Home

୧୦ରୁ ରଙ୍ଗସାଇଡ୍‌ ଯାଞ୍ଚ କଡ଼ାକଡ଼ି

ଭୁବନେଶ୍ୱର, ୮ା୨(ବ୍ୟୁରୋ): ରାଜଧାନୀରେ ରଙ୍ଗ୍‌ସାଇଡ୍‌ରେ ଡ୍ରାଇଭିଂ କରୁଥିବା ଗାଡ଼ି ଚାଳକଙ୍କ ସଂଖ୍ୟା ବଢୁଛି। ତେଣୁ କମିଶନରେଟ ପୋଲିସ ଏହା ଉପରେ ରୋକ୍‌ ଲଗାଇବା ପାଇଁ ପଦେକ୍ଷପ ନେଇଛି। ଗୁରୁବାର ପ୍ରଥମେ ଦିନରେ ରାଜଧାନୀର ୯ଟି ସ୍ଥାନରେ ଯାଞ୍ଚ କରାଯାଇ ୮୦ ଜଣ…

ବିନା ଅନୁମତିରେ ଚାଲିଛି ଶତାଧିକ ବିଦ୍ୟାଳୟ

ଭୁବନେଶ୍ୱର, ୮ା୨(ବ୍ୟୁରୋ): ଅର୍ଗାନାଇଜେଶନ୍‌ ଅଫ୍‌ ପ୍ୟାରେଣ୍ଟ ଆସୋସିଏଶନ୍‌ ଫୋରମ୍‌ (ଓପାଫ୍‌) ତରଫରୁ ଘରୋଇ ବିଦ୍ୟାଳୟଗୁଡ଼ିକରେ ମନମୁଖି କାର୍ଯ୍ୟକଳାପ, ଗଣଶିକ୍ଷା ବିଭାଗର ନୀରବତା ଓ ସିବିଏସ୍‌ଇର ସ୍ଥାଣୁତା ଉପରେ ଏକ ଖବରଦାତା ସମ୍ମିଳନୀରେ ଉଦ୍‌ବେଗ ପ୍ରକାଶ କରାଯାଇଛି। କର୍ମଚାରୀ ଭବନରେ ଅନୁଷ୍ଠିତ ଏହି…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନ୍ୟାଶନାଲ ଡିଫେନ୍ସ ଏକାଡେମୀ ପ୍ରତିନିଧି ଦଳ

ଭୁବନେଶ୍ୱର,୮ା୨(ବ୍ୟୁରୋ): ନୂଆଦିଲ୍ଲୀସ୍ଥିତ ନ୍ୟାଶନାଲ ଡିଫେନ୍ସ କଲେଜର ଏକ ପ୍ରତିନିଧି ଦଳ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଏୟାରଚିଫ୍‌ ମାର୍ଶଲ ବି.ଭି ଉପାଧ୍ୟାୟଙ୍କ ନେତୃତ୍ୱରେ ଲୋକସେବା ଭବନରେ ଡିଫେନ୍ସ କଲେଜର ପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ଓ ବାର୍ତ୍ତାଳାପ…

ଭଲ କାମ ପାଇଁ ପୁରସ୍କୃତ ହେଲେ ୭ ଆମ୍ବୁଲାନ୍ସ କର୍ମଚାରୀ

ଭୁବନେଶ୍ୱର,୮ା୨(ବ୍ୟୁରୋ): ଆମ୍ବୁଲାନ୍ସ ସେବା ୧୦୮ ଏବଂ ୧୦୨ ପରିଚାଳନା କରୁଥିବା ଜିକିତ୍ସା ହେଲଥ୍‌କେୟାର ପକ୍ଷରୁ ଓଡ଼ିଶା ସ୍କଲାରଶିପ୍‌ ପ୍ରୋଗ୍ରାମ-୨୦୨୦ ଶୁକ୍ରବାର ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ ଆମ୍ବୁଲାନ୍ସ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଲାଗି ପାଇଁ ୭…

ଚିହ୍ନଟ ୪ଗାଁର ବିସ୍ଥାପିତଙ୍କ ସହ ଆଲୋଚନା

ଦିଗପହଣ୍ଡି,୮ା୨(ଡି.ଏନ୍‌.ଏ.)-ଗଜପତି ଜିଲା ଆର୍‌.ଉଦୟଗିରି ବ୍ଲକ ଛେଳିଗଡ଼ ଗ୍ରାମ ନିକଟରେ ଏକ ବୃହତ ଜଳସେଚନ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ୧୯୯୯ ମସିହାରେ ରାଜ୍ୟ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକ ପ୍ରସ୍ତାବ ଆଗତ କରାଯାଇଥିଲା। ୨୦୦୪ରେ ଏହି ପ୍ରକଳ୍ପ ସ୍ବୀକୃତି ପାଇବା ପରେ…

ଖଣ୍ଡଗିରି ଯାତ୍ରାରେ ପୁଣି ଅଶ୍ଳୀଳ ନୃତ୍ୟ

ଭୁବନେଶ୍ୱର, ୮ା୨(ବ୍ୟୁରୋ): କଟକଣା ସତ୍ତ୍ୱେ ଚଳିତବର୍ଷ ଖଣ୍ଡଗିରି କୁମ୍ଭମେଳା ଯାତ୍ରା ମଞ୍ଚରେ ପୁଣି ପରିବେଷଣ ହୋଇଛି ଅଶ୍ଳୀଳ ନୃତ୍ୟ। ଏଭଳି ନୃତ୍ୟ ପ୍ରଦର୍ଶନକୁ ନେଇ ବିବାଦ ଘେରକୁ ଆସିଛନ୍ତି ଆଉ ଜଣେ ଅଭିନେତ୍ରୀ। ଅନ୍ୟପକ୍ଷରେ ଏହି ଘଟଣାକୁ କଳିଙ୍ଗ ସେନା ତୀବ୍ର…

ଆଜି ଦିଲ୍ଲୀ ଭୋଟ

ନୂଆଦିଲ୍ଲୀ, ୮ା୨: ଦିଲ୍ଲୀ ବିଧାନସଭାର ୭୦ ଆସନ ଲାଗି ଶନିବାର ଭୋଟଗ୍ରହଣ କରାଯିବ। ଏଥିପାଇଁ ଗୂୁରୁବାର ସବୁ ଦଳ ପକ୍ଷରୁ ହାଇଭୋଲ୍ଟେଜ୍‌ ପ୍ରଚାର ସରିଥିବାବେଳେ ଶୁକ୍ରବାର ନିର୍ବାଚନ କମିଶନ (ଇସି) ଓ ପୋଲିସ ପ୍ରଶାସନ ସମସ୍ତ ପ୍ରସ୍ତୁତି ଶେଷ କରିଛନ୍ତି। ସକାଳ…

ନିୟମିତ ଡାଳିମ୍ବ ଖାଇଲେ ହେବ ନାହିଁ ଏହି ଦୁଇ ମାରାତ୍ମକ ରୋଗ

ବର୍ତ୍ତମାନ ସମୟରେ ଅଧିକାଂଶ ଲୋକ ଜଙ୍କ୍‌ଫୁଡ୍‌ ତଥା ବାହାର ଖାଦ୍ୟ ଉପରେ ନିର୍ଭରଶୀଳ। ଫଳରେ ଏହା ଆମ ସ୍ବାସ୍ଥ୍ୟ ଉପରେ କୁପ୍ରଭାବ ପକାଇଥାଏ। ତେଣୁ ଉତ୍ତମ ସ୍ବାସ୍ଥ୍ୟ ତଥା ନିରୋଗ ରହିବା ପାଇଁ ଦୈନନ୍ଦିନ ଫଳ ଖାଇବା ପାଇଁ ଡାକ୍ତର ମରାମର୍ଶ…

ବନ୍ତରେ ରୁରାଲ ହାଉସିଂ ପରାମର୍ଶଦାତା: ଆବାସ ନିର୍ମାଣ କାର୍ଯ୍ୟ ବୁଲି ଦେଖିଲେ

ବନ୍ତ,୮।୨(ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ବିଭାଗ ଆର୍‌.ଏଚ୍‌(ରୁରାଲ ହାଉସିଂ) ପରାମର୍ଶଦାତା ନିରଞ୍ଜନ ବେହେରା ଶୁକ୍ରବାର ବନ୍ତ ବ୍ଲକ ପରିଦର୍ଶନ କରିଛନ୍ତି। ବିଭିନ୍ନ ପଞ୍ଚାୟତରେ ସେ ପ୍ରଧାନମନ୍ତ୍ରୀ ଆବାସ ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ହିତାଧିକାରୀଙ୍କୁ ଭେଟି ବିଭିନ୍ନ ସମସ୍ୟା ପଚାରି ବୁଝିଥିଲେ।…

ଖରିଫ ଧାନର ଅଭାବୀ ବିକ୍ରି

ଜଳେଶ୍ୱର, ୮।୨(ସ୍ବ.ପ୍ର.)-ଚଳିତବର୍ଷ ପ୍ରତିକୂଳ ପାଗରେ ଧାନ ଅମଳ ବିଳମ୍ବ ହୋଇଥିଲେ ମଧ୍ୟ ଏହା ମଧ୍ୟରେ ୨ମାସ ବିତିଗଲାଣି। ଅଧା ଚାଷୀ ଟୋକନ ପାଇ ମଧ୍ୟ ଧାନ ବିକ୍ରି ପାଇଁ ସୁଯୋଗ ପାଇପାରିନାହାନ୍ତି। ପ୍ରଶାସନିକ ଉଦାସୀନତା ଯୋଗୁ ଧାନର ବ୍ୟାପକ ଅଭାବୀ ବିକ୍ରି…

ଉନ୍ନୟନ କାର୍ଯ୍ୟରେ ଅନିୟମିତତା ଅଭିଯୋଗ: ଜିଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ

ବାଲେଶ୍ୱର ଅଫିସ, ୮।୨-ବାଲେଶ୍ୱର ସଦର ବ୍ଲକ ଅଧୀନ ଗୋପୀନାଥପୁର ପଞ୍ଚାୟତରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋବିନ୍ଦପୁର ପ୍ରାଥମିକ ବିଦ୍ୟାଳୟରେ ଥିବା ପୁରୁଣା ଶୌଚାଳୟରେ ରଙ୍ଗ ଲଗାଇ ପଞ୍ଚାୟତରୁ ୧୫ହଜାର ଟଙ୍କା ହଡ଼ପ କରାଯାଇଥିବା, ଗୋପୀନାଥପୁର ପ୍ରାଥମିକ…

ସମସିଆ ଘେରରେ ଲାଠୋର ଉ.ପ୍ରା.ବିଦ୍ୟାଲୟ: କୁଠି ଅଭାବୁ ପାଠ୍‌ପଢ଼ାରେ ଖେଲଢ଼େପ୍‌

  ଲାଠୋର, ୮।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଲୟ ନାନା ସମସିଆ ଘେରରେ ରହିଛେ। ସ୍କୁଲରେ ଅନେକ ଦିନ୍‌ ହେଲା ପଢ଼ା କୁଠି ଅଭାବ୍‌କେ ପିଇଲା ପାଏନ୍‌ ସମସିଆ ଲାଗି ରହିଛେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri