Home

ପ୍ରକାଶ ପାଇଲା ରାଜ୍ୟ ସଭା ନିର୍ବାଚନ ବିଜ୍ଞପ୍ତି: ଆଜିଠୁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ, ୨୬ରେ ନିର୍ବାଚନ

ଭୁବନେଶ୍ୱର, ୬।୩(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ୧୭ଟି ରାଜ୍ୟର ୫୫ଟି ଆସନ ପାଇଁ ନିର୍ବାଚନ ହେବ। ଓଡ଼ିଶାରେ ଖାଲି ପଡ଼ିଥିବା ୪ଟି ଆସନ ପାଇଁ ହେବ ନିର୍ବାଚନ। ଏ ନେଇ ଶୁକ୍ରବାରଠାରୁ ପ୍ରାର୍ଥୀମାନେ ନାମାଙ୍କନପତ୍ର…

ଏସସିବିରୁ କରୋନା ସନ୍ଦିଗ୍ଧ ଚମ୍ପଟ

କଟକ ଅଫିସ,୫।୩: କରୋନାକୁ ନେଇ ରାଚିଆଡେ ଭୟର ମାହୋଲ। ଏଭଳି ସ୍ଥଳେ କଟକ ଏସ୍‌ସିବି ମେଡିକାଲର କରୋନା ୱାର୍ଡରୁ ଜଣେ ସନ୍ଦିଗ୍ଧ ଗୁରୁବାର ରାତିରୁ ଚମ୍ପଟ ମାରିଛନ୍ତି। ସମ୍ପୃକ୍ତ ବ୍ୟକ୍ତି ଆୟରଲାଣ୍ଡର ନାଗରିକ ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର…

ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଆର୍‌ଟିଓ: ଏକକାଳୀନ ୫ ସ୍ଥାନରେ ଚଢ଼ାଉ

ନବରଙ୍ଗପୁର,୬।୩(ବି.ପ୍ର.): ନବରଙ୍ଗପୁର ଆର୍‌ଟିଓ ଗଣେଶ୍ୱର କଅଁର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଶୁକ୍ରବାର ସକାଳୁ ଏକକାଳୀନ ଘର, କାର୍ଯ୍ୟାଳୟ, ଫୁଲବାଣୀସ୍ଥିତ ଘର, ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଢ଼ାଉ ଜାରି ରହିଛି। ସୂଚନାଯୋଗ୍ୟ,ଫେବୃୟାରୀ ୨୨ ତାରିଖରେ ଉକ୍ତ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ଡାଟା ଏଣ୍ଟ୍ରି…

ଘନେଇଲା କମଲନାଥଙ୍କ ସଙ୍କଟ

ଭୋପାଳ, ୬ା୩(ପି.ଟି.): ମଧ୍ୟପ୍ରଦେଶର କମଲନାଥ ସରକାରଙ୍କ ସଙ୍କଟ ଘନେଇବାରେ ଲାଗିଛି। ଗୁରୁବାର କଂଗ୍ରେସ ବିଧାୟକ ହରଦୀପ ସିଂ ଡଙ୍ଗ୍‌ ନିଜର ଇସ୍ତଫାପତ୍ର ବାଚସ୍ପତି ଏନ୍‌.ପି. ପ୍ରଜାପତିଙ୍କ ନିକଟକୁ ପଠାଇଛନ୍ତି। ଦ୍ୱିତୀୟ ଥର ସେ କଂଗ୍ରେସ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ବି…

ବିଳମ୍ବ ବ୍ୟୟ ବୃଦ୍ଧି

ଅବିଭକ୍ତ ଗଞ୍ଜାମ (ଗଜପତି ସହ) ଜିଲାର ପ୍ରାୟ ୭୦% ଜନସାଧାରଣ କେବଳ କୃଷି କାର୍ଯ୍ୟ ଉପରେ ନିର୍ଭର କରନ୍ତି। ତେବେ ଚାଷ ପାଇଁ ସେଚ ବ୍ୟବସ୍ଥାର ପର୍ଯ୍ୟାପ୍ତ ସୁବିଧା ନ ଥିବାରୁ ସେମାନେ ଚିନ୍ତାରେ ଅଛନ୍ତି। ଜଳସେଚନର ଉନ୍ନତୀକରଣ ପାଇଁ ସରକାର…

ଭାରତରେ ପ୍ରବେଶ ପାଇଁ ଆବଶ୍ୟକ ସ୍ବାସ୍ଥ୍ୟ ପ୍ରମାଣପତ୍ର

ନୂଆଦିଲ୍ଲୀ,୬ା୩(ପି.ଟି.): ଭାରତ ସରକାର ଭିଜା ଉପରେ ଅତିରିକ୍ତ କଟକଣା ଜାରି କରିଛନ୍ତି। କରୋନା ସଂକ୍ରମିତ ଇଟାଲୀ ଏବଂ ଦକ୍ଷିଣ କୋରିଆରୁ ଆସିଥିବା କିମ୍ବା ସେଠାକୁ ଯାଇଥିବା ବ୍ୟକ୍ତି ଭାରତରେ ପ୍ରବେଶ କରିବାକୁ ହେଲେ ସେମାନଙ୍କୁ କରୋନା ନେଗେଟିଭ୍‌ ପ୍ରମାଣପତ୍ର ଦେଖାଇବାକୁ ହେବ।…

ଓଡ଼ିଶାରେ ହେଉ କରୋନା ପରୀକ୍ଷା କେନ୍ଦ୍ର

ନୂଆଦିଲ୍ଲୀ,୬ା୩: ପାର୍ଲାମେଣ୍ଟରେ ଗୁରୁବାର କରୋନା ସମ୍ପର୍କିତ ଆଲୋଚନା ବେଳେ ଓଡ଼ିଶା ଓ ଦେଶର ଅନ୍ୟ ଭାଗରେ ତୁରନ୍ତ ପରୀକ୍ଷା କେନ୍ଦ୍ର ଖୋଲିବା ଲାଗି ବିଜେଡି ଏମ୍‌ପି ଦାବି କରିଥିଲେ। ଏଥିସହିତ ଭୁବନେଶ୍ୱର ବିମାନବନ୍ଦରରେ ଏକ ଯାଞ୍ଚ ଓ କ୍ୱାରାଣ୍ଟାଇନ କେନ୍ଦ୍ର ଖୋଲିବା…

ଆଜିଠାରୁ ଜାତୀୟ ମହିଳା ଓ୍ବେଲ୍ଡିଂ ଲିଗ୍‌

ଭୁବନେଶ୍ୱର,୬।୩(ବ୍ୟୁରୋ): ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି ଓ ଫ୍ରୋନିଅସ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ମିଳିତ ଆନୁକୂଲ୍ୟରେ ‘ନ୍ୟାଶନାଲ ଓ୍ବେଲ୍ଡିଂ ଲିଗ୍‌ ଅଫ୍‌ ଓ୍ବିମେନ୍‌ ଷ୍ଟୁଡେଣ୍ଟସ’ ବା ଜାତୀୟ ମହିଳା ଓ୍ବେଲ୍ଡିଂ ଲିଗ୍‌ର ଦ୍ୱିତୀୟ ସଂସ୍କରଣ ଭୁବନେଶ୍ୱରରେ ଅନୁଷ୍ଠିତ ହେବ। ଏହି ୩ଦିନିଆ…

ମୁକାବିଲା ପାଇଁ ନିଆଯାଉଛି ପଦକ୍ଷେପ

ନୂଆଦିଲ୍ଲୀ,୬ା୩(ପି.ଟି.): ଦେଶରେ କରୋନା ସଂକ୍ରମଣ ରୋକିବା ଲାଗି ସବୁ ପଦକ୍ଷେପ ନିଆଯାଉଛି। ଅଦ୍ୟାବଧି ୨୮,୫୨୯ ଜଣଙ୍କୁ ପର୍ଯ୍ୟବେକ୍ଷଣରେ ରଖାଯାଇଛି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଗୁରୁବାର ପାର୍ଲାମେଣ୍ଟର ଉଭୟ ଗୃହରେ କହିଛନ୍ତି। ବୁଧବାର ସୁଦ୍ଧା ଦେଶରେ ୨୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ।…

ଶନିବାର ହାଇକୋର୍ଟରେ ବସିବ ସ୍ବତନ୍ତ୍ର ବେଞ୍ଚ

କଟକ ଅଫିସ,୬।୩: ଓଡ଼ିଶା ପୋଲିସ ଆନୁକୂଲ୍ୟରେ ‘ପୋଲିସରେ ମହିଳା’ ଶୀର୍ଷକ ଦିନିକିଆ ସମ୍ମିଳନୀ ଶୁକ୍ରବାର ଓଏସ୍‌ଏପି ଷଷ୍ଠ ବାଟାଲିୟନଠାରେ ଅନୁଷ୍ଠିତ ହେବ। ମହିଳା ପୋଲିସ ଅଧିକାରୀ ଓ କର୍ମଚାରୀ କର୍ମକ୍ଷେତ୍ରରେ ସମ୍ମୁଖୀନ ହେଉଥିବା ବିଭିନ୍ନ ଲିଙ୍ଗଗତ ସମସ୍ୟା ଓ ତା’ର ସମାଧାନ…

ଆଜି ମହିଳା ପୋଲିସ ସମ୍ମିଳନୀ

କଟକ ଅଫିସ,୬।୩: ଓଡ଼ିଶା ପୋଲିସ ଆନୁକୂଲ୍ୟରେ ‘ପୋଲିସରେ ମହିଳା’ ଶୀର୍ଷକ ଦିନିକିଆ ସମ୍ମିଳନୀ ଶୁକ୍ରବାର ଓଏସ୍‌ଏପି ଷଷ୍ଠ ବାଟାଲିୟନଠାରେ ଅନୁଷ୍ଠିତ ହେବ। ମହିଳା ପୋଲିସ ଅଧିକାରୀ ଓ କର୍ମଚାରୀ କର୍ମକ୍ଷେତ୍ରରେ ସମ୍ମୁଖୀନ ହେଉଥିବା ବିଭିନ୍ନ ଲିଙ୍ଗଗତ ସମସ୍ୟା ଓ ତା’ର ସମାଧାନ…

ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା: ରଥଖଳାରେ ରଥକାଠ ଅନୁକୂଳ ସମ୍ପନ୍ନ

ପୁରୁଣା ଭୁବନେଶ୍ୱର,୬।୩ (ଡି.ଏନ.ଏ.): ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ପାଇଁ ଗୁରୁବାର ମନ୍ଦିର ସନ୍ନିକଟ ରଥଖଳାରେ ରଥକାଠ ଅନୁକୂଳ ରୀତିନୀତି ଅନୁସାରେ ସମ୍ପନ୍ନ ହୋଇଛି। ପ୍ରାତଃରୁ ଶ୍ରୀଜୀଉଙ୍କ ଦୈନନ୍ଦିନ ନୀତି ଆଳତି, ଅବକାଶ, ସର୍ବସାଧାରଣ ଦର୍ଶନ, ପରେ ମାଘ ସ୍ନାନ, ବେଶ, ସୂର୍ଯ୍ୟପୂଜା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?