାଳଗାଁର ପ୍ରଜ୍ଞାଭାରତୀୟ ସ୍କୁଲ ପଡ଼ିଆରୁ ବାହାରି ସିନେମାଛକ, ଚିଡ଼ିଆପୋଲ, ଫାଣ୍ଡିଛକ ଦେଇ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲା।…

କରୋନାଭାଇରସରେ ଆକ୍ରାନ୍ତ ହୋଇଥିବା ଭାରତର ପ୍ରଥମ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର

ତିରୁଭାନନ୍ଥପୁରମ୍‌,୧୦।୨: କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା ଭାରତର ପ୍ରଥମ ମହିଳାଙ୍କ ସ୍ଥିତି ଏବେ ସୁଧୁରିବାରେ ଲାଗିଛି। ସେ ଏବେ ରୋଗମୁକ୍ତ ହେଉଥିବା ଜଣାପଡ଼ିଛି। ନିକଟରେ କେରଳସ୍ଥିତ ଜାତୀୟ ଭୁତାଣୁବାହକ ରୋଗ ଅନୁସଂନ୍ଧାନ ପ୍ରତିଷ୍ଠାନ (ଏନଆଇଭି)ରେ ତାଙ୍କର ରକ୍ତ ପରୀକ୍ଷା କରାଯାଇଥିଲା। ସେଠାରେ…

ସିଏଏ, ଏନ୍‌ଆରସି ବିରୋଧ ପ୍ରଦର୍ଶନ ସମୟରେ ଜାମିଆ ଛାତ୍ର-ପୋଲିସ ମୁହାଁମୁହିଁ

ନୂଆଦିଲ୍ଲୀ,୧୦।୨: ଜାମିଆ ମିଲିଆ ଇସ୍‌ଲାମିଆର ଛାତ୍ରୀଛାତ୍ରମାନେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ସୋମବାର ଏକ ଶୋଭାଯାତ୍ରା ବାହାର କରିଥିଲେ। ସେହି ସମୟରେ ଛାତ୍ର ଓ ପୋଲିସ ମୁହାଁମୁହିଁ ହୋଇଛନ୍ତି। ଏଥିରେ କେତେକ ଛାତ୍ର ଆହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଛାତ୍ରମାନଙ୍କ…

ଆତଙ୍କବାଦୀଙ୍କ ସହ କଂଗ୍ରେସର ବରିଷ୍ଠ ନେତାଙ୍କ ସମ୍ପର୍କକୁ ନେଇ ସମନ ଜାରି କଲା ଏନ୍‌ଆଇଏ

ଶ୍ରୀନଗର,୧୦।୨: ଜମ୍ମୁ-କଶ୍ମୀରରେ କଂଗ୍ରେସର ବରିଷ୍ଠ ନେତା ଗୁଲାମ ମହମ୍ମଦ ସରୁରୀଙ୍କର ଆତଙ୍କବାଦୀଙ୍କ ସହ ସମ୍ପର୍କ ଥିବା ନେଇ ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି (ଏନ୍‌ଆଇଏ)କୁ ସୂଚନା ମିଳିଛି। ଏନେଇ ପଚରାଉଚୁରା ପାଇଁ ସୋମବାର ଗୁଲାମଙ୍କୁ ଏନ୍‌ଆଇଏ ପକ୍ଷରୁ ସମନ ଜାରି କରାଯାଇଛି। ଏହାପୂର୍ବରୁ…

କୃଷକଙ୍କ ସମସ୍ୟାକୁ ନେଇ ୬ଟି ରାଲିରେ ଯୋଗଦେବେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୦।୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆସନ୍ତା ଦିନରେ ଉତ୍ତରପ୍ରଦେଶରେ ୬ଟି ରାଲିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି ସମସ୍ତ ରାଲି କୃଷକଙ୍କ ସମସ୍ୟାକୁ ନେଇ ଆୟୋଜିତ କରାଯାଇଥିବା ଜଣାପଡିଛି। ପ୍ରଥମେ ବସ୍ତିରୁ ଏହି ରାଲି ଫେବୃୟାରୀ ୨୩ରେ…

୪ମାସରେ ୨୬ କିଲୋ ହ୍ରାସ କରି ଫଟୋ ଶେୟାର କଲେ ଟେନିସ୍‌ ଷ୍ଟାର

ନୂଆଦିଲ୍ଲୀ,୧୦।୨: ମା’ ହେବା ପରେ ଭାରତୀୟ ଟେନିସ୍‌ ଷ୍ଟାର ସାନିଆ ମିର୍ଜା ପ୍ରଶଂସକଙ୍କ ସମ୍ମୁଖରେ ନିଜର ଆଗାମୀ ଲକ୍ଷ୍ୟକୁ ସ୍ପଷ୍ଟ କରିଛନ୍ତି। ଖୁବ୍‌ଶୀଘ୍ର ଟେନିସ୍‌ର କୋର୍ଟକୁ ଫେରିବେ ବୋଲି ପ୍ରଶଂସକଙ୍କୁ ସେ ଏକ ଆଭାସ୍‌ ଦେଇଛନ୍ତି। ଆଉ ଏଥିପାଇଁ ୪ମାସ ପୂର୍ବରୁ…

ଗାର୍ଗି କଲେଜ ଘଟଣାକୁ ନିନ୍ଦା କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୦।୨: ଆମ ଆଦମୀ ପାଟି(ଏଏପି) ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୋମବାର ଟୁଇଟ୍‌ କରି ଗାର୍ଗି କଲେଜରେ ଛାତ୍ରୀଙ୍କୁ କରାଯାଇଥିବା ଦୁର୍ବବ୍ୟହାର ଘଟଣାର ନିନ୍ଦା କରିଛନ୍ତି। ଏହାସହ ଦୋଷୀଙ୍କୁ କଠୋର ଦଣ୍ଡ ଦିଆଯିବା ସହ ଛାତ୍ରୀମାନଙ୍କୁ ସୁରକ୍ଷା ଯୋଗାଇ…

ଦର୍ଶକଙ୍କୁ ପସନ୍ଦ ଆସୁଛି ‘ମଲଙ୍ଗ’

ଆଦିତ୍ୟ ରୟ କାପୁର ଓ ଦିଶା ପଟାନୀଙ୍କ ଷ୍ଟାରର୍‌ ଫିଲ୍ମ ‘ମଲଙ୍ଗ’ ବକ୍ସ ଅଫିସରେ ଭଲ ବ୍ୟବସାୟ କରିଛି। ‘ମଲଙ୍ଗ’ରେ ଆଦିତ୍ୟଙ୍କୁ ପୂରା ଦମଦାର ଅନ୍ଦାଜରେ ଦେଖିବାକୁ ମିଳିଛି। ଦିଶାଙ୍କ ଅଭିନୟ ସହ ଡ୍ୟାନ୍ସ ମଧ୍ୟ ଆକର୍ଷଣର କେନ୍ଦ୍ରବିନ୍ଦୁ ହୋଇଛି। ଫିଲ୍ମଟିରେ…

ଅଣ୍ଡା ମାଡ଼ କରି କହ୍ନେୟା କୁମାରଙ୍କୁ ବିରୋଧ

ଜମୁଇ,୧୦।୨: ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ) ଛାତ୍ରସଂଘର ପୂର୍ବତନ ଅଧ୍ୟକ୍ଷ ତଥା ଭାଜପା ନେତା କହ୍ନେୟା କୁମାରଙ୍କ ଉପରକୁ ସୋମବାର ପୁଣି ଥରେ ଆକ୍ରମଣ ହୋଇଛି। ବିହାରର ଜମୁଇରୁ ନଓ୍ବାଡାକୁ ତାଙ୍କ ରାଲି ଯାଉଥିବା ବେଳେ ରାସ୍ତାରେ କେହି ଦୁର୍ବୃତ୍ତ ଅଣ୍ଡା…

ଫରେଷ୍ଟର ଶୋଭାକର ସିଂ ଗିରଫ ଘଟଣା: ବନ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

କପ୍ତିପଦା,୧୦।୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ବନ ବିଭାଗ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ କରି ଫରେଷ୍ଟର ଶୋଭାକର ସିଂଙ୍କୁ ଫେବୃୟାରୀ ୬ତାରିଖରେ ଗିରଫ କରିଥିଲା। ଏହି ଘଟଣାରେ ସୋମବାର କପ୍ତିପଦା ଉନ୍ନୟନ୍ନ ମଞ୍ଚ ପକ୍ଷରୁ ବନ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି…

କରୋନା ଭାଇରସ୍‌କୁ ରୋକିବା ପାଇଁ ଚାଇନା ଗଲେ ରାକ୍ଷୀ ସାଓ୍ବନ୍ତ

ଚାଇନାରେ କରୋନା ଭାଇରସ ସଂକ୍ରମଣଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ମୃତ୍ୟୁସଂଖ୍ୟା ୯୦୦ ଟପିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୩୪,୮୦୦କୁ ବୃଦ୍ଧି ପାଇଛି। ଏହି ମାରାତ୍ମକ ଭାଇରସ୍‌ର ମୁକାବିଲା ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ବାହାରି ପାରିନାହିଁ। ଏସବୁ ଭିତରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri