Home

ମତଦାନ ପୂର୍ବରୁ ଦିଲ୍ଲୀରେ ଫୁଟିଲା ଗୁଳି

ନୂଆଦିଲ୍ଲୀ,୭।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ମତଦାନର ଦିନକ ପୂର୍ବରୁ ସ୍ଥନୀୟ ଅଞ୍ଚଳରେ ଫୁଟିଲା ଗୁଳ। ଶୁକ୍ରବାର ଉତ୍ତର ପୂର୍ବ ଦିଲ୍ଲୀର ଜାଫରାବାଦ ଅଞ୍ଚଳରେ ୨ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ଏକ ଦୋକାନ ସମ୍ମୁଖରେ ୪ରାଉଣ୍ଡ ଫାଙ୍କା ଗୁଳି ଚାଳନା କରିଥିଲେ।…

କରୋନାଭାଇରସରୁ ମୁକ୍ତି ପାଇଁ ବାଲାଜୀଙ୍କ ମନ୍ଦିରରେ ସ୍ବତନ୍ତ୍ର ପୂଜାର୍ଚ୍ଚନା

ହାଇଦ୍ରାବାଦ,୭।୨: ତେଲେଙ୍ଗାନାର ଚିଲକୁର ବାଲାଜୀ ମନ୍ଦିରରେ ଗୁରୁବାର ଏକ ସ୍ବତନ୍ତ୍ର ପୂଜାର ଆୟୋଜନ ଦେଖିବାକୁ ମିଳିଥିଲା। ଏହା କରୋନାଭାଇରସରୁ ମୁକ୍ତି ପାଇଁ କରାଯାଇଥିବା କୁହାଯାଏ। ଚାଇନାରେ ଏବେ ଏହି କରୋନାଭାଇରସରେ ପୀଡିତ ଓ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏବେ…

ସପ୍ତମ ଶ୍ରେଣୀର ଛାତ୍ରଙ୍କ ଜ୍ଞାନ: ଅମିତ ଶାହା ରାଜ୍ୟର ମୁଖ୍ୟମନ୍ତ୍ରୀ

ରାଞ୍ଚି,୭।୨: ଦେଶର ସରକାରୀ ସ୍କୁଲରେ ଶିକ୍ଷା ବ୍ୟବସ୍ଥା ଉଜୁଡିବାରେ ଲାଗିଛି। ଦିନକୁ ଦିନ ଶିକ୍ଷାର ସ୍ତର ତଳକୁ ଖସୁଛି। ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଝାଡଖଣ୍ଡ ରାମଗଡରେ। ସୋରେନ ସରକାରରେ ଥିବା ଶିକ୍ଷାମନ୍ତ୍ରୀ ହଠାତ୍‌ ଏକ ସରକାରୀ ସ୍କୁଲକୁ…

କୁନି କାନ୍ଧରେ ପରିବାରର ବୋଝ ଘଟଣା: ଅସହାୟ ପବିତ୍ରଙ୍କ ପରିବାକୁ ଭେଟିଲେ କେନ୍ଦ୍ରାପଡ଼ା ଜିଲାପାଳ

ମାର୍ଶାଘାଇ,୭।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଆଠବାଟିଆ ଗ୍ରାମର ଅସହାୟ ପବିତ୍ର ବେହେରାଙ୍କ ପରିବାର ବିଷୟରେ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଶୁକ୍ରବାର ଜିଲାପାଳ ସମର୍ଥ ବର୍ମା ତାଙ୍କ ଘରେ ପହଞ୍ଚିଥିଲେ। ପରିବାରର ସମସ୍ୟା ବିଷୟରେ ସେ ବୁଝିବା ସହ…

ନିର୍ଭୟା ମାମଲା: ତୃତୀୟ ଡେଥ୍‌ ଓ୍ବାରେଣ୍ଟ ଜାରି କରିବାକୁ ମନା କଲେ କୋର୍ଟ

ନୂଆଦିଲ୍ଲୀ,୭।୨: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀଙ୍କୁ ଶୀଘ୍ର ଫାଶୀ ଦେବା ଲାଗି ତିହାର ଜେଲ ପ୍ରଶାସନ ପଟିଆଲା ହାଉସ କୋର୍ଟ ଯାଇଥିଲେ। ଶୁକ୍ରବାର ଏହି ମାମଲାର ଶୁଣାଣି କରି ପଟିଆଲା ହାଉସ କୋର୍ଟ ଏବେ ନୂଆ ଡେଥ୍‌ ଓ୍ବାରେଣ୍ଟ…

ପାକିସ୍ତାନର ମିରାଜ ବିମାନ ଦୁର୍ଘଟଣାଗ୍ରସ୍ତ

ଇସ୍‌ଲାମାବାଦ,୭।୨: ପାକିସ୍ତାନର ସରାକୋଟ ସହର ନିକଟରେ ସେନାର ପ୍ରଶିକ୍ଷଣ ବିମାନ ମିରାଜ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ପାକିସ୍ତାନ ବାୟୁ ସେନାର ମିରାଜ ବିମାନ ସବୁଦିନ ଭଳି ଶୁକ୍ରବାର ମଧ୍ୟ…

ରାଲି ସମୟରେ କୈଳାଶ ବିଜୟବର୍ଗିୟଙ୍କୁ ଅଟକ

କୋଲକାତା,୭।୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)ର ସମର୍ଥନରେ ବାହାରିଥିବା ରାଲିରୁ ଭାଜପା ମହାସଚିବ କୈଳାଶ ବିଜୟବର୍ଗିୟଙ୍କୁ ଉଠାଇନେଲା ପୋଲିସ। ଶୁକ୍ରବାର ସିଏଏ ସମର୍ଥନରେ କୈଳାଶ ଏକ ଅଭିନନ୍ଦନ ରାଲିର ଆୟୋଜନ କରିଥିଲେ। ଏହି ରାଲି କୋଲକାତାର ଟାଲିଗଞ୍ଜ ଫେରିରୁ ଆରମ୍ଭ ହେବାର…

କରୋନା ମୁକାବିଲା ଚିନ୍ତା: ସ୍କୁଲଗୁଡ଼ିକ ପାଇଁ ଗାଇଡ୍‌ଲାଇନ୍‌ ଜାରି କଲା ସ୍ବାସ୍ଥ୍ୟବିଭାଗ

ଭୁବନେଶ୍ୱର,୭।୨(ବ୍ୟୁରୋ): ପ୍ରାଣଘାତକ କରୋନା ଭାଇରସ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍କୁଲଗୁଡ଼ିକୁ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଖାଦ୍ୟ ଖାଇବା ପୂର୍ବରୁ ଭଲ ଭାବେ ସାବୁନରେ ହାତ ଧୋଇବା ସହ ଥଣ୍ଡା ହୋଇଥିଲେ ରୁମାଲ ଦେଇ ଛିଙ୍କିବାକୁ ଛାତ୍ରୀଛାତ୍ରୀମାନଙ୍କୁ ପରାମର୍ଶ…

ପ୍ରପୋଜ୍‌ ଡେ’: ଜାଣନ୍ତୁ ସାଥୀଙ୍କୁ କେମିତି କହିବେ ମନର କଥା…

ବର୍ତ୍ତମାନ ଭାଲେଣ୍ଟାଇନ୍‌ ଓ୍ବିକ୍‌ ବା ପ୍ରେମ ସପ୍ତାହ ଚାଲିଛି। ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଏହି ସପ୍ତାହକୁ ଯୁବପିଢ଼ି ବେଶ୍‌ ଉତ୍ସାହର ସହ ପାଳନ କରୁଛନ୍ତି। ରୋଜ୍‌ ଡେ’କୁ ପ୍ରେମର ପ୍ରଥମ ଦିନ କୁହାଯାଉଥିବା ବେଳେ ଦ୍ୱିତୀୟ ଦିନକୁ ପ୍ରପୋଜ୍‌ ଡେ’…

କ୍ୟାବିନେଟ୍‌ ବୈଠକରେ ୯ ପ୍ରସ୍ତାବକୁ ମଞ୍ଜୁରୀ: ସରକାରୀ ଚାକିରିରେ ଥିବା ବେଳେ ମୃତ୍ୟୁ ହେଲେ ପରିବାରଲୋକଙ୍କୁ ଥଇଥାନ

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଶୁକ୍ରବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୋଟ ୯ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳଛି। ପଞ୍ଚମ ଅର୍ଥ କମିଶନଙ୍କ ରିପୋର୍ଟ, ଓଡ଼ିଶା ସିଭିଲ ସର୍ଭିସ ସଂଶୋଧନ…

ଏଥର ବଜେଟ ପରିମାଣ ଟପିବ ଦେଢ଼ ଲକ୍ଷ କୋଟି

ଭୁବନେଶ୍ୱର,୭।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୨୦୨୦-୨୧ ବର୍ଷ ପାଇଁ ରାଜ୍ୟ ବଜେଟକୁ ଅନୁମୋଦନ ମିଳିଛି। ଆସନ୍ତା ୧୮ ତାରିଖରେ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହେବ। ଏଥର ବଜେଟ ପରିମାଣ…

କେରଳ ସରକାର ବଜେଟର କଭର ପେଜ୍‌ରେ ଛାପିଲେ ଗାନ୍ଧୀଙ୍କ ମୃତ୍ୟୁ ବେଳର ଫଟୋ: ତେଜିଲା ବିବାଦ

ଥିରୁଭାନନ୍ଥପୁରମ,୭।୨: କେରଳ ସରକାରଙ୍କ ଦ୍ୱାରା ଆର୍ଥିକ ବର୍ଷ ୨୦୨୦-୨୧ ପାଇଁ ପ୍ରକାଶ କରାଯାଇଥିବା ବଜେଟର କଭର ପେଜ୍‌କୁ ନେଇ ଏବେ ବିବାଦ ମୁଣ୍ଡ ଟେକିଛି। କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ସରକାର ଏବେ ଏହାକୁ ନେଇ ଚର୍ଚ୍ଚାର ପରିସରକୁ ଚାଲିଆସିଛନ୍ତି। ବଜେଟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri