Home

ସାରାଙ୍କ ଡ୍ରେସ୍‌ ଦାମ୍‌ରେ ହୋଇଯିବ ହିଲ୍‌ଷ୍ଟେଶନ ଟ୍ରିପ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସାରା ଅଲ୍ଲୀ ଖାଁ ଆଜିକାଲି ଇଣ୍ଡଷ୍ଟ୍ରିରେ ବେଶ୍‌ ଚର୍ଚ୍ଚାରେ ରହୁଛନ୍ତି। ସେ ଏବେ ଫିଲ୍ମ ‘ଲଭ୍‌ ଆଜକଲ୍‌’ ପ୍ରମୋଶନରେ ବ୍ୟସ୍ତ ଥିବା ବେଳେ ଭାଲେଣ୍ଟାଇନ୍‌ ଡେ’ରେ ଏହା ରିଲିଜ ହେବ। ସାରା ଫିଲ୍ମକୁ ନେଇ ଯେତିକି ଚର୍ଚ୍ଚାରେ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ଜଣେ ଅଟକ

ପଦ୍ମପୁର,୯।୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକାଣିଡିହ ପୋଲିସ ଜନୈକା ୫ମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଜଣକୁ ଅଟକ ରଖିଛି। ଅଭିଯୋଗ ଅନୁଯାୟୀ, ଶୁକ୍ରବାର ସକାଳେ ଛାତ୍ରୀ ଜଣକ ସ୍ଥାନୀୟ ବିଦ୍ୟାଳୟକୁ ଯାଉଥିଲେ। ବର୍ଷା ହେବାରୁ…

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଆକ୍ରମଣ

ରାୟଗଡ଼ା ଅଫିସ,୯।୨: ଘରୁ ଉଠାଇ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି ା ଏପରି ଏକ ଘଟଣା ଘଟିଛି ରାୟଗଡ଼ା ଅଞ୍ଚଳରେ। ଆକ୍ରମଣରେ ଗୁରୁତର ହୋଇଥିବା ଯୁବକ ଜଣକ ହେଲେ ବିଶାଳ ପ୍ରଧାନ। ଚିକିତ୍ସା ପାଇଁ ତାଙ୍କୁ ଜିଲା ଚିକିତ୍ସାଳୟରେ…

ସେନା କର୍ମଚାରୀଙ୍କ ଘରୁ ଚୋରି ଅଭିଯୋଗ

ଦିଗପହଣ୍ଡି,୯ା୨(ଡି.ଏନ.ଏ.)-ଦିଗପହଣ୍ଡି ପୁଞ୍ଜିକଆଁ ଛକ ନିକଟସ୍ଥ ସାରଥି ନରସିଂହ କଲୋନୀର ଅବସରପ୍ରାପ୍ତ ସେନା କର୍ମଚାରୀ ରବୀନ୍ଦ୍ର କୁମାର ଆଚାର୍ଯ୍ୟଙ୍କ ଘରୁ ଶନିବାର ରାତିରେ ଚୋରି ହୋଇଥିବା ଅଭିଯୋଗ ହୋଇଛି। ରବୀନ୍ଦ୍ରଙ୍କ ଏତଲା କ୍ରମେ ପୋଲିସ ନଂ. ୩୦/୨୦ରେ ମାମଲା ରୁଜୁ କରିଛି। ପ୍ରକାଶ…

ବିବାହ ପୂର୍ବରୁ ମା’ ହେଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ କଲକି କୋଚଲିନ୍‌ ମା’ ହୋଇଛନ୍ତି। ସେ ଏକ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ବୟଫ୍ରେଣ୍ଡ୍‌ ଗାୟ ହର୍ଷବର୍ଗଙ୍କ ସହ ଲିଭ୍‌ ଇନ୍‌ ରିଲେସନଶିପ୍‌ରେ ରହୁଥିବା କଲକି ଗତ ଡିସେମ୍ବରରେ ମା’ ହେବାକୁ ଯାଉଥିବା ସୋସିଆଲ ମିଡିଆରେ ଘୋଷଣା କରିଥିଲେ।…

ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ନବରଙ୍ଗପୁର,୯।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ବିଚାରାଧୀନ ଜଣେ କଏଦୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୋରାପୁଟ ଜିଲା ପାଡୁଆ ଥାନା ଅନ୍ତର୍ଗତ ଶୋଭାପୁଟ ଗ୍ରାମର ପୁରୋଶତୀ ଖୋଡ଼ା। ଗତବର୍ଷ ସେପ୍ଟେମ୍ବର ୨୩ରୁ ଗଞ୍ଜେଇ କାରବାରରେ ନବରଙ୍ଗପୁର ଉପକାରାଗାରରେ ବିଚାରାଧୀନ ବନ୍ଦୀ…

ଭାଜପାରେ ଝାଡ଼ଖଣ୍ଡ ବିକାଶ ମୋର୍ଚ୍ଚାର ହୋଇପାରେ ବିଲୟ: ନଡ୍ଡାଙ୍କୁ ଭେଟିଲେ ମରାଣ୍ଡି

ନୂଆଦିଲ୍ଲୀ,୯।୨: ଭାଜପାରେ ଝାଡ଼ଖଣ୍ଡ ବିକାଶ ମୋର୍ଚ୍ଚାର ବିଲୟ ହେବା ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜାରି ରହିଛି। ଏନେଇ ବାବୁଲାଲ ମରାଣ୍ଡି ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ରବିବାର ଭେଟିଛନ୍ତି। ଫେବୃୟାରୀ ୧୭ରେ ଦୁଇ ଦଳର ମିଶ୍ରଣ ହେବାର ସମ୍ଭାବନା ରହିଥିବା…

୭ମ ଶ୍ରେଣୀ ଛାତ୍ରୀ ଆରୋହଣ କଲେ ୬୯୬୨ ମିଟର ଉଚ୍ଚା ଗିରିଶୃଙ୍ଗ

ମୁମ୍ବାଇ/ଓ୍ବାଶିଂଟନ, ୯।୨: ଜଣେ ୭ ଶ୍ରେଣୀ ଛାତ୍ରୀ ଦକ୍ଷିଣ ଆମେରିକାର ସର୍ବୋଚ୍ଚ ଗିରିଶୃଙ୍ଗ ମାଉଣ୍ଟ୍‌ ଆକୋନ୍‌କାଗୁଆ ଆରୋହଣ କରିଛନ୍ତି। ମୁମ୍ବାଇର ନୌସେନା ସ୍କୁଲରେ ପଢୁଥିବା ଛାତ୍ରୀ କାମୟା କାର୍ତ୍ତିକେୟନ ଏଭଳି କରି ଏକ ନୂଆ ରେକର୍ଡ କରିଛନ୍ତି। ସର୍ବକନିଷ୍ଠ ପର୍ବତାରୋହୀ ଭାବେ…

ଶେଷରେ ବରେଲିରେ ହଜିଥିବା ଝୁମକା ମିଳିଲା!

ବରେଲି,୯।୨: ଉତ୍ତର ପ୍ରଦେଶର ବରେଲି ସହର ବେଶ୍‌ ଜଣାଶୁଣା। ୧୯୬୬ରେ ବଲିଉଡ୍‌ ଫିଲ୍ମ ‘ମେରା ଶାୟା’ ରେ ଥିବା ଗୀତ ‘ଝୁମ୍‌କା ଗିରାରେ ବରେଲି କି ବାଜାର ମେ’ ଆଜିବି ଅଭୁଲା ହୋଇ ରହିଛି। ଏବେବି ଏହାକୁ ଶୁଣିଲେ ଲୋକେ ପଚାରନ୍ତି…

୩୦ଫୁଟ ପାଣି ଭିତରେ ୧୨ ଘଣ୍ଟା ରହିଲେ ଦିଶା-ଆଦିତ୍ୟ

ମୁମ୍ବାଇ: ନିକଟରେ ରିଲିଜ ହୋଇଥିବା ଫିଲ୍ମ ‘ମଲଙ୍ଗ’ରେ ଦିଶା ପଟାନୀ ଏବଂ ଆଦିତ୍ୟ ରାୟ କପୁର ଆଖି ଲାଖି ଗଲା ପରି ଶଟ୍‌ ଦେଇଛନ୍ତି। କିନ୍ତୁ ଏସବୁ ଶଟ୍‌ ଦେବା ପାଇଁ ଦୁଇଜଣଙ୍କୁ କମ୍‌ କଷ୍ଟ କରିବାକୁ ପଡ଼ିନି। ଏ ସମ୍ପର୍କରେ…

ଏକାଥରେ ୪ ସନ୍ତାନଙ୍କୁ ଜନ୍ମ ଦେଲେ ୨୪ ବର୍ଷ ବୟସ୍କା ମହିଳା

ନୂଆଦିଲ୍ଲୀ,୯।୨: ଉତ୍ତରଖଣ୍ଡ ଋଷିକେଶରେ ଜଣେ ୨୪ ବର୍ଷ ବୟସ୍କା ମହିଳା ଏକଥରେ ୪ ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ସେମାନଙ୍କ ମଧ୍ୟରେ ୨ ଜଣ ଶିଶୁପୁତ୍ର ଏବଂ ୨ ଜଣ ଶିଶୁକନ୍ୟା ଅଛନ୍ତି। ସ୍ଥାନୀୟ ଏମ୍ସ୍‌ରେ ଏଭଳି ଘଟଣା ଘଟିଛି। ଉତ୍ତରକାଶୀ ବାରାକୋଟର…

୧୧କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଲା ଯାତ୍ରୀବାହୀ ବସ୍‌ : ୯ ମୃତ, ୩୦ରୁ ଊର୍ଦ୍ଧ୍ୱ ଗୁରୁତର

ଗୋପାଳପୁର, ୯।୨(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ମେଣ୍ଡରାଜପୁର ଗ୍ରାମ ନିକଟରେ ରବିବାର ମଧ୍ୟାହ୍ନରେ ଏକ ଯାତ୍ରୀବାହୀ ବସ୍‌ ୧୧କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଦୁର୍ଘଟଣା ଘଟିଛି। ଏଥିରେ ୯ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୩୦ରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri