Home

ବାଣଫୁଟାରେ ରେକର୍ଡ: ୧.୩ ଟନ୍‌ ବାରୁଦ ଦେଢ଼ କିମି ଉପର ଫୁଟିଲା

ଓ୍ବାଶିଂଟନ,୧୦।୨: ଆମେରିକାରେ ବାଣଫୁଟାରେ ଏକ ରେକର୍ଡ ହୋଇଛି। ଏହି ବାଣ ଭୂପୃଷ୍ଠଠାରୁ ଦେଢ଼ କିମି ଉପରେ ଫୁଟିଛି। କୋଲୋରାଡାରେ ହୋଇଥିବା ଓ୍ବିଣ୍ଟର ଫେଷ୍ଟିଭାଲରେ ଏଭଳି କରାଯାଇଛି। ୧.୩ ଟନ୍‌ ବାରୁଦରେ ଏହି ବାଣ ତିଆରି ହୋଇଥିଲା। ଏହି ବାଣର ଉଚ୍ଚତା ୬୨…

ଇବୋଲାକୁ ଡରି ନ ଥିବା ଚାଇନାର ବହୁ ସହର କରୋନା ଯୋଗୁ ଜନଶୂନ୍ୟ !

ବେଜିଂ,୧୦।୨: ଚାଇନାର କରୋନା ମହାମାରୀ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଦେଶର ୩୦ଟିରୁ ଅଧିକ ସହରରେ ସନ୍ଦିଗ୍ଧ ଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ଚାଇନାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୯୦୮ରେ ପହଞ୍ଚିଛି। ୪୦ ହଜାରରୁ ଅଧିକ…

ବିଭିନ୍ନ ସମସ୍ୟାର ସମାଧାନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୧୦।୨(ସ୍ବ.ପ୍ର.) : ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ସ୍ଥାନୀୟ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସ ଛାତ୍ରୀଛାତ୍ର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଧାରଣାରେ ବସିଛନ୍ତି। ରାସ୍ତା ନ ଥିବାରୁ ଛାତ୍ରୀଛାତ୍ର ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ବିଶେଷକରି ଛାତ୍ରୀମାନେ…

ପ୍ରଥମ ଫିଲ୍ମ ସମ୍ପର୍କରେ ଏମିତି କହିଲେ ‘ଜଓ୍ବାନୀ ଜାନେମନ୍‌’ର ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଆଲୟା ଫର୍ନିଚରଓ୍ବାଲା ଏବେ ଖୁବ୍‌ ବିଜି ରହୁଛନ୍ତି। ମାସକ ତଳେ ରିଲିଜ୍‌ ହୋଇଥିବା ଫିଲ୍ମ ‘ଜଓ୍ବାନୀ ଜାନେମନ୍‌’ରେ ପୂଜା ବେଦୀଙ୍କ ଝିଅ ଆଲୟା ନିଖୁଣ ଅଭିନୟ କରି ଦର୍ଶକଙ୍କ ହୃଦୟ ଜିତି ଯାଇଛନ୍ତି। ଏକ ସାକ୍ଷାତକାରରେ ଆଲୟା…

କରେଣ୍ଟ ଲାଗି ବସ୍‌ ଦୁର୍ଘଟଣା ପ୍ରସଙ୍ଗ: ୪ ଯନ୍ତ୍ରୀ ନିଲମ୍ବିତ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଗଞ୍ଜାମ ଜିଲା ଗୋଳନ୍ଥରା ବସ ଟ୍ରାଜେଡି ଯୋଗୁ ୧୦ ଜଣ ଆଖି ବୁଜି ସାରିଥିବା ବେଳେ ୨୨ ଜଣ ଆହତ ଏବେ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣାରେ ସୋମବାର ଦାୟିତ୍ୱରେ ଅବହେଳା ପାଇଁ ୪ ଯନ୍ତ୍ରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ…

ଖାଲି ପାଦରେ ୧୨ କିଲୋମିଟର ଚାଲି ତିରୁପତି ଦର୍ଶନ କଲେ ଜାହ୍ନବୀ

ମୁମ୍ବାଇ: ବଲିଉଡ୍‌ ନବାଗତା ଅଭିନେତ୍ରୀ ଜାହ୍ନବୀ କପୁର ଯେତେ ଆଧୁନିକ ହେଲେ ମଧ୍ୟ ନିଜ ସଂସ୍କୃତିକୁ ସେ ବେଶ୍‌ ଭଲ ପାଆନ୍ତି। ପ୍ରାୟ ସମୟରେ ତାଙ୍କୁ ପାରମ୍ପରିକ ଶାଢ଼ୀରେ ମଧ୍ୟ ଦେଖିବାକୁ ମିଳିଥାଏ। ସୋମବାର ସକାଳେ ଜାହ୍ନବୀ ଭିଆଇପି ବ୍ରେକ୍‌ ସମୟରେ…

ସୁପରଷ୍ଟାର ବିଜୟଙ୍କ ଘରେ ଚଢ଼ାଉ ପରେ ପୁଣି ଆୟକର ନୋଟିସ

ବେଙ୍ଗାଲୁରୁ,୧୦।୨: ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ବିଜୟଙ୍କୁ ଆୟକର ବିଭାଗ ପକ୍ଷରୁ ଏବେ ପୁଣି ନୋଟିସ୍‌ ଜାରି ହୋଇଛି। ଫେବୃୟାରୀ ୫ରେ ତାଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଆୟକର ଟିକସ ଫାଙ୍କି ଏବଂ ଅମ୍ବୁ ଚେଝିଆନ୍‌ଙ୍କ ସହିତ…

ଗେଷ୍ଟ୍‌ ହାଉସ୍‌ରୁ ୨ ଚୋରଙ୍କୁ ଧରିଲା ପୋଲିସ

ଧାମନଗର,୧୦।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗରସ୍ଥିତ ଖାନକା ପରିସରରେ ଥିବା ଏକ ଗେଷ୍ଟ୍‌ହାଉସ୍‌ରେ ୧୦ଦିନ ଧରି ରହିଆସୁଥିବା ଦୁଇ ଚାଉଳ ଚୋରଙ୍କୁ ଝାରସୁଗୁଡ଼ା ଆର୍‌ପିଏଫ୍‌ ପୋଲିସ ସୋମବାର ଗିରଫ କରିଛି। ଉକ୍ତ ଦୁଇ ଅଭିଯୁକ୍ତଙ୍କ ମୋବାଇଲ ଟ୍ରାକିଂ କରି ପୋଲିସ ସୋମବାର ଆସି…

ତାପସୀଙ୍କ ଫିଲ୍ମର ଟ୍ରେଲର ଦେଖି ଭାବୁକ ହୋଇପଡ଼ିଲେ କେନ୍ଦ୍ରମନ୍ତ୍ରୀ

ମୁମ୍ବାଇ: ନିକଟରେ ବଲିଉଡ୍‌ ଅଭିନେତ୍ରୀ ତାପସୀ ପାନ୍ନୁଙ୍କ ଅପ୍‌ କମିଂ ଫିଲ୍ମ ‘ଥପ୍ପଡ଼’ର ଟ୍ରେଲର ରିଲିଜ୍‌ ହୋଇଛି। ଏହି ଟ୍ରେଲରକୁ ଦର୍ଶକେ ବେଶ୍‌ ପସନ୍ଦ କରିଛନ୍ତି। ଏଥିରେ ଦେଖିବାକୁ ମିଳିଛି ଯେ, ଜଣେ ମହିଳା ନିଜ ସ୍ବାମୀଙ୍କଠାରୁ ଏଥିପାଇଁ ଅଲଗା ହେବାକୁ…

ଇଂଲିଶ୍‌ର ସବୁଠାରୁ ଲମ୍ବା ଶବ୍ଦ: ଉଚ୍ଚାରଣ କରିବାକୁ ଲାଗେ ସାଢ଼େ ୩ ଘଣ୍ଟା

ନ୍ୟୁୟର୍କ,୧୦।୨: ସାଧାରଣତଃ କେତେକ ଇଂଲିଶ୍‌ ଶବ୍ଦକୁ ଉଚ୍ଚାରଣ କରିବାରେ ଅସୁବିଧା ହୋଇଥାଏ। ଚେକୋସ୍ଲୋଭାକିଆ ଭଳି ଶବ୍ଦ ଉଚ୍ଚାରଣକାରୀଙ୍କୁ ଅସୁବିଧାରେ ପକାଇଥାଏ। ତେବେ ଇଂଲିଶ୍‌ରେ ଏଭଳି ଏକ ଶବ୍ଦ ରହିଛି ଯାହାକୁ ଉଚ୍ଚାରଣ କରିବା ଲାଗି ସାଢ଼େ ୩ ଘଣ୍ଟା ଲାଗିଥାଏ। ଏହି…

ପୁଣି ଚର୍ଚ୍ଚାରେ ଡାବୁଗାଁ ବିଧାୟକ: ଗର୍ଭବତୀଙ୍କୁ ୫ କିଲୋମିଟର କାନ୍ଧରେ ବୋହି ଡାକ୍ତରଖାନାରେ ପହଞ୍ଚାଇଲେ

ପାପଡ଼ାହାଣ୍ଡି,୧୦।୨(ଡି.ଏନ୍‌.ଏ.): ସବୁବେଳେ ଜନହିତକର କାର୍ଯ୍ୟକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ନବରଙ୍ଗପୁର ଜିଲା ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ। ଲୋକଙ୍କ ଠାରୁ ଅଭିଯୋଗ ପାଇବା ସଙ୍ଗେ ସଙ୍ଗେ ପହଞ୍ଚି ଯାଇ ସାହାଯ୍ୟ କରିବାକୁ ପଛାଉନାହାନ୍ତି। ସୋମବାର ଜଣେ ଗର୍ଭବତୀ ମହିଳା ପ୍ରସବ ଯନ୍ତ୍ରଣାରେ…

କରୋନାଭାଇରସର ସତ୍ୟତା ବଖାଣୁଥିବା ବ୍ୟକ୍ତିଙ୍କୁ ଅପହରଣ କରୁଛି ଚାଇନା!

ବେଜିଂ,୧୦।୨: ଚାଇନା କାହିଁକି ଏବେ ସାରା ବିଶ୍ୱରେ କରୋନାଭାଇରସ ସମସ୍ତଙ୍କ ନିଦ ହଜାଇ ଦେଇଛି। ଏହାର ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଚାଇନା ସରକାର କରୋନାର ମୁକାବିଲା କରିବାରେ ଫେଲ୍‌ ମାରିଥିବା କୁହାଯାଉଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri