Home

ମାଟ୍ରିକ ପରୀକ୍ଷା: ମିଳିଲା ଆଡ୍‌ମିଟ୍‌ କାର୍ଡ

କଟକ ଅଫିସ,୭।୨: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା, ମଧ୍ୟମା ପରୀକ୍ଷା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଆସନ୍ତା ୧୯ରୁ ଆରମ୍ଭ ହେବ। ଏଥିନିମନ୍ତେ ଆଡ୍‌ମିଟ କାର୍ଡ ଗୁରୁବାରଠାରୁ ମିଳିଛି। ବୋର୍ଡ କର୍ତ୍ତୃପକ୍ଷ ନିଜସ୍ବ…

ଜିଇଏମ୍‌ ପୋର୍ଟାଲରେ କିଣାଯାଇଛି ୩୫୦ କୋଟିର ସାମଗ୍ରୀ

ଭୁବନେଶ୍ୱର,୭।୨(ବ୍ୟୁରୋ): ସରକାରୀ କାର୍ଯ୍ୟାଳୟଗୁଡ଼ିକର ବିଭିନ୍ନ ଆବଶ୍ୟକତାକୁ ପୂରଣ କରିବା ପାଇଁ ୨୦୧୬ ଅଗଷ୍ଟ ୯ରୁ ସରକାରଙ୍କ ଇ-ମାର୍କେଟ ପ୍ଲସ୍‌ ଜିଇଏମ୍‌ ପୋର୍ଟାଲର ଶୁଭାରମ୍ଭ ହୋଇଛି। ଏହି ପୋର୍ଟାଲକୁ ବ୍ୟବହାର କରି ସ୍ବଚ୍ଛତାର ସହିତ କମ୍‌ ସମୟ ମଧ୍ୟରେ ବିଭିନ୍ନ ସାମଗ୍ରୀ କ୍ରୟ…

ଲାଞ୍ଚ ମାଗି ଗିରଫ ହେଲେ ଥାନା ଅଧିକାରୀ

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ‘ମୋ ସରକାର’ କାର୍ଯ୍ୟକ୍ରମ ଜାରି ରହିଛି। ଓଡ଼ିଶାରେ ପୋଲିସ ବ୍ୟବସ୍ଥାକୁ ପୂର୍ବାପେକ୍ଷା ଅଧିକ ଲୋକାଭିମୁଖୀ କରିବାକୁ ଏହି ପ୍ରୟାସ କରାଯାଇଛି। ସେହି କ୍ରମରେ ଏହାର ସୁଫଳ ମଧ୍ୟ ମିଳିଛି। ନିୟମିତ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଇଜ୍‌ ଅଫ୍‌ ଲିଭିଙ୍ଗ୍‌ ସର୍ବେକ୍ଷଣ ଆରମ୍ଭ

ଭୁବନେଶ୍ୱର,୭।୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ଦେଶରେ ଆରମ୍ଭ ହୋଇଛି ଇଜ୍‌ ଅଫ୍‌ ଲିଭିଙ୍ଗ୍‌ ସର୍ବେକ୍ଷଣ। କେଉଁ ସହରରେ ଲୋକେ ରହିବାକୁ ଅଧିକ ପସନ୍ଦ କରୁଛନ୍ତି। ସୁରକ୍ଷାଠାରୁ ଆରମ୍ଭ କରି ପରିମଳ ଆଦି ବିଭିନ୍ନ ସେବା କ୍ଷେତ୍ର ସଂକ୍ରାନ୍ତରେ ଲୋକଙ୍କଠାରୁ ଗ୍ରହଣ କରାଯାଉଛି…

ଆଜି ଭାରତୀୟ କ୍ରିକେଟ ପାଇଁ ଏକ ସ୍ବତନ୍ତ୍ର ଦିନ, ଜାଣନ୍ତୁ କାହିଁକି

ଫେବୃୟାରୀ ୭, ଭାରତୀୟ କ୍ରିକେଟ ପାଇଁ ଏକ ସ୍ବତନ୍ତ୍ର ଦିନ। ଆଜିକୁ ଠିକ୍‌ ୨୧ ବର୍ଷ ପୂର୍ବେ ପ୍ରସିଦ୍ଧ ସ୍ପିନ୍‌ ବୋଲର୍‌ ଅନିଲ କୁମ୍ବଲେ ଭାରତ ପାଇଁ ଇତିହାସ ରଚିଥିଲେ। ୧୯୯୯, ଫେବୃୟାରୀ ୭ରେ ଦିଲ୍ଲୀର ତତ୍କାଳୀନ ଫିରୋଜ ଶାହା କୋଟଲା…

ବଦଳିବ ଭୁବନେଶ୍ୱରର ପାର୍କିଂ ଢାଞ୍ଚା

ଭୁବନେଶ୍ୱର,୭।୨(ବ୍ୟୁରୋ): ସହରର ପାର୍କିଂ ପଲିସି ଓ ଏନ୍‌ଏମ୍‌ଟି କାର୍ଯ୍ୟକାରିତା ନେଇ ଗୁରୁବାର ଏକ କର୍ମଶାଳା ଆୟୋଜିତ ହୋଇଯାଇଛି। ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍‌ (ବିଏସ୍‌ସିଏଲ), ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଓ ଜର୍ମାନ ସଂସ୍ଥା ଜିଆଇଜେଡ଼ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି କର୍ମଶାଳାକୁ…

ଧରାହେଲେ ଆଉ ୨ ବ୍ରାଉନସୁଗାର ବେପାରୀ

ଭୁବନେଶ୍ୱର,୭।୨(ବ୍ୟୁରେ): ରାଜଧାନୀ ପାଲଟିଛି ବ୍ରାଉନସୁଗାର କାରବାରର ପେଣ୍ଠସ୍ଥଳ। ବିଗତ କିଛି ମାସ ହେବ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଓ କମିଶନରେଟ ପୋଲିସ ସ୍ପେଶାଲ ଡ୍ରାଇଭ୍‌ ଚଳାଇଛି। ଇତିମଧ୍ୟରେ ଚଢ଼ାଉ ଜାରି ରହିଥିବାବେଳେ ବହୁ ନିଶା ମାଫିଆ, ବେପାରୀ ଓ ଗ୍ରାହକ ଧରାପଡିଛନ୍ତି। ଭୁବନେଶ୍ୱରରେ…

ଆଜିଠୁ ହୋଲ୍ଡିଂ ଟ୍ୟାକ୍ସ ଆଦାୟ କରିବେ କିନ୍ନର

ଭୁବନେଶ୍ୱର,୭।୨(ବ୍ୟୁରୋ): ବକେୟା ପଡ଼ିଥିବା ହୋଲ୍ଡିଂ ଟ୍ୟାକ୍ସ ଆଦାୟ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କିନ୍ନରମାନଙ୍କୁ ନିଯୁକ୍ତ କରିଛି। ଇତିମଧ୍ୟରେ ସେମାନଙ୍କୁ ସ୍ବତନ୍ତ୍ର ତାଲିମ୍‌ ଦିଆଯାଇଥିବାବେଳେ ଶୁକ୍ରବାରଠାରୁ କାର୍ଯ୍ୟାରମ୍ଭ କରିବେ। ସକାଳେ ବିଏମ୍‌ସି ମୁଖ୍ୟାଳୟରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କମିଶନର ପ୍ରେମଚନ୍ଦ୍ର…

ବରିଷ୍ଠ ସାମ୍ବାଦିକଙ୍କ ପତ୍ନୀ ବିୟୋଗ

ଭୁବନେଶ୍ୱର,୭।୨(ବ୍ୟୁରୋ): ଧରିତ୍ରୀର ବରିଷ୍ଠ ସାମ୍ବାଦିକ ତଥା ବାଲେଶ୍ୱର ସଂସ୍କରଣ ମୁଖ୍ୟ ଉପେନ୍ଦ୍ର ପ୍ରସାଦ ମହାଲାଙ୍କ ଧର୍ମପତ୍ନୀ ପ୍ରଭାତୀ ମହାଲା(୫୧)ଙ୍କ ଗୁରୁବାର ରାତି ସାଢ଼େ ୧୦ଟାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ସେ ୨୦୧୮ ନଭେମ୍ବରରୁ କର୍କଟ ରୋଗରେ ପୀଡ଼ିତ…

ଏସ୍‌ସିବି ମେଡିକାଲରେ ପ୍ରଥମ ସ୍ବାଇନ୍‌ ଫ୍ଲୁ ରୋଗୀ

କଟକ ଅଫିସ,୭।୨: କଟକ ଏସ୍‌ସିବି ମେଡିକାଲରେ ଚଳିତବର୍ଷର ପ୍ରଥମ ସ୍ବାଇନ୍‌ ଫ୍ଲୁ ରୋଗୀ ଭର୍ତ୍ତି ହୋଇଛନ୍ତି। ୩୦ ବର୍ଷୀୟ ଏହି ଯୁବକଙ୍କ ଘର ଢେଙ୍କାନାଳ ଜିଲାରେ ବୋଲି ଜଣାପଡ଼ିଛି। ପଲ୍ୟୁମନାରୀ ବିଭାଗ ଅଧୀନ ସ୍ବତନ୍ତ୍ର ୱାର୍ଡରେ ସେ ଚିକିତ୍ସିତ ହେଉଥିବାବେଳେ ତାଙ୍କ…

ଜେଏସ୍‌ଡବ୍ଲ୍ୟୁକୁ ମିଳିଲା ଜଜାଙ୍ଗ ଖଣି

ଭୁବନେଶ୍ୱର,୭।୨(ବ୍ୟୁରୋ): ସଜ୍ଜନ ଜିନ୍ଦଲ ପରିଚାଳିତ ଜେଏସଡବ୍ଲ୍ୟୁ ଷ୍ଟିଲ କେନ୍ଦୁଝର ଜିଲାରେ ଥିବା ଜଜାଙ୍ଗ ଲୁହାପଥର ଖଣି ହାତେଇବାରେ ସଫଳ ହୋଇଛି। ଏହି ଖଣି ପାଇଁ ଜେଏସ୍‌ଡବ୍ଲ୍ୟୁ ଷ୍ଟିଲ ରାଜ୍ୟ ସରକାରଙ୍କୁ ଲୁହାପଥର ବିକ୍ରି ମୂଲ୍ୟର ୧୧୦ ପ୍ରତିଶତ ଦେବାକୁ ଚୁକ୍ତି କରିଛି।…

ୟେମେନରେ ଆମେରିକା ସେନା ପକ୍ଷରୁ ଏନକାଉଣ୍ଟର, ଅଲକାଏଦା ନେତା କାସିମ ନିହତ

ଓ୍ବାଶିଂଟନ୍‌,୭।୨: ଅଲକାଏଦା ନେତା କାସିମ-ଅଲ-ରିମି ଏନକାଉଣ୍ଟରରେ ନିହତ ହୋଇଛନ୍ତି। ୟେମେନରେ ଚାଲିଥିବା ଆତଙ୍କବାଦ ମୁକାବିଲା ଅଭିଯାନବେଳେ ସେ ନିହତ ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚନା ଦେଇଛନ୍ତି। ଅଲକାଏଦା ଇନ ଦି ଆରବିୟାନ ପେନିନ୍ସୁଲା(ଏକ୍ୟୁଏପି) ନାମକ ଇସଲାମିକ ସଂଗଠନର ନେତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri