ଏସ୍ସିବି ଅଧୀକ୍ଷକଙ୍କ ଷ୍ଟେନୋ କୋଟିପତି: ଠାବହେଲା ୧ କୋଟି ୩ ଲକ୍ଷ ୬୪ ହଜାର ୮୮୦ ଟଙ୍କାର ସମ୍ପତ୍ତି
କଟକ ଅଫିସ, ୫ା୧୨: ଏସ୍ସିବି ମେଡିକାଲ ଅଧୀକ୍ଷକଙ୍କ ଷ୍ଟେନୋ ପ୍ରମୋଦ କୁମାର ବସନ୍ତରାଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। କଟକ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ପକ୍ଷରୁ ଜାରି ତଲାସି ୱାରେଣ୍ଟ ବଳରେ ଭିଜିଲାନ୍ସ କଟକ ଡିଭିଜନ ଅଧିକାରୀମାନେ…
ଦିଲ୍ଲୀରୁ ୧.୨ କୋଟି ଟଙ୍କାର ସିଗାରେଟ୍ ଜବତ: ଚୋରି ଉପକରଣ ରଖି ୨ ଜଣ ଜେଲ ଗଲେ
ଖୋର୍ଦ୍ଧା ଅଫିସ/ଟାଙ୍ଗୀ,୫ା୧୨(ଡି.ଏନ୍.ଏ.): ଖୋର୍ଦ୍ଧା ପୋଲିସ ଜିଲା ଟାଙ୍ଗୀ ଥାନା ଉଗ୍ରତାର ଛକଠାରୁ ଲୁଟ୍ ହୋଇଥିବା ୧.୨ କୋଟି ଟଙ୍କାର ସିଗାରେଟ୍ ଦିଲ୍ଲୀରୁ ଜବତ ହୋଇଛି। ତେବେ ଦୁର୍ବୃତ୍ତମାନେ ଧରା ପଡି ନ ଥିବାବେଳେ ଚୋରି ଉପକରଣ ରଖି ଦିଲ୍ଲୀର ୨ଜଣ ବ୍ୟବସାୟୀ…
ଅର୍ଥମନ୍ତ୍ରୀ କ’ଣ ଆଭୋକାଡୋ ଖାଉଛନ୍ତି: ଚିଦାମ୍ବରମ
ନୂଆଦିଲ୍ଲୀ,୫।୧୨: ଜାମିନ ମିଳିବାର ଗୋଟିଏ ଦିନ ପରେ ସଂସଦରେ ଉପସ୍ଥିତ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ। ଏବେ ପିଆଜ ଦରବୃଦ୍ଧିକୁ ନେଇ ଗୃହ ସରଗରମ ଥିବା ବେଳେ ବୁଧବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ କହିଥିଲେ…
ଡାଟା ସୁରକ୍ଷା ବିଲ୍କୁ କ୍ୟାବିନେଟ ମଞ୍ଜୁରୀ
ନୂଆଦିଲ୍ଲୀ, ୫ା୧୨: ବହୁ ପ୍ରତୀକ୍ଷିତ ଡାଟା ସୁରକ୍ଷା ବିଲ୍କୁ କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଚଳିତ ଶୀତ ଅଧିବେଶନରେ ଏହାକୁ ପାର୍ଲାମେଣ୍ଟରେ ଉପସ୍ଥାପନ କରାଯିବ। ଡାଟା ସୁରକ୍ଷା ବର୍ତ୍ତମାନ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ହୋଇଥିବାରୁ ଏହାକୁ ସରକାର ଧ୍ୟାନରେ…
ଖରିଫ୍ ଋତୁ ଧାନ ସଂଗ୍ରହ ୨୦୧୯-୨୦: ୧୩୦୦ରୁ ଅଧିକ ଚାଷୀଙ୍କ ସହ ଫୋନ୍ ଯୋଗେ କଥାବାର୍ତ୍ତା
ଭୁବନେଶ୍ୱର,୫ା୧୨(ବ୍ୟୁରୋ): ଧାନ ସଂଗ୍ରହ କିପରି ଚାଲୁଛି, ସେ ସମ୍ପର୍କରେ ପ୍ରତ୍ୟକ୍ଷ ଖବର ନେବା ପାଇଁ ଏଯାବତ୍ ୧୩୦୦ରୁ ଅଧିକ ଚାଷୀଙ୍କ ସହ କଲ୍ସେଣ୍ଟର ଜରିଆରେ କଥାବାର୍ତ୍ତା କରାଯାଇଥିବା ଜଣାପଡିଛି। ଚଳିତ ଖରିଫ୍ ଋତୁ ୨୦୧୯-୨୦ରେ ଧାନ ସଂଗ୍ରହ କାର୍ଯ୍ୟ ଗତ ନଭେମ୍ବରରୁ…
୩୧,୧୮୮ ଚାଷୀ ୨୧,୧୯,୫୦୧ କୁଇଣ୍ଟାଲ ଧାନ ବିକିଲେ
ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ୨୦୧୯-୨୦ ଖରିଫ୍ ଧାନ ସଂଗ୍ରହ ବର୍ଷର ମଙ୍ଗଳବାର ସୁଦ୍ଧା ୩୧ ହଜାର ୧୮୮ ଜଣ ଚାଷୀ ମୋଟ ୨୧ ଲକ୍ଷ ୧୯ ହଜାର ୫୦୧ କୁଇଣ୍ଟାଲ୍ ବିଭିନ୍ନ ଧାନ ସଂଗ୍ରହ କେନ୍ଦ୍ରରେ ବିକ୍ରି କରିଛନ୍ତି, ଯାହାକି ଗତବର୍ଷ ତୁଳନାରେ…
ମିଶନ୍ ସୁବିଦ୍ୟା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫ା୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଲୋକସେବା ଭବନରୁ ମିଶନ୍ ସୁବିଦ୍ୟା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ଅନୁସୂଚିତ ଜାତି(ଏସ୍ସି), ଅନୁସୂଚିତ ଜନଜାତି(ଏସ୍ଟି) ହଷ୍ଟେଲଗୁଡିକରେ ସର୍ବନିମ୍ନ ସୁବିଧା ଉପଲବ୍ଧ କରାଇବା ପାଇଁ ଏହା କାର୍ଯ୍ୟ କରିବ। ଏଥିପାଇଁ ସଂପୃକ୍ତ ବିଭାଗ ପକ୍ଷରୁ…
ଚାନ୍ଦବାଲିରେ ହାଇଓ୍ବା-ବାଇକ୍ ମୁହାଁମୁହିଁ
ଭଦ୍ରକ ଅଫିସ,୫।୧୨: ଭଦ୍ରକ-ଚାନ୍ଦବାଲି ରାସ୍ତାର ନଛିପୁର ଛକ ନିକଟରେ ଗୁରୁବାର ସକାଳେ ଟ୍ରକ ଓ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଭଦ୍ରକ ବ୍ଲକ ଅନ୍ତର୍ଗତ…
ଏମିତି ଦେଖିବାକୁ ଧୋନୀଙ୍କ ଆଲିଶାନ୍ ବାଇକ୍ ଶୋ’ ରୁମ୍
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟଠାରୁ ନଜକୁ ଦୂରେଇ ରଖିଛନ୍ତି। ଏବେ ସେ ନିଜ ପରିବାର ସହ ରାଞ୍ଚିରେ ସମୟ ବିତାଉଛନ୍ତି। ସମସ୍ତେ ଜାଣିଛନ୍ତି ମାହିଙ୍କୁ ନୂଆ ନୂଆ ବାଇକ୍ କଲେକ୍ସନ କରିବା ଭାରି…
ବାରାହା ଆକ୍ରମଣରେ ମହିଳା ମୃତ
ରାଜନଗର,୫।୧୨(ଡି.ଏନ.ଏ): କେନ୍ଦ୍ରାପଡା ଜିଲା ତନ୍ତିଆପାଳ ମେରାଇନ ଥାନା ଅନ୍ତର୍ଗତ ନରସିଂହପୁର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ବାରହା ଆକ୍ରମଣରେ ଉକ୍ତ ଗଁାର ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଭାରତୀ ଜେନା। ବୁଧବାର ରାତିରେ ଭାରତୀ ଘର ବାହାରକୁ…
ନାଟକୀୟ ଢଙ୍ଗରେ ପୁଣିଥରେ କଂଗ୍ରେସରେ ଯୋଗଦେଲେ ବସନ୍ତ କୁମାର
ନୂଆଦିଲ୍ଲୀ,୫।୧୨: ମହାରାଷ୍ଟ୍ର ପରେ ଏପେ ପୁଣିଥରେ କର୍ନାଟକରେ ରାଜନୀତି ଡ୍ରାମା ଆରମ୍ଭ ହୋଇଯାଇଛି। ଦୁଇଦିନ ପୂର୍ବରୁ କଂଗ୍ରେସ ଛାଡି ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଥିବା କର୍ପୋରେଟର ଆର୍. ବସନ୍ତ କୁମାର ପୁଣିଥରେ ନାଟକୀୟ ଢଙ୍ଗରେ କଂଗ୍ରେସକୁ ଫେରିଛନ୍ତି। କର୍ନାଟକ କଂଗ୍ରେସର…
ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବସ୍ ଚକା ତଳେ ଆସି ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର
ଦିଗପହଣ୍ଡି,୫।୧୨(ଡି.ଏନ.ଏ.): ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟ ରାସ୍ତାର କୃଷି କାର୍ଯ୍ୟାଳୟ ନିକଟରେ ଗୁରୁବାର ସକାଳେ ଏକ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ସ୍ବାମୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ମୃତ ଜଣକ ପାଟପୁର ଥାନା ମାଟିଆ…
Archives


