ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଦେଲେ
ହଜାରିବାଗ୍, ୧୦ା୨: ଝାଡ଼ଖଣ୍ଡର ହଜାରିବାଗ୍ରେ ଦୁର୍ବୃତ୍ତମାନେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦେଇଛନ୍ତି। ଓ୍ବାର୍ଡ ନଂ. ୨୪ର କୁମ୍ହାର ଟୋଲିରେ ନିର୍ମିତ ଏହି ପ୍ରତିମୂର୍ତ୍ତିରେ ଗାନ୍ଧିଜୀ ବାଡ଼ି ଧରିଥିବା ଡାହାଣ ହାତଟି ଶରୀରରୁ ସମ୍ପୂର୍ଣ୍ଣ ଅଲଗା ହୋଇଯାଇଛି। ଏଥିସହ ୨ ଗୋଡ଼…
ପିଏମ୍ କିଷାନ ହିତାଧିକାରୀଙ୍କୁ ୨୩ ସୁଦ୍ଧା କ୍ରେଡିଟ୍ କାର୍ଡ
ଜଗତ୍ସିଂହପୁର ଅଫିସ,୧୦ା୨: ଜଗତ୍ସିଂହପୁର ଜିଲାରେ ପାଖାପାଖି ୧,୧୦,୦୦୦ ଲୋକଙ୍କୁ ପ୍ରଧାନମନ୍ତ୍ରୀ (ପିଏମ୍) କିଷାନ ଯୋଜନାରେ ସହାୟତା ରାଶି ପ୍ରଦାନ କରାଯାଇଛି। ଏଥିମଧ୍ୟରେ ହିତାଧିକାରୀଙ୍କୁ ୨,୦୦୦ ଟଙ୍କା ଲେଖାଏ ୪ଟି କିସ୍ତିରେ ୮,୦୦୦ ଟଙ୍କା ମିଳି ସାରିଲାଣି। କିନ୍ତୁ ଅନେକ ହିତାଧିକାରୀଙ୍କୁ କିଷାନ…
ମିନି ବସ୍ ଓଲଟି ଜଣେ ମୃତ: ଆହତ ୨୦ ଜଣଙ୍କ ମଧ୍ୟରେ ୧୦ ଶିଶୁ
ନୟାଗଡ଼ ଅଫିସ/ଖଣ୍ଡପଡା,୧୦ା୨(ସ୍ବ.ପ୍ର.): ରବିବାର ଅପରାହ୍ନ ୪ଟାରେ ଖଣ୍ଡପଡା-ନୟାଗଡ଼ ପୂର୍ତ୍ତବିଭାଗ ରାସ୍ତାର କଇଁଥପଲ୍ଲୀ ଗ୍ରାମ ନିକଟରେ ମିନି ବସ୍ ଓଲଟି ଜଣଙ୍କର ମୃତ୍ୟୁ ଘଟିଛି । ସେ ହେଲେ ରାମଚନ୍ଦ୍ର ରଣା ଓରଫ ଝୁନା (୪୫), ଘର ଗଞ୍ଜାମ ଜିଲା ଛତ୍ରପୁର ଥାନା…
ବାଇକ୍ ପରି ଦୌଡୁଛି ସାଇକେଲ ପ୍ରୋମାନନ୍ଦଙ୍କ ନୂଆ ଉଦ୍ଭାବନ
ନୟାଗଡ଼ ଅଫିସ,୧୦ା୨(ଲୋକନାଥ ମିଶ୍ର): ବାଇକ୍ ପରି ଦୌଡୁଛି ସାଇକେଲ। ଷ୍ଟାର୍ଟ କରିବା ପରେ ଆକ୍ସିଲିରେଟର ବଢାଇବା କ୍ଷଣି ଏହାର ବେଗ ବଢ଼ୁଛି। ହର୍ନ ମଧ୍ୟ ବାଜୁଛି। ପେଟ୍ରୋଲ ବଦଳରେ ଏଥିରେ ବ୍ୟାଟେରି ସଂଯୋଗ ହୋଇଛି। ଏହାକୁ ୪ ଘଣ୍ଟା ଚାର୍ଜ କଲେ…
ଗାର୍ଗୀ କଲେଜରେ ଯୌନ ଉତ୍ପୀଡ଼ନ
ନୂଆଦିଲ୍ଲୀ,୧୦ା୨(ଆଇଏଏନ୍ଏସ୍): ନୂଆଦିଲ୍ଲୀସ୍ଥିତ ଗାର୍ଗୀ କଲେଜର କେତେଜଣ ଛାତ୍ରୀ ଯୌନ ଉତ୍ପୀଡ଼ନର ଶିକାର ହୋଇଛନ୍ତି। ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିଥିବାବେଳେ ସେମାନଙ୍କ ସହ ଅଶାଳୀନ ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି। ଯୌନ ଉତ୍ପୀଡ଼ନ ବେଳର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ…
ଜଟିଳ ହେଉଛି କରୋନା ସ୍ଥିତି: ସହଯୋଗର ହାତ ବଢ଼ାଇଲା ଭାରତ
ବେଜିଂ/ନୂଆଦିଲ୍ଲୀ/ ପଣଜୀ, ୧୦ା୨(ପି.ଟି.): ଦିନକୁ ଦିନ କ୍ରମଶଃ ଜଟିଳ ହେବାରେ ଲାଗିଛି କରୋନା ଭାଇରସ୍ ସଂକ୍ରମଣ ସ୍ଥିତି। ଚାଇନାରେ ଏପର୍ଯ୍ୟନ୍ତ ଏହି ଭୂତାଣୁ ସଂକ୍ରମଣରେ ୮୧୧ ଜଣ ପ୍ରାଣ ହରାଇଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୩୭,୧୯୮କୁ ବୃଦ୍ଧି ପାଇଛି। ଦିନ କେଇଟା ମଧ୍ୟରେ…
ଧରାପଡ଼ିଲେ ବ୍ରାଉନସୁଗାର ଡିଲର ଲାଡେନ, ରାଜୁ
ଭୁବନେଶ୍ୱର(ବ୍ୟୁରେ)/ବାଲିଅନ୍ତା (ଡି.ଏନ୍.ଏ.),୧୦।୨: ଅପରେଶନ ପଏଣ୍ଟ ଥିଲା ଫୁଲନଖରା ଛକରୁ ସିମ୍ପୋନୀ ମଲ୍ ସମ୍ମୁଖ ଜାତୀୟ ରାଜପଥ। ଟାର୍ଗେଟ ଥିଲା ବାଲେଶ୍ୱରରୁ ଭୁବନେଶ୍ୱର ଆସୁଥିବା ବ୍ରାଉନସୁଗାର ମାଫିଆ ଲାଡେନ। ଓଭରବ୍ରିଜ, ଜଳଖିଆ ଦୋକାନ, ଟ୍ରକ୍, ବସ୍ଷ୍ଟପ୍ରେ ବିଭିନ୍ନ ଛଦ୍ମବେଶରେ ଜଗି ରହିଥିଲେ ଡ୍ରଗ୍…
ପୁଣି ଚର୍ଚ୍ଚାରେ ଶାହାଙ୍କ ଗସ୍ତ: ବିଶାଳ ସାଧାରଣ ସଭା କରିବାକୁ ଯୋଜନା କରୁଛି ଭାଜପା
ଭୁବନେଶ୍ୱର,୧୦।୨(ବ୍ୟୁରୋ): ପୂର୍ବାଞ୍ଚଳ ପରିଷଦ ବୈଠକ ଚଳିତ ମାସ ଶେଷସୁଦ୍ଧା ଓଡିଶା ଲୋକସେବା ଭବନରେ ଅନୁଷ୍ଠିତ ହେବ ବୋଲି ଶୁଣିବାକୁ ମିଳୁଛି। ଉକ୍ତ ବୈଠକ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଦୀର୍ଘ ୨୯ବର୍ଷ ପରେ ଏହି ବୈଠକ ଓଡିଶାରେ ହେବାକୁ…
ସୁଧୁରୁନି ସ୍ବାସ୍ଥ୍ୟସେବା
ରାଜ୍ୟ ଓ କେନ୍ଦ୍ର ସରକାର ସ୍ବାସ୍ଥ୍ୟ ସେବା ଉପରେ ଗୁରୁତ୍ୱ ଦେଉଥିବା ବ୍ୟାପକ ପ୍ରଚାର ହେଉଛି। ବାସ୍ତବରେ କିନ୍ତୁ ପ୍ରଚାର ତୁଳନାରେ କାମ ହେଉଥିବା ଅନୁଭବ ହେଉନାହିଁ। ଯାହାର ଜ୍ୱଳନ୍ତ ପ୍ରମାଣ ଦେଖିବାକୁ ମିଳିଛି ଜଗତ୍ସିଂହପୁର ଜିଲାରେ। ଜିଲା ମୁଖ୍ୟ ଚିକିତ୍ସାଳୟରେ…
ଯାତ୍ରା ଆୟୋଜକ, ପାର୍ଟି ମ୍ୟାନେଜର, ଡ୍ୟାନ୍ସରଙ୍କ ନାଁରେ ମାମଲା
ଭୁବନେଶ୍ୱର,୧୦।୨(ବ୍ୟୁରୋ): କଟକଣା ସତ୍ତ୍ୱେ ଖଣ୍ଡଗିରି ଯାତ୍ରାରେ ନଗ୍ନ ନୃତ୍ୟ ପ୍ରଦର୍ଶନକୁ ନେଇ କଳିଙ୍ଗ ଗଣନାଟ୍ୟ ପାଇଁ ଅଡୁଆ ବଢ଼ିଛି। ପାର୍ଟି ମ୍ୟାନେଜର, ଯାତ୍ରା ଆୟୋଜକ ଓ ନଗ୍ନ ନୃତ୍ୟ ପ୍ରଦର୍ଶନ କରିଥିବା ଡ୍ୟାନ୍ସର ଲଭ୍ଲୀଙ୍କ ନାମରେ ଖଣ୍ଡଗିରି ଥାନାରେ ଆଇପିସି ଦଫା…
ଜାପାନରୁ ଫେରିଲା ୨ ଓଡ଼ିଆଙ୍କ ମୃତଦେହ
ଭୁବନେଶ୍ୱର,୧୦।୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଏବଂ ଓଡ଼ିଶା: ମୋ ପରିବାର ସଙ୍ଗଠନ ପ୍ରଚେଷ୍ଟା କ୍ରମେ ଜାପାନରୁ ୨ ଓଡ଼ିଆଙ୍କ ମୃତଦେହ ଶୁକ୍ରବାର ଫେରିପାରିଛି। ଜାପାନର ଟୋକିଓ ସହରରେ ରୋଷେୟା କାମ କରୁଥିବା ୨ ଓଡ଼ିଆଙ୍କ କିଛିଦିନ ତଳେ ମୃତ୍ୟୁ ହୋଇଥିଲା। ଏହି…
ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବୈଠକ
ଭୁବନେଶ୍ୱର,୧୦।୨(ବ୍ୟୁରୋ): ଚଳିତବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪୩୭୩ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହା ଗତବର୍ଷ ବ୍ୟୟ ବରାଦଠାରୁ ୨୨୦କୋଟି ଟଙ୍କା କମ୍ ରହିଛି। ପୂର୍ବତଟ ରେଳପଥ ଲାଗି ଚଳିତ ଥର ୫୮୬୫ କୋଟି…
Archives


