୩ ମାଲବାହୀ ଗାଡ଼ିକୁ ଯୋଡ଼ାଗଲା: ୧୭୭ ଓ୍ବାଗନ ନେଇ ଯାତ୍ରା କଲା ଆନାକୋଣ୍ଡା ଗୁଡସ୍ ଟ୍ରେନ୍
ବିଳାସପୁର,୮।୨: ଭାରତୀୟ ରେଳ ବିଭାଗ ପକ୍ଷରୁ ପ୍ରଥମ ଥର ପାଇଁ ୩ ମାଲବାହୀ ଗାଡ଼ିକୁ ଯୋଡ଼ାଯାଇଛି। ମୋଟ ୧୭୭ଟି ଓ୍ବାଗନକୁ ନେଇ ଆନାକୋଣ୍ଡା ଗୁଡସ୍ ଟ୍ରେନ୍ ୨୨୦ କିମିକୁ ୭ ଘଣ୍ଟାରେ ପୂରଣ କରିଛି। ଦକ୍ଷିଣ-ପୂର୍ବ- ମଧ୍ୟ ରେଲଓ୍ବେର ରାୟପୁର ଡିଭିଜନ…
ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀଙ୍କୁ ରାଷ୍ଟ୍ରପତି ଭବନରେ ସ୍ବାଗତ ସମ୍ବର୍ଦ୍ଧନା
ନୂଆଦିଲ୍ଲୀ,୮।୨: ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକସାଙ୍କୁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ରାଷ୍ଟ୍ରପତି ଭବନରେ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ସୂଚନାଯୋଗ୍ୟ, ରାଜପାକସା ୫ ଦିନିଆ ଭାରତ ଗସ୍ତରେ ଶୁକ୍ରବାର ନୂଆଦିଲ୍ଲୀରେ ପହଞ୍ଚିଥିଲେ। ଏହି ଗସ୍ତ ସମୟରେ ସେ ବୈଦେଶିକ ବ୍ୟାପାର…
ପରିବାର ସହ ମତଦାନ କଲେ ବଲିଉଡ୍ ଅଭିନେତ୍ରୀ
ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶନିବାର ମତଦାନ ଆରମ୍ଭ ହୋଇଛି। ସକାଳୁ ବୁଥ୍ଗୁଡ଼ିକରେ ଲୋକମାନେ ଲମ୍ବା ଲାଇନ୍ରେ ଠିଆ ହୋଇ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ନେତାଙ୍କଠାରୁ ଆରମ୍ଭ କରି ବଲିଉଡ୍ ସେଲିବ୍ରିଟି ମଧ୍ୟ ଭୋଟ ଦେଇଛନ୍ତି। ଇତିମଧ୍ୟରେ ବଲିଉଡ୍…
ଦିଲ୍ଲୀରେ ସରକାର ଗଢିବ ଭାଜପା: ମନୋଜ ତିଓ୍ବାରୀ
ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଚାଲିଥିବା ବେଳେ ଏବେ ଏହାର ଫଳାଫଳକୁ ନେଇ ଅଙ୍କକଷା ଆରମ୍ଭ ହୋଇଗଲାଣି। ଦିଲ୍ଲୀର ଭାରତୀୟ ଜନତା ପାର୍ଟି(ଭାଜପା) ମୁଖ୍ୟ ମନୋଜ ତିଓ୍ବାରୀ କହିଛନ୍ତି, ଦିଲ୍ଲୀରେ ଏଥର ଭାଜପା ଶାସନ କରିବ। ଏହା ତାଙ୍କ ଷଷ୍ଠ ଇନ୍ଦ୍ରୀୟ…
ଏଥର ଶିଲାଙ୍କ ବିନା ଭୋଟ ଦେଲେ ସୋନିଆ
ନୂଆଦିଲ୍ଲୀ,୮।୨: ଦିଲ୍ଲୀରେ ୭୦ ବିଧାସଭା ଆସନ ପାଇଁ ଶନିବାର ସକାଳ ୮ଟାରୁ ମତଦାନ ଜାରି ରହିଛି। ସକାଳ ୧୧ଟା ପର୍ଯ୍ୟନ୍ତ ୭ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି। ଇତିମଧ୍ୟରେ କଂଗ୍ରେସ ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ…
ପୋଲିଂ ବୁଥ୍ରେ ଏଏପି କର୍ମୀଙ୍କୁ ଚାପୁଡ଼ା ମାରିବା ଉଦ୍ୟମ କଲେ ଅଳକା ଲାମ୍ବା: ଭିଡ଼ିଓ ଭାଇରାଲ
ନୂଆଦିଲ୍ଲୀ,୮।୨: ଶନିବାର ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। କଂଗ୍ରେସ ପ୍ରାର୍ଥୀ ଅଳକା ଲାମ୍ବା ଆମ୍ ଆଦ୍ମୀ ପାର୍ଟି (ଏଏପି) କର୍ମୀଙ୍କୁ ପୋଲିଂ ବୁଥ୍ରେ ଚାପୁଡ଼ା ମାରିବା ଉଦ୍ୟମ କରିଥିବା କୁହାଯାଉଛି। ତେବେ ଉପସ୍ଥିତ ଲୋକଙ୍କ ଅନୁସାରେ ଚାପୁଡ଼ା…
ଗୁଗୁଲ ମ୍ୟାପ୍କୁ ପୂରିଲା ୧୫ ବର୍ଷ
ଓ୍ବାଶିଂଟନ,୮।୨: ଗୁଗୁଲ ମ୍ୟାପ୍କୁ ଶନିବାର ୧୫ ବର୍ଷ ପୂରିଛି। ଗୁଗୁଲ ଦ୍ୱାରା ବିକଶିତ ହୋଇଥିବା ଓ୍ବେବ୍ ମ୍ୟାପିଂ ସର୍ଭିସ୍ ୨୦୦୫ ଫେବୃୟାରୀ ୮ରେ ଶୁଭାରମ୍ଭ ହୋଇଥିଲା। ଏହାକୁ ଜିନ୍ସ ଇଲଷ୍ଟ୍ରୁପ୍ ରାସମୁସେନ୍ ଏବଂ ଲାରର୍ସ ରାସମୁସେନ୍ ଡିଜାଇନିଂ କରିଥିଲେ। ଏହା ଇଂଲିଶ୍,…
ଡିସେମ୍ବରରେ ଆଲିୟା-ରଣବୀରଙ୍କ ବାହାଘର
ମୁମ୍ବାଇ: ବଲିଉଡ୍ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର। ଯଦି ଆପଣ ରଣବୀର କପୁର ଆଉ ଆଲିୟା ଭଟ୍ଟଙ୍କ ଫ୍ୟାନ୍ ତେବେ ଆପଣଙ୍କୁ ଏହି ଲାଟେଷ୍ଟ ଖବରଟି ନିଶ୍ଚୟ ଉତ୍ସାହିତ କରିଦେବ। ହେଲେ ରଣବୀରଙ୍କ ମହିଳା ଫ୍ୟାନ୍ ଆଉ ଆଲିୟାଙ୍କ ପୁରୁଷ…
ଏବେ ବି ଆକାଂକ୍ଷୀ
ସ୍ବାଧୀନତାର ୭୩ ବର୍ଷ ପରେ ବି ବଲାଙ୍ଗୀର ଜିଲା ଅନଗ୍ରସର ଜିଲା ମାନଚିତ୍ରରୁ ମୁକୁଳି ନାହିଁ। ବିଭିନ୍ନ ସମୟରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିକାଶ ମାନକରେ ବଲାଙ୍ଗୀର ଜିଲାର ଅନଗ୍ରସରତା ସ୍ପଷ୍ଟ ପ୍ରତିଫଳିତ ହୋଇଛି। ଅର୍ଥନୈତିକ ଅନଗ୍ରସରତା ଓ ଆଞ୍ଚଳିକ…
କରୋନା: ଆଉ ଜଣଙ୍କ ରିପୋର୍ଟ ନେଗେଟିଭ୍
କଟକ ଅଫିସ,୮ା୨: କରୋନା ଭୂତାଣୁ ସନ୍ଦେହରେ କଟକ ଏସ୍ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଜଗତ୍ସିଂହପୁର ଅଞ୍ଚଳର ଛାତ୍ରୀଙ୍କ ରିପୋର୍ଟ ଶୁକ୍ରବାର ଆସିଛି। ତାଙ୍କ ରିପୋର୍ଟ ନେଗେଟିଭ୍ ରହିଛି। ଫଳରେ ଓଡ଼ିଶା କରୋନା ଭୟ ଦୂର ହେବାରେ ଲାଗିଛି। ଉକ୍ତ ଛାତ୍ରୀଙ୍କୁ ଖୁବ୍ଶୀଘ୍ର…
ମତଦାନ ସାବ୍ୟସ୍ତ କଲେ ଦିଲ୍ଲୀର ୧୧୦ ବର୍ଷୀୟା ଭୋଟର
ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶନିବାର ସକାଳୁ ମତଦାନ ଆରମ୍ଭ ହୋଇଯାଇଛି। ଏଥିରେ ନୂଆ ଭୋଟରଙ୍କ ଉତ୍ସାହ ଦେଖିବାକୁ ମିଳିଛି। ତେବେ ଗ୍ରେଟର କୈଳାଶର ଚିତ୍ତରଞ୍ଜନ ପାର୍କ ନିକଟରେ ଥିବା ଏସ୍ଡିଏମ୍ସି ପ୍ରାଇମେରୀ ସ୍କୁଲରେ ୧୧୦ ବର୍ଷୀୟା କାଲିତରା ମଣ୍ଡଳ…
ପ୍ରଜାପତିରେ ଶ୍ରୀଜଗନ୍ନାଥ
ଗୋପ,୮ା୨(ଡି.ଏନ୍.ଏ.): ଗୋପ ବଜାରସ୍ଥିତ ଏକ ଜଳଖିଆ ଦୋକାନରେ ଶୁକ୍ରବାର ବିରଳ ପ୍ରଜାପତି ଦେଖିବାକୁ ମିଳିଛି। ପ୍ରଜାପତିଟି ଦେଖିବାକୁ ଖଇରିଆ ରଙ୍ଗର ହୋଇଥିବାବେଳେ ପ୍ରଜାପତି ମୁଣ୍ଡରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆକୃତିର ଛବି ଦେଖିବାକୁ ମିଳିଛି। ଏହାକୁ ଦେଖିବା ଲାଗି ଲୋକଙ୍କ ଭିଡ଼ ଜମୁଛି।…
Archives


