Home

ଆଇନ ଶୃଙ୍ଖଳା ନିୟନ୍ତ୍ରଣ କ୍ଷେତ୍ରରେ ହୋମଗାର୍ଡଙ୍କ ଭୂମିକା ଗୁରୁତ୍ୱପୁର୍ଣ୍ଣ

ଭଦ୍ରକ ଅଫିସ, ୬।୧୨: ଭଦ୍ରକ ଜିଲା ଚରମ୍ପା ରିଜର୍‌ ପଡିଆରେ ଶୁକ୍ରବାର ତମ ହୋମଗାର୍ଡ ଦିବସ ପାଳିତ ହୋଇଯାଇଛି। ଆରକ୍ଷୀ ଅଧୀକ୍ଷକ ରାଜେଶ ପଣ୍ଡିତ ଯୋଗଦେଇ ଆଇନ ଶୃଙ୍ଖଳା ନିୟନ୍ତ୍ରଣ କ୍ଷେତ୍ରରେ ହୋମଗାର୍ଡଙ୍କ ଗୁରୁତ୍ୱପୁର୍ଣ୍ଣ ଭୂମିକା ଥିବା କହିଥିଲେ। ଏହି କାର୍ଯ୍ୟକ୍ରମରେ…

କେମିତି ହୋଇଥିଲା ହାଇଦ୍ରାବାଦ ଗଣବଳାତ୍କାର ଅଭିଯୁକ୍ତଙ୍କୁ ଏନକାଉଣ୍ଟର

ହାଇଦ୍ରାବାଦ୍‌,୬।୧୨: ୮ ଦିନ ତଳେ ତେଲେଙ୍ଗାନରେ ଡାକ୍ତରାଣୀଙ୍କୁ ଗଣବଳାତ୍କାର ଓ ହତ୍ୟା ଘଟଣା ସାରା ଦେଶରେ ଚହଳ ସୃଷ୍ଟି କରିଥିଲା। ଏହି ଘଟଣାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତ ଆରିଫ, ଜୋଲ୍ଲୁ ଶିବା, ଜୋଲ୍ଲୁ ନବୀନ ଏବଂ ଚିନ୍ତାକୁନ୍ତା ଚେନ୍ନାକେଶବୁଲୁଙ୍କୁ ପୋଲିସ…

ହାଇଦ୍ରାବାଦ୍‌ ପୋଲିସଙ୍କୁ ସଲାମ: ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ, ୬।୧୨: ତେଲେଙ୍ଗାନାର ଡାକ୍ତରାଣୀଙ୍କୁ ଗଣବଳାତ୍କାର କରିବା ପରେ ହତ୍ୟା କରିଥିବା ୪ ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ଶୁକ୍ରବାର ସକାଳୁ ଏଭଳି ଘଟଣା ସାମ୍ନାକୁ ଆସିବା ପରେ ସାରା ଦେଶରେ ଆଶ୍ୱସ୍ତି ଖେଳିଯାଇଛି। ୨୦୧୨ରେ ଦିଲ୍ଲୀରେ ଘଟିଥିବା ଗଣବଳାତ୍କାର…

ହାଇଦାବ୍ରାଦ୍‌ ଗଣବଳାତ୍କାର ଅଭିଯୁକ୍ତଙ୍କୁ ଏନକାଉଣ୍ଟର: ପିତା କହିଲେ, ମୋ ଝିଅକୁ ଏବେ ମିଳିବ ଶାନ୍ତି

ହାଇଦ୍ରାବାଦ,୬।୧୨: ସାରା ଦେଶକୁ ଦୋହଲାଇ ଦେଇଥିବା ହାଇଦରାବାଦ ଡାକ୍ତରାଣୀ ଗଣବଳାତ୍କାର ଏବଂ ହତ୍ୟା ମାମଲାର ୪ ଅଭିଯୁକ୍ତଙ୍କର ପୋଲିସ ଏନକାଉଣ୍ଟରରେ ମୃତ୍ୟୁ ଘଟିଛି। ଏହାକୁ ନେଇ ହାଇଦ୍ରାବାଦ୍‌ ପୋଲିସକୁ ପ୍ରଶଂସା କରିଛନ୍ତି ମୃତ ଡାକ୍ତରାଣୀଙ୍କ ବାପା। ସେ କହିଛନ୍ତି, ଏହାଦ୍ୱାରା ମୋ…

ଦାରିଙ୍ଗବାଡିରେ ବଢିଲା ଶୀତ: ଖସିଲା ପାରଦ, ସର୍ବନିମ୍ନ ୭ଡିଗ୍ରୀ

ଦାରିଙ୍ଗବାଡି,୬।୧୨(ଡି.ଏନ.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଳକ ଅଞ୍ଚଳରେ ଶୁକ୍ରବାର ଶୀତ ବଢିଛି । ସକାଳ ସାଢେ ୮ଟା ସୁଦ୍ଧା ତାପମାତ୍ରା ହ୍ରାସ ପାଇ ୭ଡିଗ୍ରୀରେ ପହଞ୍ଚିଛି । ଚଳିତମାସର ଏହା ସବୁଠାରୁ ସର୍ବନିମ୍ନ ତାପମାତ୍ରା ବୋଲି ଶୀତତାପ ଯନ୍ତ୍ରରୁ ରେକର୍ଡ ସଂଗ୍ରହ କରୁଥିବା…

ହାଇଦ୍ରାବାଦ ଗଣବଳାତ୍କାର ମାମଲା: ପୋଲିସ ଏନକାଉଣ୍ଟରରେ ୪ ଅଭିଯୁକ୍ତ ମୃତ

ହାଇଦ୍ରାବାଦ,୬।୧୨: ହାଇଦ୍ରାବାଦ ମହିଳା ଡାକ୍ତର ଗଣବଳାତ୍କାର ଓ ହତ୍ୟା ଘଟଣାରେ ନୂଆ ମୋଡ ଆସିଛି। ୪ ମୁଖ୍ୟ ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ମୃତ୍ୟୁ ଘଟିଛି। ଘଟଣାର ଅଧିକ ତଦନ୍ତ ନିମନ୍ତେ ସମସ୍ତ ଅଭିଯୁକ୍ତଙ୍କୁ ଗୁରୁବାର ରାତିରେ ଘଟଣାସ୍ଥଳକୁ ନିଆଯାଇଥିଲା। ହେଲେ ସେଠାରୁ…

ଝାଡ଼ଖଣ୍ଡ: ୨୦ ଆସନ ଲାଗି ୨୬୦ ପ୍ରାର୍ଥୀ:ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର ଶେଷ

ରାଞ୍ଚି,୬।୧୨(ଆଇଏଏନ୍‌ଏସ୍‌):ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶନିବାର ହେବାକୁ ଥିବାବେଳେ ଗୁରୁବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଶେଷଦିନରେ ଭାଜପା, କଂଗ୍ରେସ, ଜେଏମ୍‌ଏମ୍‌ ଓ ଆର୍‌ଜେଡି ପକ୍ଷରୁ ଜୋର୍‌ଦାର ପ୍ରଚାର କରାଯାଇଛି। ଏହି ପର୍ଯ୍ୟାୟରେ ୨୦ ଆସନ ଲାଗି ଭୋଟଗ୍ରହଣ…

ପାର୍ଲାମେଣ୍ଟ କ୍ୟାଣ୍ଟିନ୍‌ରେ ଏମ୍‌ପିଙ୍କୁ ଆଉ ମିଳିବନି ରିହାତି ଦରରେ ଖାଦ୍ୟ

ନୂଆଦିଲ୍ଲୀ, ୬।୧୨(ଆଇଏଏନ୍‌ଏସ୍‌): ପାର୍ଲାମେଣ୍ଟ କ୍ୟାଣ୍ଟିନ୍‌ରେ ଏମ୍‌ପିମାନଙ୍କୁ ଆଉ ରିହାତି ମୂଲ୍ୟରେ ଖାଦ୍ୟ ମିଳିବନି। ଆଗାମୀ ଅଧିବେଶନ କାଳରେ ଏହାକୁ ଲାଗୁ କରାଯିବ। ବିଜନେସ୍‌ ଆଡଭାଇଜରି କମିଟି ବୈଠକରେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଏଭଳି ପ୍ରସ୍ତାବ ଦେବା ପରେ ସବୁ…

‘ସାବରିମାଳା ମନ୍ଦିରକୁ ମହିଳା ପ୍ରବେଶ ରାୟ ଚୂଡ଼ାନ୍ତ ନୁହେଁ’

ନୂଆଦିଲ୍ଲୀ, ୬।୧୨(ଆଇଏଏନ୍‌ଏସ୍‌): କେରଳର ସାବରିମାଳାସ୍ଥିତ ଆୟାପ୍ପା ମନ୍ଦିରକୁ ସବୁ ବୟସ ଓ ବର୍ଗର ମହିଳାଙ୍କ ପ୍ରବେଶ ନେଇ ୨୦୧୮ରେ ଦିଆଯାଇଥିବା ରାୟ ଚୂଡ଼ାନ୍ତ ନୁହେଁ ବୋଲି ଗୁରୁବାର ସୁପ୍ରିମକୋର୍ଟ ଦର୍ଶାଇଛନ୍ତି। ଏହି ମାମଲା ବୃହତ୍‌ ଖଣ୍ଡପୀଠକୁ ପଠାଯାଇଛି। ସାମରିମାଳାରେ ମହିଳା ଶ୍ରଦ୍ଧାଳୁ…

ପାର୍ଲାମେଣ୍ଟରେ ଉନ୍ନାଓ ଝଡ଼

ବଳାତ୍କାର କରି ଜେଲ୍‌ ଯାଇଥିଲେ। ଜାମିନରେ ଫେରି ଜାଳିଦେଲେ। ମାନବିକତାକୁ ଲଜ୍ଜିତ କରି ସଭ୍ୟ ସମାଜର ମୁଣ୍ଡ ତଳକୁ କରିଦେବା ଭଳି ପୁଣି ଏକ ବର୍ବରକାଣ୍ଡ ଘଟିଛି ଉତ୍ତରପ୍ରଦେଶର ଉନ୍ନାଓରେ। ଜଣେ ବଳାତ୍କାର ପୀଡ଼ିତାଙ୍କୁ ଗୁରୁବାର ସକାଳେ ନିଆଁରେ ଜାଳି ମାରିଦେବା…

୧୦୦ ଲୋକପ୍ରିୟ ସହର ମଧ୍ୟରେ ଭାରତର ୭

ଲଣ୍ଡନ, ୬।୧୨(ଆଇଏଏନ୍‌ଏସ୍‌): ବିଶ୍ୱର ସବୁଠାରୁ ଅଧିକ ଲୋକପ୍ରିୟ ୧୦୦ ସହର ମଧ୍ୟରେ ଭାରତର ୭ ସହର ରହିଛନ୍ତି। ବ୍ରିଟେନ୍‌ର ଗ୍ଲୋବାଲ ମାର୍କେଟ ରିସର୍ଚ୍ଚ କମ୍ପାନୀ ୟୁରୋମନିଟର ଇଣ୍ଟରନ୍ୟାଶନାଲ ଷ୍ଟେଟ୍ସର ଏକ ରିପୋର୍ଟରେ ଏହା ପ୍ରକାଶ କରାଯାଇଛି। ହଂକଂ ତାଲିକାର ସର୍ବାଗ୍ରେ ରହିଥିବାବେଳେ…

କର୍ନାଟକ ଉପନିର୍ବାଚନ: ୬୭% ମତଦାନ

ବେଙ୍ଗାଲୁରୁ, ୬।୧୨(ଆଇଏଏନ୍‌ଏସ୍‌):କର୍ନାଟକର ୧୫ ବିଧାନସଭା ଆସନ ଲାଗି ଗୁରୁବାର କଡ଼ା ସୁରକ୍ଷା ମଧ୍ୟରେ ଭୋଟଗ୍ରହଣ କରାଯାଇଥିବାବେଳେ ମତଦାନ ହାର ୬୭ ପ୍ରତିଶତ ହୋଇଥିବା ଜଣାପଡ଼ିଛି। ସବୁଠାରୁ ଅଧିକ ମତଦାନ ଚିକ୍କାବାଲାପୁରାରେ(୭୯.୮%) ହୋଇଛି। ସବୁଠାରୁ କମ୍‌ ଭୋଟ(୩୭.୫%) ବେଙ୍ଗାଲୁରୁର କେ.ଆର୍‌. ପୁରମ୍‌ରେ ପଡ଼ିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri