ମିସ୍ ଗ୍ଲୋରି ଅଫ୍ ୟୁନିଭର୍ସ: ଭାରତର ପ୍ରତିନିଧିତ୍ୱ କରିବେ ମଞ୍ଜୁ ଥାପ୍ପା
ନୂଆଦିଲ୍ଲୀ,୬।୧: ମିସ୍ ଗ୍ଲୋରି ଅଫ୍ ୟୁନିଭର୍ସ-୨୦୨୦ ଫେବୃୟାରୀ ୫ରେ ବ୍ୟାଙ୍କକ୍ରେ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗୀତାରେ ଗ୍ଲୋରି ଅଫ୍ ନର୍ଥ-ଇଷ୍ଟ ମଞ୍ଜୁ ଥାପ୍ପା ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବେ। ଅନ୍ତଃରାଷ୍ଟ୍ରୀୟ ସ୍ତରରେ ଏହି ପ୍ରତିଯୋଗୀତାରେ ମଞ୍ଜୁ ସବୁଠାରୁ କନିଷ୍ଠ ପ୍ରତିଯୋଗୀ। ଏଥିପାଇଁ…
୧୧୭ତମ ଜନ୍ମଦିବସ ପାଳିଲେ ବୃଦ୍ଧା
ଟୋକିଓ: ଜାପାନର ଜଣେ ବୃଦ୍ଧା ରବିବାର ୧୧୭ତମ ଜନ୍ମଦିବସ ପାଳନ କରିଛନ୍ତି। ସେ ବିଶ୍ୱର ସବୁଠୁ ବୟସ୍କ ମହିଳା ଭାବେ ପରିଗଣିତ ହୋଇଛନ୍ତି। କେନ୍ ତନାକା ନାମକ ଏହି ବୃଦ୍ଧା ଜଣକ ୧୯୦୩ ଜାନୁଆରୀ ୬ରେ ଜନ୍ମଗ୍ରହଣ କରିଥିଲେ। ସେମାନେ ୮…
ଅପରାହ୍ନରେ ଘୋଷଣା ହେବ ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ
ନୂଆଦିଲ୍ଲୀ,୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ ସୋମବାର ଅପରାହ୍ନରେ ଅର୍ଥାରତ ୩ଟା ୩୦ରେ ଘୋଷଣା କରାଯାଇପାରେ। ଏକ ଖବରଦାତା ସମ୍ମିଳନୀ ମାଧ୍ୟମରେ ନିର୍ବାଚନ କମିଶନ ଏହା ଘୋଷଣା କରିବାର କାର୍ଯ୍ୟକ୍ରମ ରହିଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଫେବୃୟାରୀ ପ୍ରଥମ…
ଦେଶର ସବୁଠାରୁ ସ୍ବଚ୍ଛ ସହର: ବ୍ୟର୍ଜ୍ୟବସ୍ତୁରୁ ବର୍ଷକୁ ଆୟ କରୁଛି ୪ କୋଟି
ଭୋପାଳ,୬।୧: କେନ୍ଦ୍ରସରକାରଙ୍କ ସ୍ବଚ୍ଛ ଭାରତ ଅଭିଯାନ ଏବେ କିଛି କିଛି ସ୍ଥାନରେ ସଫଳ ହେବାର ଦେଖିବାକୁ ମିଳିଛି। ଦେଶର ସବୁଠାରୁ ସ୍ବଚ୍ଛ ସହର ଭାବେ ଜଣାଶୁଣା ମଧ୍ୟପ୍ରଦେଶର ଇନ୍ଦୋର ଏବେ ବର୍ଜ୍ୟବସ୍ତୁକୁ ଉଚିତ୍ ବ୍ୟବହାର କରି ବର୍ଷକୁ ୪କୋଟି ଟଙ୍କା ଆୟ…
ଜେଏନ୍ୟୁ ହିଂସାର ତଦନ୍ତ ଭାର ନେଲା କ୍ରାଇମ୍ ବ୍ରାଞ୍ଚ୍: ୩ ଦଳରେ ବିଭକ୍ତ ହେଲା ଟିମ୍
ନୂଆଦିଲ୍ଲୀ,୬।୧: ଜେଏନ୍ୟୁ ହିଂସାକାଣ୍ଡର ତଦନ୍ତ ଭାର କ୍ରାଇମ୍ ବ୍ରାଞ୍ଚ୍ ହାତକୁ ଯାଇଛି। ମାମଲା ହସ୍ତାନ୍ତର ପରେ କ୍ରାଇମ୍ ବ୍ରାଞ୍ଚ୍ ତଦନ୍ତ ପାଇଁ ଯୋଜନା ପ୍ରସ୍ତୁତି କରିଛି। ଇତିମଧ୍ୟରେ ତଦନ୍ତ କରୁଥିବା ଦଳକୁ ୩ ଭାଗରେ ବିଭକ୍ତ କରାଯାଇଛି। ପ୍ରତି ଦଳକୁ ଭିନ୍ନ…
ଟି-ସାର୍ଟରେ ‘ନୋ ସିଏଏ’ଲେଖି ବିଧାନସଭା ଆସିଲେ ବିଧାୟକ
ଚେନ୍ନାଇ,୬।୧: ତାମିଲନାଡୁ ନାଗାପଟ୍ଟିନମ ମନିଥାନେୟା ଜନନାୟଗ କାଟଚିର ବିଧାୟକ ଥାମିମୁନ ଅନସାରୀ ସୋମବାର ଅଭିନବ ଢଙ୍ଗରେ ବିଧାନସଭା ଆସିଥିବା ଦେଖିବାକୁ ମିଳିଛି। ସେ ପିନ୍ଧିଥିବା ଟି-ସାର୍ଟରେ ‘no CAA, NPR and NRC’ଲେଖାହୋଥିବା ବେଳେ ସେ ହାତରେ ଜାତୀୟ ପତାକା ଧରି…
୨୧ରେ ସିଏଏ ସପକ୍ଷରେ ରାଲି
କେନ୍ଦୁଝର,୬।୧(ସ୍ବ.ପ୍ର.): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ପରିପ୍ରେକ୍ଷୀରେ କେନ୍ଦୁଝର ଭାଜପା ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାସ୍ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି,…
ଉଡ଼ନ୍ତା ପାଉଁଶରୁ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ
”ଆମ ପରିବେଶର ଏକ ପ୍ରମୁଖ ସମସ୍ୟା ଭାବରେ ଉଡ଼ନ୍ତା ପାଉଁଶ ଉଭାହୋଇଛି। ଏକବିଂଶ ଶତାବ୍ଦୀର ଦ୍ରୁତ ଶିଳ୍ପାୟନ ଫଳରେ ଏହା ଆମ ଆଗରେ ଏକ ପ୍ରମୁଖ ସମସ୍ୟା ହୋଇ ରହିଆସିଛି। ବିଶେଷକରି ତାପଜ ବିଦ୍ୟୁତ୍ କେନ୍ଦ୍ରରୁ ବାହାରୁଥିବା ଏହି ପାଉଁଶ କେବଳ…
ଜେଏନ୍ୟୁ ହିଂସାକୁ ନେଇ ପ୍ରତିକ୍ରିୟା ରଖିଲେ ବଲିଉଡ୍ ସେଲିବ୍ରିଟି
ନୂଆଦିଲ୍ଲୀ,୬।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍ୟୁ) କ୍ୟାମ୍ପସ୍ରେ ରବିବାର ରାତିରେ ଦୁଇ ଛାତ୍ରଗୋଷ୍ଠି ମଧ୍ୟରେ ବିବାଦ ଦେଖାଦେଇଛି। ରାତି ଅନ୍ଧକାରରେ କିଛି ଦୁର୍ବୃତ୍ତ ମୁହଁରେ କପଡ଼ା ବାନ୍ଧି କ୍ୟାମ୍ପସ୍ ଭିତରକୁ ପଶି ଛାତ୍ରଙ୍କୁ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ଜେଏନ୍ୟୁ ଛାତ୍ର…
ହୃଦ୍ରୋଗ ଆଶଙ୍କା କମାଏ ଭିଟାମିନ୍ ‘ସି’
ଭିଟାମିନ୍ ‘ସି’ଯୁକ୍ତ ଖାଦ୍ୟ ଖାଇଲେ ତାହା ହୃଦ୍ଘାତ ଆଶଙ୍କା କମାଇ ଦେଇଥାଏ ବୋଲି ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି। ଏ ସମ୍ପର୍କିତ ବିଷୟବସ୍ତୁକୁ ନେଇ ଡେନ୍ମାର୍କର ହୃଦ୍ରୋଗ ବିଶେଷଜ୍ଞମାନେ ଗବେଷଣା କରିଥିଲେ। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କୁ ନିୟମିତ ଭିଟାମିନ୍ ‘ସି’ଯୁକ୍ତ ଖାଦ୍ୟ ଖାଇବାକୁ…
ଡ୍ରପ୍ଲେଟ୍ କମ୍ପ୍ୟୁଟର
କମ୍ପ୍ୟୁଟର ପାଣିରେ ଚାଲିବ-ଏକଥାକୁ ଅନେକେ ହୁଏତ ବିଶ୍ୱାସକରି ନ ପାରନ୍ତି। ହେଲେ ଏହା ସତ। ଦୀର୍ଘ ୫ବର୍ଷ ଧରି ଗବେଷଣା କରିବା ପରେ ଆମେରିକାସ୍ଥିତ ଷ୍ଟାନ୍ଫୋର୍ଡ ୟୁନିଭର୍ସିଟିର ବିଶେଷଜ୍ଞ ମାନେ ଏଭଳି ଏକ ହାଇଟେକ୍ କମ୍ପ୍ୟୁଟର ପ୍ରସ୍ତୁତ କରିଛନ୍ତି। ଗୋଟିଏ ଇଲେକ୍ଟ୍ରୋନିକ୍…
ଭୂକମ୍ପରୁ ଘରକୁ ସୁରକ୍ଷା ଦେବ ଚୁମ୍ବକ
ଅନ୍ୟତମ ପ୍ରମୁଖ ପ୍ରାକୃତିକ ବିପର୍ଯ୍ୟୟ ଭାବରେ ପରିଗଣିତ ଭୂକମ୍ପ ଦ୍ୱାରା ଆମର ଅଶେଷ କ୍ଷତି ହୋଇଥାଏ । ତେବେ ଏହି ସମୟରେ ଘରକୁ ସୁରକ୍ଷା ଦେବାର ଏକ ନୂଆ ଉପାୟ ଉଦ୍ଭାବିତ ହୋଇଛି। ‘ଭୂକମ୍ପ ଏବଂ ଘରର ସୁରକ୍ଷା’ ଶୀର୍ଷକ ବିଷୟବସ୍ତୁକୁ…
Archives


