Home

୫ବର୍ଷର ରିଲେସନ୍‌ ପରେ ଗୁପ୍ତରେ ହେଲା ଏହି ଯୋଡ଼ିଙ୍କ ନିର୍ବନ୍ଧ

ଛୋଟପରଦାରୁ ବଲିଉଡ୍‌। ଏପରିକି ଡିଜିଟାଲ ଦୁନିଆରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିବା ଏହି ଅଭିନେତା ଜଣଙ୍କର ଏବେ ଶୁଭବେଳା ଚାଲିଛି। ଗୋଟିଏ ପରେ ଗୋଟିଏ ସଫଳତାର ଶିଡ଼ି ସେ ଚଢ଼ି ଚାଲିଛନ୍ତି। ଆଉ କେହି ନୁହନ୍ତି, ସେ ହେଉଛନ୍ତି ଅଭିନେତା ବିକ୍ରାନ୍ତ…

ଘରକୁ ଫେରିଲେ ଆହତ ରଣଦୀପ

ମୁମ୍ବାଇ: ବଲିଉଡ୍‌ ଅଭିନେତା ରଣଦୀପ ହୁଡ୍ଡା ହସ୍ପିଟାଲରୁ ସୁସ୍ଥ ହୋଇ ଏବେ ଘରକୁ ଫେରିଛନ୍ତି। ସଲମାନଙ୍କ ଅପ୍‌ କମିଂ ଫିଲ୍ମ ‘ରାଧେ: ଇୟୋର ମୋଷ୍ଟ ଓ୍ବାଣ୍ଟଟେଡ୍‌ ଭାଇ’ରେ ଖଳନାୟକ ଚରିତ୍ରରେ ଅଭିନୟ କରୁଛନ୍ତି ରଣଦୀପ। ଆସନ୍ତା ଇଦ୍‌ରେ ରିଲିଜ୍‌ ହେବାକୁ ଥିବା…

ପଶ୍ଚିମବଙ୍ଗରେ ଲାଗୁ ହେବନାହିଁ ଏନ୍‌ଆର୍‌ସି: ମମତା

କୋଲକାତା,୩।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାରଙ୍କ ନିୟମକୁ ମାନିବେ ନାହିଁ ବୋଲି କହିଛନ୍ତି। ରାଜ୍ୟରେ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି) ଲାଗୁ ହେବ ନାହିଁ ବୋଲି ସେ ସଫା ସଫା କହିଦେଇଛନ୍ତି। ଜାତି ଓ ଧର୍ମ ଆଧାରରେ…

ଫେସ୍‌ବୁକ୍‌ରେ ଅନ୍‌ଫ୍ରେଣ୍ଡ୍‌ କରିବାରୁ ଭଉଣୀକୁ ଗୁଳି ମାରିଲେ ଭାଇ

ଓ୍ବାଶିଂଟନ, ୩।୧୨: ଆମେରିକାର ଅଲାସ୍କା ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଭଉଣୀ ନିଜ ଭାଇଙ୍କୁ ଫେସବୁକ୍‌ରୁ ଅନଫ୍ରେଣ୍ଡ୍‌ କରିବା ମହଙ୍ଗା ପଡିଛି। ଫଳସ୍ବରୂପ ଭାଇ ଭଉଣୀଙ୍କୁ ଗୁଳି ମାରି ହତ୍ୟା କରିଛନ୍ତି। ମୃତକ ଜଣକ ହେଲେ ଅମଣ୍ଡା। ସୂଚନାଯୋଗ୍ୟ,…

ମଧ୍ୟପ୍ରଦେଶରେ ବଳାତ୍କାରର ଶିକାର ହେଲେ ୪ବର୍ଷର ଶିଶୁ

ଇନ୍ଦୋର,୩।୧୨: ହାଇଦ୍ରାବାଦରେ ଭେଟେରିନାରି ମହିଳା ଡାକ୍ତରଙ୍କୁ ବଳତ୍କାର ପରେ ହତ୍ୟା ଘଟଣା ଥମି ନ ଥିବା ବେଳେ ଆଉ ଏକ ମାମଲା ସାମ୍ନାକୁ ଆସିଛି। ମଧ୍ୟପ୍ରଦେଶରେ ଜଣେ ୪ବର୍ଷର ଶିଶୁକୁ ବଳାତ୍କାର କରାଯାଇ ହତ୍ୟା କରାଯାଇଥିବା ଜଣାପଡ଼ିଛି। ଏହି ଘଟଣାରେ ସ୍ଥାନୀୟ…

ବନ୍ଦ କାର୍‌ରେ ଶିଶୁକନ୍ୟାକୁ ଛାଡ଼ି ପଳାଇଲେ ମା’ବାପା, ମୁର୍ମୂଷୁ ଅବସ୍ଥାରେ ଉଦ୍ଧାର କଲେ ଲୋକେ

ଢେଙ୍କାନାଳ ଅଫିସ,୩।୧୨: ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ମଧ୍ୟାହ୍ନ ସମୟରେ ଏକ ଧଳା କାର୍‌ ଭିତରେ ଦେଢ଼ ବର୍ଷର ଶିଶୁକନ୍ୟା ଫସି ରହିଥିବା ଲୋକେ ଦେଖିବାକୁ ପାଇଥିଲେ। ପରେ ଗାଡ଼ିର କାଚ ଖୋଲି ଶିଶୁକନ୍ୟାକୁ…

କାହିଁକି କୁନି ଝିଅର ଘରକୁ ଯାଇ ଭେଟିଲେ ଆବୁ ଧାବି କ୍ରାଉନ୍‌ ପ୍ରିନ୍ସ

ଆବୁ ଧାବି,୩।୧୨: ଆବୁ ଧାବିର କ୍ରାଉନ୍‌ ପ୍ରିନ୍ସ ତଥା ୟୁଏଇ ସେନାର ଡେପୁଟି ସୁପ୍ରିମ କମାଣ୍ଡର ଶେଖ ମହମ୍ମଦ ବିନ ଜାୟେଦ ସୋମବାର ଜଣେ ୟୁଏଇ ଝିଅଙ୍କ ଘରକୁ ଯାଇ ସାକ୍ଷାତ୍‌ କରିଛନ୍ତି। ସେହି ଝିଅଙ୍କ ସହ କ୍ରାଉନ୍‌ ପ୍ରିନ୍ସଙ୍କ ସାକ୍ଷାତ୍‌କାର…

ବିବାହକୁ ଆସିଥିବା ବରଯାତ୍ରୀଙ୍କୁ ଉପହାରରେ ଦିଆଗଲା ହେଲମେଟ୍‌

ନୂଆଦିଲ୍ଲୀ, ୩।୧୨: ସାଧାରଣତଃ ବରଯାତ୍ରୀଙ୍କୁ କନ୍ୟାଘର ପକ୍ଷରୁ ବିଭିନ୍ନ ପ୍ରକାର ଖାଦ୍ୟରେ ଆପାୟିତ କରାଯାଏ। କିନ୍ତୁ ନୂଆଦିଲ୍ଲୀର ଲକ୍ଷ୍ମଣଗଡରେ ଏକ ଅଜବ ବିବାହ ଅନୁଷ୍ଠିତ ହୋଇଛି। ଏହାରେ ପୁଅ ଘରୁ ଆସିଥିବା ବରଯାତ୍ରୀଙ୍କୁ କନ୍ୟା ଘର ପକ୍ଷରୁ ହେଲମେଟ୍‌ ଉପହାର ସ୍ବରୂପ…

ଏମିତି ଘଡ଼ି: ଏଥିରେ ନାହିଁ ୧୨ ସଂଖ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୁଇଜରଲ୍ୟାଣ୍ଡ୍‌: ବିଶ୍ୱରେ ଏମିତି ଏକ ଦେଶ ରହିଛି, ଯେଉଁଠି ଘଡ଼ିରେ ୧୨ ସଂଖ୍ୟା ନାହିଁ କି ଲୋକେ ଘଡ଼ିରେ କେବେ ୧୨ଟା ବାଜୁ ବୋଲି  ଚାହାନ୍ତି ନାହିଁ। ଏହା ପଛରେ ଥିବା କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଏହି  ଦେଶରେ ୧୨ସଂଖ୍ୟାକୁ…

ମନମୋହନ ସିଂଙ୍କ ସରକାରରେ ଶେଷଥର ପାଇଁ ବଳାତ୍କାରୀଙ୍କୁ ମିଳିଥିଲା ଫାଶୀ: ଗତ ୧୫ ବର୍ଷରେ ୪ ଲକ୍ଷ ମାମଲା; ପ୍ରତିଘଣ୍ଟାରେ ୫ ଜଣ ହେଉଛନ୍ତି ଶିକାର

ନୂଆଦିଲ୍ଲୀ,୩।୧୨: ମହିଳାଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାରଙ୍କ ସମସ୍ତ ଯୋଜନା ପାଣିର ଗାର ପାଲଟିଛି। ମହିଳାଙ୍କ ସୁରକ୍ଷା ପ୍ରତିଶ୍ରୁତି ପ୍ରବଞ୍ଚନା ପାଲଟିଛି ବୋଲି ବିରୋଧୀ ଦଳ ଅଭିଯୋଗ କରିଛନ୍ତି। ଏକ ରିପୋର୍ଟ ଅନୁସାରେ ଶେଷ ଥର ପାଇଁ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ…

ଆର୍‌ଜେଡି ଅଧ୍ୟକ୍ଷ ଭାବେ ନିର୍ବାଚିତ ହେଲେ ଲାଲୁ

ପାଟନା,୩।୧୨: ବିହାରରେ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ଅଧ୍ୟକ୍ଷ ଭାବେ ପୁଣିଥରେ ବିନା ପ୍ରତିଦ୍ୱନ୍ଦିରେ ନିର୍ବାଚିତ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ। ୧୧ ଥର ଲାଗି ଲାଲୁ ଆର୍‌ଜେଡି ଅଧ୍ୟକ୍ଷ ପଦରେ ବସିଛନ୍ତି। ଗୋଖାଦ୍ୟ ଦୁର୍ନୀତି ମାମଲାରେ ଡିସେମ୍ବର ୨୩,…

ପିଲାବେଳୁ ଶାସ୍ତ୍ରୀୟ ନୃତ୍ୟରେ ଥିଲେ ପାରଙ୍ଗମ, କ୍ରିକେଟରେ କ୍ୟାରିୟର ଗଢି ଭାଙ୍ଗିଲେ ଅନେକ ରେକର୍ଡ

ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ମିତାଲି ରାଜ୍‌ ଆଜି ୩୭ ବର୍ଷରେ ପଦାର୍ପଣ କରିଛନ୍ତି। ଭାରତରେ ପୁରୁଷ କ୍ରିକେଟରେ ସଚିନ ତେନ୍ଦୁଲକରଙ୍କ ମହାନ ସେହିପରି ମହିଳା କ୍ରିକେଟରେ ମିତାଲିଙ୍କୁ ମଧ୍ୟ ଶ୍ରେଷ୍ଠ କ୍ରିକେଟର ଆଖ୍ୟା ଦିଆଯାଇଛି। ୨୦ ବର୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri