Home

ଚମକାଇଦେଲେ କୁନି ମଡେଲ୍‌

ଭୁବନେଶ୍ୱର,୭।୨(ବ୍ୟୁରୋ): ଦେଖିବାକୁ ଛୋଟ। ହେଲେ ର଼୍ୟାମ୍ପ୍‌ରେ ସେମାନଙ୍କ ଚାଲି ପ୍ରଫେଶନାଲ ମଡେଲମାନଙ୍କୁ ବି ପଛରେ ପକାଇ ଦେଇଥିଲା। ଦୃଢ଼ ମନୋବଳ ସହ ଆଗଧାଡ଼ିର ମଡେଲ୍‌ଙ୍କ ଭଳି ର଼୍ୟାମ୍ପ୍‌ ଓ୍ବାକ୍‌ କରି ସେମାନେ ଉପସ୍ଥିତ ଦର୍ଶକଙ୍କୁ ଚମକାଇ ଦେଇଥିଲେ। ଓଡ଼ିଶା ଆର୍ଟ ଆଣ୍ଡ୍‌…

ସିଏଏକୁ ସମର୍ଥନ କରି ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବ ଭାଜପା

ଭୁବନେଶ୍ୱର,୭।୨(ବ୍ୟୁରୋ): ନାଗରିକତ୍ୱ ପ୍ରଦାନ କରିବା ପାଇଁ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) କରାଯାଇଛି। ସିଏଏ ଦ୍ୱାରା କୌଣସି ଭାରତୀୟଙ୍କ ଅଧିକାର କ୍ଷୁଣ୍ଣ ହେବନି ବୋଲି ଓଡ଼ିଶାବାସୀ ବୁଝି ସାରିଛନ୍ତି। ସାରା ରାଜ୍ୟବାସୀ ଏବେ ଏହି ଆଇନକୁ ପୂର୍ଣ୍ଣ ସମର୍ଥନ ଜଣାଇଛନ୍ତି ବୋଲି ଭାଜପା…

ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ବ୍ଲକ ଯୋଗାଣ ନିରୀକ୍ଷକ

ଜଟଣୀ,୭।୨(ଡି.ଏନ.ଏ.): ଖୋର୍ଦ୍ଧା ବ୍ଲକର ମହିଳା ଯୋଗାଣ ନିରୀକ୍ଷକ ମାର୍ଶାଲିନ ପଢିଆରୀ ୨୦ ହଜାର ଟଙ୍କା ଲାଞ୍ଚ ଡିଲରମାନଙ୍କଠାରୁ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଗୁରୁବାର ଧରା ପଡ଼ିଛନ୍ତି। ପ୍ରତିମାସରେ କିରୋସିନ ଉଠାଣ ଅନୁମତି ଦେବା ପାଇଁ ଡିଲରମାନଙ୍କଠାରୁ ଲିଟର ପିଛା ୮୦…

ଓମାର,ମେହବୁବାଙ୍କ ବିରୋଧରେ ପିଏସଏ: ଚିଦାମ୍ବରମ କହିଲେ, ଲୋକତନ୍ତ୍ରରେ ଏହା ସବୁଠୁ କ୍ରୂର ପଦକ୍ଷେପ

ନୂଆଦିଲ୍ଲୀ,୭।୨: ଜମ୍ମୁ-କଶ୍ମୀରର ଦୁଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଓ ମେହବୁବା ମୁଫ୍‌ତିଙ୍କ ବିରୋଧରେ ପ୍ରଶାସନ ଗୁରୁବାର ପିଏସ୍‌ଏ (ସାଧାରଣ ନିରାପତ୍ତା ଆଇନ)ରେ ମାମଲା ରୁଜୁ କରିଛି। ମୁଫ୍‌ତି ଅଟକ ରହିଥିବା ବଙ୍ଗଳାକୁ ମାଜିଷ୍ଟ୍ରେଟ ଏହି ନିର୍ଦ୍ଦେଶନାମା ପଠାଇଛନ୍ତି। ଏହାକୁ ନେଇ…

ନିର୍ଦ୍ଧାରଣ ହୋଇପାରୁନି ଅବଢ଼ା ଦର

ପୁରୀ ଅଫିସ,୭।୨: ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ ସେଥିଲାଗି ସବୁପ୍ରକାର ବ୍ୟବସ୍ଥା କରିବାକୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ ରହିଛି। ଶ୍ରୀମନ୍ଦିର ପ୍ରଶାସନ ମଧ୍ୟ ଏହାକୁ ଗୁରୁତ୍ୱର ସହ ନେଇଛି। ପରିଚାଳନା କମିଟି ବୈଠକ ବସି ଏ ବିଷୟରେ…

ଠିକାଦାର ଦିଲୀପ, ଇସ୍କନ ବିରୋଧରେ ପୃଥକ୍‌ ମାମଲା

ପୁରୀ ଅଫିସ,୭।୨: ଭୁବନେଶ୍ୱର ବିମାନବନ୍ଦରରେ ନିର୍ମାଣାଧୀନ କୋଠାର ଛାତ ଭୁଶୁଡ଼ିବା ଘଟଣାରେ ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଠିକାଦାର ଦିଲୀପ ଖଟେଇଙ୍କ ବିରୋଧରେ ଆଇନଜୀବୀ ପ୍ରିୟଦର୍ଶନ ପଟ୍ଟନାୟକ ଗୁରୁବାର ଏସ୍‌ଡିିଜିଏମଙ୍କ କୋର୍ଟରେ ଅଭିଯୋଗ କରିଛନ୍ତି। ଏନେଇ ୱାନସିସି କେସ୍‌ ନଂ.…

ଜମ୍ମୁ-କଶ୍ମୀର ବୁଲିବାକୁ ଯାଉଥିବା ଓଡ଼ିଆଙ୍କ ପାଇଁ ବିଶେଷ ରିହାତି

ଭୁବନେଶ୍ୱର,୭।୨(ବ୍ୟୁରୋ): ଜମ୍ମୁ ଓ କଶ୍ମୀର ବୁଲିବାକୁ ଯାଉଥିବା ଓଡ଼ିଆ ପର୍ଯ୍ୟଟକଙ୍କ ପାଇଁ ସ୍ବତନ୍ତ୍ର ରିହାତି ବ୍ୟବସ୍ଥା କରାଯାଇଛି। କଶ୍ମୀର ଘରୋଇ ଟୁର୍‌ ଅପରେଟର ସଂଘ ପକ୍ଷରୁ ଭୁବନେଶ୍ୱରରେ ରୋଡ୍‌ ଶୋ କରାଯାଇଛି। ଏହି ଶୋରେ ଓଡ଼ିଆ ପର୍ଯ୍ୟଟକଙ୍କ ପାଇଁ ଟୁର୍‌ ଅପରେଟର…

ଚିକିତ୍ସାରେ ଅବହେଳା ଅଭିଯୋଗ

ବାଲେଶ୍ୱର ଅଫିସ,୭।୨: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ପଦ୍ମପୁର ଗ୍ରାମର ଜଣେ ରୋଗୀଙ୍କୁ ଅପରେଶନ ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ରୋଗୀଙ୍କୁ ନିଶ୍ଚେତକ ଦେଇ ଦୀର୍ଘ ସମୟ ଯାଏ ଡାକ୍ତର କିମ୍ବା ନର୍ସ କେହି ଦେଖାଦେଲେ ନାହିଁ। ଫଳରେ ରୋଗୀଙ୍କ…

ଦିଲ୍ଲୀ ନିର୍ବାଚନ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଓଏସ୍‌ଡି ଲାଞ୍ଚ ନେଉଥିବାବେଳେ ଗିରଫ

ନୂଆଦିଲ୍ଲୀ,୭।୨: ଦିଲ୍ଲୀ ନିର୍ବାଚନ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଓଏସ୍‌ଡି(ସ୍ବତନ୍ତ୍ର କର୍ତ୍ତବ୍ୟ ଅଧିକାରୀ) ଗୋପାଳକୃଷ୍ଣ ମାଧବ ଗିରଫ ହୋଇଛନ୍ତି। ଜିଏସ୍‌ଟି ସମ୍ପର୍କିତ ମାମଲାରେ ଗୋପାଳ ଜଣେ ବ୍ୟକ୍ତିଙ୍କଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ସମୟରେ ସିବିଆଇ ଅଧିକାରୀମାନେ ତାଙ୍କୁ ଗୁରୁବାର…

ମୁନିଗୁଡ଼ାରେ ମାଓବାଦୀ ବିରୋଧୀ ପୋଷ୍ଟର

ମୁନିଗଡ଼ା,୭।୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ବୁର୍ଷିଖମ୍ବା ଗ୍ରାମ ଛକସ୍ଥିତ ଯାତ୍ରୀ ବିଶ୍ରାମାଗାରରେ ମାଓବାଦୀ ବିରୋଧୀ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ଉକ୍ତ ପୋଷ୍ଟରରେ ଡଙ୍ଗରିଆ କନ୍ଧ ବିକାଶ ମଞ୍ଚ ନାମରେ ହାତଲେଖା ହୋଇଥିବା ବେଳେ ଏହି ପୋଷ୍ଟରରେ ନିୟମଗିରି ସୁରକ୍ଷା…

ପେଟରୁ ବାହାରିଲା ଏଲ୍‌ଇଡି ବଲ୍‌ବ

ଫରିଦାବାଦ୍‌,୭।୨: ହରିୟାଣାର ଫରିଦାବାଦରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୦ ବର୍ଷୀୟ ବାଳକଙ୍କ ପେଟରୁ ଏଲ୍‌ଇଡି ବଲ୍‌ ବାହାର କରାଯାଇଛି। ଫରିଦାବାଦର ସେକ୍ଟର ୬୨ରେ ରହୁଥିବା ପ୍ରମୋଦ କୁମାରଙ୍କ ଭଣଜା ଅଭିଷେକ(୧୦) ୧୦ ଦିନ ପୂର୍ବେ ଖେଳୁଥିବାବେଳେ ପ୍ରବଳ କାଶ…

ଚନ୍ଦ୍ରମଣି ଲେଙ୍କା ପାଇବେ ‘ଭୁବନେଶ୍ୱର ମିଶ୍ର ସ୍ମୃତି ସମ୍ମାନ’

ଭୁବନେଶ୍ୱର,୭।୨(ବ୍ୟୁରୋ): ସାଂସ୍କୃତିକ ଅନୁଷ୍ଠାନ ଶ୍ରୁତି ପକ୍ଷରୁ ଆସନ୍ତା ୧୦ ଓ ୧୧ ତାରିଖରେ ଓଡ଼ିଶୀ ସଙ୍ଗୀତ ଏବଂ ଲଘୁସଙ୍ଗୀତ ସମାରୋହ ଅନୁଷ୍ଠିତ ହେବ। ଏହି ଅବସରରେ କଳାକ୍ଷେତ୍ରରେ ଜୀବନବ୍ୟାପୀ ସାଧନା ନିମନ୍ତେ ବିଶିଷ୍ଟ ଓଡ଼ିଶୀ କଣ୍ଠସଙ୍ଗୀତ ଶିଳ୍ପୀ ଗୁରୁ ଚନ୍ଦ୍ରମଣି ଲେଙ୍କାଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri