Home

ଓଡ଼ିଶା ସାଉଣ୍ଡ୍‌ ଡିଜାଇନର୍‌ଙ୍କୁ ଫିଲ୍ମଫେୟାର

ଭୁବନେଶ୍ୱର,୭।୨(ବ୍ୟୁରୋ): ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ସାଉଣ୍ଡ୍‌ ଡିଜାଇନର୍‌ ନୀହାର ରଞ୍ଜନ ସାମଲ। ୬୫ତମ ଫିଲ୍ମଫେୟାର ଆଓ୍ବାର୍ଡରେ ସାଉଣ୍ଡ୍‌ ଡିଜାଇନ୍‌ ବିଭାଗରେ ଶ୍ରେଷ୍ଠ ବିବେଚିତ ହୋଇ ଫିଲ୍ମଫେୟାର-୨୦୨୦ ଆଓ୍ବାର୍ଡ ପାଇବାକୁ ମନୋନୀତ ହୋଇଛନ୍ତି ନୀହାର। ୨୦୧୯ରେ ରିଲିଜ୍‌ ହୋଇଥିବା ବହୁଚର୍ଚ୍ଚିତ ଫିଲ୍ମ…

ସରଳ ହେବ ଜମିର କିସମ ପରିବର୍ତ୍ତନ

ଭୁବନେଶ୍ୱର,୭।୨(ବ୍ୟୁରୋ): କିସମ ପରିବର୍ତ୍ତନ ସରଳ ହେବ। ଲୋକମାନେ ଯେପରି କିସମ ପରିବର୍ତ୍ତନ କରିବା ସହ ନିଜର ସ୍ବତ୍ତ୍ୱ ଶୀଘ୍ର ପାଇ ପାରିବେ ସେ ନେଇ ପଦକ୍ଷେପ ନିଆଯିବ। ସାମାଜିକ-ଅର୍ଥନୈତିକ ଦୃଶ୍ୟପଟରେ ବଦଳୁଥିବାରୁ ରାଜସ୍ବ ବିଭାଗର ଏହି ପୁରୁଣା ବ୍ୟବସ୍ଥାରେ ବ୍ୟାପକ ପରିବର୍ତ୍ତନର…

ମିଳୁନି ଟୋକନ

ପଞ୍ଜୀକୃତ ଚାଷୀଙ୍କୁ ଟୋକନ ପ୍ରଦାନରେ ଅବ୍ୟବସ୍ଥା ଯୋଗୁ ଅନୁଗୋଳ ଜିଲାରେ ଧିମେଇଛି ଧାନକିଣା। ମଣ୍ଡି ଖୋଲିବାର ଦେଢ଼ମାସ ବିତି ଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଧାର୍ଯ୍ୟଲକ୍ଷ୍ୟର ଅଧା ବି ଧାନ କିଣା ହୋଇନି। କେତେଜଣ ଚାଷୀଙ୍କୁ ନିୟମିତ ବ୍ୟବଧାନରେ ତଥା ପର୍ଯ୍ୟାୟ…

ଛତିଶଗଡ଼ ଓଡ଼ିଆ ଶିକ୍ଷକଙ୍କ ପାରିଶ୍ରମିକ ବଢ଼ିବ

ଭୁବନେଶ୍ୱର,୭।୨(ବ୍ୟୁରୋ): ଓଡ଼ିଶାର ଉପାନ୍ତ ଅଞ୍ଚଳରେ ବସବାସ କରୁଥିବା ସଂଖ୍ୟାଲଘୁ ଓଡ଼ିଆ ଭାଷାଭାଷୀ ଲୋକଙ୍କ ସମସ୍ୟା ଅନୁଧ୍ୟାନ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହାସହ ଛତିଶଗଡ଼ରେ ବସବାସ କରୁଥିବା ଓଡ଼ିଆଙ୍କ ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେବାକୁ ଯାଉଛନ୍ତି। ମୁଖ୍ୟତଃ ଛତିଶଗଡ଼ର…

୧୩ ଜିଲାରେ ବର୍ଷା, ୪ ଜିଲାରେ କୁହୁଡ଼ି

ଭୁବନେଶ୍ୱର,୭।୨(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ ଏବଂ ଗଞ୍ଜାମ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବାନ ରହିଛି। ଏହି ସମୟରେ…

ଆଜିଠାରୁ ଭାଲେଣ୍ଟାଇନ୍ସ ଓ୍ବିକ୍‌

ଭୁବନେଶ୍ୱର,୭।୨(ବ୍ୟୁରୋ)ବର୍ଷକର ଅପେକ୍ଷା ପରେ ପାଖେଇ ଆସୁଛି ପ୍ରେମ ଓ ପ୍ରେମୀଯୁଗଳଙ୍କ ଖାସ୍‌ ଦିନ ଭାଲେଣ୍ଟାଇନ୍ସ ଡେ। ଏନେଇ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ରହିଥିବାବେଳେ ଫେବୃୟାରୀ ୭ରୁ ୧୪ ପର୍ଯ୍ୟନ୍ତ ଭାଲେଣ୍ଟାଇନ୍ସ ୱିକ୍‌ ବା ପ୍ରେମ ସପ୍ତାହ ଭାବେ ପାଳନ କରିବାକୁ…

ଦିଲ୍ଲୀ ନିର୍ବାଚନ: ୧୦୦ରୁ ଊର୍ଦ୍ଧ୍ୱ ବୟସ୍କ ଭୋଟରଙ୍କ ସଂଖ୍ୟା ୧୩୨

ନୂଆଦିଲ୍ଲୀ,୭।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଚାଲିଥିବା ପ୍ରଚାର ଗୁରୁବାର ଶେଷ ହୋଇଛି। ଆସନ୍ତା ୮ ତାରିଖରେ ଦିଲ୍ଲୀର ୭୦ଟି ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ। ଏଥର ନିର୍ବାଚନରେ ୧୦୦ରୁ ଊର୍ଦ୍ଧ୍ୱ ବୟସ୍କ ୧୩୨ ଜଣ ଭୋଟର ନିଜର ମତ…

ଦଶରଥପୁର ବିଡିଓଙ୍କ ନାମରେ ମାମଲା ରୁଜୁ

ଯାଜପୁର ଅଫିସ,୭।୨: ଯାଜପୁର ଜିଲା ଦଶରଥପୁର ବ୍ଲକରେ ଗତ ୧ ତାରିଖରେ ଘଟିଥିବା ଗଣ୍ଡଗୋଳ ଘଟଣାରେ ମଙ୍ଗଳପୁର ପୋଲିସ ଉଭୟପକ୍ଷଙ୍କ ଅଭିଯୋଗ ଉପରେ ୨ଟି ମାମଲା ରୁଜୁ କରିଛି। ଦଶରଥପୁର ବିଡିଓ ନାରାୟଣ ଚନ୍ଦ୍ର ନାୟକଙ୍କ ଅଭିଯୋଗକୁ ଭିତ୍ତି କରି ଆଶୁତୋଷ…

ଅବଧି ସରିଲାଣି, ସରିନି ନିର୍ମାଣ କାର୍ଯ୍ୟ

କାଳିଆପାଣି,୭।୨(ଡିଏନଏ): ସୁକିନ୍ଦା ତହସିଲ ଅନ୍ତର୍ଗତ କୁହିକା ଗ୍ରାମ ପଞ୍ଚାୟତ ଟମକା – ମଙ୍ଗଳପୁର, ଆର୍‌ଆଣ୍ଡ୍‌ବି ରାସ୍ତା ନିକଟରୁ ଜେମାଦେଇପୁର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ରାସ୍ତା ନିର୍ମାଣ ଚାଲିଛି। ମାତ୍ର ଏହି ରାସ୍ତା ନିମ୍ନମାନର ହୋଇଥିବାରୁ ଏହାର ଭିଜିଲାନ୍ସ ତଦନ୍ତ…

ଅପହରଣ କରି ନାବାଳିକାଙ୍କୁ ବିବାହ ସନ୍ଦେହ ଘର ଆଗରେ ନାଁ  ଦେଖି ଯୁବକଙ୍କୁ ଉଠାଇନେଲା ପୋଲିସ

ନୟାଗଡ ଅଫିସ,୭ା୨: ଅପହରଣ କରି ନାବାଳିକାଙ୍କୁ ବିବାହ କରିଥିବା ସନ୍ଦେହରେ ଜଣଙ୍କ ଘର ଆଗରେ ନାଁ ଦେଖି ପୋଲିସ ଜଣେ ଯୁବକଙ୍କୁ ଉଠାଇ ନେବା ପରେ ନୟାଗଡ ଜିଲା ଇଟାମାଟି ଥାନା ଗମ୍ଭାଡିରେ ଗୁରୁବାର ରାତିରେ ଉତ୍ତେଜନା ଦେଖାଦେଇଥିଲା। ପୋଲିସ ତ୍ରୁଟି…

ଘରୋଇ ଚିକିତ୍ସାଳୟ, ନିଦାନ କେନ୍ଦ୍ରରେ ଲାଗିବ ଲଗାମ: କାର୍ଯ୍ୟକାରୀ ହେବ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା

ନୟାଗଡ ଅଫିସ,୭ା୨: ନୟାଗଡ଼ ଜିଲାର ସମସ୍ତ ଘରୋଇ ଚିକିତ୍ସାଳୟ ଓ ନିଦାନ କେନ୍ଦ୍ର ଉପରେ ଲଗାମ ଲାଗିବ। ଜିଲାରେ ଥିବା ଏସବୁ କେନ୍ଦ୍ରଗୁଡ଼ିକରେ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା ତୁରନ୍ତ କାର୍ଯ୍ୟକାରୀ ହେବ। ଜିଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ଜିଲାପାଳ ଡା. ପୋମା…

ପିଟରଙ୍କୁ ଜାମିନ, ହେଲେ ଏବେ ମୁକୁଳିବେନି

ମୁମ୍ବାଇ,୭-୨(ପି.ଟି.):ବହୁଚର୍ଚ୍ଚିତ ଶିନା ବୋରା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ପୂର୍ବତନ ମିଡିଆ ବାରୋନ୍‌ ପିଟର ମୁଖାର୍ଜୀଆଙ୍କୁ ଆଶ୍ୱସ୍ତି ମିଳିଛି। ଏହି ହତ୍ୟାକାଣ୍ଡରେ ପିଟରଙ୍କ ବିରୋଧରେ ବିଶେଷ ପ୍ରମାଣ ନ ଥିବାରୁ ଗୁରୁବାର ବମ୍ବେ ହାଇକୋର୍ଟ ତାଙ୍କୁ ଜାମିନ ଦେଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri