ଅଫଜଲ ଗୁରୁଙ୍କ ଶ୍ରାଦ୍ଧ ବାର୍ଷିକୀ: ଜମ୍ମୁ-କଶ୍ମୀରରେ ପୁଣି ୨ଜି ସେବା ବନ୍ଦ; ହାଇ ଆଲର୍ଟ ଜାରି
ଶ୍ରୀନଗର,୯।୨: ଆତଙ୍କବାଦୀ ଅଫଜଲ ଗୁରୁଙ୍କ ଶ୍ରାଦ୍ଧ ବାର୍ଷିକୀ ରବିବାର ପାଳନ କରିବାକୁ ଜମ୍ମୁ-କଶ୍ମୀରରେ ତତ୍ପରତା ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଏଠାରେ ୨ଜି ଇଣ୍ଟରନେଟ୍ ସେବାକୁ ପୁଣି ବନ୍ଦ କରି ଦିଆଯାଇଛି। ଏହା ସହିତ ସୁରକ୍ଷା ଲାଗି ଜମ୍ମୁରେ ହାଇ…
ରାମଲଲା କାଠରେ ତିଆରି ବୁଲେଟ୍ ପ୍ରୁଫ୍ ଅସ୍ଥାୟୀ ମନ୍ଦିରରେ ରହିବେ
ନୂଆଦିଲ୍ଲୀ,୯।୨: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଶେଷ ହେବା ପର୍ଯ୍ୟନ୍ତ ରାମଲଲାଙ୍କୁ କାଠରେ ତିଆରି ବୁଲେଟ୍ ପ୍ରୁଫ୍ ଅସ୍ଥାୟୀ ମନ୍ଦିରରେ ରଖାଯିବ। ପରେ ତାଙ୍କୁ ନୂଆ ମନ୍ଦିରକୁ ବିଜେ କରାଯିବ। ଅଯୋଧ୍ୟା ବିବାଦ ଯୋଗୁ ଦୀର୍ଘ ୨୭ ବର୍ଷ ରାମଲଲାଙ୍କୁ ଟେଣ୍ଟ୍ରେ ରଖାଯାଇ…
କାଦୁଅ ଖାଲରେ ପଡ଼ିଥିବା ବ୍ୟକ୍ତିଙ୍କ ସହାୟତା ପାଇଁ ଓରାଙ୍ଗଉଣ୍ଟାନ୍ ବଢ଼ାଇଲା ହାତ
ବୋର୍ଣ୍ଣିଓ,୯।୨: ଅସୁବିଧା ପଡ଼ିଥିବାବେଳେ ସହାୟତା କରିବା ଗୁଣ ମଣିଷଙ୍କଠାରେ ଦେଖାଯାଇଥାଏ। ତେବେ ପ୍ରାଣୀଙ୍କ ମଧ୍ୟରେ ବି ଏଭଳି ଗୁଣ ଦୃଷ୍ଟି ଗୋଚର ହୋଇଥାଏ। ତେବେ ଜଣେ ମଣିଷ ଅସୁବିଧାରେ ପଡ଼ିଥିବାବେଳେ ଜଙ୍ଗଲୀ ପ୍ରାଣୀ ସହାୟତାର ହାତ ବଢ଼ାଇବା ଶୁଣିଲେ ଆଶ୍ଚର୍ଯ୍ୟ ହେବା…
ଏକ୍ଜିଟ୍ ପୋଲ୍ ଓ ନିର୍ବାଚନ ଫଳାଫଳ ମଧ୍ୟରେ ରହିଛି ବହୁତ ପାର୍ଥକ୍ୟ: ଜାଭେଡକର
ନୂଆଦିଲ୍ଲୀ,୯।୨: ସରିଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏବେ ସମସ୍ତଙ୍କ ନଜର ଫଳାଫଳ ଉପରେ। ଇତିମଧ୍ୟରେ କିନ୍ତୁ ଏକ୍ଜିଟ୍ ପୋଲ୍ ଫଳଫଳକୁ ନେଇ ପୁଣି ଅଙ୍କକଷା ଆରମ୍ଭ ହୋଇଗଲାଣି। ଆଉ ଏହି ଏକ୍ଜିଟ୍ ପୋଲ୍ କହୁଛି ପୁଣିଥରେ ଦିଲ୍ଲୀରେ ଅରବିନ୍ଦ କେଜରିଓ୍ବାଲଙ୍କ ଆମ…
୯୨ ବର୍ଷ ବୟସ୍କ ବୃଦ୍ଧ ୧୫ ବର୍ଷ ଧରି ହଜାରେ ଗରିବଙ୍କୁ ପ୍ରତିଦିନ ରାନ୍ଧି ଖୁଆଉଛନ୍ତି
ରୋମ୍,୯।୨: ଇଟାଲୀର ଜଣେ ୯୨ ବର୍ଷ ବୟସ୍କ ବୃଦ୍ଧ ଗତ ୧୫ ବର୍ଷ ଧରି ପ୍ରତିଦିନ ହଜାରେରୁ ଅଧିକ ଗରିବ ଲୋକଙ୍କୁ ହାତରେ ରାନ୍ଧି ଖୁଆଉଛନ୍ତି। ତାଙ୍କୁ ଏଥିରେ ସହାୟତା କରିବା ପାଇଁ ୩୦୦ ଜଣିଆ ଏକ ଟିମ୍ ରହିଛି। ରାଜଧାନୀ…
ରାମ ମନ୍ଦିର ନିର୍ମାଣ ପାଇଁ ପାଟନା ମହାବୀର ମନ୍ଦିର ପକ୍ଷରୁ ୧୦ କୋଟି ଟଙ୍କା ଦାନ
ପାଟନା,୯।୨: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣକୁ ନେଇ ଦାନ ପ୍ରକ୍ରିୟା ଆରମ୍ଭ ହୋଇଗଲାଣି। ଟ୍ରଷ୍ଟ ଗଠନ କରାଯିବା ପରେ ଦାନ ଦେବା ପ୍ରକ୍ରିୟା ଆରମ୍ଭ ହୋଇଛି। ବିହାର ପାଟନାରେ ଥିବା ମହାବୀର ମନ୍ଦିର ପକ୍ଷରୁ ରାମ ମନ୍ଦିର ନିର୍ମାଣ ପାଇଁ ୧୦…
ଭ୍ୟାଲେଣ୍ଟାଇନ୍ ସ୍ପେଶାଲ: ଯେଉଁଠି ପ୍ରେମ ପାଇଁ ପ୍ରତିବନ୍ଧକ ସାଜିନି ଶାରୀରିକ ଅକ୍ଷମତା
ପ୍ରେମ ଶାଶ୍ୱତ ଓ ସୁନ୍ଦର। ଏହା ଦେଖେନା ଜାତି, ଅଜାତି କି ସୁନ୍ଦର ରୂପରଙ୍ଗ। ଖାଲି ଜଣଙ୍କର ମନ ସହ ଆଉ ଜଣଙ୍କର ମନ ମିଶିଗଲେ ପ୍ରେମର ମଳୟ ପବନ ବହିବା ଆରମ୍ଭ କରେ। ଏଇ ଯେମିତି ଏଠାରେ ଉଲ୍ଲେଖ ହୋଇଥିବା…
ଗୋଟିଏ କିସ୍ରେ ଅମ୍ରିତା ସିଂଙ୍କୁ ପ୍ରେମ କରି ବସିଥିଲେ ଶୈଫ୍ ଅଲ୍ଲୀ ଖାଁ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଅମ୍ରିତା ସିଂ ରବିବାର ୬୨ ବର୍ଷରେ ପାଦ ଥାପିଛନ୍ତି। ୧୯୫୮ ଫେବୃୟାରୀ ୯ରେ ପାକିସ୍ତାନର ହଦାଳିଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ମାତା ରୁକ୍ସାନା ସୁଲତାନା ଏବଂ ପିତା ଶାବିନ୍ଦର ସିଂ ଥିଲେ। ବେତାବ ଫିଲ୍ମରେ ତାଙ୍କର ଅଭିନୟ…
ଗୋଟିଏ ସମ୍ପ୍ରଦାୟକୁ ବିରିୟାନି ଖୁଆଇଥିଲା ଏଏପି: ପର୍ଭେଶ୍
ନୂଆଦିଲ୍ଲୀ,୯ା୨: ଭୋଟ ଦିନ ପୁଣି ଥରେ ଭାଜପାର ବିବାଦୀୟ ଏମ୍ପି ପର୍ଭେଶ ବର୍ମା ତାଙ୍କ ଅଭିଯୋଗକୁ ଦୋହରାଇଛନ୍ତି। ସିଏଏ ବିରୋଧରେ ଆନ୍ଦୋଳନ ଚଳାଇଥିବା ଶାହିନବାଗ୍, ସିଲମପୁର ଓ ଜାମିଆ ମିଲିଆ ଅଞ୍ଚଳର ଗୋଟିଏ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟ ପାଇଁ ଏଏପି ବିରିୟାନି ପରିବେଷଣର…
ଭଙ୍ଗା ଆମ୍ବୁଲାନ୍ସରେ ରୋଗୀ ସେବା
ଗୋପ, ୯ା୨(ଡିି.ଏନ୍.ଏ): ସ୍ବାସ୍ଥ୍ୟସେବା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଥିବାବେଳେ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ତା’ର ବ୍ୟତିକ୍ରମ ଘଟିଛି। ଏପରି କି ଭଙ୍ଗା ଦଦରା ୧୦୮ ଆମ୍ବୁଲାନ୍ସରେ ରୋଗୀଙ୍କୁ ନିଆଯାଉଛି। ଏଥିଯୋଗୁ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଖୁବ୍ଶୀଘ୍ର ନୂତନ…
ଆର୍ଜେଡି ବିଧାୟକଙ୍କ ବିରୋଧରେ ଚାର୍ଜଶିଟ୍
ଆରା,୯ା୨(ପି.ଟି.): ନାବାଳିକା ବଳାତ୍କାର ମାମଲାରେ ଫେରାର ଥିବା ଆର୍ଜେଡି ବିଧାୟକ ଅରୁଣ ଯାଦବଙ୍କ ବିରୋଧରେ ସ୍ବତନ୍ତ୍ର ପୋକ୍ସୋ ଅଦାଲତରେ ପୋଲିସ ଚାର୍ଜଶିଟ୍ ଦାଖଲ କରିଛି। ସନ୍ଦେଶ ବିଧାନସଭା ଆସନରୁ ପ୍ରତିନିଧିତ୍ୱ କରୁଥିବା ଯାଦବଙ୍କ ବିରୋଧରେ ମାନବ ଚାଲାଣ, ଯୌନ ନିର୍ଯାତନା ସମେତ…
ମଧ୍ୟସ୍ଥତା ବାଧ୍ୟତାମୂଳକ ହେଉ: ସିଜେଆଇ
ନୂଆଦିଲ୍ଲୀ,୯ା୨(ପି.ଟି.): କୌଣସି ମକଦ୍ଦମା ଚଳାଇବା ପୂର୍ବରୁ ଏହାର ସମାଧାନ ମଧ୍ୟସ୍ଥତା ମାଧ୍ୟମରେ କରାଇବା ଆବଶ୍ୟକ। ଏଥିପାଇଁ ବିସ୍ତୃତ ଆଇନ ଆଣିବାର ସମୟ ଆସିଛି ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଜଷ୍ଟିସ୍ ଏସ୍.ଏ. ବୋବ୍ଡେ ଶନିବାର କହିଛନ୍ତି। ଏହାଦ୍ୱାରା ତ୍ୱରିତ ନ୍ୟାୟ…
Archives


